Home

‘ହାର୍ଡଶିପ୍‌ ଅଫ୍‌ ଲାଇଫ୍‌’ରେ ଯନ୍ତ୍ରଣାର ହସ

ନୂଆଦିଲ୍ଲୀ, ୨୫।୧୦: ବୋମା ବିସ୍ଫୋରଣରେ ଗୋଡ଼ ହରାଇଛନ୍ତି ବାପା। ବିଷାକ୍ତ ଗ୍ୟାସ ଯୋଗୁ ବିରଳ ଜେନେଟିକ୍‌ ରୋଗର ଶିକାର ହୋଇଥିବା ପୁଅଙ୍କ ଜନ୍ମରୁ ନାହିଁ ଗୋଡ଼ କି ହାତ। ତଥାପି ଦୁହିଁଙ୍କ ଓଠରେ ହସ। ଆଉ ଏଭଳି କଷ୍ଟକର ସମୟକୁ ପରାସ୍ତ…

ଭାରତରେ ବଢ଼ୁଛି ଘୃଣା ମନ୍ତବ୍ୟ

ନ୍ୟୁୟର୍କ,୨୫।୧୦: ଭାରତ ହେଉଛି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସ୍‌ବୁକ୍‌ ପାଇଁ ବିଶ୍ୱର ସବୁଠୁ ବଡ଼ ବଜାର। ତେବେ ଦେଶରେ ବିଭ୍ରାନ୍ତିକର ତଥ୍ୟ, ଘୃଣା ମନ୍ତବ୍ୟ ଓ ମୁସଲମାନ ବିରୋଧୀ କଣ୍ଟେଣ୍ଟଗୁଡ଼ିକର ବନ୍ୟା ଛୁଟିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଫେସ୍‌ବୁକ୍‌କୁ କଡ଼ା…

ନିର୍ବାଚନ ପୂର୍ବରୁ ରାଜ୍ୟ ମାନ୍ୟତା ଫେରାଅ: ଗୁଲାମ ନବୀ

ନୂଆଦିଲ୍ଲୀ, ୨୫।୧୦: ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରକୁ ପ୍ରଥମେ ରାଜ୍ୟ ମାନ୍ୟତା ପ୍ରଦାନ କରିବା ପାଇଁ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ରବିବାର କେନ୍ଦ୍ର ସରକାରଙ୍କୁ ଆହ୍ବାନ ଦେଇଛନ୍ତି। ପ୍ରଥମେ ନିର୍ବାଚନ ମଣ୍ଡଳୀ ସୀମା ପୁନଃନିର୍ଦ୍ଧାରଣ ଓ ନିର୍ବାଚନ ପରେ…

ଭାରତର ସବୁଠୁ ଛୋଟ ଏବଂ ବଡ଼ ନାମଧାରୀ ରେଳ ଷ୍ଟେଶନ

ଭାରତୀୟ ରେଳବାଇକୁ ଆମ ଦେଶର ଜୀବନ ରେଖା କୁହାଯାଏ। ଅଧିକାଂଶ ଭାରତୀୟ ଯାତ୍ରା କରିବା ପାଇଁ ଟ୍ରେନ୍‌ରେ ଯିବା ଆସିବା କରିଥାନ୍ତି। କାରଣ ଭାରତୀୟ ରେଳ ସେବା ବିଶ୍ୱର ବୃହତ୍ତମ ରେଳ ନେଟଓ୍ବାର୍କ ମଧ୍ୟରେ ଗଣନା କରାଯାଏ। ପ୍ରତିଦିନ ଲକ୍ଷ ଲକ୍ଷ…

ତେଲ ଦର ବୃଦ୍ଧି ଟିକସ ଡକାୟତି

ନୂଆଦିଲ୍ଲୀ,୨୫।୧୦: ତେଲ ଦର ପ୍ରତିଦିନ ନୂଆ ରେକର୍ଡ ଭାଙ୍ଗୁଛି। ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବୃଦ୍ଧି ଯୋଗୁ ପରିବହନଜନିତ ଖର୍ଚ୍ଚ ବଢ଼ୁଥିବାରୁ ଜରୁରୀ ସାମଗ୍ରୀଗୁଡ଼ିକର ଦରଦାମ ମଧ୍ୟ ଆକାଶଛୁଆଁ ହୋଇଛି। କଂଗ୍ରେସ ଏହାକୁ କେନ୍ଦ୍ର ସରକାରଙ୍କ ଟିକସ ଡକାୟତି ବୋଲି ଆଖ୍ୟା…

ପୋଲ ଥାଇ ବି ବାଉଁଶ ଚାର ଭରସା

ବନ୍ତ,୨୫।୧୦(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡ଼ମହିଷଗୋଠ ପଞ୍ଚାୟତର ଟିକିରା-ଶ୍ରୀରାମପୁର ଗ୍ରାମକୁ ସଂଯୋଗୀକରଣ ନିମନ୍ତେ ସାଳନ୍ଦୀ ନଦୀ ଉପରେ ନିର୍ମିତ ବିଜୁ ସେତୁ ଲୋକଙ୍କ କାମରେ ଆସୁନି। ଅବଧି ସରିବା ପରେ ବହୁ ବିଳମ୍ବରେ ସେତୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। କିନ୍ତୁ…

ଏମିତି ସ୍ମାରକୀ, ଯାହାକୁ ନିର୍ମାଣ କରିଛନ୍ତି ମହିଳା

ଅତୀତ ଦିନରେ ମହିଳାମାନେ ଆଜିର ମହିଳାଙ୍କ ପରି ଶକ୍ତିଶାଳୀ ନ ଥିଲେ। ଏବେ ତ ମହିଳାମାନେ ବାହାରେ କାମ କରୁଛନ୍ତି ଏବଂ ପୁରୁଷମାନଙ୍କ ସହିତ କାନ୍ଧରେ କାନ୍ଧ ମିଶାଇ କାମ କରୁଛନ୍ତି। ପୂର୍ବରୁ ସେପରି ନ ଥିଲା। ଇତିହାସରେ ମଧ୍ୟ ଆମେ…

ମାସକୁ ୭୫ ହଜାର ଟଙ୍କା ରୋଜଗାର କରୁଛନ୍ତି ବର୍ଷକର ଶିଶୁ

ପ୍ରତି ମାସରେ ୭୫ ହଜାର ଟଙ୍କା ରୋଜଗାର କରୁଛନ୍ତି ମାତ୍ର ବର୍ଷକର ଶିଶୁ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି କୁନି ଶିଶୁ ସାରା ବିଶ୍ୱରେ ବୁଲାବୁଲି କରି ଟଙ୍କା ରୋଜଗାର କରୁଛନ୍ତି। ଆମେରିକାରେ ରହୁଥିବା ଲୋକେ ଏହି ଶିଶୁକୁ…

ଭୁଲବଶତଃ ଅନ୍ୟ ଆକାଉଣ୍ଟକୁ ଟଙ୍କା ପଠାଇଦେଇଛନ୍ତି କି? ଆପଣାନ୍ତୁ ଏହି ଉପାୟ

ଆଜିକାଲି ଅନଲାଇନ କାରବାର ବହୁତ ସାଧାରଣ ହୋଇଗଲାଣି। କୋଟି କୋଟି ଲୋକ ଦିନସାରା ଅନଲାଇନ ପ୍ଲାଟଫର୍ମ ମାଧ୍ୟମରେ ଟଙ୍କା କାରବାର କରନ୍ତି। ବେଳେବେଳେ ଟଙ୍କା ଲେଣଦେଣ ବେଳେ ଭୁଲବଶତଃ ଅନ୍ୟର ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଯାଏ। ଯଦି ଏହା ଘଟିଛି, ତେବେ…

‘୧୨-୦’ ରେକର୍ଡକୁ ଭୁଲାଇ ଦେଲା ପାକିସ୍ତାନ

ଦୁବାଇ,୨୪।୧୦: କ୍ରିକେଟ ବିଶ୍ୱକପ୍‌ରେ ପ୍ରଥମ ଥର ପାଇଁ ପାକିସ୍ତାନଠାରୁ ପରାସ୍ତ ହୋଇଛି ଭାରତ। ଏଥିପୂର୍ବରୁ ବିଶ୍ୱକପ୍‌ରେ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ କଦାପି ହାରି ନ ଥିଲା। ରେକର୍ଡ ୧୨-୦ ଥିଲା। ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତକୁ ୧୦…

ସାମ୍ନାରୁ ଲଢ଼ିଲେ କ୍ୟାପଟେନ କୋହଲି

ଦୁବାଇ,୨୪।୧୦: ଭାରତ-ପାକିସ୍ତାନ ମ୍ୟାଚ୍‌ରେ ଯାହା ଆଶା କରାଯାଉଥିଲା, ତାହା ହିଁ ଦେଖିବାକୁ ମିଳିଛି। ପାକିସ୍ତାନ ପେସରଙ୍କ ଚମତ୍କାର ବୋଲିଂ କାରଣରୁ ୩୧ ରନ୍‌ ମଧ୍ୟରେ ଟପ୍‌ ୩ ବ୍ୟାଟରଙ୍କୁ ହରାଇ ସାରିଥିଲା ଭାରତ। ଏଭଳି ସଙ୍କଟ ଜନକ ପରିସ୍ଥିତିରେ ସାମ୍ନାରୁ ଲଢ଼େଇ…

ମୋଦିଙ୍କ ହୃଦୟରେ ଅଛି ଜମ୍ମୁ-କଶ୍ମୀର: ଅମିତ ଶାହା

ଶ୍ରୀନଗର,୨୪।୧୦: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯାଇଛନ୍ତି । ଜମ୍ମୁ କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ହେବା ପରଠାରୁ ଶାହ ପ୍ରଥମଥର ପାଇଁ ରାଜ୍ୟ ଗସ୍ତ କରିଛନ୍ତି। ଭଗବତୀ ନଗର ଅଞ୍ଚଳରେ ଏକ ରାଲିକୁ ସମ୍ବୋଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?