ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା
ନୂଆଦିଲ୍ଲୀ,୨ା୬: କୋଭିଡ୍-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ ପରାମର୍ଶ ଦେଇଛନ୍ତି। ଅଧିକ ଅପ୍ଡେଟ୍ ନ ଆସିବା ପର୍ଯ୍ୟନ୍ତ ଭାକ୍ସିନଗୁଡ଼ିକୁ ମିଶାଇବା ଏକ ପ୍ରୋଟୋକଲ…
ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…
ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍ ଜିମ୍ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ଅନ୍ଧାଳୁଆ ଗ୍ରାମର ରଞ୍ଜିତ ନାୟକ (୨୨)।…
ଆଜିଠୁ ୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍
ଭୁବନେଶ୍ୱର, ୨।୬(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଶେଷରେ ରାଜଧାନୀ ଭୁବନେଶ୍ୱରରେ ବୁଧବାରଠାରୁ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କ ପାଇଁ ୨ୟ ଡୋଜ୍ କୋଭିଡ୍ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ଏନେଇ ବିଏମ୍ସି ପକ୍ଷରୁ ୟୁନିଟ-୩ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘାଟିକିଆ ସହରାଞ୍ଚଳ ପ୍ରାଥମିକ…
ଠକିଲେ ୧.୪୦ କୋଟି, ମିଳିଲା ୧୨ ଲକ୍ଷ
ଭୁବନେଶ୍ୱର,୨।୬(ବ୍ୟୁରୋ):ରାଜ୍ୟରେ ଅନ୍ଲାଇନ କାରବାର ବୃଦ୍ଧି ପାଇଛି। ଏହାର ସୁଯୋଗ ନେଇ ସାଇବର ଠକମାନେ ଗତ ମେ ମାସରେ ରାଜ୍ୟରେ ୧କୋଟି ୪୦ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏଥିମଧ୍ୟରୁ ୧୨ ଲକ୍ଷ ଟଙ୍କା ଫେରସ୍ତ ଆଣିବାରେ ପୋଲିସ ସଫଳ ହୋଇଛି। ମଙ୍ଗଳବାର…
ଓଏଏସ୍ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ
ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଥିବା…
ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ। ପ୍ରତ୍ୟେକ ଜିଲାରେ ପିଲାଙ୍କ…
ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ
ବାଲୁଗଁା,୨ା୬(ଡି.ଏନ୍.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ ପକ୍ଷୀଗଣନା ରିପୋର୍ଟରୁ ଜଣାପଡ଼ିଛି। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇଛି।…
ଏଥର ସ୍ବାଭାବିକ ମୌସୁମୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁବ…
ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା
ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ ବଡ଼ ସମସ୍ୟା ପାଲଟିଛି। କେନ୍ଦ୍ର ସରକାର ଆବଶ୍ୟକତା ଅନୁଯାୟୀ ଟିକା ଯୋଗାଇ ପାରୁ ନ…
ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…
ନୂଆଦିଲ୍ଲୀ: କଶ୍ମୀରର ଜଣେ ୬ ବର୍ଷ ବାଳିକାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଭିଡିଓରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ସ୍କୁଲ ପିଲାଙ୍କ ଉପରେ ହୋମଓ୍ବାର୍କ ବୃଦ୍ଧି ଏବଂ ଅଧ୍ୟୟନର ବୋଝକୁ ନେଇ ଅଭିଯୋଗ…
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା ପରେ ଏହାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଦେଶରେ କରୋନା ସ୍ଥିତିକୁ…
Archives


