ଦୈନିକ ସଂକ୍ରମଣ ପୁଣି ବଢ଼ିଲା…
ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଜୁଲାଇ ୧୨ରେ ନୂଆ…
ଧନୀ ଦେଶଙ୍କ ଲୋଭ,ଗରିବ ବଞ୍ଚିତ
ଜେନେଭା,୧୪।୭: ବିଶ୍ୱର ଧନୀ ରାଷ୍ଟ୍ରଗୁଡ଼ିକର କରୋନା ଭାକ୍ସିନ ଲୋଭ ବଢ଼ିବାରେ ଲାଗିଛି। ଅନେକ ଧନୀ ଦେଶ ନିଜ ନାଗରିକମାନଙ୍କୁ ଦ୍ୱିତୀୟ ଡୋଜ୍ ଦେବା ପରେ ବୁଷ୍ଟର ଡୋଜ୍ ବା ଅତିରିକ୍ତ ଖୋରାକ ଦେବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏଥିଯୋଗୁ କେତେକ ଗରିବ…
ପୁଲଓ୍ବାମା ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୧୪।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଏନ୍କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ କମାଣ୍ଡର ଏଜାଜ୍ ଓରଫ୍ ଅବୁ…
ଓଡ଼ିଶାରେ ପଶିଛନ୍ତି ବାଂଲାଦେଶୀ ଆତଙ୍କବାଦୀ
ନୂଆଦିଲ୍ଲୀ, ୧୪ା୭: ବାଂଲାଦେଶର ୧୫ ଆତଙ୍କବାଦୀ ଭାରତକୁ ଅନୁପ୍ରବେଶ କରିଛନ୍ତି। ପଶ୍ଚିମବଙ୍ଗ ସୀମା ଦେଇ ଆସିବା ପରେ ସେମାନଙ୍କ ମଧ୍ୟରୁ ୧୦ ଜଣ ଓଡ଼ିଶା, ବିହାର ଓ ଜମ୍ମୁ-କଶ୍ମୀରରେ ରହିଛନ୍ତି। କୋଲକାତା ପୋଲିସ ସ୍ପେଶାଲ ଟାସ୍କଫୋର୍ସର ଜଣେ ଅଧିକାରୀ ସୋମବାର ଏହି…
ଏହି ଫିଲ୍ମ ପାଇଁ ୬୦୦ ଶାଢି ପିନ୍ଧିଥିଲେ ଐଶ୍ୱର୍ଯ୍ୟା
ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଲୀଲା ଭନସାଲୀ ନିଜ ଫିଲ୍ମ ନିର୍ମାଣକୁ ନେଇ ବେଶ୍ ସଚେତନ। ଶୁଟିଂ ସେଟ ଠାରୁ ଆରମ୍ଭ କରି ଅଭିନେତା/ଅଭିନେତ୍ରୀମାନଙ୍କ ପୋଷାକ ପର୍ଯ୍ୟନ୍ତ ସଞ୍ଜୟ ସବୁକିଛିର ଯତ୍ନ ନିଅନ୍ତି । ତାଙ୍କ ସୁପରହିଟ୍ ଫିଲ୍ମ ମଧ୍ୟରୁ ଦେବଦାସ…
‘କୋହଲି ଶବ୍ଦ ଚୟନ ଉପରେ ଧ୍ୟାନ ରଖନ୍ତୁ, ତାଙ୍କୁ ପିଲାମାନେ ବି ଦେଖୁଛନ୍ତି’
ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। କ୍ରିକେଟରେ କୋହଲି ତାଙ୍କ ନାମରେ ଅନେକ ରେକର୍ଡ କରିଛନ୍ତି। ସେ ୨୦୦୮ ମସିହାରେ ଶ୍ରୀଲଙ୍କା ବିପକ୍ଷରେ ଦିନିକିଆ ଡେବ୍ୟୁ କରିଥିଲେ। କୋହଲି ଏହି ୧୨ ବର୍ଷରେ ମଧ୍ୟରେ ବିଶ୍ୱ…
ଅଷ୍ଟ୍ରେଲିଆ ବିପକ୍ଷରେ ମୁକାବିଲା ଜିତିବା ପରେ ଛେଳି ବଳି ଦେଇ ବିବାଦରେ ଫସିଥିଲେ ଧୋନୀ: ଆଉ ତା’ ପରେ..
ନୂଆଦିଲ୍ଲୀ,୧୩।୭: ୨୦୦୭ରେ ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ଟି-୨୦ ବିଶ୍ୱକପ୍ ଜିତିବା ପରେ ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତୀୟ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଥିଲା। ୨୦୦୮ରେ ଭାରତୀୟ କ୍ରିକେଟ୍ ଟିମ୍ ଅଷ୍ଟ୍ରେଲିଆରେ ତ୍ରି-ସିରିଜ୍ ବିଶିଷ୍ଟ ମ୍ୟାଚ୍ ଖେଳିଥିଲା। ଅଷ୍ଟ୍ରେଲିଆ ବିପକ୍ଷ ଫାଇନାଲ ମ୍ୟାଚ୍ରେ…
ଏ ବର୍ଷ ବି ବୋଲ୍ବମ୍ ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରୋନା ପାଇଁ ବୋଲବମ୍ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର। ଏନେଇ ଏସ୍ଆର୍ସିଙ୍କ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ଧାର୍ମିକ ସ୍ଥଳରୁ କାଉଡ଼ିଆମାନେ ଜଳ ଉଠାଇପାରିବେ ନାହିଁ। ଏଥିସହ ସର୍ବସାଧାରଣ…
କରୋନାର ତୃତୀୟ ଲହରକୁ ଲୋକେ ମୌସୁମୀ ଅପଡେଟ୍ ଭଳି ନେଉଛନ୍ତି: ଲଭ ଅଗ୍ରୱାଲ
ନୂଆଦିଲ୍ଲୀ,୧୩ ।୭: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ ମଙ୍ଗଳବାର କହିଛନ୍ତି ଲୋକେ କରୋନାର ତୃତୀୟ ଲହରୀକୁ ମୌସୁମୀର ଅପଡେଟ୍ ଭଳି ଗ୍ରହଣ କରୁଛନ୍ତି । ଏହାକୁ କେହି ଗମ୍ଭିରତାର ସହ ଗ୍ରହଣ କରୁ ନାହାନ୍ତି । ଏହାପ୍ରତି…
ପାଟନାର ଏହି ୧୭ ବର୍ଷୀୟ ଯୁବକଙ୍କ ପାଟିରୁ ବାହାରିଲା ୮୨ ଦାନ୍ତ: ଡାକ୍ତରମାନେ କହିଲେ…
ପାଟନା: ଜଣେ ସାଧାରଣ ମନୁଷ୍ୟ ଶରୀରରେ ୩୨ ଦାନ୍ତ ଥିବା କଥା ସମସ୍ତେ ଜାଣନ୍ତି। ହେଲେ ଯଦି ଆପଣଙ୍କୁ ୮୨ ଦାନ୍ତ ଥିବା କୁହାଯାଏ ତେବେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ବିହାରର ପାଟଣାରୁ ଏଭଳି ଏକ ବିରଳ ମାମଲା ସାମ୍ନାକୁ…
ପ୍ରେମରେ ଧୋକା ଦେଇଥିଲେ ପ୍ରେମିକ, ରାଗରେ ଏଭଳି କାଣ୍ଡ ଭିଆଇଲେ ପ୍ରେମିକା; ପୋଲିସ ବି ତାଜୁବ…
ନୂଆଦିଲ୍ଲୀ: କିଛି ଲୋକ ପ୍ରେମରେ ପ୍ରତାରଣାକୁ ସହଜ ଭାବେ ଗ୍ରହଣ କରି ପାରନ୍ତି ନାହିଁ। ସେମାତେ ହତାଶ ହୋଇପଡ଼ନ୍ତି। ନଚେତ କିଛି ଅବିଶ୍ୱାସନୀୟ ପଦକ୍ଷେପ ନେଇଯାଇଥାନ୍ତି। କିନ୍ତୁ ଚାଇନାରୁ ପ୍ରେମ ଆଉ ପ୍ରତାରଣାର ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ…
କାଉଡ଼ି ଯାତ୍ରା ସମୟରେ କୋଭିଡ ପ୍ରୋଟୋକଲ ପାଳନ-ଆରଟି ପିସିଆର ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
ଲକ୍ଷ୍ନୌ,୧୩।୭: ଜୁଲାଇ ୨୫ରୁ ଆରମ୍ଭ ହେବାକୁ ଥିବା ପାରମ୍ପରିକ କାଉଡ଼ି ଯାତ୍ରା ପାଇଁ ଉତ୍ତରପ୍ରଦେଶ ସରକାର ପ୍ରସ୍ତୁତ ହେଲେଣି। ହେଲେ କରୋନାକୁ ଦୃଷ୍ଟିରେ ରଖି ଯାତ୍ରା ସମୟରେ କୋଭିଡ ପ୍ରୋଟୋକଲ ପାଳନ କରିବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି।…
Archives


