ଦୁର୍ନୀତିକୁ ସହ୍ୟ କରାଯିବ ନାହିଁ, ଯେତେ ଶକ୍ତିଶାଳୀ ହେଲେ ମଧ୍ୟ ମିଳିବ ଦଣ୍ଡ…
ନୂଆଦିଲ୍ଲୀ,୨୦।୧୦: ଦେଶରେ କୌଣସି ପ୍ରକାର ଦୂର୍ନୀତିକୁ ସହ୍ୟ କରାଯିବ ନାହିଁ। ଏଭଳି କାର୍ଯ୍ୟ ସହିତ ଲିପ୍ତ ଥିବା ବ୍ୟକ୍ତି ଯେତେ ଶକ୍ତିଶାଳୀ ହେଲେ ମଧ୍ୟ ତାଙ୍କ ପ୍ରତି ଦଣ୍ଡବିଧାନ କରାଯିବାରେ ହେଳା ପ୍ରଦର୍ଶନ କରାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଭାରତ-ପାକିସ୍ତାନ ମ୍ୟାଚ୍କୁ ନେଇ ବିସିସିଆଇ କଲା ବଡ଼ ଘୋଷଣା
ନୂଆଦିଲ୍ଲୀ,୨୦।୧୦:ଅକ୍ଟୋବର ୧୭ରୁ ଟି -୨୦ ବିଶ୍ୱକପ ୨୦୨୧ ଆରମ୍ଭ ହୋଇଛି। ଅକ୍ଟୋବର ୨୪ରେ ଭାରତକୁ ଚିପ୍ରତିଦ୍ୱନ୍ଦୀ ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିବ। କିନ୍ତୁ ଏହି ମ୍ୟାଚ ରଦ୍ଦ କରିବାକୁ ଦେଶରେ ଦାବି ଉଠିଛି। ଗତ କିଛି ଦିନ ହେବ କଶ୍ମୀରରେ…
ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ବିଗୁଲ…
ଲକ୍ଷ୍ନୌ,୨୦।୧୦: ଆସନ୍ତା ୨୦୨୨ର ଫେବୃୟାରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟରେ ନିର୍ବାଚନୀ ବିଗୁଲ ବଜାଇଛନ୍ତି। ବୁଧବାର ରାଜ୍ୟର କୁଶୀନଗରଠାରେ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ପ୍ରଧାନନ୍ତ୍ରୀ ଲୋକାର୍ପିତ କରିଛନ୍ତି। ସେହିପରି ୧୮୦.୬୬ କୋଟି…
ସୁନାର ମୋମୋ, ଦାମ୍ ରହିଛି…
ସୁନାର ବିରିଆନୀ, ସୁନାର ବଡ଼ା ପାଓ, ସୁନାର ପିଜା ପରେ ଏବେ ସୁନାର ମୋମୋ ଚର୍ଚ୍ଚାକୁ ଆସିଛି। ଭାରତରେ ଷ୍ଟ୍ରିଟ୍ ଫୁଡ୍ ଭାବେ ମୋମୋର ବେଶ୍ ଚାହିଦା ରହିଛି। ସେହି ଚାହିଦାକୁ ଦୃଷ୍ଟିରେ ରଖି ମୁମ୍ବାଇର ଏକ ରେଷ୍ଟୁରାଣ୍ଟ ଗ୍ରାହକଙ୍କ ପାଇଁ…
ମନ୍ଦିରର ୨,୧୩୮କିଲୋଗ୍ରାମ୍ ସୁନା ତରଳାଇବା ଯୋଜନା, ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟରେ ଚ୍ୟାଲେଞ୍ଜ…
ଚେନ୍ନାଇ,୨୦।୧୦: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ସରକାର ରାଜ୍ୟର ବିଭିନ୍ନ ମନ୍ଦିରରୁ ପ୍ରାୟ ୨,୧୩୮ କିଲୋଗ୍ରାମ ସୁନା ତରଳାଇବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି। ଏ ସମ୍ପର୍କରେ ରାଜ୍ୟ ସରକାର ଦେଇଥିବା ଆଦେଶକୁ ମାଡ୍ରାସ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆବେଦନକାରୀ ଏହାକୁ ବେଆଇନ…
ସମ୍ପର୍କୀୟ ଭଉଣୀଙ୍କୁ ପ୍ରେମ କରି ବସିଥିଲେ ମୁଲ୍ତାନର ସୁଲତାନ୍
ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଆଜି ୪୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୮ ଅକ୍ଟୋବର ୨୦ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ୍ରେ ସେ ଯେମିତି ଚର୍ଚ୍ଚିତ ପ୍ରେମରେ ବି ସେ ବେଶ୍ ମାହିର୍। ତାଙ୍କ ପ୍ରେମ କାହାଣୀ…
ହାରୁଛି କରୋନା, ସୁସ୍ଥତା ହାର ୯୮.୧୫ ପ୍ରତିଶତ…
ନୂଆଦିଲ୍ଲୀ,୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୪ ହଜାର ୬୨୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୯୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର…
ବର୍ଷା ବିତ୍ପାତ: ୩୪ ମୃତ
ଡେରାଡୁନ/ନୈନିତାଲ, ୨୦ା୧୦: ଦେବଭୂମି ଉତ୍ତରାଖଣ୍ଡକୁ ବିପତ୍ତିକୁ ଡାକି ଆଣିଛି ଲଗାଣ ବର୍ଷା। ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁ ମଙ୍ଗଳବାର ୨୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ମୃତକଙ୍କ ସଂଖ୍ୟା ୩୪କୁ ବଢ଼ିଛି। ରେସ୍କ୍ୟୁ ଅପରେଶନରେ ନିୟୋଜିତ ଏନ୍ଡିଆର୍ଏଫ୍ ଅଦ୍ୟାବଧି ୩୦୦…
ଇଣ୍ଟରନେଟ୍କୁ ନୂଆ ରୂପ ଦେବ ମେଟାଭର୍ସ
ଲଣ୍ଡନ, ୨୦ା୧୦: ଦୁନିଆର ସବୁଠୁ ବଡ଼ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଫେସ୍ବୁକ୍ ପାଇବ ନୂଆ ପରିଚୟ। ସୋସିଆଲ ମିଡିଆ ବଦଳରେ ଫେସ୍ବୁକ୍କୁ ‘ମେଟାଭର୍ସ’ରେ ପରିଣତ କରିବାକୁ ଯାଉଛନ୍ତି ଏହାର ପ୍ରତିଷ୍ଠାତା ମାର୍କ ଜୁକରବର୍ଗ। ସବୁକିଛି ଯୋଜନା ଅନୁଯାୟୀ ଚାଲିଲେ ଫେସ୍ବୁକ୍ ଆଗାମୀ…
ଅଷ୍ଟିଓପୋରୋସିସ୍ରୁ ମୁକ୍ତି ଦେବ ସୁପୋଷଣ
ବୟସ ବଢ଼ିବା ସହିତ ଶରୀରରେ ହାଡ଼ ଦୁର୍ବଳ ହେବାକୁ ଲାଗିଥାଏ। ଅଧିକାଂଶଙ୍କ ଠାରେ ଧୀରେ ଧୀରେ ଅଷ୍ଟିଓପୋରୋସିସ୍ ସମସ୍ୟା ଦେଖାଦେଇଥାଏ। ପ୍ରତି ୩ ଜଣରେ ଜଣେ ମହିଳାଙ୍କଠାରେ ଏହି ସମସ୍ୟା ଦୃଷ୍ଟିଗୋଚର ହୋଇଥାଏ। ସେହିପରି ପ୍ରତି ୫ ଜଣରେ ଜଣେ ପୁରୁଷ…
ଏକତା ହିଁ ସର୍ବଶ୍ରେଷ୍ଠ ଶକ୍ତି
ମଣିଷ ଏକାଠି ରହିଲେ ବିଭିନ୍ନ ସମସ୍ୟାର ସହଜରେ ସମାଧାନ ହୋଇପାରିଥାଏ। ତେଣୁ କୁହାଯାଏ ଏକତା ହିଁ ସର୍ବଶ୍ରେଷ୍ଠ ଶକ୍ତି। ଏକତା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ୨୦ ଅକ୍ଟୋବରରେ ଭାରତରେ ଜାତୀୟ ଏକତା ଦିବସ ପାଳନ କରାଯାଇଥାଏ। ୧୯୬୨ ଅକ୍ଟୋବର…
ଟି-୨୦ ବିଶ୍ୱକପ୍ରେ ‘ସିକ୍ସର୍ କିଙ୍ଗ୍’ କିଏ ଜାଣନ୍ତି? ଜାଣନ୍ତୁ କ’ଣ କହୁଛି ରେକର୍ଡ
ନୂଆଦିଲ୍ଲୀ,୨୦।୧୦: ଟି -୨୦ ବିଶ୍ୱକପ୍ର ପ୍ରଥମ ରାଉଣ୍ଡ ଆରମ୍ଭ ହୋଇଛି। ୨୪ ଅକ୍ଟୋବରରେ ଭାରତକୁ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ମ୍ୟାଚ ଖେଳିବାକୁ ପଡିବ। ଟିମ ଇଣ୍ଡିଆ ଗତ ୧୪ ବର୍ଷ ଧରି ଟି -୨୦ ଚାମ୍ପିଅନ ହୋଇନାହିଁ। ଶେଷ ଥର ପାଇଁ…

