Home

ଶାହଙ୍କ ଲାଗି ମୁତୟନ ହେଲେ ସ୍ନାଇପର, ଡ୍ରୋନ୍‌, ଶାର୍ପଶୁଟର

ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଶନିବାରଠାରୁ ୩ ଦିନିଆ ଗସ୍ତ ଜମ୍ମୁ-କଶ୍ମୀର ଗସ୍ତ କରିବେ। ୩୭୦ ଧାରା ଉଚ୍ଛେଦ ପରେ ଶାହ ପ୍ରଥମ ଥର ପାଇଁ କେନ୍ଦ୍ର ଶାସିତ ଅଞ୍ଚଳ ଗସ୍ତ କରିବାକୁ ଯାଉଛନ୍ତି। ଏବେ ସାଧାରଣ ନାଗରିକଙ୍କୁ ଟାର୍ଗେଟ…

କମିବାକୁ ଯାଉଛି ଖାଇବା ତେଲ ଦର

ନୂଆଦିଲ୍ଲୀ,୨୨।୧୦: ପାର୍ବଣ ସମୟରେ ଡାଲି ଏବଂ ଖାଇବା ତେଲ ଦର ନିୟନ୍ତ୍ରଣକୁ ଆଣିବା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି କେନ୍ଦ୍ର ସରକାର। ଆମଦାନୀ ବଢ଼ାଇବା ସହ ଖାଦ୍ୟ ସାମଗ୍ରୀ କଳାବଜାରୀ ରୋକିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ମନ୍ତ୍ରଣାଳୟର ସଚିବ ସୁଧାଂଶୁ ପାଣ୍ଡେ…

ଏବେଠାରୁ ବିରାଟଙ୍କୁ ଚେତାବନୀ ଦେଲେଣି ଏହି ସ୍ପିନର; କହିଲେ, ‘ପ୍ଲାନ୍‌ ପ୍ରସ୍ତୁତ, ହାଲ୍‌କାରେ ନେବନି’

ଦୁବାଇ,୨୨।୧୦: ଟି-୨୦ ବିଶ୍ୱକପ୍‌ ୨୦୨୧ରେ ବାଲାଂଦେଶକୁ ହରାଇ ସମସ୍ତଙ୍କୁ ଚମକାଇଛି ସ୍କର୍ଟଲାଣ୍ଡ। କ୍ୱାଲିଫାୟାର ରାଉଣ୍ଡରେ ବିଜୟରେ ହାଟ୍ରିକ୍‌ କରିବା ପରେ ଦଳ ସୁପର-୧୨ରେ ସ୍ଥାନ ପାଇଛି। ଗ୍ରୁପ୍‌ ବିରେ ଶୀର୍ଷରେ ରହିବା ପରେ ସୁପର-୧୨ ପାଇଁ ଦଳକୁ ଗ୍ରୁପ-୨ ଅର୍ଥାତ ଭାରତର…

ବିଶ୍ୱକପ୍‌ ଅଧାରୁ ଦଳ ଛାଡ଼ି ସ୍ବଦେଶ ଫେରିଗଲେ ଏହି ଅଭିଜ୍ଞ କ୍ରିକେଟର

ନୂଆଦିଲ୍ଲୀ,୨୨।୧୦: ଶ୍ରୀଲଙ୍କା କ୍ରିକେଟ ଟିମ୍‌କୁ ଲାଗିଛି ଝଟକା। ଟି-୨୦ ବିଶ୍ୱକପ୍‌ର ସୁପର-୧୨ରେ ସ୍ଥାନ ପାଇବା ପରେ ଦଳର ପରାମର୍ଶଦାତା ଭାବେ କାମ କରୁଥିବା ପୂର୍ବ ଅଭିଜ୍ଞ କ୍ରିକେଟର ମହିଳା ଜୟବର୍ଦ୍ଧନେ ଦେଶ ଫେରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଦୀର୍ଘ ୧୩୫ ଦିନ…

ରେଲ୍‌ଓ୍ବେ କ୍ରସିଂରେ ଠିଆ ହୋଇଥିଲା କାର୍‌ ଭର୍ତ୍ତି ଟ୍ରକ୍‌, ଦ୍ରୁତ ଗତିରେ ଆସିଲା ଟ୍ରେନ୍‌; ଆଉ ତା’ ପରେ…

ଓ୍ବାଶିଂଟନ,୨୨ା୧୦: ଆମେରିକାର ଓକାଲୋହୋମାରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଗୋଟିଏ କାର୍‌ ଭର୍ତ୍ତି ଟ୍ରକ୍‌ ଲେଭଲ କ୍ରସିଂ ନିକଟରେ ରାସ୍ତା ପାର୍‌ ପାଇଁ ଠିଆ ହୋଇଥିଲା। ଏହି ସମୟରେ ଏକ ଟ୍ରେନ୍‌ ଦ୍ରୁତ ଗତିରେ ଆସୁଥିଲା। ଫଳରେ ଟ୍ରକ୍‌ଟିକୁ ଏପରି…

‘ଭାରତ-ଆମେରିକା’ର ସମ୍ପର୍କ ବିଶ୍ୱାସ ଉପରେ ଆଧାରିତ’

ଓ୍ବାଶିଂଟନ,୨୨ା୧୦: ଆମେରିକାରେ ଭାରତର ରାଷ୍ଟ୍ରଦୂତ ତରଣଜିତ୍‌ ସିଂ ସାନ୍ଧୁ କହିଛନ୍ତି, ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କର ଆଧାର ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏହା କ୍ରମାଗତ ଭାବେ ବଢୁଛି। କଂଗ୍ରେସର ବରିଷ୍ଠ କର୍ମଚାରୀଙ୍କ ପାଇଁ ଇଣ୍ଡିଆ ହାଉସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

ବିନା ଛୁଞ୍ଚିରେ ଶିଶୁଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ବର,୨୨।୧୦(ବ୍ୟୁରୋ): ବିନା ଛୁଞ୍ଚିରେ ଟିକା ନେବେ ଶିଶୁ । କରୋନାର ଜାଇପର ଡି’ ଟିକା ବିନା ଛୁଞ୍ଚିରେ ଶିଶୁମାନଙ୍କୁ ଦେବାକୁ ପରାମର୍ଶ ଦିଆଯାଇଥିବା ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଶୁକ୍ରବାର ସୂଚନା ଦେଇଛନ୍ତି । ୧୨ ବର୍ଷରୁ ୧୮…

ପ୍ରଦୀପ ସେବା ନୁହେଁ, ହେବା ଲାଗି ଦଳ ଛାଡ଼ିଛନ୍ତି: ନିରଞ୍ଜନ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ନବରଙ୍ଗପୁର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହି କ୍ରମରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସେବା ନୁହେଁ, ହେବା…

ଆକାଶଛୁଆଁ ତୈଳଦର; ଆଜି ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୨।୧୦: ତୈଳଦର ବୃଦ୍ଧିରେ ଲାଗୁନି ଲଗାମ। ଶୁକ୍ରବାର ପୁଣି ୩୫ ପଇସା ବଢ଼ିଛି ପେଟ୍ରୋଲ-ଡିଜେଲ ଦର। ଏହାପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬.୮୯ ଟଙ୍କା, ମୁମ୍ବାଇରେ ୧୧୨.୭୮ ଟଙ୍କାରେ ପହଞ୍ଚିଛି। ସେହିଭଳି ଦିଲ୍ଲୀରେ ଡିଜେଲ ଲିଟର ପିଛା ୯୫.୬୨ ଟଙ୍କା…

ମନୀଷ ମୃତ୍ୟୁ ମାମଲା: କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ହତ୍ୟା ମାମଲାରେ ଜଣେ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି। କନଷ୍ଟେବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବିତ କରିଛନ୍ତି କମିଶନରେଟ ପୋଲିସ। ପ୍ରସନ୍ନ ଭୁବନେଶ୍ୱର ହାବିଲଦାର ଓ କନଷ୍ଟେବଳ ସଂଘର ସମ୍ପାଦକ ଥିବା ସୂଚନା…

ଆଇପିଏଲ୍‌ ଦଳ କିଣିବେ ଦୀପିକା-ରଣବୀର!

ବଲିଉଡ ତାରକା ଏବଂ କ୍ରିକେଟର ଅତି ଘନିଷ୍ଠ ସମ୍ପର୍କ ଅଛି। ଅନେକ ବଲିଉଡ୍‌ ସେଲିବ୍ରିଟି କ୍ରିକେଟ ଦେଖିବାକୁ ପସନ୍ଦ କରନ୍ତି। ଅନେକ ସେଲିବ୍ରିଟିଙ୍କ ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଅଂଶଧନ ରହିଛି। ପ୍ରୀତି ଜିଣ୍ଟା, ଶାହରୁଖ ଖାନ ଏବଂ…

ଏକୁଟିଆ ଲଢିବ କଂଗ୍ରେସ

ପାଟନା,୨୨।୧୦: ବିବାହରରେ ମହାମେଣ୍ଟର ବ୍ରେକ ଅପ ଖବର ସାମ୍ନାକୁ ଆସିଛି।ରାଜ୍ୟ କଂଗ୍ରେସ ଦାୟିତ୍ୱରେ ଥିବା ଭକ୍ତ ଚରଣ ଦାସ ଏହି ପ୍ରସଙ୍ଗରେ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ ପାଟନାରେ ପହଞ୍ଚିବା ମାତ୍ରେ କହିଛନ୍ତି, ମହାମେଣ୍ଟ ଭାଙ୍ଗିବା ପାଇଁ କେବଳ ଆନୁଷ୍ଠାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?