କରୋନା ଭୂତାଣୁ ପ୍ରାକୃତିକ ଅବା ଲ୍ୟାବ୍ରେ ତିଆରି, ବିଶେଷଜ୍ଞ ଦେଲେ ଏଭଳି ଉତ୍ତର…
ଓ୍ବାଶିଂଟନ,୨୪।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍ ଲ୍ୟାବ୍ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବା ସନ୍ଦେହ କରାଯାଉଛି। ତେବେ ଏପରିସ୍ଥଳେ ଆମେରିକାର ବିଶେଷଜ୍ଞ ଡ. ଆନ୍ଥୋନୀ ଫାଉଚି ଗୁରୁତ୍ୱପୂର୍ଣ୍ଣ ମତାମତ ଦେଇଛନ୍ତି। ସେ କହିଛନ୍ତି ଯେ,…
ଭୀଷଣ ବେଗରେ ମାଡିଆସୁଛି ବାତ୍ୟା ‘ୟାସ୍’: ୨୬ ତାରିଖ ମଧ୍ୟାହ୍ନରେ ରଚିବ ତାଣ୍ଡବ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଥମେ ଅବପାତ ଓ ପରେ ଗଭୀର ଅବପାତର ରୂପ ନେଇ ଆଗକୁ ମାଡି ଚାଲିଛି। ଘଣ୍ଟାପ୍ରତି ମାତ୍ର ୪ କିମି ବେଗରେ ଗତି କରୁଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ଆଜି ଭୋର…
ତୃତୀୟ ଲହର ଆଶଙ୍କା ନେଇ ଆତଙ୍କ: ରାଜସ୍ଥାନରେ ୬୦୦ରୁ ଅଧିକ ଶିଶୁ ଆକ୍ରାନ୍ତ…
ଜୟପୁର,୨୪।୫: କରୋନାର ତୃତୀୟ ଲହର ଆଶଙ୍କା ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନର ଦୌସା ଏବଂ ଡୁଙ୍ଗରପୁର ଦୁଇ ଜିଲାରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଛି। ଏହାକୁ ନେଇ ରାଜ୍ୟ…
ବିବାଦରେ ଡାଏନାଙ୍କ ସାକ୍ଷାତ୍କାର
ଲଣ୍ଡନ, ୨୪ା୫: ପ୍ରିନ୍ସେସ୍ ଡାଏନାଙ୍କ ସହ ବିବାଦୀୟ ସାକ୍ଷାତକାରକୁ ନେଇ ତାଙ୍କ ଦୁଇ ପୁଅ ତଥା ବ୍ରିଟେନ ପ୍ରିନ୍ସ ଓ୍ବିଲିୟମ ଏବଂ ହ୍ୟାରିଙ୍କୁ ରବିବାର ବିବିସିର ପୂର୍ବତନ ଖବରଦାତା ମାର୍ଟିନ ବଶିର କ୍ଷମା ମାଗିଛନ୍ତି। କିନ୍ତୁ ଡାଏନାଙ୍କ ମୃତ୍ୟୁ ସହ ସାକ୍ଷାତକାରକୁ…
ଚାଷୀ ଆନ୍ଦୋଳନକୁ ୧୨ ବିରୋଧୀ ଦଳର ସମର୍ଥନ
ନୂଆଦିଲ୍ଲୀ, ୨୪।୫: କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଲ୍ଲୀ ସୀମାରେ ଚାଲିଥିବା ଆନ୍ଦୋଳନ ଆସନ୍ତା ୨୬ ତାରିଖରେ ୬ ମାସ ପୂରଣ କରିବାକୁ ଯାଉଛି। ସେହିଦିନ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଲାଗି ସଂଯୁକ୍ତ…
ଟୁଲ୍କିଟ୍: ରମଣ ସିଂ, ସମ୍ବିତ୍ ପାତ୍ରଙ୍କ ନଁ।ରେ ଏତଲା
ନୂଆଦିଲ୍ଲୀ, ୨୪।୫: ଏଆଇସିସିର ଗବେଷଣା ବିଭାଗ ଲେଟରହେଡ୍କୁ ଜାଲିଆତି କରି ସେଥିରେ ମିଥ୍ୟା ଓ ଜାଲ୍ ତଥ୍ୟ ଛାପିବା ଅଭିଯୋଗରେ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରମଣ ସିଂ ଏବଂ ମୁଖପାତ୍ର ସମ୍ବିତ୍ ପାତ୍ରଙ୍କ ନଁ।ରେ ଛତିଶଗଡ଼ରେ ଏତଲା ଦାଏର ହୋଇଛି। ଅଧିକ…
ବାତ୍ୟା ଯୋଗୁ କୋହଳ ହେଲା ଲକ୍ଡାଉନ୍ କଟକଣା
ଭୁବନେଶ୍ୱର,୨୪।୫: ସମ୍ଭାବ୍ୟ ବାତ୍ୟା ୟାସ୍କୁ ଦୃଷ୍ଟିରେ ରଖି ରାଜ୍ୟର ୧୦ଟି ଜିଲାରେ ଲକଡାଉନ କଟକଣା ଆସନ୍ତା ୨ ଦିନ ପାଇଁ ସାମାନ୍ୟ କୋହଳ ହୋଇଛି। ଆଜି ଓ ଆସନ୍ତାକାଲି ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିନ ଗୋଟାଏ ଯାଏ ଖୋଲା ରହିବ…
ରାଜ୍ୟକୁ ଟିକା ଯୋଗାଇବାକୁ ମନାକଲା ମଡର୍ନା
ଚଣ୍ଡିଗଡ଼, ୨୪।୫: ଦେଶରେ ସମସ୍ତଙ୍କୁ ଟିକା ଦେବା ଲାଗି କୋଭିଡ୍ ଭାକ୍ସିନର ଘୋର ଅଭାବ ଦେଖାଦେଇଛି। ଏପରିସ୍ଥଳେ ପଞ୍ଜାବ ସମେତ ବିଭିନ୍ନ ରାଜ୍ୟ ସରକାର ବିଦେଶରୁ ସିଧାସଳଖ ଟିକା କିଣିବା ପାଇଁ ଯୋଜନା କରିବା ସହ କେତେକ ରାଜ୍ୟ ବିଶ୍ୱସ୍ତରୀୟ ଟେଣ୍ଡର…
ହେଳା କଲେ ଭେଳା ବୁଡ଼େ
ନୂଆଦିଲ୍ଲୀ,୨୪ା୫: ଭାରତ ସମେତ ୧୧ ଦେଶ କୋଭିଡ୍-୧୯ ଭୂତାଣୁକୁ ହେୟଜ୍ଞାନ କରି ଉଚିତ ଢଙ୍ଗରେ ଏହାର ମୁକାବିଲା କରି ନାହାନ୍ତି। ଫଳରେ ଏହି ରାଷ୍ଟ୍ରଗୁଡ଼ିକର ଲୋକପ୍ରିୟ ସରକାରଙ୍କୁ ମହାମାରୀ ମହଙ୍ଗା ପଡ଼ିଛି ବୋଲି ସ୍ବିଡେନ୍ର ଭେରାଇଟିଜ୍ ଅଫ୍ ଡେମୋକ୍ରାସି (ଭି-ଡେମ୍) ଇନ୍ଷ୍ଟିଚ୍ୟୁଟ୍…
ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୨ ଜୀବନ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୧୬ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ଆସ୍ଥା ହରାଇବା ପରେ ତତ୍ପରତା
ନୂଆଦିଲ୍ଲୀ,୨୪ା୫: ଦେଶବାସୀ କରୋନା ମହାମାରୀ ସହ ଯୁଝୁଥିବାବେଳେ ଭାଜପା ନେତାମାନଙ୍କ ଦେଖା ମିଳୁନାହିଁ। ଏଥିଯୋଗୁ କେନ୍ଦ୍ର ତଥା ଅନେକ ରାଜ୍ୟରେ କ୍ଷମତାସୀନ ଭାଜପା ପ୍ରତି ଲୋକଙ୍କ ଆସ୍ଥା ତୁଟିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ କଷ୍ଟ ଯନ୍ତ୍ରଣା ସମୟରେ ସେମାନଙ୍କ…
କମୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ବଢୁଛି ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଲକ୍ଡାଉନ୍ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା କିନ୍ତୁ ବଢ଼ି ଚାଲିଛି। ଗତ ୨୪…
Archives


