ଗ୍ରୀଷ୍ମ ପ୍ରବାହରେ ଶହେ କୋଟିରୁ ଅଧିକ ଜଳଜୀବଙ୍କ ମୃତ୍ୟୁ ଆଶଙ୍କା…
ଓଟଓ୍ବା,୧୦।୭: କାନାଡ଼ାରେ ଦେଖାଦେଇଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଶହେ କୋଟିରୁ ଅଧିକ ଜଳଜୀବଙ୍କ ମୃତ୍ୟୁ ଘଟିଥିବା ପରିବେଶବିଜ୍ଞାନୀ ଆଶଙ୍କା କରିଛନ୍ତି। ପଶ୍ଚିମ କାନାଡ଼ା ଏବଂ ଉତ୍ତର-ପଶ୍ଚିମ ଆମେରିକାର ପ୍ରଶାନ୍ତ ମହାସାଗର ଉପକୂଳରେ ତାପମାତ୍ରା ଲଗାତାର ୪୦ ଡିଗ୍ରୀ ସେଲସିୟସ୍ରୁ ଅଧିକ ରହୁଛି।…
୧୩୦୦କୋଟିର ସମ୍ପତ୍ତି, ୯୦କୋଟିର ବିଳାସମୟ ଘର: ଏଭଳି ବିଳାସପୂର୍ଣ୍ଣ ଜୀବନ ବିତାଉଛନ୍ତି ଏହି ସାଉଥ ସୁପରଷ୍ଟାର
ମୁମ୍ବାଇ: ସାଉଥ ସୁପରଷ୍ଟାର ତଥା ଅଭିନେତା ଚିରଞ୍ଜୀବଙ୍କ ପୁଅ ରାମ ଚରଣ ତେଜା ବେଶ୍ ଷ୍ଟାଇଲିଷ୍ଟ ହେବା ସହ ବିଳାସପୂର୍ଣ୍ଣ ଜୀବନ ଯାପନ କରିଥାନ୍ତି। ରାମ ଚରଣଙ୍କ ପାଖରେ ଆଷ୍ଟନ ମାର୍ଟିନ ଭଳି ବିଳାସପୂର୍ଣ୍ଣ ଗାଡ଼ିଠାରୁ ଆରମ୍ଭ କରି ବିଳାସମୟ ସମ୍ପତ୍ତି…
ପୁତ୍ର ସନ୍ତାନର ଜନନୀ ହେଲେ ଏହି କ୍ରିକେଟରଙ୍କ ପତ୍ନୀ
ନୂଆଦିଲ୍ଲୀ,୧୦।୭: ଅଭିନେତ୍ରୀ ଗୀତା ବସରା ଓ ଭାରତୀୟ କ୍ରିକେଟର ସ୍ପିନର ହରଭଜନ ସିଂଙ୍କ ଘରକୁ ଏକ ନୂଆ ଅତିଥି ଆସିଛି। ହରଭଜନଙ୍କ ପତ୍ନୀ ଗୀତା ବସରା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇ ଦ୍ୱିତୀୟ ଥର ପାଇଁ ମା’ ହୋଇଛନ୍ତି। ଏନେଇ…
ଚିକେନ ନ ଦେଲେ କୋଭିଡ୍ ସେଣ୍ଟରରୁ ଯିବିନି, ଭାଇରାଲ ହେଉଛି ଭିଡିଓ
ମୁମ୍ବାଇ,୧୦ା୭: ମହାରାଷ୍ଟ୍ରର ସାଙ୍ଗଲି ଜିଲାରୁ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଜଣେ କରୋନା ରୋଗୀ ଡ୍ୟାନ୍ସ କରିବା ସହ ଚିକେନ ମାଗୁଛନ୍ତି। ଆକ୍ରାନ୍ତ ଜଣକ କୋଭିଡ୍ ସେଣ୍ଟରରେ ଥିଲେ। ସେଠାରେ ତାଙ୍କୁ ଖାଦ୍ୟ ଅର୍ଥାତ୍ ଚିକେନ ବହୁ ପସନ୍ଦ ଆସିଥିଲା।…
ସ୍ବାମୀଙ୍କ ଦୁଇହାତକୁ ଧରିଲେ ନବବିବାହିତା, କୁରାଢ଼ିରେ ଚୋଟ ପରେ ଚୋଟ ମାରିଚାଲିଲେ ପ୍ରେମିକ; ଆଉ ତା’ ପରେ…
ଭୋପାଳ,୧୦ା୭: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ନବବିବାହିତା ମହିଳା ତାଙ୍କ ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଛନ୍ତି। ଏ ସମ୍ପର୍କରେ ସତ୍ୟ ଉନ୍ମୋଚନ କରିଛି ବିଦିଶା ପୋଲିସ। ପୋଲିସ ଅଧୀକ୍ଷକ ବିନାୟକ ବର୍ମାଙ୍କ କହିବାନୁଯାୟୀ,…
ପ୍ରଥମେ ଟ୍ରାଫିକ ପୋଲିସକୁ ଏଇଠି ହିଁ ପିଟିବି ବୋଲି ଧମକ ଦେଲେ; ହେଲେ ଥାନାକୁ ଯିବା ପରେ ମୁଁ ଭୁଲ କରିଛି କହି କାନ୍ଦିଲେ ଏହି ବ୍ୟକ୍ତି; ଭିଡିଓ…
ନୂଆଦିଲ୍ଲୀ: ମହରାଷ୍ଟ୍ରର ଥାନେ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଭିଡିଓ ଏବେ ଭାଇରାଲ ହେଉଛି। ବାସ୍ତବରେ ଯେତେବେଳେ ତାଙ୍କୁ ଟ୍ରାଫିକ ପୋଲିସ ଅଟକାଇଥିଲେ ସେ ତାଙ୍କୁ ଧମକାଇବା ଆରମ୍ଭ କରି ଦେଇଥିଲେ। ଏପରିକି ମୁଁ ଏଠାରେ ହିଁ ତୁମକୁ ପିଟିବି ବୋଲି କହିଥିଲେ।…
ରାଜଧାନୀରେ ନୂଆ ନିୟମ, ଲାଉଡ୍ସ୍ପିକର ଲଗାଇଲେ ଜରିମାନା ଲକ୍ଷେ ଟଙ୍କା…
ନୂଆଦିଲ୍ଲୀ,୧୦।୭: ଧ୍ୱନି ପ୍ରଦୂଷଣ ନେଇ ରାଜଧାନୀ ଦିଲ୍ଲୀରେ ନୂଆ ନିୟମ ଜାରି ହୋଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏସମ୍ପର୍କରେ ନିର୍ଦ୍ଦେଶ ଜାରି ହୋଇଛି। ବିନା ଅନୁମତିରେ ଲାଉଡସ୍ପିକର ଲଗାଇଲେ ଜରିମାନା ୧୦ ହଜାରରୁ ଆରମ୍ଭ କରି ଲକ୍ଷେ ଟଙ୍କା…
ଅମୂଲ ପରେ ଏବେ ମଦର ଡାଏରୀ ବଢ଼ାଇଲା ଦୁଗ୍ଧ ଜାତୀୟ ଖାଦ୍ୟର ଦାମ୍
ନୂଆଦିଲ୍ଲୀ,୧୦।୭: ଅମୂଲ ପରେ ଏବେ ମଦର ଡାଏରୀ ଦିଲ୍ଲୀ ଏନ୍ସିଆରରେ ସମସ୍ତ ଦୁଗ୍ଧ ଜାତୀୟ ଖାଦ୍ୟର ମୂଲ୍ୟ ବୃଦ୍ଧି କରିଛି। ପ୍ରତି ଲିଟର ପିଛା ଦୁଗ୍ଧର ମୂଲ୍ୟ ୨ଟଙ୍କା ବୃଦ୍ଧି କରିଛି ମଦର ଡାଏରୀ। ଜୁଲାଇ ୧୧ରୁ ଏହି ନୂଆ ଦର…
ମାତ୍ର ୨୨ ମିନିଟ୍ରେ ୫୦ ଚିଲି ଡଗ୍ ଖାଇ ରେକର୍ଡ ସୃଷ୍ଟି କଲେ ଏହି ମହିଳା
ଓ୍ବାଶିଂଟନ: ଆମେରିକାର ପଶ୍ଚିମ ମିଶିଗାନ ସହରର ଜଣେ ମହିଳାଙ୍କ ଖାଦ୍ୟ ପ୍ରତି ଏତେ ରୁଚି ଯେ, ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମହିଳା ଜଣକ ମାତ୍ର ୨୨ ମିନିଟ୍ରେ ୫୦ ହଟ୍ ଚିଲି ଡଗ୍ ଖାଇ ରେକର୍ଡ ସୃଷ୍ଟି କରିଛନ୍ତି। ସବୁଠୁ…
୨ ଭିନ୍ନ ଭିନ୍ନ ଭାକ୍ସିନ୍ ନେଲେ ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ଭାକ୍ସିନ୍ ମିକ୍ସିଂ ପାଇଁ ଅନୁମତି…
ବର୍ଲିନ୍,୧୦।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ୨ ଭିନ୍ନ ଭିନ୍ନ ଭାକ୍ସିନ୍ ନେଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବ ବୋଲି କୁହାଯାଇ ୟୁରୋପରେ ପ୍ରଥମେ ଜର୍ମାନୀରେ ଭାକ୍ସିନ୍ ମିକ୍ସିଂ ପାଇଁ…
କୁଟାରେ ତିଆରି ଚପଲ
ଶ୍ରୀନଗର: ଚମଡ଼ା କିମ୍ବା ପ୍ଲାଷ୍ଟିକରେ ଚପଲ ତିଆରି ହେଉଥିବା କଥା ପ୍ରାୟ ସମସ୍ତେ ଜାଣିଥିବେ। କିନ୍ତୁ ପାରମ୍ପରିକ ଶୈଳୀରେ କୁଟାରେ ଏବେ ବି ଚପଲ ତିଆରି କରୁଛନ୍ତି କଶ୍ମୀରର ଅବଦୁଲ ସମାଦ୍ ଗାନି। ଉତ୍ତର କଶ୍ମୀର ବାନ୍ଦିପୋରା ଜିଲାର କେହନୁଶା ଗାଁର…
ବାଘଛାଲ ଜବତ, ୪ ଅଭିଯୁକ୍ତ ଗିରଫ
ଭବାନୀପାଟଣା,୧୦ା୭(ଡି.ଏନ୍.ଏ.): କଳାହାଣ୍ଡି ଓ୍ବାଇଲ୍ଡ ଲାଇଫ୍ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ ଟିମ୍ ଚଢ଼ାଉ କରିଛି। ଏହି ଚଢ଼ାଉରେ ୪ ବାଘ ଛାଲ ଜବତ ହେବା ସହ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଟିମ୍ ଦକ୍ଷିଣ ବନଖଣ୍ଡ ଶଗଡ଼ା ଅଞ୍ଚଳରୁ ୩ ଚିତାବାଘ ଛାଲ…
Archives


