Home

ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ତାରିଖ ପରିବର୍ତ୍ତନ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି। ଏହା ସେପ୍ଟେମ୍ବର ୧୩ରୁ ଆରମ୍ଭ ୧୬ ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୧ରୁ ୧୫ ଯାଏଁ ନିର୍ଦ୍ଧାରିତ ହୋଇଥିଲା। ଯୁକ୍ତ ୩ ପ୍ରଥମ…

ୱେବ୍‌ ପୋର୍ଟାଲ ସମ୍ପାଦକ ସୁଧାଂଶୁ ଶେଖର ଅଟକ

ଭୁବନେଶ୍ୱର,୪।୯(ବ୍ୟୁରୋ) : ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ନାମରେ ଅପମାନଜନକ ଖବର ପ୍ରସାରଣ କରିବା ସହ ଧମକ ଦେଇ ବଟି ମାଗିବା ଅଭିଯୋଗରେ ଭୁବନେଶ୍ୱର ମହିଳା ଥାନା ପୋଲିସ ଫୋକସ୍‌ ପ୍ଲସ୍‌ ୱେବ୍‌ ପୋର୍ଟାଲର ସମ୍ପାଦକ ସୁଧାଂଶୁ ଶେଖର ରାଉତଙ୍କୁ ଅଟକ ରଖିଛି।…

ତାଲିବାନ୍‌ ଦଖଲରେ ପଞ୍ଜଶିର

କାବୁଲ, ୪।୯: ଆଫଗାନିସ୍ତାନରେ ସରକାର ଗଠନ କରିବାର କିଛି ଘଣ୍ଟା ପୂର୍ବରୁ ତାଲିବାନ ବାହିନୀ ଶୁକ୍ରବାର ରାତିରେ ପଞ୍ଜଶିର ଦଖଲ କରିଛି। ଏଥିସହିତ ଆଫଗାନିସ୍ତାନର ସମସ୍ତ ୩୪ ପ୍ରଦେଶ ଏବେ ତାଲିବାନ ନିୟନ୍ତ୍ରଣକୁ ଆସିଯାଇଛି। ଏହି ସଂଗଠନ ସମଗ୍ର ଦେଶକୁ ନିଜ…

କରୋନା ସଂକ୍ରମିତଙ୍କଠାରେ କିଡ୍‌ନୀ ରୋଗ ଆଶଙ୍କା ଅଧିକ, ଜାଣନ୍ତୁ କାହିଁକି

ଓ୍ବାଶିଂଟନ: କରୋନା ଭୂତାଣୁ ଦ୍ୱାରା ପ୍ରଭାବିତ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ଗଭୀର ପ୍ରଭାବ ପଡୁଥିବା ମାମଲା ସାମ୍ନାକୁ ଆସୁଛି। ସଂକ୍ରମଣରୁ ସୁସ୍ଥ ହେବା ପରେ ମଧ୍ୟ ଅନେକ ସମସ୍ୟା ଉପୁଜୁଛି। ବର୍ତ୍ତମାନ ଏହି ଭୂତାଣୁ ଯୋଗୁ ପୀଡ଼ିତଙ୍କଠାରେ କିଡ୍‌ନୀ ରୋଗ ହେବାର…

୯୦ ପ୍ରତିଶତ ଫେରିଲେଣି ଚୁଲିକୁ

ପରିକ୍ଷିତ ସାହୁ ବଇଣ୍ଡା,୪ା୯ – ମାଟି ଚୁଲି ଧୂଆଁ ଯନ୍ତ୍ରଣାରୁ ମୁକ୍ତି ପାଇବେ ଗରିବ ପରିବାରର ମହିଳା। ଶ୍ୱାସଜନିତ ରୋଗରେ ପଡ଼ିବେନି ଏହି ମା’ମାନେ। ଉକ୍ତ ଉଦ୍ଦେଶ୍ୟରେ ଉଜ୍ଜ୍ୱଳା ଯୋଜନା ଆରମ୍ଭ କରିଥିଲେ କେନ୍ଦ୍ର ସରକାର। ବିନା ମୂଲ୍ୟରେ ଏପରି ମହିଳାମାନଙ୍କୁ…

ପାକିସ୍ତାନର ଏହି ଅଲରାଉଣ୍ଡର ଧୋନୀଙ୍କ ବଡ଼ ପ୍ରଶଂସକ; ଘରର କାନ୍ଥରେ ଲଗାଇଛନ୍ତି ଫଟୋ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦୁନିଆର କୋଣ ଅନୁକୋଣରେ ଧୋନୀଙ୍କ ପ୍ରଶଂସକ ରହିଛନ୍ତି। ଏହି କ୍ରମରେ ଯୋଡ଼ି ହୋଇଛନ୍ତି ଜଣେ ପାକିସ୍ତାନୀ ଅଲରାଉଣ୍ଡର। ସେ ହେଉଛନ୍ତି ଫହିମ…

ରାଗରେ ୫୦୦ କିଲୋ ଓଜନ ମଇଁଷିକୁ ଏପରି ଟେକି କଚାଡ଼ିଲା ହାତୀ; ଲଢ଼େଇ ବେଳର ଫଟୋ…

ଆପଣମାନେ ପଶୁମାନଙ୍କୁ ନିଜ ଭିତରେ ଲଢ଼େଇ କରୁଥିବା ନିଶ୍ଚିତ ଦେଖିଥିବେ ନଚେତ ଶୁଣିଥିବେ। ସେଥିରୁ କିଛି ଲଢ଼େଇ ଦେଖିଲେ ଲୋମ ଟାଙ୍କୁରି ଉଠେ। ବୃହତ୍‌କାର ପଶୁମାନେ ଯେତେବେଳେ ପରସ୍ପର ସହ ଲଢ଼ିଥାନ୍ତି ସେତେବେଳେ ଦୃଶ୍ୟ ସେତିକି ଭୟଙ୍କର ହୋଇଥାଏ। ଏହି କ୍ରମରେ…

ବାପାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ସ୍ଥାନରେ ଜନ୍ମଦିନ ପାଳିଲେ କୁନି ଝିଅ, କାଟିଲେ କେକ୍‌; ଭିଡିଓ ଦେଖିଲେ…

ବାଙ୍ଗାଲୋର: ଅନେକ ଘର ଭାଙ୍ଗିଛି କରୋନା। କରୋନାର ଦ୍ୱିତୀୟ ଲହର ସମୟରେ ଅନେକ ଶିଶୁ ନିଜ ମା’ବାପାଙ୍କୁ ହରାଇଛନ୍ତି। କର୍ନାଟକର କୁପାଲ କୁସ୍ତାଗି ଅଞ୍ଚଳର ୮ ବର୍ଷୀୟ ସ୍ପନ୍ଦନା ସେହି ଶିଶୁମାନଙ୍କ ମଧ୍ୟରୁ ଜଣେ। ମହାମାରୀରେ ସେ ନିଜ ପିତା ମହେଶଙ୍କୁ…

ସିଦ୍ଧାର୍ଥଙ୍କୁ ଶେଷ ଥର ପାଇଁ ଦେଖିବାକୁ ଧାଇଁ ଗଲେ ଶେହନାଜ; ଶ୍ମଶାନ ପାହାଚରେ ବସି କାନ୍ଦିଲେ ଆସିମ୍‌

ବମ୍ବେ: ଲୋକପ୍ରିୟ ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ହଠାତ୍‌ ମୃତ୍ୟୁକୁ ଗ୍ରହଣ କରିପାରୁନାହାନ୍ତି ପରିବାର, ବନ୍ଧୁ, ପରିଜନ ଏବଂ ପ୍ରଶଂସକ । ଚାରିଆଡେ ଶୋକର ଛାୟା ଖେଳିଯାଇଥିବା ବେଳେ ଅଭିନେତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହି ସମୟରେ ଶେଷ ଦର୍ଶନ ପାଇଁ ମା’,…

କରୋନା ମୃତ୍ୟୁର ଅନୁକମ୍ପା ରାଶିକୁ ନେଇ କେନ୍ଦ୍ର କିଛି କରିବା ପୂର୍ବରୁ ତୃତୀୟ ଲହର ବି ସରିଯାଇଥିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ ।୯: କରୋନା ମହାମାରୀରେ ଯେଉଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ନେଇ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କୌଣସି ନିତି ସ୍ଥିର କରି ନାହାନ୍ତି । ଯାହାକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି…

ଉଡୁଥିଲା ଡ୍ରୋନ୍‌, ଖାଇଗଲା କୁମ୍ଭୀର; ଫଟୋ ଶେୟାର କଲେ ଗୁଗଲ୍‌ ସିଇଓ

ଗୁଗଲ ଏବଂ ଆଲ୍‌ଫାବେଟ୍‌ର ସିଇଓ ସୁନ୍ଦର ପିଚାଇ ନିଜ ଟୁଇଟରରେ ଏକ ଭିଡିଓ ଶେୟାର କରିଛନ୍ତି ,ଯାହା ଖୁବ୍‌ ଭାଇରାଲ ହେଉଛି। ପିଚାଇ ଏମିତି ଭିଡିଓ ଶେୟାର କରି କିଛି ଫଲୋଅର୍ସଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ସେ ଏକ ଘଡ଼ିଆଳ କୁମ୍ଭୀରର ଭିଡିଓ…

ଦିଲ୍ଲୀ ବିଧାନସଭା ତଳୁ ମିଳିଲା ସୁଡ଼ଙ୍ଗ, ଲାଲ୍‌କିଲ୍ଲା ପର୍ଯ୍ୟନ୍ତ ଅଛି ଗୁପ୍ତ ରାସ୍ତା

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ବିଧାନସଭାରେ ଗୁରୁବାର ଏକ ସୁଡ଼ଙ୍ଗର ସନ୍ଧାନ ମିଳିଛି। ଦିଲ୍ଲୀ ବିଧାନସଭା ଅଧ୍ୟକ୍ଷ ତଥା ବାଚସ୍ପତି ରାମ ନିବାସ ଗୋଏଲ କହିଛନ୍ତି, ଏହି ସୁଡ଼ଙ୍ଗ ବିଧାନସଭା ତଳୁ ଲାଲ୍‌କିଲ୍ଲା ପର୍ଯ୍ୟନ୍ତ ଯାଇଛି। ବ୍ରିଟିଶମାନେ ସ୍ବାଧୀନତା ସଂଗ୍ରାମୀଙ୍କ ଆନ୍ଦୋଳନ ସମୟରେ ଲୋକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri