ଉତ୍ତର ଭାରତରେ ଏଥର ହାଡ଼ଭଙ୍ଗା ଶୀତ ପୂର୍ବାନୁମାନ…
ନୂଆଦିଲ୍ଲୀ,୨୬।୧୦: ଏଥର ଉତ୍ତର ଭାରତରେ ହାଡ଼ଭଙ୍ଗା ଶୀତ ହେବାର ପୂର୍ବାନୁମାନ କରାଯାଇଛି। ଏଠାରେ ତାପମାତ୍ରା ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ କିମ୍ବା ଏହାଠାରୁ କମ୍ ରହିବ ବୋଲି ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଉତ୍ତରପୂର୍ବ ଏସିଆରେ ମଧ୍ୟ ଏଭଳିସ୍ଥିତି ସୃଷ୍ଟି…
ଅଧିନାୟକଙ୍କ ଆଖିରେ ଲୁହ
ଦୁବାଇ,୨୬।୧୦: ଆଫଗାନିସ୍ତାନ ଟି-୨୦ ବିଶ୍ୱକପ ୨୦୨୧ରେ ଏକ ଜବରଦସ୍ତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସୁପର -୧୨ ରାଉଣ୍ଡରେ ଆଫଗାନିସ୍ତାନ ସ୍କଟଲ୍ୟାଣ୍ଡକୁ ୧୩୦ ରନରେ ପରାସ୍ତ କରିଛି। ରନ ଦୃଷ୍ଟିରୁ ଟି -୨୦ରେ ଏହା ଦଳର ସବୁଠାରୁ ବଡ ବିଜୟ। ଆଫଗାନିସ୍ତାନ…
ଏବେ ଭାରତ ସହ ସମ୍ପର୍କ ଦୃଢ ବିଷୟରେ ଆଲୋଚନ କରିବା ଭଲ ସମୟ ନୁହେଁ: ଇମ୍ରାନ
ଇସଲାମାବାଦ,୨୬।୧୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଭାରତ ସହ ସମ୍ପର୍କକୁ ସୁଦୃଢ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସାଉଦି ଆରବର ରାଜଧାନୀ ରିୟାଦରେ ପାକିସ୍ତାନ-ସାଉଦି ଇନଭେଷ୍ଟମେଣ୍ଟ ଫୋରମକୁ ସମ୍ବୋଧିତ କରିବାବେଳେ ଖାନ କହିଛନ୍ତି, ଭାରତ ଏବଂ ପାକିସ୍ତାନର କେବଳ ଗୋଟିଏ ପ୍ରସଙ୍ଗ…
ଚେତାବନୀ ଦେଲା ଅଫଗାନିସ୍ତାନ
ଶାରଜା,୨୬।୧୦: ଟି-୨୦ ବିଶ୍ୱକପ୍ରେ ଆଫଗାନିସ୍ତାନ ଏବଂ ସ୍କଟଲ୍ୟାଣ୍ଡ ଭଳି ଦେଶକୁ ଅନେକ ଲୋକ ଭାବନ୍ତି ଯେ ଏହି ଦୁଇଜଣ ଛୋଟ ଏବଂ ଦୁର୍ବଳ ଦଳ। କିନ୍ତୁ ଉଭୟ ଦଳ ଚଳିତ ବିଶ୍ୱକପ୍ରେ ଏହି ୨ ଦିନ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଆଫଗାନିସ୍ତାନ…
ଭାଜପା ସରକାରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଲେ ରାଜ୍ୟପାଳ…
ଶିଂଲ,୨୬।୧୦: ଭାଜପା ସରକାରଙ୍କ ବିରୋଧରେ ମେଘାଳୟ ରାଜ୍ୟପାଳ ସତ୍ୟପାଲ ମଲିକ୍ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ସେ ଏକ ସାକ୍ଷାତ୍କାରରେ କହିଛନ୍ତି ଯେ, ଗୋଆରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏହା ଉପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି।…
ଭାରତ ପାଇଁ ସହଜ ନୁହେଁ ସେମିଫାଇନାଲ ରାସ୍ତା: ଜାଣନ୍ତୁ କ’ଣ ରହିଛି ସମୀକରଣ
ଦୁବାଇ,୨୬।୧୦: ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ପରାଜୟ ପରେ ଭାରତୀୟ ଦଳ ଚିନ୍ତାରେ ପଡିଯାଇଛି। ଏହି ପରାଜୟ କେବଳ ଟିମ ଇଣ୍ଡିଆର ମନୋବଳକୁ ପ୍ରଭାବିତ କରିବ ନାହିଁ, ବରଂ ସେମିଫାଇନାଲରେ ପହଞ୍ଚିବା ପାଇଁ ଦଳକୁ ବହୁ କଷ୍ଟ…
୨୩୮ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୨୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୨ ହଜାର ୪୨୮ରେ ପହଞ୍ଚିଛି। ୨୩୮ ଦିନ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…
‘ଆଶ୍ରମ’ ଓ୍ବେବ୍ ସିରିଜ୍ ନାଁ ବଦଳାଇବାକୁ ଦାବି
ଭୋପାଳ, ୨୬।୧୦: ପ୍ରକାଶ ଝା’ଙ୍କ ନିର୍ଦ୍ଦେଶିତ ଓ୍ବେବ୍ ସିରିଜ୍ ‘ଆଶ୍ରମ’ର ନାମ ପରିବର୍ତ୍ତନ ଦାବି ଜୋର୍ ଧରିଛି। ରବିବାର ବଜରଙ୍ଗ ଦଳ କର୍ମୀମାନେ ଶୁଟିଂ ସେଟ୍ରେ ଆକ୍ରମଣ କରି ଭଙ୍ଗାରୁଜା କରିବା ପରେ ସୋମବାର ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ସେମାନଙ୍କ…
ରାଜା ଅବଦୁଲାଙ୍କୁ ହତ୍ୟା ଯୋଜନା କରିଥିଲେ କ୍ରାଉନ୍ ପ୍ରିନ୍ସ
ରିୟାଧ, ୨୬।୧୦: ସାଉଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ(ଏମ୍ବିଏସ୍) ୨୦୧୪ରେ ତତ୍କାଳୀନ ରାଜା ଅବଦୁଲ୍ଲାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ। ଏକ ବିଷଯୁକ୍ତ ରିଙ୍ଗ୍ ସହାୟତାରେ ମାରିବା ପାଇଁ ଏମ୍ବିଏସ୍ କଥା ହେଉଥିଲେ। ଏହି ଯୋଜନା ସମ୍ପର୍କରେ ସାଉଦି ଆରବର…
ସାକ୍ଷୀଙ୍କୁ ହତ୍ୟା ଆଶଙ୍କା
ମୁମ୍ବାଇ,୨୬।୧୦: ଡ୍ରଗ୍ସ ମାମଲାରେ ଅଭିନେତା ଶାହରୁଖ୍ ଖାନ୍ଙ୍କ ପୁଅ ଆର୍ୟନ ଖାନ୍ଙ୍କ ଗିରଫ ଘଟଣାରେ ନୂଆ ମୋଡ଼ ଆଣିଛି ଏକ ସତ୍ୟପାଠ। ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି)ର ମୁମ୍ବାଇ ଜୋନାଲ ଡାଇରେକ୍ଟର ସମୀର ଓ୍ବାଙ୍ଖଡ଼େଙ୍କୁ ୮ କୋଟି ଟଙ୍କା ଦିଆଯିବ ବୋଲି ନିଖୋଜ…
ନଭେମ୍ବରରେ ଆସିବ କର୍ବେଭାକ୍ସ
ହାଇଦ୍ରାବାଦ, ୨୬।୧୦(ଆଇଏଏନ୍ଏସ୍): ନଭେମ୍ବର ଶେଷ ସୁଦ୍ଧା ହାଇଦ୍ରାବାଦର ଟିକା ଉତ୍ପାଦନକାରୀ କମ୍ପାନୀ ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋଭିଡ୍ ଭାକ୍ସିନ ‘କର୍ବେଭାକ୍ସ’ ବଜାରକୁ ଆସିବ ବୋଲି ଆଶା କରାଯାଉଛି। ପ୍ରଥମ ଦିନରେ କମ୍ପାନୀ ପାଖାପାଖି ୧୦ କୋଟି ଡୋଜ୍ ଯୋଗାଇଦେବାକୁ ଲକ୍ଷ୍ୟ ରଖିଛି। ବର୍ତ୍ତମାନ…
ପୁଣି ନିକଟତର ହେଉଛନ୍ତି କି ଉର୍ବଶୀ-ପନ୍ତ
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦ ବିଶ୍ୱକପ ମ୍ୟାଚ ଦେଖିବାକୁ ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ଥିଲେ। ଏହା ସହିତ ଅକ୍ଷୟ କୁମାର, ମୌନି ରୟଙ୍କ ସମେତ ଅନେକ ଭାରତୀୟ ସେଲିବ୍ରିଟି ମଧ୍ୟ ଷ୍ଟାଡିୟମରେ ଉପସ୍ଥିତ ହୋଇଥିଲେ। କିନ୍ତୁ, ଏସବୁ…

