ପାକିସ୍ତାନ ବୋଲର୍ଙ୍କ ବୟାନବାଜି: ଟି-୨୦ ବିଶ୍ୱକପ୍ରେ ଆମେ ଭାରତକୁ ଏଭଳି ହରାଇବାକୁ ଚାହୁଁଛୁ
ନୂଆଦିଲ୍ଲୀ,୧୬।୯: ଅନ୍ତର୍ଜାତୀୟ ମୁକାବିଲା ପୂର୍ବରୁ ପାକିସ୍ତାନ ଟିମ୍ର ଖେଳାଳିମାନେ ବୟାନବାଜି କରିଥାନ୍ତି। ହେଲେ ଦିନିକିଆ କିମ୍ବା ଟି-୨୦ ବିଶ୍ୱକପ୍ରେ ସେମାନେ ଭାରତକୁ ପରାସ୍ତ କରିପାରିନାହାନ୍ତି। ଏପରିକି ଅଭ୍ୟାସ ମ୍ୟାଚ୍ରେ ସେମାନେ ଭାରତକୁ ହରାଇପାରିନାହାନ୍ତି। ଏବେ ଟି-୨୦ ବିଶ୍ୱକପ୍ ପୂର୍ବରୁ ପାକିସ୍ତାନ ପେସର…
ମା’ ହେବା ପରେ ପାର୍ଟି ଦେଲେ ଏହି ଅଭିନେତ୍ରୀ
କୋଲକାତା: ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଆଜିକାଲି ମା’ ହେବା ପରେ ଚର୍ଚ୍ଚାକୁ ଆସୁଛନ୍ତି। ଗତ ଅଗଷ୍ଟ ୨୬ରେ ସେ ଇଶାନ ନାମକ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଏହା ପରଠାରୁ ନୁସରତ ତାଙ୍କ ମାତୃତ୍ୱକୁ…
ଉଛୁଳିଲା କୋଏଲ ନଦୀ: ୮୦ ପରିବାର ବାହ୍ୟଜଗତରୁ ବିଚ୍ଛିନ୍ନ
କୁଆଁରମୁଣ୍ଡା,୧୬ା୯(ଡି.ଏନ୍.ଏ.): ଲଗାଣ ବର୍ଷାରେ ସୁନ୍ଦରଗଡ଼ ଜିଲାରେ ପ୍ରବାହିତ ବିଭିନ୍ନ ନଦୀ ଏବେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏଥିଯୋଗୁ ନଦୀଗୁଡିକ କୂଳ ଲଙ୍ଘି ନିକଟବର୍ତ୍ତୀ ଗ୍ରାମ ଓ ବସ୍ତିରେ ବନ୍ୟାଜଳ ପ୍ରବେଶ କରିଛି। ବିଶେଷକରି ବ୍ରାହ୍ମଣୀ ନଦୀର ୨ଟି ଶାଖା…
ମାଲିକ ଦରମା ଦେଲେନି ବୋଲି କର୍ମଚାରୀ ଜେସିବି ଚଢ଼ାଇ ମାଟିରେ ମିଶାଇ ଦେଲେ ୫ ଟ୍ରକ୍, ଭିଡିଓ ଦେଖିଲେ…
ଏକ କୋଇଲା ଖଣିରେ କାମ କରୁଥିବା କର୍ମଚାରୀଙ୍କୁ ମାଲିକ ଦରମା ନ ଦେବାରୁ ସେ ଜେସିବି ଲଗାଇ ୫ଟି ଟ୍ରକ୍ ଭାଙ୍ଗି ଚୁର୍ମାର କରିଦେଇଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। When the Boss refuses…
ଆଇପିଏଲ୍ରେ ଏହି ‘ବିରାଟ’ କାରନାମା କରିବେ କୋହଲି; ଏବେ ଯାଏ ଧୋନୀ-ରୋହିତ-ରାଇନା-କାର୍ତ୍ତିକ ହିଁ…
ନୂଆଦିଲ୍ଲୀ,୧୬।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି) ଅଧିନାୟକ ବିରାଟ କୋହଲି ଆଇପିଏଲ୍ର ସବୁଠାରୁ ସଫଳ ବ୍ୟାଟ୍ସମ୍ୟାନ୍। ସେ ଆଇପିଏଲ୍ ପ୍ରଥମ ସିଜିନରୁ ଆର୍ସିବି ସହ ଜଡ଼ିତ ଅଛନ୍ତି। ଲଗାତାର ଗୋଟିଏ ଟିମ୍ରୁ ଖେଳୁଥିବା ସେ ଏକମାତ୍ର ଖେଳାଳି। ଏହି ସମୟ ମଧ୍ୟରେ ସେ…
ସମ୍ଭାବ୍ୟ ବନ୍ୟା ନେଇ ଏସ୍ଆର୍ସିଙ୍କ ସୂଚନା
ଭୁବନେଶ୍ୱର,୧୬ା୯(ବ୍ୟୁରୋ): ରାଜ୍ୟରେ ଲଗାଣୁ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସମ୍ଭାବ୍ୟ ବନ୍ୟା ନେଇ ଏସ୍ଆର୍ସି ପ୍ରଦୀପ ଜେନା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାରକୁ ୫.୨୦…
ସାଇକେଲରେ ବସି ଲୋକଙ୍କ ଦାଢ଼ି କାଟୁଛନ୍ତି ବାରିକ, ଭିଡିଓ ଦେଖିଲେ…
କୁହାଯାଏ, ସ୍ବଦେଶୀ ଷ୍ଟାଇଲ୍ରେ ଭାରତୀୟମାନେ ସର୍ବାଗ୍ରେ ରହିଥାନ୍ତି। ବେଳେବେଳେ ସୋସିଆଲ ମିଡିଆରେ ଏପରି କିଛି ସ୍ବଦେଶୀ ଷ୍ଟାଇଲ୍ର ଭିଡିଓ ଭାଇରାଲ ହୋଇଥାଏ, ଯାହାକୁ ଦେଖିଲେ ଆପଣ ହସ ରୋକି ପାରିବେ ନାହିଁ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ…
ଚିଲିକା ବିଧାୟକଙ୍କ ଗିରଫ ଦାବିରେ ଏସ୍ପିଙ୍କ କାର୍ଯ୍ୟାଳୟ ଘେରାଉ
ଖୋର୍ଦ୍ଧା ଅଫିସ,୧୬ା୯: ଚିଲିକା ଭାଜପା ନେତା ନିରଞ୍ଜନ ସେଠୀଙ୍କୁ ଗତ ୮ ତାରିଖରେ ବାଲୁଗାଁ ଏନ୍ଏସି ଆଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ମାଡ଼ ମାରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ବିବାଦକୁ ଟାଣି ହୋଇଛନ୍ତି। ଫଳରେ ବିଧାୟକଙ୍କ ପାଇଁ…
ଗାଁରେ ପଶିଲା ହୀରାକୁଦ ଜଳଭଣ୍ଡାର ପଛୁଆ ପାଣି: ବନ୍ୟା ଘେରରେ ଗ୍ରାମବାସୀ
ବରଗଡ଼ ଅଫିସ/ଅମ୍ବାଭୋନା,୧୬ା୯(ଡି.ଏନ୍.ଏ.): ଛତିଶଗଡ଼ ଅଞ୍ଚଳରେ ପ୍ରବଳ ବର୍ଷା ହେବା ଯୋଗୁ ଗୁରୁବାର ସୀମାନ୍ତ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି, ଅନ୍ତରାଡ଼ି, ବେନିଆଁପାଲି ଏବଂ ଘୁଘୁରାପାଲି ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି। ହୀରାକୁଦ ଜଳଭଣ୍ଡାରର ପଛୁଆ ପାଣି ପଶିବାରୁ ବନ୍ୟାଜଳ…
ସସପେନ୍ସ ଶେଷ, ନୁସରତ୍ ଜାହାଁଙ୍କ ଶିଶୁ ପୁତ୍ରଙ୍କର ଜନ୍ମ ପ୍ରମାଣ ପତ୍ର ଭାଇରାଲ…
କୋଲକାତା,୧୬।୯: ଅଭିନେତ୍ରୀ ନୁସରତ୍ ଜାହାଁଙ୍କ ଶିଶୁପୁତ୍ରଙ୍କର ଜନ୍ମପ୍ରମାଣ ପତ୍ର ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଳରେ ଦୀର୍ଘଦିନ ଧରି ତାଙ୍କ ପୁତ୍ରଙ୍କ ପିତା କିଏ ସେ ନେଇ ଜାରି ରହିଥିବା ସସ୍ପେନ୍ସ ଏବେ ଶେଷ ହୋଇଛି। ଜନ୍ମ ପ୍ରମାଣ…
ମିଶନ ୨୦୨୨, ଭୂପେନ୍ଦ୍ରଙ୍କ ଟିମ୍ରେ ୨୪ ନୂଆ ମନ୍ତ୍ରୀ…
ଅହମଦାବାଦ,୧୬।୯: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ କ୍ୟାବିନେଟ୍ ଟିମ୍ରେ ୨୪ ଜଣ ନୂଆ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ଗୁରୁବାର ମନ୍ତ୍ରୀମାନଙ୍କୁ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ୨୪ ଜଣ ମନ୍ତ୍ରୀଙ୍କ ମଧ୍ୟରେ ୧୦…
ପ୍ରେମିକା କରୋନା ଟିକା ନେଲେ ଏମିତି ପଦକ୍ଷେପ ନେବା ପାଇଁ ଧମକାଇଲେ ପ୍ରେମିକ,ଜାଣିଲେ ହେବେ ଆଶ୍ଚର୍ଯ୍ୟ
କରୋନା ମହାମାରୀରୁ ବଞ୍ଚିବା ପାଇଁ ଟିକା ନେବା ଜରୁରୀ। ମାତ୍ର ବ୍ରିଟେନର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ଟିକା ନେବାକୁ ମନା କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଖାଲି ଏତିକି ନୁହେଁ, ଯୁବକ ଜଣକ ତାଙ୍କ ପ୍ରେମିକାଙ୍କୁ ଧମକାଇଛନ୍ତି କରୋନା ଟିକା…
Archives


