Home

ବିଭିନ୍ନ ଯୋଜନାର କାର୍ଯ୍ୟ ଅଗ୍ରଗତିକୁ ଗୁରୁତ୍ୱ

କଟକ ଅଫିସ ୧୭ା୭: କଟକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ପଞ୍ଚମ ଜିଲା ଉନ୍ନୟନ, ସମନ୍ବୟ ଓ ତଦାରଖ କମିଟି (ଦିଶା) ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୃଷି, ଜଳଛାୟା,…

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ…

ତହସିଲଦାରଙ୍କୁ ଜିଲାପାଳଙ୍କ କାରଣ ଦର୍ଶାଅ ନୋଟିସ

ଗଞ୍ଜାମ,୧୭ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ହୁମା ପୁରୁଷୋତ୍ତମପୁର ରାସ୍ତାରେ ଥିବା ପେଟ୍ରୋଲ ପମ୍ପରେ ଗତ ୧୪ ତାରିଖରେ ଜଣେ କର୍ମଚାରୀ ବିନା ମାସ୍କରେ ତେଲ ପକାଉଥିଲେ। ସେହି ରାସ୍ତା ଦେଇ ଯାଉଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ତାଙ୍କୁ ସର୍ବସମ୍ମୁଖରେ ଉଠବସ୍‌…

ମିଶନ ଶକ୍ତିକୁ ୪୫୩.୫ କୋଟି

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ତଦନୁଯାୟୀ ରାଜ୍ୟର ୩୩୮ ବ୍ଲକସ୍ତରୀୟ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ…

ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୧୭ା୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ଆସି ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି। ଏବେ ସେଠାରେ ଦାରୁଦିଅଁଙ୍କ ନୀତିକାନ୍ତି ଚାଲିଛି। ଶୁକ୍ରବାର ହେରାପଞ୍ଚମୀରେ ମହାପ୍ରଭୁଙ୍କୁ ଶ୍ରୀମନ୍ଦିରକୁ ଫେରାଇ ନେବାକୁ ମା’ ମହାଲକ୍ଷ୍ମୀ ଆସିଥିଲେ।…

୧୫ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ ଏକ ଉଜ୍ଜ୍ୱଳ ଶିକ୍ଷାକେନ୍ଦ୍ର ଭାବେ ଉଭା ହୋଇଛି। ଶିକ୍ଷାର ଗୁଣବତ୍ତା ଓ ଅଭିନବ ଗବେଷଣା…

କୂଅରେ ପଡ଼ି ୪ ମୃତ, ୧୩ ନିଖୋଜ

ବିଦିଶା (ଏମ୍‌ପି), ୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲା ଗଞ୍ଜବାସୌଦାର ଏକ କୂଅରେ ପଡ଼ି ୪ ଜଣଙ୍କର ମୃତ୍ୟୁ ଘଟିଛି। କୂଅଟିରେ ଏକ ବାଳିକା ଖସିପଡ଼ିଥିବାବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଥିଲେ। କିଛି ଲୋକ ଚାରିପଟେ ରୁଣ୍ଡ ହୋଇ…

କାଉଡ଼ିଆ ଯାତ୍ରା ନିଷ୍ପତ୍ତିର ପୁନର୍ବିଚାର କର

ନୂଆଦିଲ୍ଲୀ, ୧୭।୭: କରୋନା ସମୟରେ ଉତ୍ତରପ୍ରଦେଶ ସରକାର କାଉଡ଼ିଆ ଯାତ୍ରାକୁ ଅନୁମତି ଦେଇଥିବାରୁ ଏହାର ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ରାଜ୍ୟ ସରକାରଙ୍କୁ କହିଛନ୍ତି। ସୋମବାର ସୁଦ୍ଧା ଯଦି ସରକାର କାଉଡ଼ିଆ ଯାତ୍ରା ବନ୍ଦ ପାଇଁ ନିଷ୍ପତ୍ତି ନ ନିଅନ୍ତି, ତେବେ…

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ବିବାହରେ ଏମିତି କହିଥିଲେ ସଲମାନ, ଜିତିଥିଲେ ସମସ୍ତଙ୍କ ହୃଦୟ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ-ଅଭିନେତାଙ୍କ ନାମ ପରସ୍ପର ସହ ଯୋଡ଼ି ହୋଇଥାଏ। ଏମାନଙ୍କ ମଧ୍ୟରୁ କେତେକଙ୍କ ପ୍ରେମ ବିବାହରେ ରୂପାନ୍ତରିତ ହୋଇଥିବା ବେଳେ ଆଉ କେତେ ଜଣ ଏଥିରେ ବିଫଳ ହୋଇଛନ୍ତି। ଫିଲ୍ମରେ ଦୀର୍ଘ ସମୟ ଏକାଠି କାମ…

ଯୋଗୀଙ୍କୁ ଘେରିଲେ ପ୍ରିୟଙ୍କା

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୭ା୭: ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଛନ୍ତି। ଏହାସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି। ମୋଦିଙ୍କ ପ୍ରଶଂସାମୂଳକ ପ୍ରମାଣପତ୍ର ଯୋଗୀ…

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୯୯୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ୟୁରୋପରେ ଜଳପ୍ରଳୟ

ବର୍ଲିନ, ୧୭।୭: କୋଭିଡ୍‌ ମହାମାରୀ ସହ ଯୁଝୁଥିବା ଜର୍ମାନୀ ଓ ବେଲ୍‌ଜିୟମ୍‌ ସମେତ ପଶ୍ଚିମ ୟୁରୋପୀୟ ରାଷ୍ଟ୍ରଗୁଡ଼ିକୁ ମାଡ଼ିଆସିଛି ଆଉ ଏକ ବିପତ୍ତି। ରେକର୍ଡ ବର୍ଷା ଅନେକ ନଦୀରେ ପ୍ରଳୟଙ୍କରୀ ବନ୍ୟା ଆଣିଛି। କିଲ୍‌ ଓ ଆହର ଭଳି ନଈଗୁଡ଼ିକର ଉଛୁଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri