୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଲଘମାନ୍,…
କେହି ମାଲିକଙ୍କ ଘର କବାଟ ବାଡେଇଲେ ଛାତ ଉପରୁ ଥାଇ ଇଟା ଫିଙ୍ଗିଥାଏ ଏହି କୁକୁର; ଏବେ ଘଟିଲା କିଛି…
ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱାସୀ କୁକୁର ବୋଲି କୁହାଯାଏ। କାରଣ ସେ ମାଲିକର ସୁରକ୍ଷା କରିବା ସହ ତାଙ୍କର ସବୁକଥା ଅକ୍ଷରେ ଅକ୍ଷରେ ପାଳନ କରିଥାଏ। ହେଲେ କିଛି ଲୋକ ଏଭଳି ଥାଆନ୍ତି ଯେଉଁମାନେ ପଶୁମାନଙ୍କ ଦ୍ୱାରା ଅନ୍ୟମାନଙ୍କୁ ଡରାଇଥାନ୍ତି। ନଚେତ…
ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…
ଚାଇନାର ଜଣେ ମହିଳା ୧୯ ଜଣଙ୍କୁ ବାହା ହୋଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ଖାଲି ଏତିକି ନୁହେଁ, ବିବାହ ନାଁରେ ଲୋକଙ୍କୁ ୨ କୋଟିରୁ ଅଧିକ ଟଙ୍କା ଠକିଛନ୍ତି ମଧ୍ୟ। ଯାହା ପରେ ତାଙ୍କୁ ମହଙ୍ଗା ପଡ଼ିଛି। ଏହି ମାମଲା ଉନ୍ମୋଚନ…
‘ବିବାହ ଉପରୁ ଭରସା ତୁଟି ଗଲାଣି’
ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲଙ୍କ ବୈବାହିକ ଜୀବନରେ ସଙ୍କଟ ଦେଖଦେଇଛି। ପାରସ୍ପରିକ ବିବାଦ ପରେ ନିଶା ତାଙ୍କ ସ୍ବାମୀଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଥିଲେ।…
ବସ୍-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…
ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଇଂଲଣ୍ଡର ଜନ୍ ହପକିନ୍ସ୍ ବି ବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଗବେଷଣା…
ଝଗଡ଼ା କରୁକରୁ ବାଲକୋନୀରୁ ୨୫ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ-ସ୍ତ୍ରୀ: ଭିଡିଓ ଦେଖିଲେ ଆପଣ ବି…
ନୂଆଦିଲ୍ଲୀ: ପରିବାର ମଧ୍ୟରେ ସ୍ବାମୀସ୍ତ୍ରୀଙ୍କ ଝଗଡ଼ା କିଛି ନୂଆ କଥା ନୁହେଁ। ହେଲେ ବେଳେବେଳେ ଝିମିଟି ଖେଳରୁ ମହାଭାରତ ପରି ସାମାନ୍ୟ କଳି ମାରପିଟ୍ ପର୍ଯ୍ୟନ୍ତ ଯାଇଥାଏ। ସୋସିଆଲ ମିଡିଆରେ ସ୍ବାମୀସ୍ତ୍ରୀ ମଧ୍ୟରେ ଝଗଡ଼ାର ଏଭଳି ଏକ ଭିଡିଓ ଭାଇରାଲ ହେଉଛି।…
୮ ବର୍ଷ ତଳେ କରିଥିଲେ ଟୁଇଟ୍: ଏବେ ମାଗିଲେ କ୍ଷମା
ଇଂଲଣ୍ଡ ଦ୍ରୁତ ବୋଲର ଓଲି ରବିନ୍ସନ ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଡେବ୍ୟୁ ମ୍ୟାଚ୍ ଗୋଟିଏ ଦିନ ପୂର୍ବରୁ ନିଜର ପ୍ରାୟ ୮ ବର୍ଷ ପୁରୁଣା ଟୁଇଟ୍ ପାଇଁ ତାଙ୍କୁ କ୍ଷମା ମାଗିବାକୁ ପଡିଛି। ରବିନସନଙ୍କୁ ମାତ୍ର ୧୮…
ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ଏଭଳି ସହାୟତା କରିଥିଲେ ମମତା
ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର ପାଇଁ ଲାଗିପଡ଼ନ୍ତି। ସେଭଳି ଜଣେ ହେଲେ ବାବୁଲ ସୁପ୍ରିଓ। ପେସାରେ ସେ ଜଣେ ଗାୟକ…
କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ
ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍ଆଇଏଲ୍)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ ଆର୍ଥିକ ବର୍ଷ ୨୦୨୦-୨୧ସମୟରେ କୌଣସି ଦରମା ନେଇ ନ ଥିବା ଜଣାପଡ଼ିଛି। ବୁଧବାର ପ୍ରକାଶ…
ପଳାତକ ଚୋକ୍ସିଙ୍କ ଜାମିନ ଆବେଦନ ଖାରଜ…
ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍ଫେର୍ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍ ଚୋକ୍ସିଙ୍କ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ ନୀତି ଆପଣେଇ ପ୍ରତ୍ୟର୍ପଣରୁ ବଞ୍ଚିବାକୁ ଚେଷ୍ଟା କରୁଥିବା ଚୋକ୍ସିଙ୍କୁ ଏହାଦ୍ୱାରା ବଡ଼ ଝଟ୍କା ଲାଗିଛି।…
ଏହି ସର୍ତ୍ତରେ ଜୟା-ଅମିତାଭଙ୍କ ବିବାହ ପାଇଁ ରାଜି ହୋଇଥିଲେ ପିତା
ଆଜି ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ୪୮ ତମ ବିବାହ ବାର୍ଷିକୀ। ଏହି ଅବସରରେ ଅମିତାଭ ଏକ ପୁରୁଣା ଫଟୋ ଶେୟାର କରି ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦୀର୍ଘ ବର୍ଷ ଦାମ୍ପତ୍ୟ ଜୀବନକୁ ସଫଳତାର ସହ ଆଗେଇ…
ଭାକ୍ସିନ୍ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍…
ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ ଅଭାବ ଯୋଗୁ ଟିକାଦାନ ପ୍ରକ୍ରିୟାରେ ସାମୟିକ ବାଧା…
Archives


