‘ପ୍ରଭୁ ଶ୍ରୀରାମ ଆପଣଙ୍କୁ ଦୀର୍ଘାୟୁ କରନ୍ତୁ’
ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଦେଶ ତଥା ବିଶ୍ୱରୁ ଅଭିନନ୍ଦନର ସୁଅ ଛୁଟୁଛି। ବିଭିନ୍ନ ରାଜନୈତିକ ଦଳଠାରୁ ଆରମ୍ଭ କରି ସାମାଜିକ ସଂଗଠନ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ପଠାଯାଉଛି।…
ସନ୍ନ୍ୟାସୀ ଜୀବନରୁ ପ୍ରଧାନମନ୍ତ୍ରୀ ହେବାର ଯାତ୍ରା: ଜାଣନ୍ତୁ ମୋଦିଙ୍କ ବିଷୟରେ କିଛି ରୋଚକ ତଥ୍ୟ
ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ। ସାରା ଦେଶରେ ଭାଜପା ପକ୍ଷରୁ ବିଭିନ୍ନ କାର୍ଯ୍ୟମାନ ଆୟୋଜନ କରାଯାଉଛି। ତାଙ୍କ ବିଷୟରେ ଅନେକ ଜିନିଷ ଅଛି, ଯାହା ତାଙ୍କୁ ଦେଶର ଅନ୍ୟ ପ୍ରଧାନମନ୍ତ୍ରୀଙ୍କଠାରୁ ଭିନ୍ନ କରିଥାଏ। ଏଥି ସହିତ,…
ନିଲାମ ହେବ ପ୍ରଧାନମନ୍ତ୍ରୀଙ୍କ ଉପହାର
ନୂଆଦିଲ୍ଲୀ,୧୭ ।୯: ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାରା ବିଶ୍ୱରେ ଯେତେପ୍ରକାର ଉପହାର ମିଳିଛି ତା’ର ନିଲାମି କରାଯିବ ବୋଲି କହିଛି । ଏହାର ଇ-ନିଲାମି କରାଯିବ । ଏଥିରୁ ଯେଉଁ ଅର୍ଥ ମିଳିବ ତାହା ନମାମି…
ଭିତରକନିକା ଲୋଗୋରୁ ‘ଓଲି’ ବାଦ୍
କେନ୍ଦ୍ରାପଡ଼ା ଅଫିସ, ୧୭ା୯:ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ପ୍ରଜନନସ୍ଥଳ ପାଇଁ ଜାତୀୟ ଉଦ୍ୟାନ ଭିତରକନିକାର ଗହୀରମଥା ବିଶ୍ୱ ପ୍ରସିଦ୍ଧ। ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ ଲକ୍ଷାଧିକ ଅଲିଭ ରିଡଲେ ଆସନ୍ତି। କଇଁଛଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ କ୍ରୀଡ଼ାର ମାସ୍କଟ ଭାବେ…
ମହାକାଶ ଗଲେ ୪ ସାଧାରଣ ନାଗରିକ
ଓ୍ବାଶିଂଟନ୍, ୧୭ା୯: ସ୍ପେସ୍ ଟୁରିଜମ୍ ବା ମହାକାଶ ପର୍ଯ୍ୟଟନ ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି ଆମେରିକାର ବିଶିଷ୍ଟ ବ୍ୟବସାୟୀ ଏଲନ୍ ମସ୍କଙ୍କ କମ୍ପାନୀ ସ୍ସେସ୍ଏକ୍ସ। ବୁଧବାର ପ୍ରଥମ ଥର ପାଇଁ କୌଣସି ବୃତ୍ତିଗତ ମହାକାଶଚାରୀଙ୍କ ବଦଳରେ ୪ ସାଧାରଣ ନାଗରିକ…
ବିହାରରେ ‘ମେଗା ଭ୍ୟାକ୍ସିନେଶନ ଡ୍ରାଇଭ’
ପାଟନା,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଶୁକ୍ରବାର ବିହାରର ରାଜଧାନୀ ପାଟନାରେ ବି କେତେ ଗୁଡିଏ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ବିହାର ମୁଖ୍ୟମନ୍ତ୍ରୀ…
ଚାଇନାକୁ ଘେରିବା ପାଇଁ ‘ଅକସ୍’
ଓ୍ବାଶିଂଟନ/ଲଣ୍ଡନ,୧୭ା୯ସେପ୍ଟେମ୍ବର ୧୦ରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କ ଚାଇନା ପ୍ରତିପକ୍ଷ ଶି ଜିନ୍ପିଙ୍ଗ୍ଙ୍କ ସହ ଫୋନ୍ରେ ଆଫଗାନିସ୍ତାନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଦୁଇ ନେତାଙ୍କ ମଧ୍ୟରେ ଏହା ଥିଲା ୭ ମାସ ପରେ କଥାବାର୍ତ୍ତା। ଦୁଇ ଦେଶ ପରସ୍ପର ସହ…
ମୋଦିଙ୍କ ଜନ୍ମଦିନରେ ଭାଜପାର ମେଗା ପ୍ଲାନ
ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାଡନଗରରେ ୧୭ ସେପ୍ଟେମ୍ବର ୧୯୫୦ରେ ଜନ୍ମଗ୍ରହଣ କରିଥିଲେ । ଆଜି ସେ ତାଙ୍କର ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି । ସାରା ଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀମାନେ ମୋଦିଙ୍କ ଜନ୍ମଦିନ…
ମୋଦିଙ୍କ ଜନ୍ମଦିନରେ କଟାଗଲା ୭୧ କେଜିର ଲଡୁ
ବାରାଣସୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦରଦାସ ମୋଦିଙ୍କ ୭୧ତମ ଜନ୍ମଦିନ ଉପଲକ୍ଷେ ଭାରତୀୟ ଜନତା ପାର୍ଟି(ଭାଜପା)ର କର୍ମୀମାନେ ଦୀପ ଜଳାଇବା ସହ ୭୧ କିଲୋଗ୍ରାମର ଏକ ଲଡୁକୁ କାଟିଛନ୍ତି । ଏହା ମୋଦିଙ୍କ ନିର୍ବାଚନମଣ୍ଡଳୀ ଉତ୍ତର ପ୍ରଦେଶର ବାରାଣସୀରେ କଟାଯାଇଛି ।…
ମଣିଷ ଭଳି ଦେଖାଯାଉଛି ଏହି ମାଛ! ଭିଡିଓ ଦେଖିଲେ…
ଦୁନିଆରେ ଅନେକ ଅଜବ ଜିନିଷ ରହିଛି। ଏଣୁ କେବେ, କ’ଣ ଦେଖିବାକୁ ମିଳିବ ତାହା କହିହେବ ନାହିଁ। ବେଳେବେଳେ ଆମ ସାମ୍ନାକୁ ଏପରି ଜିନିଷ ଆସେ ଯାହାକୁ ବିଶ୍ୱସ କରିବା କଷ୍ଟକର। ଏପରି ଏକ ଆଶ୍ଚର୍ଯ୍ୟଜନକ ଭିଡ଼ିଓ ଏବେ ସୋସିଆଲ ମିଡିଆରେ…
ଅଧିନାୟକ ପଦ ଛାଡ଼ିବେ କୋହଲି
ନୂଆଦିଲ୍ଲୀ,୧୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଟି୨୦ ବିଶ୍ୱକପ୍ ପରେ ସେ ଟି୨୦ ଫର୍ମାଟର ଅଧିନାୟକ ପଦରୁ ଇସ୍ତଫା ଦେବେ। ତେବେ ଦିନିକିଆ ଓ ଟେଷ୍ଟ ଫର୍ମାଟରେ ସେ ଦଳର ନେତୃତ୍ୱ ନେବା…
ପୁରୁଣା ଫର୍ମକୁ ଆସିଲେ ଶହେ କ’ଣ, ୩୦୦ରନ୍ କରିଦେବେ କୋହଲି: କପିଲ ଦେବ
ନୂଆଦିଲ୍ଲୀ,୧୬।୯: ଦୀର୍ଘ ସମୟ ଧରି ଶତକ ମାରିନାହାନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଇଂଲଣ୍ଡ ଗସ୍ତ ବେଳେ ସେ ଭଲ ବ୍ୟାଟିଂ କରିଥିଲେ ହେଁ ଶତକ କରିପାରିନଥିଲେ। ଦୁଇ ବର୍ଷ ପୂର୍ବେ ସେ ଶତକ ମାରିଥିଲେ। ଏବେ ଏହାକୁ ନେଇ ‘ରନ୍…
Archives


