Home

ରିମାଣ୍ଡରେ ଆସିବେ ମାନସ, ମନୋରଞ୍ଜନ

ଖୋର୍ଦ୍ଧା ଅଫିସ,୬ା୯: ବେଗୁନିଆ ଥାନା ଅଧୀନ କଡ଼ବ ଗ୍ରାମର ମାଗୁଣି ନାୟକ ଓ ତାଙ୍କ ପୁଅ ଆନନ୍ଦଙ୍କୁ ଏକ ବନ୍ଦ କୋଠରିରେ ମାନବବାଦ ସଙ୍ଗଠନ କର୍ମକର୍ତ୍ତା ନିସ୍ତୁକ ମାଡ଼ ମାରିବା ମାମଲାରେ ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରିଛି। ସମ୍ପୃକ୍ତ…

ରେଜିଷ୍ଟାନ୍ସ ଫ୍ରଣ୍ଟ ତାଲିବାନ ସହିତ ବୁଝାମଣା ପାଇଁ ରାଜି…

କାବୁଲ,୬।୯: ଆଫଗାନିସ୍ତାନର କାବୁଲର ଉତ୍ତରରେ ଥିବା ପଞ୍ଜଶିର ଉପତ୍ୟକାରେ ତାଲିବାନ ବାହିନୀକୁ ବିରୋଧ କରୁଥିବା ଆଫଗାନିସ୍ତାନ ବିରୋଧୀ ଦଳର ନେତା ଯୁଦ୍ଧ ବନ୍ଦ କରିବା ସହିତ ବୁଝାମଣା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ଦ୍ୱାରା ଗୃହଯୁଦ୍ଧରୁ ଦେଶ ରକ୍ଷା ପାଇ ପାରିବ…

ଓଡ଼ିଶାର ଅଶୋକ, ଅଜିତ୍‌ଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୬ା୯(ବ୍ୟୁରୋ): ଗୁରୁଦିବସ ଅବସରରେ ରବିବାର ଦେଶର ୪୪ଜଣ ଆଦର୍ଶ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ ମିଳିଛି। ଭର୍ଚୁଆଲରେ ଆୟୋଜିତ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ଜାତୀୟ ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର ମଧ୍ୟ ଦୁଇଜଣ ଶିକ୍ଷକ ସମ୍ମାନିତ ହୋଇଛନ୍ତି। ସେମାନେ…

ଦାନା ବାନ୍ଧୁଛି ଲଘୁଚାପ: ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୬ା୯(ବ୍ୟୁରୋ): ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୬ ଓ ୭ ତାରିଖ…

ରାହୁଲ ନେଉଛନ୍ତି ସବୁ ନିଷ୍ପତ୍ତି

ନୂଆଦିଲ୍ଲୀ, ୬।୯(ଆଇଏଏନ୍‌ଏସ୍‌): ୨୦୧୯ ସାଧାରଣ ନିର୍ବାଚନ ସମେତ ଏକାଧିକ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ରାହୁଲ ଗାନ୍ଧୀ ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ସୋନିଆ ଦଳର ମଙ୍ଗ ଧରିଥିଲେ। ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ହୋଇଥିଲେ…

‘ମୁକ୍ତି ସଂଗ୍ରାମ ଇତିହାସର ଅମଳିନ ଅଧ୍ୟାୟ’

ଏରସମା,୬।୯(ସ୍ବ.ପ୍ର.): ସୋମବାର ଏରସମା ବିପ୍ଳବ ଦିବସ। ବ୍ରିଟିଶ ଶାସନ ବିରୋଧରେ ଏରସମାବାସୀ ଏକତ୍ରିତ ହୋଇ ଗୋଟିଏ ଥାନା ପୋଡ଼ିଦେଇଥିଲେ। ୬ ସେପ୍ଟେମ୍ବର ୧୯୪୨ରେ ଏହି ଘଟଣା ଘଟିଥିଲା। ସେତେବେଳେ ଦେଶରେ ସ୍ବାଧୀନତାର ବହ୍ନି ଜଳୁଥିଲା। ଗାନ୍ଧିଜୀଙ୍କ ଆହ୍ବାନ ଏରସମାବାସୀଙ୍କ ମନରେ ସଂଗ୍ରାମର…

ବରାଦରଙ୍କୁ ହକ୍କାନି ଗୁଳି

କାବୁଲ,୬।୯: ପଡ଼ୋଶୀ ଆଫଗାନିସ୍ତାନରେ ପାଶ୍ଚାତ୍ୟ ସମର୍ଥତ୍ତ ଅଶ୍ରଫ୍‌ ଗନିଙ୍କ ନାଗରିକ ସରକାରଙ୍କୁ କ୍ଷମତାଚ୍ୟୁତ କରିଦେଲା ସିନା, ନିଜେ ସରକାର ଗଠନ କରିପାରି ନାହିଁ ତାଲିବାନ୍‌। ଦୁଇ ସପ୍ତାହ ବିତିଯାଇଥିଲେ ସୁଦ୍ଧା ତାଲିବାନ୍‌ ଓ ହକ୍କାନି ନେଟ୍‌ଓ୍ବର୍କ ମଧ୍ୟରେ ଭାଗବଣ୍ଟା ଛିଣ୍ଡି ନ…

କମିଲା ପେଟ୍ରୋଲ, ଡିଜେଲ ଦର

ଭୁବନେଶ୍ୱର, ୬।୯୩: ଦିନର ବିରତି ପରେ ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ହ୍ରାସ ଘଟିଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ(ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୧୪ ପଇସା ଏବଂ ଡିଜେଲରେ…

ସ୍ବାମୀଙ୍କ ସହ ଗଲ୍ଫ ଖେଳୁଛନ୍ତି ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସଙ୍କ ସହ ଆଜିକାଲି ହଲିଉଡ୍‌ର କିଛି ପ୍ରୋଜେକ୍ଟକୁ ନେଇ ବ୍ୟସ୍ତ। ଏତେ ବ୍ୟସ୍ତତା ସତ୍ତ୍ୱେ ପ୍ରିୟଙ୍କା ସୋସିଆଲ ମିଡିଆରେ ଆକ୍ଟିଭ ରହିବାକୁ ଆଦୌ ଭୁଲୁନାହାନ୍ତି। ସେ ନିକ୍‌ଙ୍କ ସହ ଏକ ଫଟୋ…

ଭୁଲ୍‌ରେ ବି ସନ୍ଧ୍ୟା ପରେ ଫଳ ଖାଆନ୍ତୁନି, ଦେଖାଦିଏ ଏସବୁ ସମସ୍ୟା

ସୁସ୍ଥ ରହିବା ପାଇଁ ପ୍ରତିଦିନ ଫଳ ଖାଇବା ନିହାତି ଆବଶ୍ୟକ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଏଥିରେ ଭିଟାମିନ ଏବଂ ମିନେରାଲ୍ସ ଭରପୂର ମାତ୍ରାରେ ରହିଛି। ଦିନକୁ ଗୋଟିଏ ସେଓ ଖାଇବା ଜରୁରୀ ବୋଲି ଡାକ୍ତର କୁହନ୍ତି। ସେଓ ଖାଇବା…

ମଲାଇକା ପିନ୍ଧିଥିବା ଡ୍ରେସ୍‌ର ମୂଲ୍ୟ ଜାଣି ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ମଲାଇକା ଆରୋରା ସୋସିଆଲ ମିଡିଆରେ ସର୍ବଦା ଚର୍ଚ୍ଚାରେ ଥାନ୍ତି। କେବେବେଳେ ନିଜ ଫିଟ୍‌ନେସ୍‌କୁ ନେଇ ତ ଆଉ କେତେବେଳେ ଅଭିନେତା ଅର୍ଜୁନ କପୁରଙ୍କ ସହ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ସେ ଆଲୋଚନରେ ଥାନ୍ତି। ନିକଟରେ ତାଙ୍କୁ ଦାମୀ ଡ୍ରେସ୍‌କୁ…

ପ୍ରଥମେ ପରସ୍ପରକୁ ଅହଂକାରୀ ଭାବି କଥା ହେଉ ନ ଥିଲେ, ପରେ ଚଢିଗଲା ପ୍ରେମ ନିଶା

ଟିମ ଇଣ୍ଡିଆର ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ଚଳିତ ବର୍ଷ ମାର୍ଚ୍ଚରେ ଗୋଆରେ କ୍ରୀଡା ଆଙ୍କର୍‌ ସଞ୍ଜନା ଗଣେସନଙ୍କୁ ବିବାହ କରିଥିଲେ। ଏହି ଦୁଇଜଣଙ୍କ ସମ୍ପର୍କ ବିଷୟରେ ପୂର୍ବରୁ କାହାକୁ ମଧ୍ୟ ଜଣା ନ ଥିଲା। ଦୁହେଁ ସୋସିଆଲ ମିଡିଆରେ ନିଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri