ସୂର୍ଯ୍ୟାସ୍ତ ପରେ ଭୁଲ୍ରେ ବି ଖାଆନ୍ତୁ ନାହିଁ ଫଳ; ଦେଖାଦେଇପାରେ ଏସବୁ ସ୍ବାସ୍ଥ୍ୟ ସମସ୍ୟା
ସ୍ବାସ୍ଥ୍ୟ ପାଇଁ ଫଳ ବହୁତ ଲାଭଦାୟକ। ଫଳରେ ଭିଟାମିନ୍, ମିନେରାଲ୍ସ ସହ ଅନେକ ପ୍ରକାର ପୋଷକ ତତ୍ତ୍ୱ ରହିଥାଏ। ଏଥିଯୋଗୁ ନିୟମିତ ଭାବେ ଏହାକୁ ସେବନ କରିବା ଲାଗି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି। ହେଲେ ଏହାକୁ ସେବନ କରିବାର ଠିକ୍…
ଦେଶବାସୀଙ୍କୁ ଗଣେଶ ଚତୁର୍ଥୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୦।୯: ସମଗ୍ର ଦେଶରେ ଗଣେଶ ଚତୁର୍ଥୀ ଧୁମ୍ଧାମରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କରୋନା ନିୟମ ପାଳନ ଉତ୍ସବ ପାଳିବାକୁ ରାଷ୍ଟ୍ରପତି ଲୋକଙ୍କୁ ନିବେଦନ କରିଛନ୍ତି।…
ନଦୀପଠାରେ ହସିଲାଣି କାଶତଣ୍ଡୀ
ମହାକାଳପଡ଼ା,୧୦ା୯(ଡି.ଏନ.ଏ.): ଶରତର ଆଗମନରେ ସଜେଇ ହେଲାଣି ପ୍ରକୃତିରାଣୀ, ଶସ୍ୟ ଶ୍ୟାମଳା ଧରିତ୍ରୀ ଉପରେ ଧୋବ ଫରଫର କାଶତଣ୍ଡୀ ଫୁଲ ପବନର ଝିପି ଝିପି ବର୍ଷାରେ ସତେ ଯେମିତି ଦୋଳି ଖେଳୁଛି। ପାର୍ବଣ ଆରମ୍ଭରେ ଖିଲି ଖିଲି ହସୁଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…
ବହିର୍ବିଭାଗ ସମ୍ମୁଖରେ ଓହଳିଛି ବିଦ୍ୟୁତ୍ ତାର
ନାଉଗାଁ,୧୦।୯(ସ୍ବ.ପ୍ର.): ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୧୬ ପଞ୍ଚାୟତର ୧ ଲକ୍ଷରୁ ଊର୍ଦ୍ଧ୍ୱ ଜନସାଧରାଣ ସ୍ବାସ୍ଥ୍ୟସେବା ପାଇଁ ନିର୍ଭରଶୀଳ। ଏହି ସ୍ବାସ୍ଥ୍ୟକେନ୍ଦ୍ରର ବହିର୍ବିଭାଗ ସମ୍ମୁଖରେ କେନ୍ଦ୍ରର ବିଭିନ୍ନ ଓାର୍ଡ, କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ ପ୍ରଦାନ କରିବାକୁ ମିଟର ବସାଯାଇଥିବା ବେଳେ ମେନ…
ଏହି ୪ ଅକ୍ଷର ନାମଧାରୀ ଯୁବତୀଙ୍କ ପ୍ରତି ଶୀଘ୍ର ଆକର୍ଷିତ ହୋଇଥାନ୍ତି ଯୁବକ; ଜାଣନ୍ତୁ କ’ଣ କୁହେ ଜ୍ୟୋତିଷଶାସ୍ତ୍ର
ଜ୍ୟୋତିଷଶାସ୍ତ୍ର ଅନୁଯାୟୀ କୌଣସି ବ୍ୟକ୍ତିର ନାମରୁ ତାର ଜୀବନ ଏବଂ ସ୍ବଭାବ ବିଷୟରେ ବହୁତ କିଛି ଜାଣିବାକୁ ମିଳିଥାଏ। କାରଣ ପ୍ରତିଟି ଅକ୍ଷର କୌଣସି ନା କୌଣସି ଗ୍ରହର। ଆଜି ଆମେ ସେଭଳି କିଛି ନାମ ବିଶିଷ୍ଟ ଯୁବତୀଙ୍କ ବିଷୟରେ କଥା…
କମିଲା ସଂକ୍ରମଣ
ନୂଆଦିଲ୍ଲୀ,୧୦।୯: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୪,୯୭୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୬୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୮୪କୁ ବୃଦ୍ଧି
ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୮୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଆଜି ରାଜ୍ୟରୁ ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୧୧୯ ଶିଶୁ
ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୭୪୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୫,୦୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୩୫ ଜଣ ଚିହ୍ନଟ…
ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କଲେ ମାୟାବତୀ
ଲକ୍ଷ୍ନୌ,୧୦।୯:ବହୁଜନ ସମାଜ ପାର୍ଟି(ବିଏସପି)ସଭାପତି ମାୟାବତୀ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆଗାମୀ ୟୁପି ବିଧାନସଭା ନିର୍ବାଚନରେ କୌଣସି ମାଫିଆ କିମ୍ବା ବାହୁବଳୀ ନେତା ଟିକେଟ ପାଇବେ ନାହିଁ ବୋଲି ବିଏସପି ନିଶ୍ଚିତ କରିଛି। ବିଏସପି ମୁଖ୍ୟ ମାୟାବତୀ କହିଛନ୍ତି ଯେ,…
ପ୍ରଭାବିତ ହୋଇଛି ଅର୍ଥନୀତି
ଭୁବନେଶ୍ୱର,୧୦ା୯(ବ୍ୟୁରୋ):କୋଭିଡ୍-୧୯ ମହାମାରୀ ଯୋଗୁ ରାଜ୍ୟର ଅର୍ଥନୀତି ପ୍ରଭାବିତ ହୋଇଛି। ରାଜ୍ୟର ସାମଗ୍ରିକ ଘରୋଇ ଉତ୍ପାଦ(ଜିଏସ୍ଡିପି), ରାଜସ୍ବ ବଳକା ହ୍ରାସ ପାଇବା ସହିତ ଋଣ ଭାର ଓ ରାଜସ୍ବ ନିଅଣ୍ଟ ବୃଦ୍ଧି ପାଇଛି। ଶିକ୍ଷା ଓ ସ୍ବାସ୍ଥ୍ୟସେବା ବ୍ୟୟ କ୍ଷେତ୍ରରେ ଓଡ଼ିଶା ଅନ୍ୟ…
ଆକ୍ରାନ୍ତ ପିଲାଙ୍କଠାରେ ଏମ୍ଆଇ ସିଣ୍ଡ୍ରୋମ୍
ଭୁବନେଶ୍ୱର,୧୦।୯ (ବ୍ୟୁରୋ):ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁ ଓ କିଶୋରଙ୍କୁ ରେଡ୍ ଜୋନ୍ରେ ରଖାଯାଇଛି। ପିଲାମାନେ ଅଧିକ ସଂକ୍ରମିତ ହେବେ ବୋଲି ଆକଳନ କରାଯାଉଛି। ତେବେ ଏବେଠୁ ଏମାନଙ୍କଠାରେ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଏମ୍ଆଇ (ମଲ୍ଟିସିଷ୍ଟମ୍ ଇନ୍ଫ୍ଲାମେଟୋରି) ସିଣ୍ଡ୍ରୋମ୍ ଚିନ୍ତା ବଢ଼ାଇଛି। କରୋନାରୁ…
ତହସିଲ ପ୍ରଶାସନ, ଥାନା ମଧ୍ୟରେ ଛକାପଞ୍ଝା
ନାଉଗଁା,୧୦ା୯(ସ୍ବ.ପ୍ର.):ନାଉଗଁା ତହସିଲ ଓ ଥାନା ମଧ୍ୟରେ ଛକାପଞ୍ଝା ଚାଲିଛି। ଏହାର ଫାଇଦା ବାଲି ମାଫିଆ ଉଠାଉଛନ୍ତି। ଫଳରେ ରାଜ୍ୟ ସରକାର ଲକ୍ଷ ଲକ୍ଷ ଟଙ୍କାର ରାଜସ୍ବ ହରାଉଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି। ନାଉଗାଁ ତହସିଲ ଅଧୀନ ଦେବୀ ନଦୀରେ ତହସିଲ…
Archives


