Home

ଏଲିଅନ୍‌ଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିବା ଦାବି କଲେ ୩୦୦ରୁ ଅଧିକ ମହିଳା-ପୁରୁଷ…

ଲଣ୍ଡନ,୧୧।୭: ୟୁଏଫ୍‌ଓ ଏବଂ ଏଲିଅନ୍‌ଙ୍କ  ଉପସ୍ଥିତି ନେଇ ବହୁ ଲୋକଙ୍କ ମଧ୍ୟରେ ବିଶ୍ୱାସ ନାହିଁ। ତେବେ କେତେକ ଲୋକ ଏଲିଅନ୍‌ ଏବଂ ୟୁଏଫ୍‌ଓକୁ ଭେଟିଥିବା ସମ୍ପର୍କରେ କହିଥାନ୍ତି। ଏବେ ବିଟ୍ରେନ୍‌ରେ ଏଲିଅନ୍‌ଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିବା ନେଇ ନାନା ଚର୍ଚ୍ଚା…

ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ ଅଫିସ,୧୧ା୭: ସୋମବାର ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଭକ୍ତଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ଏନେଇ ରବିବାର ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହୋଇଛି ଆଜ୍ଞାମାଳ। ସକାଳ ଧୂପ ନୀତି ପରେ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବାହାରିଥିଲା। ତିନି…

ମହାପ୍ରଭୁଙ୍କ ପାଇଁ ୧୦ ଫୁଟ୍‌ର ଧୂପକାଠି

ପୁରୀ ଅଫିସ, ୧୧।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଜଣେ ଭକ୍ତ କର୍ନାଟକ ଜିଲାର ମହୀଶୂରରୁ ୧୦ଫୁଟ ଧୂପକାଠି ଆଣିଛନ୍ତି। ସେ ଭକ୍ତ ହେଉଛନ୍ତି ଠାକୁରମୁଣ୍ଡାସ୍ଥିତ ଆଶ୍ରମରେ ଥିବା ଭୈରବାନନ୍ଦ ସରସ୍ବତୀ ମହାରାଜ। ସେ କିଛିବର୍ଷ ହେବ ମହାପ୍ରଭୁଙ୍କ ନିକଟରେ ଧୂପକାଠି ସେବା…

ତାଲିବାନ୍‌ ହେଉଛି ଉଗ୍ର, ୫୦ ଭାରତୀୟ ଅଧିକାରୀଙ୍କୁ ଆଫଗାନିସ୍ତାନ ଛାଡ଼ିବାକୁ ପରାମର୍ଶ…

କାବୁଲ,୧୧।୭: ଆଫଗାନିସ୍ତାନର କାନ୍ଧାହାର ସ୍ଥିତ ଦୂତାବାସ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ୫୦ ଜଣ ଭାରତୀୟ ଅଧିକାରୀଙ୍କୁ ସ୍ବଦେଶ ଫେରିବାକୁ ପରାମର୍ଶ ଦିଆଯାଇଛି। ଆଫଗାନିସ୍ତାନରେ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ସକ୍ରିୟ ହେବା ସହିତ ଉଗ୍ର ହେବାରେ ଲାଗିଥିବାରୁ ଭାରତ ସରକାରଙ୍କ ପକ୍ଷରୁ ସୁରକ୍ଷା…

ବ୍ଲାକ୍‌ ସ୍ବାନ୍‌ ଅଡିଶନ: ଓଡ଼ିଶା ପାଇଁ ଗୌରବ ଆଣିଲେ ଓଡ଼ିଶାର ଶ୍ରେୟା

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ଶ୍ରେୟା ଲେଙ୍କା। ଝାରସୁଗୁଡ଼ାର ୧୭ ବର୍ଷୀୟା ଶ୍ରେୟା ଦକ୍ଷିଣ କୋରିଆରେ ଥିବା କେ-ପପ୍‌ ଗର୍ଲ ଗ୍ରୁପ୍‌ ‘ବ୍ଲାକ୍‌ ସ୍ବାନ୍‌’ରେ ସାମିଲ ହେବା ପାଇଁ ୨୩ଜଣ ଫାଇନାଲିଷ୍ଟଙ୍କ…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ଲଗାମ୍‌…

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ…

୫ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ସକ୍ରିୟ ରହିଛି। ବର୍ତ୍ତମାନ ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ଲଘୁଚାପ ରେଖା ଉତ୍ତରପଶ୍ଚିମ ରାଜସ୍ଥାନରୁ ଓଡ଼ିଶା ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହାଛଡ଼ା ଉପକୂଳ ଓଡ଼ିଶାର ସମୁଦ୍ର ପତ୍ତନଠାରୁ ୨.୧…

ସିସିଟିଭି ନଜରରେ ବଡ଼ଦାଣ୍ଡ

ପୁରୀ ଅଫିସ,୧୧।୭: ଆଉ ୨ଦିନ ପରେ ମହାପ୍ରଭୁଙ୍କ ରଥଯାତ୍ରା। ଶୃଙ୍ଖଳିତ ରଥଯାତ୍ରା କରିବା ଉଦ୍ଦେଶ୍ୟରେ ଶନିବାର ଆଇନ ଶୃଙ୍ଖଳା ବିଭାଗର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଏଡିଜି) ଆର୍‌. କେ. ଶର୍ମା ଚୂଡ଼ାନ୍ତ ସ୍ଥିତି ସମୀକ୍ଷା କରିଛନ୍ତି। ଏ ନେଇ ପୋଲିସ ପ୍ରଶାସନ ପକ୍ଷରୁ…

ଦକ୍ଷିଣ କଶ୍ମୀରରେ ଏନ୍‌ଆଇଏ ଚଢ଼ାଉ, ୫ ସନ୍ଦିଗ୍ଧ ଗିରଫ…

ଶ୍ରୀନଗର,୧୧।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗ ମିଳିବା ପରେ ଏନ୍‌ଆଇଏ, ଟିମ୍‌, ର ଏବଂ ଆଇବି ଟିମ୍‌ ପକ୍ଷରୁ ଦକ୍ଷିଣ କଶ୍ମୀରର ଅନନ୍ତନାଗରେ ଚଢ଼ାଉ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ ସହିତ ସମ୍ପର୍କରେ ଥିବା ଅଭିଯୋଗ ଆଧାରରେ ୫ ଜଣ ସନ୍ଦିଗ୍ଧଙ୍କୁ…

ବିବାହ ପୂର୍ବରୁ ଜୀବନସାଥୀଙ୍କ ବିଷୟରେ ଜାଣିନିଅନ୍ତୁ ଏହି ୫ କଥା, ନଚେତ..

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା ଲାଗି ମଧ୍ୟ ବହୁତ ସହାୟକ ହୋଇଥାଏ। ଚାଣକ୍ୟ ନୀତିରେ ଗୃହସ୍ଥ ଜୀବନର ଛୋଟରୁ ବଡ଼…

ଆଜି କରୋନା ନେଲା ସର୍ବାଧିକ ମୁଣ୍ଡ: ଆଖି ବୁଜିଲେ ୬୫ ଆକ୍ରାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଆଜି ସର୍ବାଧିକ ୬୫ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୧୪ ଆକ୍ରାନ୍ତ ଥିବା ବେଳେ ପୁରୀ-କେନ୍ଦୁଝର-ବରଗଡ଼ରୁ ୬ ଲେଖାଏ ରହିଛନ୍ତି। ସେହିଭଳି ଅନୁଗୋଳ-ମୟୂରଭଞ୍ଜରୁ ୫ ଲେଖାଏ, ନୟାଗଡ଼ରୁ ୪, ସୁନ୍ଦରଗଡ଼-କେନ୍ଦ୍ରାପଡ଼ା-ଗଞ୍ଜାମରୁ ୩ ଲେଖାଏ,…

ଆଜି ସିରିଶାଙ୍କ ମହାକାଶ ଯାତ୍ରା

ଭାରତୀୟ ବଂଶୋଦ୍ଭବ ସିରିଶା ବାନ୍ଦଲା ରବିବାର ଆମେରିକୀୟ ବିଲିୟନେୟାର ତଥା ଭର୍ଜିନ ଗାଲାକ୍ଟିକ୍‌ ମାଲିକ ରିଚାର୍ଡ ବ୍ରାନସନ୍‌ଙ୍କ ସହ ନ୍ୟୁ ମେକ୍ସିକୋରୁ ମହାକାଶକୁ ଯାତ୍ରା କରିବେ। ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲାରେ ଜନ୍ମିତ ୩୪ ବର୍ଷୀୟ ଏରୋନଟିକାଲ ଇଞ୍ଜିନିୟର ସିରିଶା ଟେକ୍‌ାସ୍‌ ହ୍ୟୁଷ୍ଟନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri