Home

ଗମ୍ଭୀରଙ୍କ ଦାବି; ଦୁନିଆରେ କେବଳ ଜଣେ ବ୍ୟାଟ୍ସମ୍ୟାନ ବୁମ୍‌ରାଙ୍କୁ ଖେଳିପାରନ୍ତି; ସେ ହେଲେ…

ନୂଆଦିଲ୍ଲୀ,୧୭।୯: ଭାରତୀୟ ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରାଙ୍କୁ କେବଳ ଜଣେ ଖେଳାଳି ଭଲ ଭାବେ ଖେଳିପାରନ୍ତି। ସେ ହେଉଛନ୍ତି ଏବି ଡି ଭିଲିୟର୍ସ ବୋଲି ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର କହିଛନ୍ତି। ଷ୍ଟାର ସ୍ପୋଟ୍ସ ନେଟଓ୍ବାର୍କ ସହ ବାର୍ତ୍ତାଳାପରେ ଗମ୍ଭୀର କହିଛନ୍ତି,…

କେବେ ବିବାହ କରିବେ ଶିବାଙ୍ଗୀ? ଅଭିନେତ୍ରୀ କହିଲେ…

ବମ୍ବେ: ଲୋକପ୍ରିୟ ଧାରାବାହିକ ‘ୟେ ରିସ୍ତା କ୍ୟା କହଲାତା ହୈ’ରେ ଅଭିନୟ କରି ବାହାବା ସାଉଁଟିଛନ୍ତି ଶିବାଙ୍ଗୀ ଜୋଶୀ। ଶୋ’ରେ ମୋହସିନଙ୍କ ସହ ତାଙ୍କର ଯୋଡ଼ି ବେଶ ଜମିଥାଏ। ଏପରିକି ଉଭୟଙ୍କୁ ବେଷ୍ଟ କପଲ୍‌ ବୋଲି ମଧ୍ୟ ପ୍ରଶଂସକ କୁହନ୍ତି। ତେବେ…

ଆଫଗାନିସ୍ତାନରେ ସାମ୍ପ୍ରତିକ ପରିସ୍ଥିତି ଏସସିଓ ପାଇଁ ଏକ ଚ୍ୟାଲେଞ୍ଜ: ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ବୈଠକରେ ଯୋଗ ଦେଇଛନ୍ତି। ତାଙ୍କ ଅଭିଭାଷଣରେ ସେ ତାଜିକିସ୍ତାନର ଲୋକଙ୍କୁ ତ୍ରୟୋଦଶ ସ୍ବାଧୀନତାର ତୃତୀୟ ବାର୍ଷିକୀରେ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ,…

ଚାଇନାର ଦାଦାଗିରି

ବେଜିଂ,୧୭।୯:ବିଶ୍ୱ ବ୍ୟାଙ୍କର ଡୁଇଙ୍ଗ ବିଜନେସ ରିପୋର୍ଟର ବିଶ୍ୱସନୀୟତା ଉପରେ ବଡ଼ ପ୍ରଶ୍ନ ଉଠିଛି। ଅନୁସନ୍ଧାନରୁ ଜଣାପଡିଛି ଯେ, ଚାଇନାର ଚାପ ଯୋଗୁ ବିଶ୍ୱ ବ୍ୟାଙ୍କ ଦ୍ୱାରା ପ୍ରସ୍ତୁତ ୨୦୧୮ ରିପୋର୍ଟକୁ ହେରଫେର କରାଯାଇଛି। ବିଶ୍ୱ ବ୍ୟାଙ୍କର ବ୍ୟବସାୟ ରିପୋର୍ଟରେ ଅନିୟମିତତାକୁ ନେଇ…

ଆଜି ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

୪ ଦଫା ଦାବି ନେଇ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ସୁନ୍ଦରଗଡ଼ ବନ୍ଦ ପାଳନ

ସୁନ୍ଦରଗଡ଼,୧୭ା୯(ଡି.ଏନ୍‌.ଏ.): ୪ ଦଫା ଦାବି ନେଇ ଗୁରୁବାର ବନ୍ଦ ଡାକରା ଦେଇଥିବା ସୁନ୍ଦରଗଡ଼ ଟ୍ରକ ମାଲିକ ସଂଘ ଶୁକ୍ରବାର ସୁନ୍ଦରଗଡ଼ ସହରକୁ ପ୍ରବେଶ କରୁଥିବା ସମସ୍ତ ରାସ୍ତାକୁ ବନ୍ଦ କରିବା ସହ ୧୦ ନମ୍ବର ରାଜ୍ୟ ରାଜପଥ ରାଉରକେଲା-ସମ୍ବଲପୁର ରାସ୍ତାକୁ ମଧ୍ୟ…

ଭାଗ୍ୟରୁ ଧନୀ ହୋଇଥାନ୍ତି ଏହି ୩ ରାଶିର ବ୍ୟକ୍ତି; ଯାହା ଚାହାନ୍ତି ତାହା ପାଆନ୍ତି…

କୁହାଯାଏ, ଯାହାର ଭାଗ୍ୟ ଭଲ ସେ କମ୍‌ ପରିଶ୍ରମରେ ସଫଳତା ପ୍ରାପ୍ତ କରିଥାଏ। ଯାହାର ଖରାପ ତାକୁ ଅଧିକ ପରିଶ୍ରମ କରିବାକୁ ପଡ଼ିଥାଏ। ଜ୍ୟୋତିଷଶାସ୍ତ୍ରରେ ଏଭଳି ୩ ରାଶି ବିଷୟରେ କୁହାଯାଇଛି, ଯେଉଁମାନେ ଭାଗ୍ୟରୁ ଧନୀ ହେଇଥାନ୍ତି। ଏମାନଙ୍କୁ ହରାଇବା ମଧ୍ୟ…

ଆତଙ୍କବାଦୀ ଡ୍ରେସ୍‌ରେ ଆମେରିକା ରାଷ୍ଟ୍ରପତି

ନ୍ୟୁୟର୍କ,୧୭।୯: ଆଫଗାନିସ୍ତାନରୁ ଆମେରିକାର ଲଜ୍ଜାଜନକ ସୈନ୍ୟ ପ୍ରତ୍ୟାହାର ପରେ ରାଷ୍ଟ୍ରପତି ଜୋ ବାଇଡେନ ତୀବ୍ର ସମାଲୋଚନାର ଶିକାର ହୋଇଛନ୍ତି। ଏହି ସମୟ ମଧ୍ୟରେ ତାଙ୍କର ଏକ ପୋଷ୍ଟର ବହୁତ ଚର୍ଚ୍ଚାର ବିଷୟ ହୋଇଛି । ଏହି ପୋଷ୍ଟରରେ ରାଷ୍ଟ୍ରପତିଙ୍କୁ ତାଲିବାନ ଆତଙ୍କବାଦୀଙ୍କ…

ଜଣଙ୍କୁ କଚାଡ଼ି ମାରିଲା ହାତୀ, ଜଣେ ଗୁରୁତର

ଖପ୍ରାଖୋଲ,୧୭ା୯(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ଼ ତଳି ଅଞ୍ଚଳରେ ଥିବା ବ୍ରାହ୍ମଣୀ ଗାଁରେ ଗତ ରାତିରେ ଏକ ବଣୁଆ ହାତୀ ଗାଁକୁ ପଶି ଆସିଥିଲା। ଗାଁର ଯାଦବ ରଣା ଘରୁ ବାହାରି ଦେଖିବା ସମୟରେ…

ନିଆରା ଢଙ୍ଗରେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ୍‌,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, କେନ୍ଦ୍ର ମନ୍ତ୍ରୀ, ଭାଜପା ନେତା ଏବଂ ଅନ୍ୟମାନେ ତାଙ୍କୁ ଅଭିବାଦନ ଜଣାଇଛନ୍ତି। ମୋଦିଙ୍କ ଜନ୍ମଦିନରେ ଦେଶର ବିଭିନ୍ନ ଅଞ୍ଚଳରେ ଲୋକମାନେ ନିଜ ନିଜ ଢଙ୍ଗରେ…

୩ ଦିନ ହେବ ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୭।୯: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୪,୪୦୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୨୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

ଗତ ଦଶନ୍ଧିରେ ଦାରିଦ୍ର୍ୟ ୨୪% କମିଛି

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶତ ପ୍ରତିଶତ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ବୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ନାବାର୍ଡ ଅଧ୍ୟକ୍ଷ ଜି. ଆର୍‌. ଚିନ୍ତାଲା କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri