Home

ପଶ୍ଚିମ ଓଡ଼ିଶାରେ ଭିଟାମିନ୍‌ଯୁକ୍ତ ଚାଉଳ ଉତ୍ପାଦନ ପ୍ଲାଣ୍ଟ

ସମ୍ବଲପୁର,୨୨ା୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୨ଟି ସ୍ଥାନରେ ଭିଟାମିନ୍‌ଯୁକ୍ତ ଚାଉଳ ଉତ୍ପାଦନ (ଫର୍ଟିଫାଏଡ୍‌ ରାଇସ୍‌ କେର୍‌ନେଲ) ପ୍ଲାଣ୍ଟ ସ୍ଥାପନ ହେବ। ଏହା ରାଜ୍ୟରେ ପ୍ରଥମ। ଏହି ପ୍ଲାଣ୍ଟକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏ ନେଇ ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟରୁ ସମ୍ବଲପୁର…

କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୨ା୫: ପୁରୀର ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଲୋକାର୍ପଣ କରିଛନ୍ତି। ପୁରୀ ବାଲିଗୁଆଳିସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ,…

କମୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହେଲେ, ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…

ଏନ୍‌ଏସି ପ୍ରଶାସନ ପକ୍ଷରୁ ଥର୍ମାଲ ସ୍କ୍ରିନିଂ ଟେଷ୍ଟିଂ ଆରମ୍ଭ

ବୁଗୁଡ଼ା,୨୨।୫(ଡି.ଏନ୍‌.ଏ): ରାଜ୍ୟରେ ମହାମାରୀ କରୋନାର ଦ୍ବିତୀୟ ଲହର ଅତି ଭୟଙ୍କର ହେବାରେ ଲାଗିଛି। ଏହାକୁ ମୁକାବିଲା କରିବା ପାଇଁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଘରକୁ ଘର ବୁଲି ଲୋକଙ୍କ ଥର୍ମାଲ ସ୍କ୍ରିନିଂ ଟେଷ୍ଟ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଏନ୍‌ଏସିର…

ବିଦେଶରେ ପ୍ରସ୍ତୁତ ହେବ କୋଭାକ୍ସିନ

ନୂଆଦିଲ୍ଲୀ, ୨୨।୫: ଭାରତରେ କୋଭିଡ୍‌ ଭାକ୍ସିନ ସଙ୍କଟ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ବିଦେଶରେ ଟିକା ଉତ୍ପାଦନ ନିମନ୍ତେ ଉଦ୍ୟମ ଆରମ୍ଭ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ କୋଭାକ୍ସିନ ଉତ୍ପାଦନ ବଢ଼ାଇବା ପାଇଁ ଭାରତ ବାହାରେ ଏହାର ପ୍ରଡକ୍ସନ ସେଣ୍ଟର ପ୍ରତିଷ୍ଠା…

ଗିରଫ ନେତାଙ୍କୁ ଗୃହବନ୍ଦୀ ନିର୍ଦ୍ଦେଶ

କୋଲକାତା, ୨୨।୫: ନାରଦ ଷ୍ଟିଙ୍ଗ ଅପରେଶନ ମାମଲାରେ ଗିରଫ ହୋଇଥିବା ପଶ୍ଚିମବଙ୍ଗ କ୍ୟାବିନେଟର ଦୁଇ ମନ୍ତ୍ରୀ ଫିର୍‌ହାଦ ହକିମ ଏବଂ ସୁବ୍ରତ ମୁଖାର୍ଜୀଙ୍କ ସମେତ ଦୁଇ ପୂର୍ବତନ ମନ୍ତ୍ରୀ ମଦନ ମିତ୍ର ଓ ଶୋଭନ ଚାଟାର୍ଜୀଙ୍କୁ ଗୃହବନ୍ଦୀ ରଖିବାକୁ କୋଲକାତା ହାଇକୋର୍ଟ…

ଏନ୍‌କାଉଣ୍ଟରରେ ୧୩ ମାଓବାଦୀ ନିହତ

ଗଡ଼ଚିରୋଲି,୨୨ା୫: ମହାରାଷ୍ଟ୍ର ପୋଲିସକୁ ଶୁକ୍ରବାର ବଡ଼ ସଫଳତା ମିଳିଛି। ଗଡ଼ଚିରୋଲି ଜିଲା ଏଟାପଲ୍ଲୀ ନିକଟସ୍ଥ ଘଞ୍ଚ ଜଙ୍ଗଲରେ ପୋଲିସ ଏନ୍‌କାଉଣ୍ଟରରେ ୧୩ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ମହିଳା ବୋଲି ରାଜ୍ୟ ଗୃହମନ୍ତ୍ରୀ ଦିଲୀପ ଓ୍ବାଲ୍‌ସେ ପାଟିଲ…

ଯୁଦ୍ଧ ପରେ ଅସ୍ତ୍ରବିରତି

ଗାଜା ସିଟି/ଜେରୁଜେଲମ୍‌,୨୨ା୫ :ଅନ୍ତର୍ଜାତୀୟ ଚାପରେ ମୁଣ୍ଡ ନୁଆଇଛନ୍ତି ଇସ୍ରାଏଲ୍‌ ଏବଂ ପାଲେଷ୍ଟାଇନ୍‌ର ହମାସ୍‌ କଠୋରପନ୍ଥୀ। ଉଭୟ ପକ୍ଷଙ୍କ ମଧ୍ୟରେ ୧୧ ଦିନ ଧରି ଚାଲିଥିବା ସଂଘର୍ଷରେ ଶୁକ୍ରବାର ବିରାମ ଲାଗିଛି। ୨୫୨ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ପରେ ପରସ୍ପରକୁ ଆକ୍ରମଣ ନ…

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୨୬ ଜୀବନ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି। ଏନେଇ…

ଦିନେ ବଢ଼ୁଛି ଦିନେ କମୁଛି: ରାଜ୍ୟରେ ପୁଣି ୧୧,୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଶୁକବ୍ରାର କରୋନା ମିଟର ଉପରମୁହାଁ ହୋଇଥିବା ବେଳେ ଶନିବାର ଏଥିରେ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୧,୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୨୧୯ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା…

ଅଲିମ୍ପିକ୍ସ ସୁରକ୍ଷିତ: ଆୟୋଜକ, ଜନସାଧାରଣ ନାରାଜ

ଟୋକିଓ,୨୨।୫(ଏପି)-ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ମାତ୍ର ୨ ମାସ ବାକି ରହିଛି। ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ଆୟୋଜକମାନଙ୍କ ସହ ମିଶି ଶୁକ୍ରବାର ଅଲିମ୍ପିକ୍ସ ଆୟୋଜନ ନେଇ ତା’ର ଅନ୍ତିମ ପ୍ଲାନିଂ ସେସନ ସ୍ଥିର କରିଛି। କିଭଳି ଅଲିମ୍ପିକ ସଫଳତାର…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଆୟୋଜନ: ହରିୟାଣାକୁ ୨୦.୬୭ କୋଟି ଟଙ୍କା ଦେଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୨।୫(ପି.ଟି.): ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ (କେଆଇଓ୍ବାଇଜି)ର ୧୪ତମ ସଂସ୍କରଣ ଚଳିତ ବର୍ଷ ନଭେମ୍ବରରେ ହରିୟାଣାରେ ଆୟୋଜନ ହେବ। ଏଥିପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ହରିୟାଣାକୁ ୨୦.୬୭ କୋଟି ଟଙ୍କା ପ୍ରଦାନ କରିଛି। ଶୁକ୍ରବାର ମନ୍ତ୍ରଣାଳୟ ଏହି ଅର୍ଥ ଅନୁମୋଦନ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri