ଫେରିଲା ସାବରକର ବିବାଦ
ନୂଆଦିଲ୍ଲୀ/ମୁମ୍ବାଇ,୧୪।୧୦: ହିନ୍ଦୁ ମହାସଭା ନେତା ବୀର ସାବରକର ଆଣ୍ଡାମାନର ସେଲ୍ୟୁଲାର ଜେଲରେ ଥିବାବେଳେ ମହାମତ୍ା ଗାନ୍ଧୀଙ୍କ ପରାମର୍ଶକ୍ରମେ ବ୍ରିଟିଶ ସରକାରଙ୍କ ନିକଟରେ ରାଜକ୍ଷମା ମାଗିଥିଲେ। କିନ୍ତୁ କେତେକ ନିର୍ଦ୍ଦିଷ୍ଟ ଚିନ୍ତାଧାରାର ଲୋକେ ସ୍ବାଧୀନତା ସଂଗ୍ରାମ ପ୍ରତି ତାଙ୍କ ଅବଦାନକୁ କଳଙ୍କିତ କରୁଛନ୍ତି,…
ଅର୍ଥନୀତିରେ ମାନକକରଣ ଗୁରୁତ୍ୱପୂର୍ଣ୍ଣ
ଅର୍ଥନୀତିର ବିକାଶରେ ଗୁଣବତ୍ତାଯୁକ୍ତ ମାନକ ବଜାୟ ରଖିବା ଗୁରୁତ୍ୱପୂର୍ଣ୍ଣ। ଏହାଦ୍ୱାରା ଘରୋଇ ଉତ୍ପାଦର ଚାହିଦା ଅନ୍ତର୍ଜାତୀୟସ୍ତରରେ ବୃଦ୍ଧି ପାଇପାରିଥାଏ। ଦେଶଦେଶ ମଧ୍ୟରେ ବାଣିଜ୍ୟ ସମୟରେ ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପନିପରିବା ସହିତ ଅନ୍ୟ ସମସ୍ତ ଉତ୍ପାଦ କ୍ଷେତ୍ରରେ ଗୁଣବତ୍ତା ଯାଞ୍ଚ୍ର…
ସିଡବ୍ଲୁସି ବୈଠକରେ ଯୋଗଦେବେ ଗେହଲଟ: ଦୀପାବଳି ମଧ୍ୟରେ ହୋଇପାରେ ଅଦଳବଦଳ
ନୂଆଦିଲ୍ଲୀ,୧୪ ।୧୦: ପଞ୍ଜାବ କଂଗ୍ରେସରେ ଉତ୍ଥାନ ପତନ ପରେ ଏବେ ରାଜସ୍ଥାନ ସରକାରଙ୍କୁ ନେଇ ଚାଲିଛି ଆଲୋଚନା । ଅକ୍ଟୋବର ୧୬ରେ କଂଗ୍ରେସ କାର୍ଯ୍ୟକାରିଣୀ(ସିଡବ୍ଲୁସି) ବୈଠକ ଥିବା ବେଳେ ସେଥିରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଯୋଗ ଦେବେ ବୋଲି ଜଣାପଡିଛି ।…
ଏନ୍ସିବିର ପ୍ରତ୍ୟେକ୍ଷଦର୍ଶୀଙ୍କ ପାଇଁ ଲୁକଆଉଟ୍
ପୁଣେ,୧୪।୧୦: କ୍ରୁଜ ଯାହଜରୁ ଡ୍ରଗ୍ସ ଜବତ ମାମଲାରେ ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି)ର ଅନ୍ୟତମ ସ୍ବାଧୀନ ପ୍ରତ୍ୟେକ୍ଷଦର୍ଶୀ କେ ପି ଗୋସାବିଙ୍କୁ ଖୋଜୁଛି ପୁଣେ ପୋଲିସ। ତାଙ୍କ ପାଇଁ ବୁଧବାର ଲୁକ୍ଆଉଟ୍ ଜାରି କରାଯାଇଛି। ଏହାର ଅର୍ଥ ସେ ବିମାନ ବନ୍ଦର…
୨୭ଶହ ବର୍ଷ ତଳେ ବିୟର ପିଉଥିଲେ ମଣିଷ
ଓ୍ବାଶିଂଟନ,୧୪।୧୦: ବିୟର ଓ ପନିର ପ୍ରତି ମଣିଷର ଭଲ ପାଇବା ବହୁ ପୁରୁଣା। ବୈଜ୍ଞାନିକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ୨୭୦୦ ବର୍ଷ ତଳେ ଅଷ୍ଟ୍ରିଆର ଲୁଣ ଖାଦାନରେ କାମ କରୁଥିବା କର୍ମୀମାନେ ବିୟର ଓ ପନିରର ମଜା ନେଉଥିଲେ। ଅଷ୍ଟ୍ରିଆନ୍ ପର୍ବତମାଳାରେ…
କୋଲକାତାକୁ ଜିତାଇ ଦେଲା ରାହୁଲଙ୍କ ଛକା
ଶାରଜା,୧୩।୧୦: ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ପୁଣି ଥରେ ଠିକଣା ସମୟରେ ତାର ପୁରୁଣା ତ୍ରୁଟି ଦୋହରାଇଛି। ଖରାପ ଶଟ୍ ଚୟନ, ମିସ ଫିଲ୍ଡିଂ କାରଣରୁ ଦଳକୁ ଦ୍ୱିତୀୟ କ୍ୱାଲିଫାୟରରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)ଠାରୁ ପରାଜିତ ହେବାକୁ ପଡ଼ିଛି।…
ଚିନ୍ତା କରିବାର କିଛି ନାହିଁ
ନୂଆଦିଲ୍ଲୀ,୧୩।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କୁ ବୁଧବାର ସନ୍ଧ୍ୟାରେ ଏମ୍ସରେ ଭର୍ତ୍ତି କରାଯାଇଛି। ଏହି ଖବର ପ୍ରସାରିତ ହେବା ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି, ପୂର୍ବତନ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟାଙ୍କ ଭଳି ବରିଷ୍ଠ କଂଗ୍ରେସ ନେତାମାନେ ସୋସିଆଲ…
ଏମ୍ସରେ ଭର୍ତ୍ତି ହେଲେ ମନମୋହନ ସିଂହ
ନୂଆଦିଲ୍ଲୀ,୧୩।୧୦: ପୁଣି ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ତାଙ୍କୁ ବୁଧବାର ଏମ୍ସରେ ଭର୍ତ୍ତି କରାଯାଇଛି। ଡା. ନୀତୀଶ ନାୟକଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ସେ ନିଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ…
ଓ୍ବେବ୍ସିରିଜ୍ ପାଇଁ ୭୫ କୋଟି ଦାବି କଲେ ଏହି ଦୁଇ ବଲିଉଡ୍ କଳାକାର, ଚିନ୍ତାରେ ନିର୍ମାତା
ବମ୍ବେ: ଫିଲ୍ମ ପରେ ଏବେ ଓ୍ବେବ୍ସିରିଜ ମୁହାଁ କଳାକାର। ରାମାୟଣ ଉପରେ ଆଧାରିତ ଓ୍ବେବ୍ସିରିଜ୍ରେ ନଜର ଆସିବେ ଅଭିନେତା ରଣବୀର କପୁର ଏବଂ ହ୍ରିତିକ ରୋଶନ। ଏଥିପାଇଁ ଉଭୟ ୭୫ କୋଟି ପାରିଶ୍ରମିକ ଦାବି କରିଛନ୍ତି। ନିର୍ଦ୍ଦେଶକ ନିତେଶ ତିଓ୍ବାରୀଙ୍କ ଓ୍ବେବ୍ସିରିଜ୍…
ସନ୍ୟାସ ନିଅନ୍ତୁ ଅମିତାଭ, ତାଙ୍କ ପାଇଁ ଆଉ କାହାଣୀ ନାହିଁ: ସଲିମ ଖାନ୍
ବମ୍ବେ: ମହାନ ଲେଖକ ସଲିମ ଖାନ୍ ଏବଂ ମେଗାଷ୍ଟାର ଅମିତାଭ ବଚ୍ଚନ ଏକାଠି ଅନେକ ହିଟ୍ ଫିଲ୍ମ ଦେଇଛନ୍ତି। ସେଥିରେ ରହିଛି ‘ଶୋଲେ, ଦିଓ୍ବାର, ଡନ୍, ତ୍ରୀଶୁଳ, କାଲା ପତ୍ଥର’ ଭଳି ଦଶରୁ ଅଧିକ ଫିଲ୍ମ। ଏବେ କିନ୍ତୁ ଅମିତାଭ ସନ୍ୟାସ…
ବିଶ୍ୱକପ୍ ଦଳରେ ଶାର୍ଦ୍ଦୁଳଙ୍କ ଏଣ୍ଟ୍ରି
ନୂଆଦିଲ୍ଲୀ,୧୩।୧୦: ଚେନ୍ନାଇ ସପୁର କିଙ୍ଗ୍ସ (ସିଏସ୍କେ) ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁରଙ୍କୁ ଟି୨୦ ବିଶ୍ୱକପ୍ ଲାଗି ଘୋଷିତ ଭାରତୀୟ ଦଳରେ ବୁଧବାର ସାମିଲ କରାଯାଇଛି। ତେବେ ପୂର୍ବରୁ ଘୋଷିତ ଦଳରୁ ସ୍ପିନ ଅଲରାଉଣ୍ଡର ଅକ୍ଷର ପଟେଲ ବାଦ୍ ପଡ଼ିଛନ୍ତି। ତାଙ୍କ ବଦଳରେ ଶାର୍ଦ୍ଦୁଳଙ୍କୁ…
ଘରେ ଶୋଇଥିଲେ ମହିଳା, ଛାତ ଫଟାଇ ପଡ଼ିଲା ଉଲ୍କାପିଣ୍ଡ; ତା’ ପରେ…
ଭାବିଲେ ଆପଣ ଘରେ ଶୋଇଥିବେ ଆଉ ରାତିରେ ଏକ ଉଲ୍କାପିଣ୍ଡ ସେହି କୋଠରିରେ ପଡ଼ିବ। ସେତେବେଳେ ଆପଣଙ୍କ ଅବସ୍ଥା କ’ଣ ହେବ? ଠିକ୍ ଏମିତି ଏକ ଘଟଣା ଘଟିଛି କାନାଡାର ଜଣେ ମହିଳାଙ୍କ କ୍ଷେତ୍ରରେ। ମହିଳା ଜଣକ ଘରେ ରାତିରେ ଶୋଇଥିବା…

