Home

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୧।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଦୀପାବଳି ଉପହାର ସ୍ବରୂପ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ହେଉଛି କେନ୍ଦ୍ରୀୟ କର୍ମଚାରୀମାନେ ବର୍ତ୍ତମାନ…

ଭାରତୀୟ ଯବାନଙ୍କ ‘ପ୍ଲାନ୍‌-୧୯୦’ ଚାଇନା ସୈନ୍ୟଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ…

ନୂଆଦିଲ୍ଲୀ,୨୧।୧୦: ଭାରତୀୟ ସେନା ଚାଇନାର ସୈନ୍ୟଙ୍କ ମୁକାବିଲା ପାଇଁ ଏନେ ନୂଆ ଯୋଜନା ଉପରେ କାର୍ଯ୍ୟ ଜାରି ରଖିଛି। ଶୀତ ଆସିବା ପୂର୍ବରୁ ଏବେ ଭାରତ ଏବଂ ଚାଇନା ଏଲ୍‌ଏସିରେ ଅସ୍ତ୍ରଶସ୍ତ୍ର ଠୁଳ କରିବାରେ ଲାଗିଛନ୍ତି। ଏଲ୍‌ଏସିରେ ବୃଦ୍ଧି ପାଉଥିବା ଉତ୍ତେଜନାକୁ…

ନର୍ସଙ୍କୁ ଏମିତି ପ୍ରଶ୍ନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲ (ଆରଏମଏଲ) ପରିଦର୍ଶନ କରିଛନ୍ତି। ଦେଶରେ ୧ ବିଲିୟନରୁ ଅଧିକ ଡୋଜ ଆଣ୍ଟି-କରୋନା ଟିକା ଦିଆଯିବା ଅବସରରେ ପ୍ରଧାନମନ୍ତ୍ରୀ ଡାକ୍ତରଖାନାର ଅଧିକାରୀ ଏବଂ କର୍ମଚାରୀଙ୍କ ସହ କଥା ହୋଇଥିଲେ।…

ଦୁବାଇରୁ ଝିଅ ଭାମିକାଙ୍କ ଫଟୋ ଶେୟାର କଲେ କୋହଲି, କ୍ୟାପଶନ୍‌ରେ ଦେଲେ ହୃଦୟ ଇମୋଜି

ନୂଆଦିଲ୍ଲୀ,୨୧।୧୦: ଚଳିତ ବର୍ଷ ମାତାପିତା ହୋଇଥିଲେ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲି। ଜାନୁୟାରୀ ୧୧ରେ ତାଙ୍କର ଏକ କନ୍ୟା ସନ୍ତାନ ଜନ୍ମ ନେଇଥିଲା। ଉଭୟ ଝିଅର ନାମ ଭାମିକା ରଖିଥିଲେ। ସେବେଠାରୁ ଭାମିକାଙ୍କୁ ନେଇ ଚର୍ଚ୍ଚା…

କୁକୁରକୁ ପାନେ ଦେଲା ମାଙ୍କଡ଼, ଭିଡିଓ ଦେଖିଲେ ହସିହସି ଗଡ଼ିବେ

କୁକୁର ମଣିଷର ସବୁଠୁ ବିଶ୍ୱସ୍ତ ପ୍ରାଣୀ। ସେହିପରି ମାଙ୍କଡ଼ର ଚାଲାକ ବୁଦ୍ଧି ଏବଂ ଚାଲିଚଳନରୁ ଏହା ମଣିଷର ପୂର୍ବଜ ବୋଲି ବିଶ୍ୱାସ କରାଯାଏ। କୁକୁର ମଣିଷର ବିଶ୍ୱସ୍ତ ହେଲେ ମଧ୍ୟ ମାଙ୍କଡ଼ ସହ ପଡ଼େ ନାହିଁ। ଏବେ କୁକୁର ମାଙ୍କଡ଼ର ଝଗଡ଼ାର…

ଶେଷରେ ଚିଲିକା ବିଧାୟକଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୧।୧୦: ଖୋର୍ଦ୍ଧା ବାଲୁଗାଁ ଭାଜପା ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଘଟଣାରେ ଜେଲ ଯାଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଶେଷରେ ମିଳିଛି ଜାମିନ। ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଛି। ଏଥିସହ ସାକ୍ଷୀଙ୍କୁ ପ୍ରଭାବିତ…

ନିଜକୁ ଦେଶର ଚୌକିଦାର କହି ବଢ଼ାଇଛନ୍ତି ଆମର ସମ୍ମାନ, ପ୍ରଧାନମନ୍ତ୍ରୀଙ୍କୁ କହିଲେ ସୁରକ୍ଷାକର୍ମୀ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ପହଞ୍ଚି ୧୦୦ କୋଟି ତମ ଟିକା ନେଇଥିବା…

ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେବା ପରେ ଋଷିକେଶରେ ଏନ୍‌ଜୟ କରୁଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ ସମନ୍ଥା ରୁଥ୍‌ପ୍ରଭୁ କାମରୁ ବ୍ରେକ୍‌ ନେଇ ଛୁଟି ମନାଇବାକୁ ଉତ୍ତରାଖଣ୍ଡର ଋଷିକେଶ ଯାଇଛନ୍ତି। ଏହି ସୁଖଦ ସମୟର ଫଟୋଗୁଡ଼ିକୁ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ହୋଟେଲର ସୁଇମିଂ ପୁଲ୍‌ ଠାରୁ…

ପରଲୋକରେ ପ୍ରହ୍ଲାଦ ଦୋରା, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ଉପ-ବାଚସ୍ପତି ପ୍ରହ୍ଲାଦ ଦୋରାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ବୁଧବାର ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ଆଦିବାସୀ ନେତା କିଛି…

ଆଜିଠୁ ହଟିବ ପାର୍ବଣ କଟକଣା

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଗୁରୁବାରଠାରୁ ଟ୍ବିନ୍‌ ସିଟିରୁ ହଟିବ ପାର୍ବଣ କଟକଣା। ପାର୍ବଣ ସମୟକୁ ଦୃଷ୍ଟିରେ ରଖି ଗତ ୧୧ ତାରିଖରୁ ୨୦ ପର୍ଯ୍ୟନ୍ତ କଟକଣା ଲଗାଯାଇଥିଲା। ଏହାର ବୁଧବାର ଥିଲା ଶେଷ ଦିନ। ଏଣୁ ଆଜିଠାରୁ ଭୁବନେଶ୍ୱର ଏବଂ କଟକରେ ରାତି ୮ଟା…

ଚାଷୀଙ୍କୁ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌, ବିରୋଧ କରିବା ଅଧିକାର, କିନ୍ତୁ ରାସ୍ତାକୁ ଦୀର୍ଘଦିନ ବନ୍ଦ କରି ହେବ ନାହିଁ…

ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ ଜାରି ରହିଛି। ଏହାକୁ ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର ଚାଷୀଙ୍କୁ ତାଗିଦ୍‌ କରିଛନ୍ତି। ସମ୍ବିଧାନ ଅନୁସାରେ ଗଣତନ୍ତ୍ରରେ ବିରୋଧ କରିବାର ଅଧିକାର ରହିଛି। ମାତ୍ର ଦୀର୍ଘ ଦିନ ଧରି…

ହାଇକୋର୍ଟ ଗଲା ମମିତା ମେହେର ହତ୍ୟା ମାମଲା

କଟକ ଅଫିସ,୨୧ା୧୦: ହାଇକୋର୍ଟରେ ପହଞ୍ଚିଛି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲା। ଏହି ମାମଲାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର୍‌ ହୋଇଛି ଏହି ମାମଲା । ପୀଡ଼ିତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?