Home

ନୀତି ଆୟୋଗ ଏସ୍‌ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍‌ ଖସିଲା

ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍‌ (ଏସ୍‌ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି। ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏହି ସୂଚକାଙ୍କର ତୃତୀୟ ସଂସ୍କରଣକୁ ଉନ୍ମୋଚନ କରିଥିଲେ।…

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଚାଲିଛି। ତେବେ ପ୍ରଥମ ଓ ଦ୍ୱିତୀୟ ପରୀକ୍ଷାରେ ପ୍ରଭାବ…

କେରଳ ଛୁଇଁଲା ମୌସୁମୀ

ଥିରୁଭାନନ୍ତପୁରମ୍‌,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨ ଦିନ ମଧ୍ୟରେ…

ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି

ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ  ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଗୁରୁବାର କହିଛନ୍ତି। କେବଳ ଏତିକି ନୁହେଁ,…

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍‌ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ଏନେଇ ଗୁରୁବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଲୋକ ସମ୍ପର୍କ ଅଧିକାରୀ ଶରତ କର…

ଆକ୍ସନ୍‌ ମୋଡ୍‌ରେ ମାୟାବତୀ

ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍‌ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା ଲାଲଜୀ ବର୍ମା ଏବଂ ପୂର୍ବ ପ୍ରଦେଶ ଅଧ୍ୟକ୍ଷ ରାମ ଅଚଲ ରାଜଭରଙ୍କୁ ଦଳ ବିରୋଧୀ…

ବିଦ୍ୟୁତ୍‌ତାରରେ କଳାକୌଶଳ ପ୍ରଦର୍ଶନ କରୁଛି କୁକୁର

ସୋସିଆଲ ମିଡିଆରେ ବେଳେବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥାଏ ଯାହା କଳ୍ପନା ବାହାରେ ଥାଏ। ସେହିପରି ଟୁଇଟରରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯାହା ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ସାଧାରଣତଃ କଳାକାରମାନଙ୍କୁ ସର୍କସରେ ଦଉଡ଼ିରେ କୌଶଳ ପ୍ରଦର୍ଶନ…

ମୋଦିଙ୍କୁ କୁକିଙ୍କ ନିବେଦନ: ସାର୍‌ ବିଦାୟ ସମ୍ବର୍ଦ୍ଧନା ତ କରି ଦିଅନ୍ତୁ, +୨ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାକୁ ଇଚ୍ଛା ଥିଲା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକ ପରେ ସିବିଏସ୍‌ଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରଦ୍ଦ କରାଯିବା ନେଇ ଘୋଷଣା କରାଯାଇଥିଲା। କୋଭିଡର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ସୋସିଆଲ ମିଡିଆରେ ସିବିଏସ୍‌ଇ…

ରଥରେ ଲାଗିଲା ଅଖ

ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଆଜି ଶ୍ରୀଜିଉଙ୍କ ସକାଳ…

ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍‌ ସହ ଲଢ଼ୁଛନ୍ତି ଯୁଦ୍ଧ

ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି। କୋଭିଡରେ ଆକ୍ରାନ୍ତ ହୋଇଥିବା ଯୋଗୁ ଏମ୍ସରେ ତାଙ୍କର ଚିକିତ୍ସା ଜାରି ରହିଛି। ତେବେ ଶରୀରର…

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର ଦେଶରେ ଏପର୍ଯ୍ୟନ୍ତ ୯୩୪୬ ପିଲା ଅନାଥ କିମ୍ବା ବେସାହାରା ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ…

ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ସାରିକାଙ୍କ ପରିଚୟର ଆବଶ୍ୟକତା ନାହିଁ। କାରଣ ତାଙ୍କ ଅଭିନୟ ଯିଏ ଦେଖିଛି ସେ ଜାଣିଛି ସେ କେତେ ଦକ୍ଷ। ତାଙ୍କର ଦୀର୍ଘଦିନର ବଲିଉଡ୍‌ ଯାତ୍ରାରେ ସେ ଅନେକ ଭେଟେରାନ ଅଭିନେତାଙ୍କ ସହ କାମ କରିଛନ୍ତି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri