Home

ହୃଦୟ ବିଦାରକ ହତ୍ୟାକାଣ୍ଡ: ପତ୍ନୀ, ପୁଅ, ଶାଶୁ-ଶ୍ୱଶୁରଙ୍କ ସମେତ ୭ ଜଣଙ୍କୁ ହତ୍ୟା କଲେ କ୍ୟାବ ଡ୍ରାଇଭର

ବେଙ୍ଗାଲୁରୁ,୬।୧୧: ବେଙ୍ଗାଲୁରୁରେ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଗୋଟିଏ ପରିବାରର ସାତ ଜଣ ସଦସ୍ୟଙ୍କୁ ହତ୍ୟା କରାଯାଇଛି; ଏଥିରେ ୭ବର୍ଷର ଜଣେ ବାଳକ ମଧ୍ୟ ଅନ୍ତର୍ଭୁକ୍ତ। ଇନ୍ଦୁଶେଖର ନାମକ ଜଣେ କ୍ୟାବ ଚାଳକ (ଅଭିଯୁକ୍ତ) ଦାବି କରିଛି ଯେ,…

ଦ୍ୱିତୀୟ ଦିନିକିଆ ପଇଁ ଭାରତୀୟ ପ୍ଲେଇଂ-୧୧ରେ ହୋଇପାରେ ବଡ଼ ପରିବର୍ତ୍ତନ: ସିରାଜ୍‌ ଇନ୍‌, ନବି ଆଉଟ୍‌ !

ୱେଲିଂଟନ,୬।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ନଭେମ୍ବର ୭ରେ ୱେଲିଂଟନ୍‌ର ରିଜିଓନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ପ୍ରଥମ ଦିନିକିଆରେ ବିଜୟୀ ହୋଇ ଭାରତୀୟ ଦଳ ସିରିଜ୍‌ରେ ୧-୦ରେ ଆଗୁଆ ରହିଛି। ଏବେ ଦ୍ୱିତୀୟ ମ୍ୟାଚ ପୂର୍ବରୁ ଭାରତର…

୬୦ବର୍ଷରେ ପାଚିକା ଚାକିରିରୁ ଅବସର, ହେଲେ ମିଳୁନି ବାର୍ଦ୍ଧକ୍ୟ ଭତ୍ତା! ଅସନ୍ତୋଷ କୁମୁଦିନୀ

ଅମରପାଲି,୬।୧୧(ପୀତାମ୍ବର ସାହୁ): ଚାକିରିରୁ ଅବସର ନେବାର ୧୦ ମାସ ବିତିଲାଣି । ଆଧାର କାର୍ଡ ଓ ଭୋଟର ପରିଚୟପତ୍ରରେ ବୟସ ୬୦ ବର୍ଷରୁ ଊର୍ଦ୍ଧ୍ୱ । ଏପରିକି ୬୦ ବର୍ଷ ବୟସ ପୂରଣ ହେବାରୁ ପାଚିକା କାର୍ଯ୍ୟରୁ ଅବ୍ୟାହତି ମଧ୍ୟ ମିଳିଛି…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ସୁସ୍ଥ, ସୁନ୍ଦର ଜୀବନ ପାଇଁ ପରିବେଶ ସୁରକ୍ଷା ଜରୁରୀ

ଜୀବନକୁ ସୁସ୍ଥ ଓ ସୁନ୍ଦର କରିବାକୁ ହେଲେ ଆମକୁ ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ପଡ଼ିବ। ଶିଳ୍ପାନୁଷ୍ଠାନ ତିଆରି ପାଇଁ ଲକ୍ଷ ଲକ୍ଷ ଗଛ କାଟିବାକୁ ପଡୁୁଛି। ଏଥିଯୋଗୁ କେବଳ ମଣିଷ ନୁହେଁ, ବରଂ ବନ୍ୟଜନ୍ତୁଙ୍କ ଜୀବନ ପ୍ରଭାବିତ ହେଉଛି।…

କିଏ ସେହି ଗୌରିକା, ଯିଏ ଚାହୁଁଛନ୍ତି ଅର୍ଜୁନ ତେନ୍ଦୁଲକର ଚଳିତବର୍ଷ ଯାଆଁଳା ଶିଶୁଙ୍କ ହୁଅନ୍ତୁ ପିତା

ନୂଆଦିଲ୍ଲୀ,୬।୧୧: କ୍ରିକେଟ ଜଗତରେ ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ନିକଟରେ ସାରାଙ୍କ ୨୯ତମ ଜନ୍ମଦିନ ଅବସରରେ ପରିବାର ସଦସ୍ୟମାନେ ତାଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଥିବା…

ମାତ୍ର ୧୫ ଟଙ୍କାରେ ଜିଓର ଅନ୍‌ଲିମିଟେଡ୍‌ ୫ଜି ଡାଟା ପ୍ୟାକ୍‌, ଚାଲିବ ହାଇସ୍ପିଡ୍‌ ଇଣ୍ଟରନେଟ୍‌!

ଭୁବନେଶ୍ୱର,୬।୧୧: ରିଲାଏନ୍ସ ଜିଓ ୧୫ ଟଙ୍କାରେ ଏକ ଅନ୍‌ଲିମିଟେଡ୍‌ ୫ଜି ଡାଟା ପ୍ୟାକ୍‌ ଆରମ୍ଭ କରିଛି । ଏହି ପ୍ୟାକ୍‌ର ବୈଧତା ୨୪ ଘଣ୍ଟା ରହିଛି, ଯାହା ଗ୍ରାହକଙ୍କୁ ଦୈନିକ ଡାଟା ସୀମା ନେଇ ଚିନ୍ତା ଛାଡ଼ି ହାଇ-ସ୍ପିଡ୍‌ ୫ଜି ଇଣ୍ଟରନେଟ୍‌…

ବିଜୟ ଯେଉଁଠି, ତ୍ରିଷା ସେଇଠି: ହାଇପ୍ରୋଫାଇଲ ବିବାହ ରିସେପ୍ସନରେ ଚର୍ଚ୍ଚାରେ ଷ୍ଟାର ଯୋଡ଼ି

ଚେନ୍ନାଇ,୬।୧୧: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ବିଜୟ ଏବଂ ଅଭିନେତ୍ରୀ ତ୍ରିଷା କ୍ରିଷ୍ଣନ ପୁଣି ଥରେ ଏକାଠି ନଜର ଆସିଛନ୍ତି। ଚେନ୍ନାଇରେ ଆୟୋଜିତ ଏକ ହାଇପ୍ରୋଫାଇଲ ବିବାହ ରିସେପ୍ସନ୍‌ରେ ଉଭୟଙ୍କ ଉପସ୍ଥିତି ଚର୍ଚ୍ଚାର ବିଷୟ ପାଲଟିଛି। ସମାରୋହରୁ ସାମ୍ନାକୁ ଆସିଥିବା ଫଟୋ…

ନିତ୍ୟା ରମଣ ହେଲେ ଲସ୍‌ ଆଞ୍ଜେଲସ୍‌ର ମେୟର, ଟ୍ରମ୍ପ କହିଲେ ଲଜ୍ଜାଜନକ….

ୱାଶିଂଟନ୍‌,୬।୧୧: ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରିପବ୍ଲିକାନ୍‌ ପାର୍ଟିକୁ ବଡ଼ ଝଟକା ଲାଗିଛି । ଲସ୍‌ ଆଞ୍ଜେଲସ୍‌ ଓ ୱାଶିଂଟନ୍‌ ଡିସିର ମେୟର ନିର୍ବାଚନରେ ମଧ୍ୟ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଛି । ଲସ୍‌ ଆଞ୍ଜେଲସ୍‌ରେ ଭାରତରେ…

IPLରେ ୪୦ କୋଟିର ବ୍ଲାକ୍‌ମେଲ୍‌! ମାଲିକଙ୍କ ହୋଶ୍‌ ଉଡ଼ାଇଲେ ଷ୍ଟାର ଖେଳାଳି, ଦେଉଛନି ଧମକ

ନୂଆଦିଲ୍ଲୀ,୬।୧୧: ଆଇପିଏଲ ଫ୍ରାଞ୍ଚାଇଜି ମାଲିକଙ୍କ ମୁଣ୍ଡବ୍ୟଥା ବଢ଼ାଇଛନ୍ତି କିଛି ଷ୍ଟାର ଖେଳାଳି। ଆଇପିଏଲ୍‌ର ଆଗାମୀ ନିଲାମକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଖେଳାଳିଙ୍କ ରିଟେନ୍ସନ ଫି’କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କିଛି ଟପ ଖେଳାଳି ନିଜକୁ…

ସମ୍ପର୍କରେ ରକ୍ତର ଛିଟା, ମାମୁଁଙ୍କୁ ତେଣ୍ଟା ଭୁସି ହତ୍ୟା

ଆଳି,୬।୧୧(ବନମାଳୀ ସେନାପତି): ତେଣ୍ଟା ଭୁସି ମାମୁଁଙ୍କୁ ହତ୍ୟା କଲେ ଭଣଜା ଓ ସମ୍ପର୍କୀୟ ପୁତୁରା । ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ସିଙ୍ଗିରି ମହାସାହାଣୀରେ । ମହାସାହାଣୀର ଗିରିଧାରୀ ଦାସ ତାଙ୍କ ଭଣଜା…

ଡ୍ରଗ୍ସ ଟେଷ୍ଟରେ ଧରାପଡ଼ିଲେ ଅଷ୍ଟ୍ରେଲିଆର ଏହି ଷ୍ଟାର ବ୍ୟାଟର: କ୍ରିକେଟ୍‌ ଜଗତ ଲଜ୍ଜିତ, ଇସିବି କଲା ବାସନ୍ଦ

ସିଡନୀ,୬।୧୧: ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟର କ୍ରିସ ଲିନ ଡ୍ରଗ୍ସ ଟେଷ୍ଟରେ ଧରାପଡ଼ିଛନ୍ତି। ତାଙ୍କ ଶରୀରରେ କୋକେନ ସେବନର ପ୍ରମାଣ ମିଳିବା ପରେ ଇଂଲଣ୍ଡ ଆଣ୍ଡ ୱେଲ୍ସ କ୍ରିକେଟ ବୋର୍ଡ (ଇସିବି)ର ନିୟମ ଅନୁପାଳନ ସଂସ୍ଥା ତାଙ୍କୁ ଏକ ମାସ ପାଇଁ ବାସନ୍ଦ…

ନିର୍ବାଚନୀ ପ୍ରଭାବ, ମସ୍କଙ୍କ କମ୍ପାନୀର ବଜାର ମୂଲ୍ୟରେ ୧୩୦ ବିଲିୟନ ଡଲାର ହ୍ରାସ

ୱାଶିଂଟନ,୬।୧୧: ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଫଳାଫଳ ବୈଶ୍ୱିକ ପୁଞ୍ଜି ବଜାର ଉପରେ ତ୍ୱରିତ ପରିବର୍ତ୍ତନ ଆଣିଛି। କେବଳ ବାହାର ଦେଶ ନୁହେଁ, ଆମେରିକା ଶେୟାର ଓ ପୁଞ୍ଜି ବଜାର ମଧ୍ୟ ସର୍ବାଧିକ ଭାବେ ପ୍ରଭାବିତ ହୋଇଛି। ଏହି ଫଳାଫଳ ବିଶ୍ୱର ସବୁଠୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?