ମୁମ୍ବାଇ ଆକ୍ରମଣ ବେଳେ ଫେରିଥିଲା ଇଂଲଣ୍ଡ ଟିମ୍, ଭାରତ ତାହା ଭୁଲି ନ ଯାଉ: ଗାଭାସ୍କର
ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଭିଜ୍ଞ ଓପନର ସୁନୀଲ ଗାଭାସ୍କର ବିସିସିଆଇର ଯୋଜନାକୁ ପ୍ରଶଂସା କରିଛନ୍ତି। ବାତିଲ ହୋଇଥିବା ମାଞ୍ଚେଷ୍ଟର ଟେଷ୍ଟକୁ ପୁଣି ଥରେ ଆୟୋଜନ କରିବା ଲାଗି ବୋର୍ଡ ତରଫରୁ କୁହାଯାଇଥିଲା। ଗାଭାସ୍କର ଏହାକୁ ଠିକ୍ ବୋଲି କହିବା…
ଟି-୨୦ ବିଶ୍ୱକପ୍ରେ କେବେ ମଇଦାନକୁ ଓହ୍ଲାଇବେ ବିରାଟ ବ୍ରିଗେଡ୍; କେଉଁ ଟିମ୍ ସହ ଲଢ଼ିବେ; ଜାଣନ୍ତୁ…
ନୂଆଦିଲ୍ଲୀ,୧୧।୯: ଆସନ୍ତା ମାସରୁ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍। ୨୩ ଅକ୍ଟୋବରରୁ ମ୍ୟାଚ୍ ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୭ରୁ ଯୋଗ୍ୟତା ମ୍ୟାଚ୍ ଆରମ୍ଭ ହେବ। ଟୁର୍ନାମେଣ୍ଟରେ ୧୨ ଟିମ୍ ଭାଗ ନେଉଛନ୍ତି। ସେମାନଙ୍କୁ ଦୁଇ ଭିନ୍ନ ଭିନ୍ନ…
ହାତଗୋଡ଼ ବାନ୍ଧି ଗର୍ଭବତୀଙ୍କୁ ମାରି ପୋଲ ତଳେ ଫିଙ୍ଗିଦେଲେ, ଅଧା ସନ୍ତାନ ପ୍ରସବ ଅବସ୍ଥାରେ ମିଳିଲା ମୃତଦେହ
ପରଜଙ୍ଗ,୧୧ା୯(ଡି.ଏନ୍.ଏ.): ଭଗବାନ ମଣିଷକୁ ବୁଦ୍ଧି, ବିବେକ, ଜ୍ଞାନ ସବୁକିଛି ଦେଇଛନ୍ତି। ମାତ୍ର ସଭ୍ୟ ମଣିଷ ଯେ ଏତେ ଅମଣିଷ ପାଲଟିଯାଏ ତାହା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଘଟିଥିବା ଏକ ଘଟଣାରୁ ସ୍ପଷ୍ଟ ହୋଇଛି। ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଜଣେ…
ରୋହିତ-ରାହୁଲଙ୍କ ଓପନିଂ ଭୁଲି ହେବନାହିଁ: ସେହ୍ବାଗ
ନୂଆଦିଲ୍ଲୀ,୧୧।୯: ଭାରତ-ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍ର ଅନ୍ତ ଦୁର୍ଭାଗ୍ୟପୂର୍ଣ୍ଣ ଥିଲା। ଉଭୟ ଟିମ୍ ସିରିଜର ୪ ଟେଷ୍ଟ ଖେଳିଥିବା ବେଳେ ଶେଷ ମ୍ୟାଚ୍ ବାତିଲ ହୋଇଥିଲା। ଭାରତୀୟ ଟିମ୍ରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁ ମ୍ୟାଚ୍କୁ ବାତିଲ କରିଦିଆଯାଇଥିଲା। ତେବେ…
ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶାଳୀ ଏବେ ଫୁଟ୍ପାଥରେ, ଏମିତି ମିଳିଲା ପରିଚୟ
କୋଲକାତା,୧୧ା୯: ଭାଗ୍ୟ କାହାକୁ କେତେବେଳେ ନେଇ କେଉଁଠି ପହଞ୍ଚାଇ ଦେବ ତାହା କହିହେବ ନାହିଁ। ଠିକ୍ ଏମିତି ଦେଖିବାକୁ ମିଳିଛି ଜଣେ ଆଭିଜାତ୍ୟ ପରିବାର ସଦସ୍ୟଙ୍କ କ୍ଷେତ୍ରରେ। ଫ୍ଲପି ଇଂରାଜୀ, ଭାଇରୋଲୋଜିରେ ପିଏଚ୍ଡି କିନ୍ତୁ ଜୀବନ ବିତୁଛି ଫୁଟ୍ପାଥରେ। ଏହା ହେଉଛି…
ସ୍କୁଲ ଯିବାକୁ ଇଚ୍ଛା ନାହିଁ ବୋଲି କହୁଥିଲେ; ମହିଳା କଲେ ଏଭଳି ଯେ ଭିଡିଓ ଦେଖିଲେ…
କରୋନା ସଂକ୍ରମଣ ଯୋଗୁ ସାରା ଦେଶରେ ସ୍କୁଲଗୁଡ଼ିକୁ ବନ୍ଦ କରିଦିଆଯାଇଥିଲା। ଏବେ ସଂକ୍ରମଣ ମାମଲା ହ୍ରାସ ପାଇବା ପରେ ସ୍କୁଲଗୁଡ଼ିକୁ ପୁଣିଥରେ ପର୍ଯ୍ୟାୟକ୍ରମେ ଖୋଲାଯାଉଛି। ଗୋଟିଏ ପଟେ ପିଲାମାନଙ୍କ ମଧ୍ୟରେ ସ୍କୁଲ ଖୋଲିବାକୁ ନେଇ ଉତ୍ସାହ ଥିବା ବେଳେ କିଛି ଏଭଳି…
ମନ୍ତ୍ରୀ ପ୍ରତାପ ଜେନା ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହୃଦ୍ଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ, ଶୁକ୍ରବାର ଛାତିରେ ଯନ୍ତ୍ରଣା…
ଋଣ ବୋଝ ତଳେ ଚାଷୀ ପରିବାର, ପ୍ରତ୍ୟକଙ୍କ ଉପରେ ୭୪,୧୨୧ ଟଙ୍କା…
ନୂଆଦିଲ୍ଲୀ,୧୧।୯: ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ସରକାର କିଷାନ ସମ୍ମାନ ନିଧି ଯୋଜନା ମାଧ୍ୟମରେ କୃଷକମାନଙ୍କୁ ଆର୍ଥିକ ସାହାଯ୍ୟ ଜାରି ରଖିଛନ୍ତି। ତଥାପି ଦେଶର ଅଧାରୁ ଅଧିକ କୃଷକ ପରିବାରଙ୍କ…
ଖାଇବା ତେଲ ଦର କମିଲା, ଏଲ୍ପିଜି ଦାମ ବଢ଼ିବା ନିଶ୍ଚିତ…
ନୂଆଦିଲ୍ଲୀ,୧୧।୯: ପାର୍ବଣ ଋତୁ ପୂର୍ବରୁ କେନ୍ଦ୍ର ସରକାର ଖାଇବା ତେଲ ଦର ଉପରୁ ଉତ୍ପାଦନ ଶୁଳ୍କ ହ୍ରାସ କରିଛନ୍ତି। ଉତ୍ପାଦନ ଶୁଳ୍କରେ ଏବେ ୨.୫ ପ୍ରତିଶତ ହ୍ରାସ ହୋଇଛି। ଏହା ପାମ୍ ଅଏଲ୍, ସୋୟା ଅଏଲ୍ ଏବଂ ସନ୍ ଫ୍ଲାଓ୍ବାର ଅଏଲ୍…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରୂପାନି
ଗାନ୍ଧୀନଗର,୧୧ ।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ମୁଖ୍ୟମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଛନ୍ତି । ଗୁଜରାଟରେ ଆଗକୁ ବିଧାନସଭା ନିର୍ବାଚନ ଥିବା ବେଳେ ରୂପାନି ହଠାତ୍ ଇସ୍ତଫା ଦେବା ସମସ୍ତଙ୍କୁ ଚକିତ କରିଛି । ହେଲେ ସେ କେଉଁ କାରଣ…
ରାଜ୍ୟବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ସମସ୍ତଙ୍କୁ ସମ୍ବଲପୁରୀ ଭାଷାରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ଗଣପର୍ବ ନୂଆଁଖାଇର୍ ଲାଗି ସମ୍କୁ ହୁରୁଦରୁ…
୧୭ ତାଲିବାନୀ ମନ୍ତ୍ରୀଙ୍କ ଉପରେ ଝୁଲୁଛି ସୁରକ୍ଷା ପରିଷଦ ଖଣ୍ଡା…
ଜେନେଭା/କାବୁଲ,୧୧।୯: ତାଲିବାନର ନୂଆ ସରକାରରେ ୩୩ ଜଣ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ ୧୭ ଜଣଙ୍କ ଉପରେ ଜାତିସଂଘ ସୁରକ୍ଷା ପରିଷଦରେ ଅନୁମୋଦିତ ହୋଇଥିବା ୨୫୯୩ତମ ପ୍ରସ୍ତାବର ଖଣ୍ଡା। ସେମାନଙ୍କୁ ସୁରକ୍ଷା ପରିଷଦର ୧୨୬୭ କମିଟି ପ୍ରତିବନ୍ଧିତ ସୂଚୀରେ ୧୯୯୯ରେ…
Archives


