Home

ଏହି ଦେଶ ସହ ବଡ଼ ଗେମ୍‌ ଖେଳିଦେଲେ ଡୋନାଲ୍ଡ ଟ୍ରମ୍ପ: ଭାରତ ପାଇଁ ମଧ୍ୟ ବିପଦର ଘଣ୍ଟି

ଓ୍ବାଶିଂଟନ୍‌,୧୬।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତାଙ୍କର ଟାରିଫ୍‌ ଟ୍ରମ୍ପ କାର୍ଡ ବ୍ୟବହାର କରିଛନ୍ତି। ଏଥର ଟାର୍ଗେଟ ହେଉଛି ଇଣ୍ଡୋନେସିଆ। ଜୁଲାଇ ୧୫ ତାରିଖରେ ଟ୍ରମ୍ପ ଘୋଷଣା କରିଥିଲେ ଯେ ସେ ଇଣ୍ଡୋନେସିଆ ସହିତ ଏକ ନୂତନ ବାଣିଜ୍ୟ…

ଉଡ଼ୁଥିବା ଅବସ୍ଥାରେ ୬୫ ଥର ବିମାନ ଇଞ୍ଜିନ୍‌ ଶଟ୍‌ଡାଉନ୍‌: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୧୬ା୭:ଭାରତରେ ୨୦୨୦ରୁ ୨୦୨୫ ବର୍ତ୍ତମାନ ସୁଦ୍ଧା ଅର୍ଥାତ୍‌ ୫ ବର୍ଷ ମଧ୍ୟରେ ଉଡ଼ୁଥିବା ଅବସ୍ଥାରେ ୬୫ ଥର ବିମାନ ଇଞ୍ଜିନ୍‌ ଶଟ୍‌ଡାଉନ୍‌ ହୋଇଛି। ତଥ୍ୟ ଜାଣିବା ଅଧିକାର (ଆର୍‌ଟିଆଇ) ଆବେଦନ ବଳରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଏକ…

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବିଲାତି ଟ୍ରକ

ବାରିପଦା,୧୬।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନ ୧୮ନଂ ଜାତୀୟ ରାଜପଥର ଶଙ୍କୁଚା ନିକଟରେ ବୁଧବାର ଭୋରୁ ଏକ ବିଲାତି ବୋଝେଇ ଟ୍ରକ ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି । ରାସ୍ତା ଡିଭାଇଡରରେ ବାଡେଇ ହୋଇଥିବାରୁ ଟ୍ରକଟି ଜଳିଯାଇଥିବା…

ପୋଲ ନ ଭାଙ୍ଗୁ

ଅବ୍ୟବସ୍ଥିତ ଜୀବନଶୈଳୀ ଓ ଅସ୍ବାସ୍ଥ୍ୟକର ଖାଦ୍ୟ ଜୀବନ ପାଇଁ ବିପଦ ପାଲଟିଲାଣି। ଏହାଯୋଗୁ ବିଭିନ୍ନ ପ୍ରକାର ଅଣ-ସଂକ୍ରାମକ ରୋଗ ଯଥା ମଧୁମେହ, ମେଦବହୁଳତା, ଉଚ୍ଚ ରକ୍ତଚାପ, ହୃଦ୍‌ଘାତ ଦ୍ରୁତ ଗତିରେ ବଢ଼ିଚାଲିଛି। ଯେତେ ରୋଗ ଭାରତୀୟମାନଙ୍କୁ ପ୍ରଭାବିତ କରୁଛି ତନ୍ମଧ୍ୟରୁ ୫୬%…

ମା’ବାପାଙ୍କୁ ପିଟିପିଟି ମାରିଦେଲେ ନୃଶଂସ ପୁଅ:ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବାରିପଦା,୧୬/୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗାଥାନା ମାନଗୋବିନ୍ଦପୁର ପଂଚାୟତ ଧନାପାଳ ଗ୍ରାମରେ ଜନୈକ ପୁଅର ଉନ୍ମତ କାଣ୍ଡକୁ ନେଇ ଅଞ୍ଚଳରେ ଆଲୋଡନ ଦେଖାଯାଇଛି। ନିଶାଶକ୍ତ ଅବସ୍ଥାରେ ବୃଦ୍ଧ ମାଆବାପାକୁ ପିଟିବା ସହ ହାଣି ହତ୍ୟା କରିଛି । ମୃତକ ଦ୍ବୟ ହେଲେ…

ପୁଣି ଏକ ଲଜ୍ଜା: ଛାତ୍ରୀଙ୍କୁ ଘରେ ପୂରାଇ ବଳାତ୍କାର କଲେ ଅଧ୍ୟାପକ, ଜଣାପଡ଼ିବା ପରେ…

ବେଙ୍ଗାଲୁରୁ,୧୬ା୭: ବେଙ୍ଗାଲୁରୁର ଜଣେ ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ କଲେଜର ୨ ଅଧ୍ୟାପକ ଓ ସେମାନଙ୍କ ବନ୍ଧୁ ଗିରଫ ହୋଇଛନ୍ତି। ସେମାନେ ଛାତ୍ରୀଙ୍କୁ ଅନେକ ଥର ବଳାତ୍କାର କରିବା ସହ ବ୍ଲାକ୍‌ମେଲ୍‌ କରୁଥିଲେ। ପଦାର୍ଥ ବିଜ୍ଞାନ ଅଧ୍ୟାପକ ନରେନ୍ଦ୍ର, ଜୀବବିଜ୍ଞାନ ଅଧ୍ୟାପକ…

୯.୩୦ ସୁଦ୍ଧା କର୍ମଚାରୀଙ୍କୁ ଅଫିସ୍‌ରେ ପହଞ୍ଚିବାକୁ ନିର୍ଦ୍ଦେଶ: ନଚେତ୍‌ ବନ୍ଦ ହୋଇଯିବ ଗେଟ୍‌

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାରେ ବିରୋଧୀ ଦଳଗୁଡ଼ିକ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ଏହି କ୍ରମରେ ଆଜି ଲୋକସେବା ଭବନ ଘେରାଉ କରିବ ବିଜେଡି। ଏଥିପାଇଁ ସବୁ କର୍ମଚାରୀଙ୍କୁ…

ତେଜିଲା ବିରୋଧୀ ସ୍ବର: ଆଜି ବାଲେଶ୍ୱର ବନ୍ଦ

ଭୁବନେଶ୍ୱର,୧୬ା୭(ସୁନିତ୍‌ ମିଶ୍ର/ରବିନାରାୟଣ ଜେନା):ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାରେ ବିରୋଧୀ ଦଳଗୁଡ଼ିକ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ସୋମବାର ବିଳମ୍ବିତ ରାତିରେ ପୀଡ଼ିତା ଛାତ୍ରୀ ଆଖି ବୁଜି ଦେଇଥିବା ଘୋଷଣା କରାଯିବା ପରଠୁ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଚେତିଲା ପ୍ରଶାସନ

କର୍ଲାମୁଣ୍ଡା,୧୬ା୭ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରା ପଞ୍ଚାୟତ କୁଶୁର୍ଲା କଲୋନିପଡାରେ ଦୀର୍ଘ ୪୦ ବର୍ଷ ଧରି ୪୦ ପରିବାର ବସବାସ କରି ଆସୁଥିଲେ ହେଁ ସ୍ଥାୟୀ ଘର ଡିହ ପାଇପାରୁ ନ ଥିବା ସମ୍ପର୍କରେ ମଙ୍ଗଳବାର ଧରିତ୍ରୀରେ…

ସାର ସଙ୍କଟ: କଳାବଜାରୀ ନେଇ ଚିନ୍ତାରେ ଚାଷୀ

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଏହି ସମୟରେ ଜିଲାରେ ସାର କଳାବଜାର ଚାଷୀଙ୍କୁ ଚିନ୍ତାରେ ପକାଇ ଦେଇଛି। ଗ୍ରୋମୋର ଏବଂ ଡିଏପି ସାର ଠିକ୍‌ଭାବେ ଉପଲବ୍ଧ ହେଉ ନଥିବାବେଳେ ତାହା କଳାବଜାରରେ ବିକ୍ରି ହେଉଥିବା ଅଭିଯୋଗ ହୋଇଛି।…

ରଜନା-ଚିନ୍ଦାପଡ଼ା ରାସ୍ତା କର୍ଦ୍ଦମାକ୍ତ: ଯାତାୟାତରେ ଅସୁବିଧା

ନୂଆପଡ଼ା,୧୬ା୭ (ମକାରୁ ବେମାଲ):ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ରାସ୍ତାର ଉନ୍ନତୀକରଣ କରୁଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଏମିତି ଅନେକ ରାସ୍ତା ରହିଛି ଯାହା ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଯାଇଛି। ଏହାର ଏକ ଉଦାହରଣ ଦେଖିବାକୁ…

ରାସ୍ତା ଶୋଚନୀୟ, ଅଟକିଲା ସରକାରୀ ବସ୍‌

ଥୁଆମୂଳ ରାମପୁର,୧୬ା୭(ଦୁର୍ଗା କୀର୍ତ୍ତି):ରାସ୍ତା ଶୋଚନୀୟ ଯୋଗୁ ଏକ ସରକାରୀ ବସ୍‌ ଆଗକୁ ଯାଇ ନ ପାରି ଦୀର୍ଘ ସମୟ ଅଟକିରହିଥିଲା। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏଭଳି ଏକ ଘଟଣା ସୋମବାର ଅପରାହ୍ନରେ କଳାହାଣ୍ଡି ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri