Home

ଏହି ବିଲେଇକୁ ଯିଏ ଦେଖୁଛି, ସେ ଘଡ଼ିଏ ଅଟକି ଚାହୁଁଛି; ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଜାପାନର ରାଜଧାନୀ ଟୋକିଓରେ ବହୁତଳ ପ୍ରାସାଦ ବିଶିଷ୍ଟ କୋଠାର ଏକ ଫ୍ଲୋରର ବାଲ୍‌କୋନିରେ ଏକ ବିଲେଇ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ବିଲେଇଟିକୁ ଯିଏ ଦେଖୁଛି, ସେ ଘଡ଼ିଏ ଅଟକି ଚାହୁଁଛି। ଅସଲ କଥା ହେଲା ଏହା ପ୍ରକୃତ ବିଲେଇ ନୁହଁ। ଏହା…

ଖୁସି ଖବର ଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଦକ୍ଷିଣ ଆଫ୍ରିକାର ଉଇକେଟ କିପର-ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି କକ୍‌ ନିଜ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। କ୍ୱିଣ୍ଟନଙ୍କ ସ୍ତ୍ରୀ ଶାଶା ଡି କକ ଆସନ୍ତା ବର୍ଷ ଜାନୁଆରୀରେ ପ୍ରଥମ ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। କ୍ୱିଣ୍ଟନ ସୋସିଆଲ ମିଡିଆରେ…

ସାମ୍ନାକୁ ଆସିଲା ପବିତ୍ର ରିସ୍ତା-୨ର ଫାଷ୍ଟ ଲୁକ୍‌

ମୁମ୍ବାଇ: ଦୀର୍ଘ ୧୨ ବର୍ଷ ପରେ ପୁଣି ଥରେ ଟେଲି ପରଦାକୁ ଫେରୁଛି ବେଶ୍‌ ଲୋକପ୍ରିୟ ସିରିୟଲ୍‌ ପବିତ୍ର ରିସ୍ତା। ପୁଣିଥରେ ମାନବ ଅର୍ଚ୍ଚନାଙ୍କୁ ଦେଖିପାରିବେ ଦର୍ଶକ। ହେଲେ ଚଳିତ ଥର ମାନବ ଭୂମିକାରେ ଅଭିନେତା ଶାହିର ଶେଖଙ୍କୁ ଦେଖିବାକୁ ମିଳିବ।…

ବିଶ୍ୱସ୍ତରୀୟ କ୍ୟାନସର ହସ୍ପିଟାଲର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୭(ବ୍ୟୁରୋ): ରାଜଧାନୀରେ ସୋମବାର ଦୁଇଟି କ୍ୟାନସର ହସ୍ପିଟାଲ ପାଇଁ ଶୁଭ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଟଣୀ ଅଞ୍ଚଳରେ ଥିବା ଇନ୍‌ଫୋସିଟି-୨ରେ ୨୦ରୁ ୨୫ ଏକର ଜମି ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର। ଏହି ହସ୍ପିଟାଲ ପାଇଁ ଚଳିତବର୍ଷ…

ଗର୍ଭବତୀଙ୍କ ପାଦ ଖସିଯିବାରୁ ଚାଲିଗଲା ପେଟରେ ଥିବା ଶିଶୁର ଜୀବନ; ମହିଳାଙ୍କୁ ମିଳିଲା ଏମତି ଦଣ୍ଡ

୨୯ ବର୍ଷୀୟା ଜଣେ ଗର୍ଭବତୀ ମହିଳାଙ୍କ ପାଦ ଖସିଯିବାରୁ ପେଟରେ ଥିବା ପିଲାଟାର ଜୀବନ ଚାଲିଗଲା। ଏନେଇ ମହିଳାଙ୍କୁ ୯ ବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ପଡ଼ିଲା। ବର୍ତ୍ତମାନ ସେ ଜେଲ୍‌ରୁ ମୁକୁଳିଛନ୍ତି। ବାହାରକୁ ଆସି ସେ ସରକାରଙ୍କୁ ଅନୁରୋଧ କରିଛନ୍ତି ଯେ,…

ନିର୍ଦ୍ଧାରିତ ସମୟ ପୂର୍ବରୁ ଗଡିଲା ରଥ

ପୁରୀ ଅଫିସ୍‌,୧୨।୭: ଚଳିତବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ ଟଣା ଆରମ୍ଭ ହୋଇଛି। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିବା ପରେ ରଥରେ ସାରଥି ବନ୍ଧା ଯାଇ ରଥ ଟଣା ଆରମ୍ଭ ହୋଇଥିଲା।…

ବିଶ୍ୱର ସବୁଠାରୁ ମହଙ୍ଗା ବର୍ଗର:ଦାମ୍‌ ଜାଣିଲେ…

କୋଭିଡ-୧୯ ମହାମାରୀ ଓ ଲକ୍‌ଡାଉନ ସାରା ବିଶ୍ୱର ଅର୍ଥନୀତିକୁ ଦୋହଲାଇଦେଇଛି। ଏଥିଯୋଗୁ ରେଷ୍ଟୁରାଣ୍ଟ ବ୍ୟବସାୟ ମଧ୍ୟ ବେଶ୍‌ ପ୍ରଭାବିତ ହୋଇଥିବା ବେଳେ ଅନେକ ଲୋକ ବେରୋଜଗାର ହୋଇଛନ୍ତି। କିନ୍ତୁ ଏହି ସମୟରେ ବ୍ୟବସାୟକୁ ଆହୁରି ବଢ଼ାଇବା ସହ ରେକର୍ଡ କରିବାକୁ ନେଦରଲାଣ୍ଡର…

କେନ୍ଦ୍ରୀୟ କ୍ୟାବିନେଟ୍‌ରେ ୧୧ ମହିଳା ମନ୍ତ୍ରୀ, ଚାଷଜମିରେ ଏବେ ବି ମହିଳା ଟାଣୁଛନ୍ତି ହଳ…

ଭୋପାଳ,୧୨।୭: ସମ୍ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ବିସ୍ତାର ହୋଇଛି। କେନ୍ଦ୍ରୀୟ କ୍ୟାବିନେଟ୍‌ରେ ୧୧ ଜଣ ମହିଳାମନ୍ତ୍ରୀଙ୍କୁ ସ୍ଥାନ ମିଳିଛି। ତେବେ ଏବେ ବି ମଧ୍ୟପ୍ରଦେଶରେ ମହିଳାଙ୍କ ଦୁଃଖ ସରିନି। ଚାଷଜମିରେ ଗରିବ ମହିଳାମାନେ ବଳଦ ବଦଳରେ ହଳ ଟାଣୁଛନ୍ତି। ସେହିପରି…

ବିପଦ ଆସୁଛି ମାଡ଼ି, ୯ ବର୍ଷ ମଧ୍ୟରେ ସମୁଦ୍ରରେ ବୁଡ଼ିଯିବ ଏସିଆର ୭ ବଡ଼ ସହର…

ଆମଷ୍ଟେରଡାମ୍‌,୧୨।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱ ତାପନ ବଢ଼ିବାରେ ଲାଗିଛି। ଏହାଦ୍ୱାରା ମେରୁ ଅଞ୍ଚଳରେ ଥିବା ହିମ ପାହାଡ଼ ତରଳିବା ଧାରା ଜାରି ରହିଛି। ଏହାଯୋଗୁ ସମୁଦ୍ରର ଜଳସ୍ତର ବୃଦ୍ଧି ପାଉଛି। ଫଳରେ ଆସନ୍ତା ୯ ବର୍ଷ ମଧ୍ୟରେ ୨୦୩୦ ସୁଦ୍ଧା…

ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ…

ଗାଈଙ୍କ ପେଟରେ ରହିଛି ଏପରି କେମିକାଲ, ଯେଉଁଥିରେ ନଷ୍ଟ ହେବ ପଲିଥିନ୍‌

ଏକ ଅଧ୍ୟୟନରେ କୁହାଯାଇଛି ଯେ, ଗାଈ ପେଟରେ ଏମିତି ଏକ କେମିକାଲ ରହିଛି। ଯାହା ପ୍ଲାଷ୍ଟିକ୍‌କୁ ନଷ୍ଟ କରିଦେବ। ମେଣ୍ଢାଙ୍କଠାରେ ମଧ୍ୟ ଏହି କେମିକାଲ ଥିବା ବିଶେଷଜ୍ଞମାନେ ସନ୍ଧାନ ପାଇଛନ୍ତି। ଏହି କେମିକାଲ ଦ୍ୱାରା ସୋଡା ବୋତଲ, ଖାଦ୍ୟ ପ୍ୟାକେଟ ଏବଂ…

କୋହଲିଙ୍କ ସମ୍ପର୍କରେ ଏମିତି କହିଲେ ରାଇନା: ଜାଣିଲେ ଭାଙ୍ଗିଯିବ ହୃଦୟ

ନୂଆଦିଲ୍ଲୀ,୧୨।୭: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ଫାଇନାଲରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଥିଲା। ଏହାପରଠାରୁ ବିରାଟ କୋହଲିଙ୍କ ଅଧିନାୟକତ୍ୱକୁ ନେଇ ବିତର୍କ ଚାଲିଛି। କେହି କେହି କହିଛନ୍ତି ଯେ ୩୩ ଟି ବିଜୟ ସହ ଭାରତର ସବୁଠାରୁ ସଫଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri