Home

ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳ ୧୦ଟାରେ ଦେଶକୁ ସମ୍ବୋଧିତ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଦେଶ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଗୁରୁବାର କରୋନା ଟିକାକରଣରେ ୧୦୦କୋଟି ଡୋଜ୍ ଅତିକ୍ରମ କରିଥିବା ବେଳେ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ: ଏହି ୪ ଦଳ ମଧ୍ୟରେ ଖେଳାଯିବ ସେମିଫାଇନାଲ୍‌

ନୂଆଦିଲ୍ଲୀ,୨୨।୧୦: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ର ସୁପର -୧୨ ମ୍ୟାଚ ଅକ୍ଟୋବର ୨୩ରୁ ଆରମ୍ଭ ହେବ, କିନ୍ତୁ ଏହା ପୂର୍ବରୁ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ବ୍ରାଡ ହଗ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ ଟୁର୍ନାମେଣ୍ଟର ସେମିଫାଇନାଲ ପୂର୍ବାନୁମାନ କରିଛନ୍ତି।…

ଭାରତୀୟ ଯୁବତୀଙ୍କ ପ୍ରେମରେ ପଡିଥିଲେ ଏହି ୨ ପାକିସ୍ତାନ କ୍ରିକେଟର୍‌; ବିବାହ ପାଇଁ…

ନୂଆଦିଲ୍ଲୀ,୨୨।୧୦: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ ଆରମ୍ଭ ହୋଇଛି। ସମସ୍ତ କ୍ରିକେଟ ପ୍ରଶଂସକ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇ ଭୋଲଟେଜ ମ୍ୟାଚ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ମ୍ୟାଚ ୨୪ ଅକ୍ଟୋବରରେ ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ…

ଜୁନିୟର ପୁରୁଷ ହକି ବିଶ୍ୱକପ୍‌: ଖେଳାଳିଙ୍କ ପାଇଁ କୋହଳ ହେଲା କୋଭିଡ୍‌ ନିୟମ

ଭୁବନେଶ୍ୱର, ୨୨।୧୦(କ୍ରୀଡ଼ା ପ୍ରତିନିଧି)- ଜୁନିୟର ହକି ବିଶ୍ୱକପର ଦ୍ୱାଦଶ ସଂସ୍କରଣ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୨୪ରୁ ଆରମ୍ଭ ହେବ। କୋଭିଡ୍‌-୧୯ ଯୋଗୁ ଓଡ଼ିଶାରେ ଅନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନ ବନ୍ଦ ରହିଥିଲା। ତେଣୁ ପ୍ରତିଯୋଗିତା ଯେତିକି ପାଖେଇ ଆସୁଛି ଉତ୍ସୁକତା ସେତେ…

ବିଶ୍ୱକପ୍‌ ଟିମ୍‌ରେ ସ୍ବାମୀଙ୍କୁ ସ୍ଥାନ ମିଳିନି; ତଥାପି ଭାରତୀୟ ଜର୍ସି ପିନ୍ଧି ଏଭଳି ସମର୍ଥନ ଜଣାଇଲେ ଧନଶ୍ରୀ…

ନୂଆଦିଲ୍ଲୀ,୨୧।୧୦: ଭାରତୀୟ କ୍ରିକେଟ ଟିମ୍‌ର ବୋଲର ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଜଣେ ନୃତ୍ୟଶିଳ୍ପୀ। ସେ ପ୍ରାୟତଃ ନିଜ ସୋସିଆଲ ମିଡିଆରେ ନିଜର ଡ୍ୟାନ୍ସର ଭିଡିଓ ଶେୟାର କରିଥାନ୍ତି। ଏହି କ୍ରମରେ ସେ ଏବେ ଭାରତୀୟ ଦଳର ଜର୍ସି ପିନ୍ଧି…

କାବୁଲରେ ପହଞ୍ଚିଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସଲାମାବାଦ,୨୧ା୧୦: ଆଫଗାନିସ୍ତାନର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ସହ ଆଲୋଚନା କରିବା ପାଇଁ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହା ମହମ୍ମଦ କୁରେଶି ଗୁରୁବାର ଆଇଏସ୍‌ଆଇ ମୁଖ୍ୟ ଲେଫ୍ଟ ଜେନେରାଲ ଫେଜ୍‌ ହମିଦଙ୍କ ସହ କାବୁଲରେ ପହଞ୍ଚିଛନ୍ତି। ଏହି ଯାତ୍ରା ଗୋଟିଏ ଦିନ ପାଇଁ। ପାକିସ୍ତାନର…

କେନ୍ଦ୍ର ସରକାରଙ୍କୁ ଶ୍ରେୟ ଦେବା ପାଇଁ କଂଗ୍ରେସରେ ଗୋଡ଼ ଟଣାଟଣି

ନୂଆଦିଲ୍ଲୀ,୨୧।୧୦:୧୦୦ କୋଟି କରୋନା ଟିକା ଦେବାରେ ଭାରତ ଏକ ବଡ଼ ଉପଲବ୍ଧି ହାସଲ କରିଛି। ଏଥିପାଇଁ ସରକାରଙ୍କୁ ବିଭିନ୍ନ ଆଡେ ପ୍ରଶଂସା କରାଯାଉଛି। କିନ୍ତୁ ଏହି ପ୍ରସଙ୍ଗରେ କଂଗ୍ରେସରେ ମତଭେଦ ରହିଛି। କଂଗ୍ରେସ ଏମ୍‌ପି ଶଶି ଥରୁର ସରକାରଙ୍କୁ ଶ୍ରେୟ ଦେଇଥିବାବେଳେ…

ବିଶେଷଜ୍ଞଙ୍କ ବିନା ପରାମର୍ଶରେ ହାଇବ୍ରିଡ୍‌ ହିୟରିଂ ପାଇଁ ୭୯ କୋଟି ମଞ୍ଜୁରୀ, ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୧।୧୦: ହାଇବ୍ରିଡି ହିୟରିଂ ପାଇଁ ବିଶେଷଜ୍ଞଙ୍କ ବିନା ପରାମର୍ଶରେ ଦିଲ୍ଲୀ ସରକାର ୭୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ସରକାରଙ୍କୁ ଏଭଳି କାହିଁକି ହୋଇଛି ବୋଲି ପ୍ରଶ୍ନ କରାଯାଇଛି। ଏନେଇ ବିଚାରପତି ବିପିନ ସାଙ୍ଘି ଏବଂ…

ବଡ଼ କାର୍ଯ୍ୟାନୁଷ୍ଠାନ: କେ. ଗାଁ ଥାନା ଅଧିକାରୀ ସସ୍‌ପେଣ୍ଡ

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କେ.ଗାଁ ଥାନା ଅଧିକାରୀ ଡମୁ ପରଜାଙ୍କୁ ସସ୍‌ପେଣ୍ଡ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ତାଙ୍କୁ ସସ୍‌ପେଣ୍ଡ କରାଯାଇଥିବା ନେଇ ଗୁରୁବାର କଳାହାଣ୍ଡି ଏସ୍‌ପି ଶ୍ରବଣ ବିବେକ ସୂଚନା ଦେଇଛନ୍ତି।…

ସ୍କୁଲ ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବ, ବିରୋଧ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ଡାକ୍ତର…

ଥିରୁଭାନନ୍ତପୁରମ୍‌,୨୧।୧୦: ସ୍କୁଲ ପିଲାଙ୍କୁ କରୋନା ମହାମାରୀ ଲଢ଼େଇରେ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦିଆଯିବା ପ୍ରସ୍ତାବକୁ ବିରୋଓ କରି କେରଳର ଜଣେ ଡାକ୍ତର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଡାକ୍ତଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଛି ଯେ, ଆର୍ସେନିକମ୍‌ ଅଲବମ୍‌-୩୦ ସିଏଚ୍‌…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୧।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଦୀପାବଳି ଉପହାର ସ୍ବରୂପ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ହେଉଛି କେନ୍ଦ୍ରୀୟ କର୍ମଚାରୀମାନେ ବର୍ତ୍ତମାନ…

ଭାରତୀୟ ଯବାନଙ୍କ ‘ପ୍ଲାନ୍‌-୧୯୦’ ଚାଇନା ସୈନ୍ୟଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ…

ନୂଆଦିଲ୍ଲୀ,୨୧।୧୦: ଭାରତୀୟ ସେନା ଚାଇନାର ସୈନ୍ୟଙ୍କ ମୁକାବିଲା ପାଇଁ ଏନେ ନୂଆ ଯୋଜନା ଉପରେ କାର୍ଯ୍ୟ ଜାରି ରଖିଛି। ଶୀତ ଆସିବା ପୂର୍ବରୁ ଏବେ ଭାରତ ଏବଂ ଚାଇନା ଏଲ୍‌ଏସିରେ ଅସ୍ତ୍ରଶସ୍ତ୍ର ଠୁଳ କରିବାରେ ଲାଗିଛନ୍ତି। ଏଲ୍‌ଏସିରେ ବୃଦ୍ଧି ପାଉଥିବା ଉତ୍ତେଜନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?