Home

କାନ୍ଦିଲେ ପୁଟିନ୍‌…

ମସ୍କୋ,୧୧।୯: ରୁଷିଆର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କୁ ସର୍ବ ସମ୍ମୁଖରେ କାନ୍ଦୁଥିବାର ଦେଖିବାକୁ ମିଳିଛି। ନିଜର ବନ୍ଧୁ ତଥା ପୁଟିନ୍‌ଙ୍କ କ୍ୟାବିନେଟ୍‌ର ଜରୁରୀକାଳୀନ ପରିସ୍ଥିତି ମନ୍ତ୍ରୀ ୟଓ୍ବେଗେନି ଜିନିଚଓ୍ବେଙ୍କର ଅନ୍ତିମ ସଂସ୍କାରରେ ଯୋଗଦେଇ ଥିବା ସମୟରେ ଲୋକେ ସର୍ବଶକ୍ତିମାନ ରାଷ୍ଟ୍ରପତିଙ୍କୁ କାନ୍ଦୁଥିବାର ଦେଖିଛନ୍ତି।…

ହୋଇଗଲା ବଡ଼ ଭୁଲ, ଆତଙ୍କବାଦୀ ବଦଳରେ ନିରୀହଙ୍କ ଉପରେ ବୋମା ମାଡ଼…

ଓ୍ବାଶିଂଟନ,୧୧।୯: ଆଫଗାନିସ୍ତାନର କାବୁଲ ବିମାନବନ୍ଦରରେ ବିସ୍ଫୋରଣ ପରେ ଆମେରିକା ଏୟାର ଷ୍ଟ୍ରାଇକ କରିଥିଲା। ତେବେ ଏଥିରେ ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାରଙ୍କର ବଡ଼ ଭୁଲ୍‌ ହୋଇଥିଲା। ଅଜାଣତରେ ଆତଙ୍କବାଦୀଙ୍କ ଦଳରେ ନିରୀହଙ୍କ ଉପରେ ବୋମା ମାଡ଼ ହୋଇଥିଲା। ନ୍ୟୁୟର୍କ ଟାଇମ୍ସ ରିପୋର୍ଟରେ…

ଦିଦିଙ୍କ ପାଖରେ ୯ ଗ୍ରାମ୍‌ ଅଳଙ୍କାର…

କୋଲକାତା,୧୧।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଭବାନୀପୁର ଉପ-ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ ସମୟରେ ସେ ସତ୍ୟପାଠରେ ନିଜ ସମ୍ପତ୍ତି ସମ୍ପର୍କରେ ଉଲ୍ଲେଖ କରିଛନ୍ତି।…

ପାରିବାରିକ ଶତ୍ରୁତା ସତ୍ତ୍ୱେ ଡୋନାଙ୍କୁ ଲୁଚିଛପି କୋର୍ଟରେ ବିବାହ କରିଥିଲେ ଗାଙ୍ଗୁଲୀ: ଜିଦ୍‌ରେ ରହିଥିଲେ ଅଟଳ…

ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ବିସିସିଆଇର ଅଧ୍ୟକ୍ଷ ଥିବା ସୌରଭ ଗାଙ୍ଗୁଲୀଙ୍କ ପ୍ରେମଜୀବନ କୌଣସି ଫିଲ୍ମକାହାଣୀଠାରୁ କମ୍‌ ନ ଥିଲା। ସେ ପରିବାରଲୋକଙ୍କୁ ନ ଜଣାଇ ଡୋନା ରାୟଙ୍କୁ ବିବାହ କରିଥିଲେ। ଫଳରେ ତାଙ୍କୁ ଗୋଟିଏ…

ଆତଙ୍କବାଦ ସହିତ ଲଢୁ ତାଲିବାନ, ପଡ଼ୋଶୀ ଦେଶଙ୍କ ଅପିଲ୍‌…

କାବୁଲ,୧୧।୯: ଆତଙ୍କବାଦି କାର୍ଯ୍ୟ କଳାପ ସହିତ ଲିପ୍ତ ଥିବା ତାଲିବାନ ଏବେ ଆତଙ୍କବାଦ ବିରୋଧରେ ଲଢ଼େଇ କରିବ। ଏନେଇ ପଡ଼ୋଶୀ ଦୋମାନଙ୍କ ପକ୍ଷରୁ ତାଲିବାନକୁ ଅପିଲ୍‌ କରାଯାଇଛି। ତାଲିବାନ ସହିତ ଚାଇନା, ଇରାନ୍‌, ତାଜିକିସ୍ତାନ,ତୁର୍କମେନିସ୍ତାନ, ଉଜବେକିସ୍ତାନ ଏବଂ ପାକିସ୍ତାନ ଆଦି ଦେଶ…

କେବେହେଲେ ଏହି ୩ ସମ୍ପର୍କ ଉପରେ କରନ୍ତୁ ନାହିଁ ବିଶ୍ୱାସ: ହରଡଘଣାରେ ପଡ଼ିବେ…

ଆଚାର୍ଯ୍ୟ ଚାଣକ୍ୟଙ୍କୁ ଚତୁର ଏବଂ ବିଭିନ୍ନ ବିଷୟରେ ପ୍ରଗାଢ଼ ଜ୍ଞାନ ରଖିଥିବା ବ୍ୟକ୍ତିବିଶେଷ ଭାବେ ଗଣାଯାଏ। ସେ ନିଜ ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ମତ ରଖିଛନ୍ତି। ଅଧିକାଂଶ ଲୋକ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ…

ଦୁନିଆର ସବୁଠୁ ଶାନ୍ତ କୋଠରି, ଯେଉଁଠି ଶୁଭେ ହୃଦୟର ସ୍ପନ୍ଦନ ଆଉ ହାଡ଼ର ଶବ୍ଦ

ବ୍ୟସ୍ତବହୁଳ ଜୀବନରୁ ଟିକେ ଶାନ୍ତି ପାଇଁ ସମସ୍ତେ ଚାହାନ୍ତି। ଏକ ଶାନ୍ତ ପରିବେଶରେ, ମନରେ ଏକାଗ୍ରତା ଆସେ। ଯାହାକି ପ୍ରତ୍ୟେକ କାମ କରିବା ସହଜ ହୋଇଥାଏ। ଆଜି ଦୁନିଆର ସବୁଠାରୁ ସୁନ୍ଦର କୋଠରି ବିଷୟରେ କହିବୁ ଯାହାକି ଦୁନିଆର ସବୁଠୁ ଶାନ୍ତ…

ଦୈନିକ ସଂକ୍ରମଣ ଦେଶରେ ୩୩ ହଜାର ଉପରେ, କେରଳରେ ୨୫ ହଜାର…

ନୂଆଦିଲ୍ଲୀ,୧୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ତେବେ ତୃତୀୟ ଲହର ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଏବଂ ମହାରାଷ୍ଟ୍ରର ନାଗପୁରରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ ସରକାରଙ୍କ ଚିନ୍ତା ବଢୁିଛି। କେରଳରେ…

ଶପଥ ନେବ ତାଲିବାନ୍‌ ସରକାର

କାବୁଲ, ୧୧ା୯: ଆମେରିକାରେ ୯/୧୧ ଆକ୍ରମଣର ୨୦ ବର୍ଷପୂର୍ତ୍ତି ଅବସରରେ ଆଫଗାନିସ୍ତାନରେ ନୂଆ ସରକାର ଗଢ଼ିଥିବା ତାଲିବାନ୍‌ ଶନିବାର ଶପଥ ସମାରୋହ ଆୟୋଜନ କରିପାରେ। ଏପରି କରି ତାଲିବାନ୍‌ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଭୋଗିଥିବା ଯନ୍ତ୍ରଣାକୁ ବିଦ୍ରୂପ କରିଛି। ଆମେରିକାର ମୋଷ୍ଟ…

ଟାର୍ଗେଟରେ ବ୍ରିଟେନ୍‌

ଲଣ୍ଡନ, ୧୧ା୯: ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକା ଦେଖିଥିଲା ସବୁଠୁ ଘାତକ ଆତଙ୍କବାଦୀ ଆକ୍ରମଣ। ଅଲକାଏଦା ଆତଙ୍କବାଦୀ ବିଶ୍ୱ ବାଣିଜ୍ୟ କେନ୍ଦ୍ର ଟୁଇନ୍‌ ଟାଓ୍ବାର ଓ ପେଣ୍ଟାଗନ୍‌ ବିଲ୍ଡିଂରେ ମାଡ଼ କରିଥିଲେ ଅପହୃତ ହେଲିକପ୍ଟର। ଧରାଶାୟୀ ହୋଇଥିଲା ବିଶାଳକାୟ ଅଟ୍ଟାଳିକା। ପ୍ରାଣ…

ହିସାବ ନ ଦେଇ ଅନୁଦାନ ବୋହୁଛନ୍ତି

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ରାଜ୍ୟ ସରକାର ବିଭିନ୍ନ ବିଭାଗ ପାଇଁ ବଜେଟରେ ବ୍ୟୟବରାଦ କରୁଛନ୍ତି। ସେହି ଅର୍ଥରୁ ବିଭାଗଗୁଡ଼ିକ କେଉଁ ଯୋଜନାରେ କେତେ ଟଙ୍କା ଖର୍ଚ୍ଚ କରୁଛନ୍ତି ତାହାର ହିସାବ ରଖୁନାହାନ୍ତି। ବିନିଯୋଗ ପ୍ରମାଣପତ୍ର (ୟୁସି) ମଧ୍ୟ ଦାଖଲ କରୁନାହାନ୍ତି। ଗତ ୧୭…

୯/୧୧କୁ କୋଡ଼ିଏ

ଓ୍ବାଶିଂଟନ୍‌, ୧୧ା୯: ୨୦୦୧ ସେପ୍ଟେମ୍ବର ୧୧ ପୂର୍ବାହ୍ନ ୮ଟା ୪୫। ଆତଙ୍କବାଦୀ ସଙ୍ଗଠନ ଅଲ୍‌କାଏଦାର ଭୟଙ୍କର ରୂପ ଦେଖିଥିଲା ବିଶ୍ୱର ସର୍ବଶକ୍ତିଶାଳୀ ରାଷ୍ଟ୍ର ଆମେରିକା। ଦୁର୍ଭେଦ୍ୟ ସୁରକ୍ଷା ବଳୟକୁ ଭେଦକରି ଆତଙ୍କବାଦୀ ଖେଳିଥିଲେ ରକ୍ତର ହୋଲି। ସେମାନଙ୍କ ଦ୍ୱାରା ହାଇଜାକ୍‌ କରାଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri