Home

ଏହି ଅଭିନେତ୍ରୀଙ୍କ ସହ କାମ କରିବାକୁ ଚାହାନ୍ତିନି ସଲମାନ

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ ତାଙ୍କର ୪୭ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ସମୟରେ ସେ ତାଙ୍କର ଡେବ୍ୟୁ ଫିଲ୍ମ ଏବଂ ପ୍ରଥମ କୋ-ଷ୍ଟାରଙ୍କ ବିଷୟରେ କହିଛନ୍ତି। ତାଙ୍କର ପ୍ରଥମ କୋ-ଷ୍ଟୋର ଥିଲେ ସଲମାନ ଖାନ୍‌। ତାଙ୍କ ସହ…

ଏକ ବିଦ୍ୟାଳୟରୁ ୩୨ ଛାତ୍ର କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୨୮ା୧୦): କର୍ନାଟକର ଏକ ବିଦ୍ୟାଳୟରୁ କରୋନା ମାମଲା ସାମ୍ନାକୁ ଆସିଛି। ଏଠାରେ ଅଧ୍ୟୟନ କରୁଥିବା ୩୨ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏତେ ସଂଖ୍ୟକ ଛାତ୍ର ସଂକ୍ରମିତ ହୋଇଥିବା ମାମଲା ଏପରି ସମୟରେ ଆସିଛି, ଯେତେବେଳେ ଅଧିକାଂଶ ରାଜ୍ୟରେ ସ୍କୁଲ…

କରୋନା ମହାମାରୀରେ ବହୁ ଆହ୍ବାନର ମୁକାବିଲା କରିଛି ଦେଶ, ମିଳିଛି ବିଦେଶରୁ ସହଯୋଗ…

ନୂଆଦିଲ୍ଲୀ,୨୮।୧୦: କରୋନା ମହାମାରୀ ବିରୋଧରେ ଭାରତ ଏକଜୁଟ ହୋଇ ଲଢ଼ିଛି। ଏକ୍ଷେତ୍ରରେ ପୃଥିବୀର ବହୁ ବିଦେଶୀ ରାଷ୍ଟ୍ର ସହଯୋଗର ହାତ ବଢ଼ାଇଛନ୍ତି। ସଙ୍କଟ ସମୟରେ ବେଶକୁ ବନ୍ଧୁ ରାଷ୍ଟ୍ରଙ୍କ ସହାୟତା ଜାରି ରହିଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କହିଛନ୍ତି।…

ଆମିରଙ୍କ ଶାଳୀ ହେଉଛନ୍ତି ଏହି ଅଭିନେତ୍ରୀ; ୨୧ ବର୍ଷରେ ହୋଇଥିଲା ବିବାହ ହେଲେ…

ବମ୍ବେ: ଅଦିତି ରାଓ ହୈଦରୀ, ବଲିଉଡ୍‌ଜଗତର ଜଣେ ଲୋକପ୍ରିୟ ଅଭିନେତ୍ରୀ। ଫିଲ୍ମ ‘ୟେ ସାଲୀ ଜିନ୍ଦେଗୀ’, ‘ପଦ୍ମାବତ’ ଭଳି ଫିଲ୍ମରେ ନିଜ ଅଭିନୟର ଚାତୁରୀରେ ଦର୍ଶକଙ୍କ ହୃଦୟ ଜିତିଛନ୍ତି ସେ। ଆଜି ସେ ନିଜର ଜନ୍ମଦିନ ପାଳନ କରୁଥିବା ବେଳେ ତାଙ୍କ…

ଚମଡ଼ା ଉତାରି ଦେଉଛନ୍ତି, ଡିଟେନଶନ ସେଣ୍ଟରରେ ସୈନ୍ୟ ବାହିନୀର ବର୍ବରତା…

ନାପିତ୍ୱ,୨୮।୧୦: ମ୍ୟାନ୍‌ମାରରେ ସୈନ୍ୟ ବାହିନୀର ବର୍ବରତା ସୀମା ଟପୁଛି। ଦେଶର ବିଭିନ୍ନ ଅଟକ କେନ୍ଦ୍ର (ଡିଟେନଶନ ସେଣ୍ଟର)ରେ ଲୋକଙ୍କ ଉପରେ ନାନା ପ୍ରକାର ନିର୍ଯାତନା କରାଯାଉଛି। ନିକଟରେ ଜଣେ ଗ୍ରାମୀଣ ଯୁବକଙ୍କ ଚମଡ଼ା ଉତାରିବା ସହିତ ତାଙ୍କ ଛାତିକୁ ବାରମ୍ବାର ଗୋଇଠା…

ଜାଣନ୍ତି ରେଳ ଟ୍ରାକ୍‌ରେ କାହିଁକି ଲାଗେ ନାହିଁ କଳଙ୍କି

ସାଧାରଣତଃ ଘରେ ଥିବା ଲୁହା ଜିନିଷଗୁଡ଼ିକରେ କିଛିଦିନ ପରେ କଳଙ୍କି ଲାଗିଯାଏ। ମାତ୍ର ରେଳ ଟ୍ରାକ୍‌ ଲୁହାରେ ନିର୍ମିତ ହୋଇଥିଲେ ମଧ୍ୟ ଟିକେ ବି କଳଙ୍କି ଲାଗେ ନାହିଁ। ଏହା ଖରା ବର୍ଷାରେ ସେମିତି ଚିକ୍‌ ଚିକ୍‌ କରୁଥାଏ। ଜାଣନ୍ତୁ ଏ…

ଋଚାଙ୍କୁ ଜୀବନସାଥୀ କରିବେ ଏହି ବଲିଉଡ ଅଭିନେତା. ଖୁବ୍‌ଶଘ୍ର ବାଜିବ ଶାହାନାଇ

ବମ୍ବେ: ଦୀର୍ଘଦିନରୁ ଅଭିନେତା ଅଲି ଫଜଲଙ୍କୁ ଡେଟ୍‌ କରି ଆସୁଛନ୍ତି ବଲିଉଡ୍‌ ଅଭିନେତ୍ରୀ ଋଚା ଚଡ୍ଢା। ସମ୍ପର୍କକୁ ଗୋଟିଏ ପାଦ ଆଗକୁ ବଢ଼ାଇ ବିବାହ ଯାଏ ନେବାକୁ ଉଭୟ ଚାହୁଁଥିଲେ ହେଁ ଭାଗ୍ୟ ସାଥ୍‌ ଦେଉନାହିଁ। କେତେବେଳେ ନିଜର ବ୍ୟସ୍ତତା ତ…

ଉଦ୍ଧବଙ୍କୁ ଚିଠି ଲେଖିଲେ ଓ୍ବାଙ୍ଖଡେଙ୍କ ସ୍ତ୍ରୀ

ମୁମ୍ବାଇ,୨୮।୧୦: ମୁମ୍ବାଇ: ମୁମ୍ବାଇ କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଜାରି ରହିଛି ଥ୍ରୀଲର ଏବଂ ସସ୍ପେନ୍ସ। ଏହି ହାଇପ୍ରୋଫାଇଲ କେସ୍‌ରେ ଦିନକୁ ଦିନ ନୂଆ ଟୱିଷ୍ଟ ସାମ୍ନାକୁ ଆସୁଛି। ଏନ୍ସିବିର ତଦନ୍ତ ଅଧିକାରୀ ସମୀର ୱାଙ୍ଖଡେଙ୍କ ତଦନ୍ତକୁ ନେଇ ଉଠିଛି ପ୍ରଶ୍ନ।…

କିଏ ଏହି କୁନି ଶିଶୁ, ଯାହାର ଚେହେରା ମିଶୁଛି କରୀନାଙ୍କ ପୁଅ ସହ

କରୀନା କପୁର ଏବଂ ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୁଅ ତୈମୁର ଅଲ୍ଲୀ ଖାନ୍‌ ଷ୍ଟାର୍‌ କିଡ୍‌ ଭାବେ ଲୋକପ୍ରିୟତା ରହିଛି। ସୋସିଆଲ ମିଡିଆରେ ଏବେ ତୈମୁରଙ୍କ ଚେହେରା ପରି ଆଉ ଜଣେ କୁନି ଶିଶୁର ଫଟୋ ଭାଇରାଲ ହେଉଛି। ଏମିତିରେ ବି…

କ୍ରୁର ଶାସକଙ୍କ ଚରମ ନିର୍ଦ୍ଦେଶ: ବଞ୍ଚି ରହିବାର ଅଛି ତ କମ ଖାଅ

ପ୍ୟାଙ୍ଗ୍‌ୟାଙ୍ଗ୍‌,୨୮।୧୦: ଉତ୍ତର କୋରିଆରେ ଖାଦ୍ୟ ସଙ୍କଟ ଗଙ୍ଗୀର ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଲୋକଙ୍କୁ କମ ଖାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। କିମ ଜୋଙ୍ଗ ଦେଶବାସୀଙ୍କୁ ୨୦୨୫ ପର୍ଯ୍ୟନ୍ତ କମ ଖାଦ୍ୟ…

ଭୋଟ ବିଭାଜନ କଂଗ୍ରେସ ପତନର ମୁଖ୍ୟ କାରଣ…

ନୂଆଦିଲ୍ଲୀ,୨୮।୧୦: ଦେଶରେ କଂଗ୍ରେସ ପତନର ମୁଖ୍ୟ କାରଣ ହେଉଛି ଭୋଟ ବିଭାଜନ। ଦେଶରେ ଭୋଟରଙ୍କ ବିଭାଜନକୁ ନେଇ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଏଭଳି କହିଛନ୍ତି। ଭୋଟରଙ୍କ ସ୍ତରକୁ ଦେଖିଲେ ଜଣାପଡୁଛି ଯେ, ରାଜନୈତିକ ଦଳ ମଧ୍ୟରେ ଏକ ତୃତୀୟାଂଶରୁ ଦୁଇ…

ବଡ଼ ସଡ଼କ ଦୁର୍ଘଟଣା: ଚାଲିଗଲା ୯ ଜୀବନ

ଶ୍ରୀନଗର,୨୮।୧୦: ଜମ୍ମୁ କଶ୍ମୀରର ଡୋଡା ଠାରେ ଏକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ସକାଳେ ଥାଟ୍ରି-ଡୋଡା ରାସ୍ତାରେ ସୁଇ ଗାୱାରୀରେ ଏହି ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?