ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍
ଦୁବାଇ,୨୪।୧୦: ଭାରତ ଏବଂ ପାକିସ୍ତାନର ଦଳ ଟି -୨୦ ବିଶ୍ୱକପ ୨୦୨୧ରେ ପରସ୍ପର ବିରୋଧରେ ରବିବାର ଅଭିଯାନ ଆରମ୍ଭ କରିବେ। ସୁପର -୧୨ ପର୍ଯ୍ୟାୟରେ ଉଭୟଙ୍କ ଏହା ପ୍ରଥମ ମ୍ୟାଚ ହେବ। ଗ୍ରୁପ ୧ରେ ଭାରତ ଏବଂ ପାକିସ୍ତାନ ସ୍ଥାନ ପାଇଛନ୍ତି।…
ପ୍ରି-ପୋଲ୍ ସର୍ଭେକୁ ବ୍ୟାନ କର
ନୂଆଦିଲ୍ଲୀ,୨୪।୧୦: ନିର୍ବାଚନ ପୂର୍ବରୁ ବିଭିନ୍ନ ଗଣମାଧ୍ୟମ ଦ୍ୱାରା କରାଯାଉଥିବା ପ୍ରି-ପୋଲ ସର୍ଭେରେ ଭୁଲ ତଥ୍ୟ ଦିଆଯାଇ ମତଦାତାଙ୍କୁ ପ୍ରଭାବିତ କରାଯାଉଛି। ଏଥିଲାଗି ଏହା ଉପରେ ୬ ମାସ ପାଇଁ ବ୍ୟାନ ଲଗାଯାଉ। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗ(ଇସି)ଙ୍କ ନିକଟରେ…
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝରର ଜେଏମ୍ଏମ୍ ନେତା
କେନ୍ଦୁଝର,୨୩ା୧୦(ସ୍ବ.ପ୍ର.): ଆଗାମୀ ପଞ୍ଚାୟତ ନିର୍ବାଚନରେ କେନ୍ଦୁଝର ଜିଲା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ପ୍ରାର୍ଥୀ ଦେବ। ଏନେଇ ଜିଲାର ଜେଏମ୍ଏମ୍ କର୍ମକର୍ତ୍ତାଙ୍କ ଏକ ଟିମ୍ ଝାଡ଼ଖଣ୍ଡ ଯାଇ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହ ଏକ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି। ଆଗକୁ କିଭଳି…
ଭାରତର ସମ୍ମାନ ବଢ଼ିଲା
ଓ୍ବାଶିଂଟନ,୨୩ା୧୦: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ ଭାରତୀୟ ମୂଳ ନୀତି ବିଶେଷଜ୍ଞ ନୀରା ଟଣ୍ଡନଙ୍କୁ ହ୍ବାଇଟ୍ ହାଉସର କର୍ମଚାରୀ ସଚିବ ଭାବରେ ନିଯୁକ୍ତ ଦେଇଛନ୍ତି। ହ୍ବାଇଟ୍ ହାଉସର ଓ୍ବେଷ୍ଟ ଓ୍ବିଙ୍ଗରେ ପରଦା ପଛରେ କାମ କରୁଥିବା କର୍ମଚାରୀ ସଚିବଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।…
ଭାରତ ବିପକ୍ଷ ମ୍ୟାଚ୍ରେ ହାରିଲେ ପାକିସ୍ତାନର ସ୍ଥିତି କ’ଣ ହେବ? ଜାଣନ୍ତୁ…
ଦୁବାଇ,୨୩।୧୦: ଟି-୨୦ ବିଶ୍ୱକପ୍ ୨୦୨୧ର ସବୁଠାରୁ ବଡ଼ ମୁକାବିଲା ରବିବାର ଅନୁଷ୍ଠିତ ହେବ। ଏଥିରେ ଚିର ପ୍ରତିନ୍ଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ ଭାରତ। ସୁପର ସଣ୍ଡେରେ ଏହି ମୁକାବିଲାକୁ ଦେଖିବା ଲାଗି ଏବେଠାରୁ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ଅପରପକ୍ଷେ ମ୍ୟାଚ୍କୁ ନେଇ ଉଭୟ…
ଭାରତ ବିପକ୍ଷରେ ଦଳ ଘୋଷଣା କଲା ପାକିସ୍ତାନ, ଜାଣନ୍ତୁ ମହାମୁକାବିଲା ଲାଗି କାହାକୁ…
ଦୁବାଇ,୨୩।୧୦: ରବିବାର ଭାରତ-ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ୍ର ସବୁଠାରୁ ବଡ଼ ମୁକାବିଲା ଖେଳାଯିବ। ଏହାର ଗୋଟିଏ ଦିନ ପୂର୍ବରୁ ପାକିସ୍ତାନ ୧୨ ଜଣିଆ ସ୍କ୍ବାର୍ଡ ଘୋଷଣା କରିଛି। ବାବର ଆଜମଙ୍କ ନେତୃତ୍ୱାଧୀନ ପାକିସ୍ତାନ ଟିମ୍ରେ ମହମ୍ମଦ ରିଜଓ୍ବାନ ଉଇକେଟକିପର୍ ଦାୟିତ୍ୱ ତୁଲାଇବେ।…
କୂଅରେ ଖସିପଡ଼ିଲା ହାତୀ ଛୁଆ
କେନ୍ଦୁଝର,୨୩ା୧୦(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବସନ୍ତପୁର ପଞ୍ଚାୟତର ନୀତିଗୋଠ ଗ୍ରାମରେ ଜଣେ ଲୋକଙ୍କ ବାଡ଼ିରେ ଥିବା ଏକ କୂଅରେ ହାତୀ ଛୁଆ ଖସି ପଡ଼ିଛି। ଶନିବାର ଅପରାହ୍ନରେ ହାତୀ ପଲ ସହିତ ଛୁଆଟି ଯାଉଥିବା ବେଳେ ମାଧବ ନାଏକ…
ମନୀଷ ଅନୁରାଗ ମୃତ୍ୟୁ ମାମଲା: ବନ୍ଧା ହେଲେ ହୋଟେଲ ମ୍ୟାନେଜର
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ଦାସ ମୃତ୍ୟୁ ମାମଲାରେ ହୋଟେଲ ସାଉଥ୍ ସିଟିର ମ୍ୟାନେଜର ସୌଭିକ ଜେନାଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ଅନ୍ୟପକ୍ଷରେ ମନୀଷ ମୃତ୍ୟୁ ମାମଲାରେ ଗିରଫ ଅଭିଯୁକ୍ତ ପ୍ରଦ୍ୟୁମ୍ନ ଜେନା ଓ ପ୍ରସନ୍ନ ବେହେରାଙ୍କ ନାଁରେ…
ଯାଜପୁରରୁ ଆସି ନିଶ୍ଚିନ୍ତକୋଇଲିରେ ଉପଦ୍ରବ କଲା ହାତୀ, ୧୦୦ ହେକ୍ଟରରୁ ଅଧିକ ଧାନଜମି ନଷ୍ଟ
ନିଶ୍ଚିନ୍ତକୋଇଲି,୨୩ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଫଗୋଳ, ଜିଗ୍ନିପୁର,ଜୟରାମପୁର ଓ ରାମକୃଷ୍ଣପୁର ପଞ୍ଚାୟତ ସଂଲଗ୍ନ ଥିବା ହାଡ଼ଖାଇ ପାଟ ଧାନ କ୍ଷେତରେ ଶନିବାର ସକାଳୁ ଏକ ବଣୁଆ ହାତୀକୁ ଦେଖିବାକୁ ମିଳିଥିଲା। ତେବେ ସକାଳୁ ହାତୀକୁ ଦେଖି ବିଭିନ୍ନ ଗ୍ରାମର ଚାଷୀମାନେ…
ପେଟ୍ରୋଲ ପମ୍ପ୍ରେ ମୋଦିଙ୍କ ବ୍ୟାନର ଚିରିଲା ଛାତ୍ର କଂଗ୍ରେସ
କେନ୍ଦୁଝର,୨୩ା୧୦(ସ୍ବ.ପ୍ର.): ବତ୍ତର୍ର୍ମାନ ଦେଶରେ ପେଟ୍ରୋଲ, ଡିଜେଲ ଓ ଗ୍ୟାସର ଅହେତୁକ ଦର ଦିନକୁ ଦିନ ବଢ଼ିବାରେ ଲାଗିଛି l ଫଳରେ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଏହାର ପ୍ରତିବାଦରେ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ପେଟ୍ରୋଲ ପମ୍ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବିଶ୍ୱକପ୍ ପୂର୍ବରୁ ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି; ସ୍ବଦେଶ ଫେରିଲେ ଏହି ୪ ଖେଳାଳି
ନୂଆଦିଲ୍ଲୀ,୨୩।୧୦: ୟୁଏଇ ଏବଂ ଓମାନରେ ଚାଲିଥିବା ଟି-୨୦ ବିଶ୍ୱକପ୍ରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତ ସହ ଥିବା ୪ ଖେଳାଳି ସ୍ବଦେଶ ଫେରି ଆସିଛନ୍ତି। ସେମାନେ ହେଲେ କରନ ଶର୍ମା, କ୍ରିଷ୍ଣାପ୍ପା ଗୌତମ, ଭେଙ୍କଟେଶ ଆୟାର, ଶହବାଜ ଅହମଦ।…
କାର୍ତ୍ତିକ ଆରମ୍ଭରୁ ପରିବା ଦର ଆକାଶଛୁଆଁ
ଗଞ୍ଜାମ,୨୩ା୧୦(ଡି.ଏନ୍.ଏ.): ଗଞ୍ଜାମ ସହରରେ ପନିପରିବା ଦର ଆକାଶଛୁଆଁ ହୋଇଛି। ବାଇଗଣ କିଲୋପିଛା ୬୦ ଟଙ୍କା ହୋଇଥିବା ବେଳେ ଟମାଟୋ ୫୦, ବିନ୍ସ ୧୦୦ ଟପିଛି। ସେହିପରି ନିତ୍ୟ ଅପରିହାର୍ଯ୍ୟ ଆଳୁ କିଲୋ ପ୍ରତି ୨୫ ଟଙ୍କାରେ ପହଞ୍ଚିଛି। ପିଆଜ ୪୦, ଭେଣ୍ଡି…

