Home

ଟିକା ନେଇ ୨୦% ଲୋକଙ୍କ କ୍ଷେତ୍ରରେ ଆଣ୍ଟିବଡି ହେଉନି କହିଲେ ବିଶେଷଜ୍ଞ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): କରୋନା କବଳରୁ ମୁକ୍ତି ପାଇବା ପାଇଁ ଟିକା ହେଉଛି ଏକମାତ୍ର ଭରସା। ମାତ୍ର ଟିକା ଯଦି କାମ କରିବନି ତେବେ ମଣିଷ ଜୀବନଧାରଣ କେମିତି କରିବ ବୋଲି ଅନେକ ପ୍ରଶ୍ନ ମନରେ ଉଙ୍କି ମାରୁଛି। ଏକ ଗବେଷଣାରୁ ଜଣାପଡ଼ିଛି, ୨୦%…

ବଲାଙ୍ଗୀରରେ ନୂଆଁଖାଇ

ବଲାଙ୍ଗୀର ଅଫିସ,୧୧ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ବଲାଙ୍ଗୀରର ଦେବୀ ପାଟଣେଶ୍ୱରୀ ମନ୍ଦିରରେ ଧାର୍ଯ୍ୟ ଲଗ୍ନ ୧୦ଟା ୧୯ରୁ ୧୦ଟା ୪୦ ମଧ୍ୟରେ ନୂଆ ଅର୍ପଣ କରାଯାଇଛି । ବିଧି ଅନୁସାରେ ପାରମ୍ପରିକ ପୂଜାର୍ଚ୍ଚନା କରାଯାଇଛି । ଏହି ଅବସରରେ…

ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ଶହ ଶହ ଯୁବକଙ୍କୁ ପ୍ରେମଜାଲରେ ଫସାଉଥିଲେ ଏହି ଯୁବତୀ, ଏମିତି ପଡ଼ିଲେ ଧରା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଫେସ୍‌ବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ପ୍ରତିଦିନ ଶହ ଶହ ଯୁବକଙ୍କୁ ଫସାଉଥିଲେ ଜଣେ ଯୁବତୀ। ସେ ହେଉଛନ୍ତି ଖୋର୍ଦ୍ଧା ଜିଲା ନାଚୁଣୀ ଅଞ୍ଚଳର। ଏବେ ତାଙ୍କୁ ଭୁବନେଶ୍ୱର ସହିଦନଗର ଥାନା ପୋଲିସ ଗିରଫ କରିଛି। ଏହି ଯୁବତୀ ଜଣକ ଫେସବୁକ୍‌ରେ…

ଆଖି ବୁଜିଲେ ୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୮ ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦେଇଛନ୍ତି। ମୃତକଙ୍କ ମଧ୍ୟରୁ କଟକରୁ ୨ ଜଣ…

ଦୁଇ ସଉତୁଣୀ କଳି ଲାଗି ଜଣେ କଲେ ଆତ୍ମହତ୍ୟା

ପାଟଣା,୧୧ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ବିଲ ପଞ୍ଚାୟତ ଖିଞ୍ଚିବେଡ଼ା ଗ୍ରାମର ମୁଣ୍ଡାସାହିରେ ଅଭାବନୀୟ ଘଟଣା ଘଟିଛି। ଶନିବାର ସକାଳୁ ଘର ଭିତରୁ ବିଷ୍ଣୁ ମୁଣ୍ଡାଙ୍କ ଦ୍ୱିତୀୟ ସ୍ତ୍ରୀ ରୀନା ମୁଣ୍ଡା (୩୫)ଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ପିନ୍ଧା…

ଚିନ୍ତା ବଢ଼ାଉଛି ଶିଶୁ ସଂକ୍ରମଣ: ଆଜି ରାଜ୍ୟରେ ୧୧୬ ପିଲା କରୋନା ପଜିଟିଭ୍‌

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ ବର୍ଗର। ୬୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୨ଟି ହେଉଛି…

ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ

ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ଘରେଘରେ ଏହି ଉତ୍ସବ ପାଳନ କରାଯାଇଛି। କରୋନା କଟକଣା ଲାଗି…

ଆଫଗାନିସ୍ତାନ ଭବିଷ୍ୟତ ତାଲିବାନ ଶାସନ ଉପରେ ନିର୍ଭର କରିବ: ଜାତିସଂଘ…

ଜେନେଭା,୧୧।୯: ଆଫଗାନିସ୍ତାନର ଭବିଷ୍ୟତ ତାଲିବାନ ଶାସନ ଉପରେ ନିର୍ଭର କରିବ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି। ଜାତିସଂଘ ସୁରକ୍ଷା ପରିଷଦରେ ଆଫଗାନିସ୍ତାନ ସହାୟତା ମିଶନର ପ୍ରମୁଖ ଡେବୋରାହ ଲିୟୋନ୍ସ୍‌ ଏଭଳି କହିଛନ୍ତି। ସ୍ଥାନୀୟ ବାସିନ୍ଦାଙ୍କ ଜୀବନ ଶୈଳୀ ନୂଆ ସରକାରଙ୍କ ଶାସନ…

ବାପା ହେଲେ ଟେଲିଜଗତର ଏହି ହ୍ୟାଣ୍ଡସମ୍‌ ହଙ୍କ୍‌

ବମ୍ବେ: ଟେଲିଭିଜନଜଗତର ହ୍ୟାଣ୍ଡସମ୍‌ ହଙ୍କ୍‌ ଶାହିର ଶେଖ ହୋଇଛନ୍ତି ବାପା। ତାଙ୍କ ଘରକୁ କୁନି ରାଜକୁମାରୀ ଆସିଛନ୍ତି। ସ୍ତ୍ରୀ ରୁଚିକା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ଜଣାପଡ଼ିଛି। କିଛି ଦିନ ପୂର୍ବରୁ ଶାହିର ରୁଚିକାଙ୍କ ପାଇଁ ‘ଗୋଦ୍‌ଭରାଇ’ ଆୟୋଜନ କରିଥିଲେ।…

ପୃଥିବୀକୁ ବହୁ ଶିକ୍ଷା ଦେଇଛି ୯/୧୧…

ନୂଆଦିଲ୍ଲୀ,୧୧।୯: ପୃଥିବୀବାସୀଙ୍କୁ ସେପ୍ଟେମ୍ବର ୧୧(୯/୧୧) ବହୁ ଶିକ୍ଷା ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜୁରାଟର ଅହମଦାବାଦଠାରେ ସର୍ଦ୍ଦାରଧାମ ଭବନ ଲୋକାର୍ପଣ ସହିତ ସର୍ଦ୍ଦାରଧାମ ଦ୍ୱିତୀୟ ପର୍ଯ୍ୟାୟ ବାଳିକା ବିଦ୍ୟାଳୟର ଭୁମି ପୂଜନ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୭ ବର୍ଷ ହେଲାଣି ଏହି ବ୍ୟବସାୟୀଙ୍କୁ ଡେଟ୍‌ କରୁଛନ୍ତି ସୁରଭି; ଏକଦା ‘ଇସ୍କବାଜ୍‌’ ଛାଡ଼ିବାକୁ ନେଇ…

ବମ୍ବେ: ଟେଲି ଅଭିନେତ୍ରୀ ସୁରଭି ଚନ୍ଦନାଙ୍କ ଆଜି ହାପି ବର୍ଥ ଡେ। ଏହାକୁ ନେଇ ପ୍ରଶଂସକଙ୍କଠାରୁ ଆରମ୍ଭ କରି ସାଥୀ କଳାକାରଙ୍କ ତରଫରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ତେବେ ବିଜ୍ଞାପନରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ ସେ। ଅନେକ…

କାନ୍ଦିଲେ ପୁଟିନ୍‌…

ମସ୍କୋ,୧୧।୯: ରୁଷିଆର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କୁ ସର୍ବ ସମ୍ମୁଖରେ କାନ୍ଦୁଥିବାର ଦେଖିବାକୁ ମିଳିଛି। ନିଜର ବନ୍ଧୁ ତଥା ପୁଟିନ୍‌ଙ୍କ କ୍ୟାବିନେଟ୍‌ର ଜରୁରୀକାଳୀନ ପରିସ୍ଥିତି ମନ୍ତ୍ରୀ ୟଓ୍ବେଗେନି ଜିନିଚଓ୍ବେଙ୍କର ଅନ୍ତିମ ସଂସ୍କାରରେ ଯୋଗଦେଇ ଥିବା ସମୟରେ ଲୋକେ ସର୍ବଶକ୍ତିମାନ ରାଷ୍ଟ୍ରପତିଙ୍କୁ କାନ୍ଦୁଥିବାର ଦେଖିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri