Home

ବିବାହର ୨୧ ବର୍ଷ ପରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା କମଲ ସଦାନା ବିବାହର ୨୧ ବର୍ଷ ପରେ ସ୍ତ୍ରୀ ଲିଜା ଜୈନଙ୍କୁ ଛାଡ଼ପତ୍ର ଦେବେ। ଏନେଇ କମଲ ଘୋଷଣା ମଧ୍ୟ କରିସାରିଛନ୍ତି। ୨୧ ବର୍ଷ ଧରି ଏକାଠି ରହିବା ପରେ ବର୍ତ୍ତମାନ ଅଲଗା ହେବା ପାଇଁ ନିଷ୍ପତ୍ତି…

ଯୋଗୀଙ୍କ ଜନସଂଖ୍ୟା ନୀତି ପରେ ଆପତ୍ତି ଉଠାଇଲା ଭିଏଚ୍‌ପି

ଲକ୍ଷ୍ନୌ,୧୨।୭: ଉତ୍ତରପ୍ରଦେଶ ସରକାରଙ୍କ ଦ୍ୱାରା ଅଣାଯାଇଥିବା ନୂଆ ଜନସଂଖ୍ୟା ନୀତି ଉପରେ ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍‌ପି) ପ୍ରଶ୍ନ ଉଠାଇଛି। ବିଶ୍ୱ ହିନ୍ଦୁ ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ ଆଲୋକ କୁମାର ଏହି ପ୍ରସଙ୍ଗକୁ ନେଇ ୟୁପି ଲ’ କମିଶନଙ୍କୁ ଏକ ଚିଠି ଲେଖିଛନ୍ତି।…

୨୦ ବର୍ଷ ଯୁଦ୍ଧ ପରେ ଖାଲିହାତରେ ଫେରୁଛନ୍ତି ଆମେରିକା ସୈନ୍ୟବାହିନୀ, ୬,୩୮୪ ସୈନ୍ୟଙ୍କ ଯାଇଛି ଜୀବନ…

କାବୁଲ/ଓ୍ବାଶିଂଟନ,୧୨।୭: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିବା ଜାରି ରହିଛି। ଏପରିସ୍ଥଳେ ଦେଶର ୮୫ ପ୍ରତିଶତ ଅଞ୍ଚଳକୁ ତାଲିବାନ ଆତଙ୍କବାଦୀ ନିଜ କବ୍‌ଜାକୁ ମଧ୍ୟ ନେଇ ସାରିଛନ୍ତି। ଫଳରେ ଆଫଗାନିସ୍ତାନରେ ଆତଙ୍କବାଦୀ ସଂଗଠନର ଶାସନ ପୁଣି ଫେରିବାକୁ ଯାଉଛି। ଆମେରିକା ପକ୍ଷରୁ…

ସୁସ୍ଥ ଶରୀର ଅନ୍ତରାଳେ

ଆମ ଶରୀରଟି ଜଳରେ ଗଢ଼ା ବୋଲି କହିଲେ କିଛି ଭୁଲ ହେବ ନାହିଁ। କାରଣ ଆମ ଶରୀର ଭିତରେ ଯେତେ ରକ୍ତ ପ୍ରବାହିତ ହେଉଛି, ତା’ର ଅଧାଅଧି ହେଉଛି କେବଳ ଜଳ। ତେଣୁ ଆମ ଶରୀର ଭିତରେ ଜଳର ପରିମାଣ ସବୁବେଳେ…

ବିନା ଭକ୍ତରେ କେନ୍ଦୁଝରରେ ଗଡ଼ିଲା ଶ୍ରୀ ବଳଦେବଜୀଉଙ୍କ ରଥ

କେନ୍ଦୁଝର,୧୨ା୭(ସ୍ବ.ପ୍ର.): କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ମନ୍ଦିର ପରିସରରେ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଓ ବିନା ଭକ୍ତରେ ରୀତି ନୀତି ଅନୁଯାୟୀ ଗଡ଼ିଛି ରଥ। କେବଳ ସେବାୟତ, ବ୍ରାହ୍ମଣ ତଥା ପହଣ୍ଡିଆ ତଥା କେତେକ ସରକାରୀ…

କ୍ରିକେଟର ଏହି ବିରଳ ରେକର୍ଡ, ଯାହା ଆଜି ବି ରହିଛି ଅତୁଟ

କ୍ରିକେଟରେ ଅନେକ ବଡ ରେକର୍ଡ କରାଯାଇଥିଲା। କିନ୍ତୁ କିଛି ଖେଳାଳିଙ୍କ ଏମିତି ରେକର୍ଡ କରିଛନ୍ତି ଯାହା ଭାଙ୍ଗିବା କଷ୍ଟକର। ଇଂଲଣ୍ଡର ବାମହାତୀ ସ୍ପିନ ବୋଲର ହେଡଲି ଭେରିଟିଙ୍କ ରେକର୍ଡ ତାହା ମଧ୍ୟରୁ ଅନ୍ୟତମ। ୧୯୩୨ ମସିହାରେ କାଉଣ୍ଟି ଚାମ୍ପିଅନସିପରେ ଏକ ମ୍ୟାଚରେ…

୧୯ ବର୍ଷ ନାବାଳକ ବି ରହିପାରିବେ ଲିଭ୍‌ଇନ୍‌ରେ…

ଚଣ୍ଡିଗଡ଼,୧୨।୭: ଜଣେ ପ୍ରାପ୍ତ ବୟସ୍କା ଯୁବତୀଙ୍କ ସହିତ ନାବାଳକ ଲିଭ୍‌ଇନ୍‌ରେ ରହିପାରିବେ। ଏନେଇ କୌଣସି ଅସୁବିଧା ନାହିଁ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦିଆଯାଇଛି। ଜଣେ ୨୧ ବର୍ଷ ବୟସ୍କା ଯୁବତୀଙ୍କ ସହିତ ଲିଭ୍‌ଇନ୍‌ରେ ରହୁଥିବା…

ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଉତ୍‌କ୍ଷେପଣ ହେଲା ‘ବ୍ରହ୍ମୋସ’

ବାଲେଶ୍ୱର ଅଫିସ,୧୨ା୭: ଚାନ୍ଦିପୁର କ୍ଷେପଣାସ୍ତ୍ରଘାଟିରୁ ଆଜି ଉତ୍‌କ୍ଷେପଣ ହୋଇଛି ସୁପରସୋନିକ୍‌ କ୍ରୁଜ ମିସାଇଲ ‘ବ୍ରହ୍ମୋସ’। ଏହାର ଲକ୍ଷ୍ୟଭେଦ କ୍ଷମତା ରହିଛି ୬୫୦ରୁ ୮୦୦ କିଲୋମିଟର। ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଏହା ଗତି କରିପାରିବ। ଏହାର ୨ରୁ…

ସ୍ମାର୍ଟଫୋନ୍‌ ବ୍ୟାଟେରୀ-ଡାଟା ଶୀଘ୍ର ସରୁଛି କି, ହ୍ୟାକିଂ ପ୍ରତି ରୁହନ୍ତୁ ସତର୍କ…

ନୂଆଦିଲ୍ଲୀ,୧୨।୭: ଏବେ ଡିଜିଟାଲର ଯୁଗ। ପ୍ରତିଟି କାର୍ଯ୍ୟ ଅନ୍‌ଲାଇନ୍‌ରେ ସମ୍ପନ୍ନ ହେଉଛି। ବ୍ୟାଙ୍କ କାରବାରଠାରୁ ଆରମ୍ଭ କରି ଅନ୍‌ଲାଇନ୍‌ରେ ଜିନିଷପତ୍ର କିଣା ସବୁ ସମ୍ଭବ ହେଉଛି। ଘରେ ବସି ସ୍ମାର୍ଟଫୋନ୍‌ ମାଧ୍ୟମରେ ସହଜରେ ଏହା କରାଯାଇ ପାରୁଛି। ତେବେ ଯଦି ସ୍ମାର୍ଟଫୋନ୍‌ର…

ବଡ଼ଦାଣ୍ଡରେ ଗଡ଼ିଲା ନନ୍ଦିଘୋଷ

ପୁରୀ ଅଫିସ,୧୨ା୭: ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ରତ୍ନବେଦିରୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ତିନିଠାକୁର। କୋଭିଡ୍‌ ମହାମାରୀ ଯୋଗୁ ଶ୍ରଦ୍ଧାଳୁମାନେ ରଥ ଟାଣିବାରୁ ଚଳିତବର୍ଷ ବଞ୍ଚିତ ହୋଇଥିବା ବେଳେ ସେବାୟତମାନେ…

ନିୟମ ଉଲ୍ଲଂଘନ ଅଭିଯୋଗରେ ଜନପଥ ମାର୍କେଟ ସିଲ୍‌

ନୂଆଦିଲ୍ଲୀ,୧୨।୭: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ କରୋନା କଟକଣା କୋହଳ କରାଯାଇଛି। କଟକଣା କୋହଳ ହେବା ପରେ ଲଗାତର ଭାବେ ମାର୍କେଟରେ ଲୋକଙ୍କ ପ୍ରବଳ ଭିଡ଼ ଜମୁଛି। ଯାହା କରୋନା ସଂକ୍ରମଣ ଭୟକୁ ଆହୁରି ଦ୍ୱିଗୁଣିତ କରିଦେଇଛି।…

ପିଞ୍ଜରା ଭିତରେ ବିହାର-ୟୁପିର ଅର୍କେଷ୍ଟ୍ରା ଡ୍ୟାନ୍ସର…

ଲକ୍ଷ୍ନୌ/ପାଟନା,୧୨।୭: ଦୁନିଆ ବଦଳୁଛି। ତେବେ ବିହାର ଏବଂ ଉତ୍ତରପ୍ରଦେଶ(ୟୁପି)ର ଅର୍କେଷ୍ଟ୍ରା ଡ୍ୟାନ୍ସର ପୂର୍ବ ଭଳି ଦୁଃଖରେ ଦିନ ବିତାଉଛନ୍ତି। କୌଣସି ସରକାରୀ ଯୋଜନାର ସୁଫଳ ସେମାନଙ୍କ ପାଖରେ ଅପହଞ୍ଚ। ବିବାହରେ ବ୍ୟାଣ୍ଡ ପାର୍ଟିରେ ସେମାନେ ପିଞ୍ଜରା ଗାଡ଼ି ଭିତରେ ରହି ଡ୍ୟାନ୍ସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri