Home

କୁମ୍ଭୀର ସହ ପହଁରୁଥିଲେ ଜଣେ ବ୍ୟକ୍ତି, ପରେ ଘଟିଲା ଏମିତି

ଜଣେ ବ୍ୟକ୍ତି କୁମ୍ଭୀରଙ୍କ ସହିତ ଗାଧୋଇବାକୁ ନଦୀକୁ ଯାଇଥିଲେ। ପ୍ରାରମ୍ଭରେ ସେ କୁମ୍ଭୀର ସହିତ ମଜା କରୁଥିଲେ। ମାତ୍ର ଶେଷ ପରିସ୍ଥିତ ବହୁ ଭୟଙ୍କର ଥିଲା। ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ବର୍ତ୍ତମାନ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଇଛି, ନଦୀରେ…

ରାଜ ପରିବାର ସଦସ୍ୟ କରି ପାରିବ ସମଲିଙ୍ଗୀ ବିବାହ, ଛାଡ଼ିବାକୁ ପଡ଼ିବନି ସିଂହାସନ…

ଆମଷ୍ଟେରଡାମ୍‌,୧୩।୧୦: ଏବେ ରାଜ ପରିବାରରେ ସମଲିଙ୍ଗୀ ବିବାହ କରିବା ସହଜ ହେବ। ରାଜ ପରିବାର ସଦସ୍ୟ ନିଜ ସିଂହାସନ ନ ଛାଡ଼ି ଏଭଳି ବିବାହ କରିପାରିବେ। ଏନେଇ ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ମାର୍କ ରୁଟ୍‌ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଡଚ୍‌…

ଆମେରିକାରେ ଲଖିମପୁର ବିରୋଧୀ ସ୍ବର, ଚାଷୀ ହତ୍ୟାକୁ ନିନ୍ଦା କଲେ ଅର୍ଥମନ୍ତ୍ରୀ…

ବୋଷ୍ଟନ,୧୩।୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ବିରୋଧରେ ସ୍ବର ଉଠିବା ଆରମ୍ଭ କରିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆମେରିକା ଗସ୍ତରେ ହାଭାର୍ଡ କେନେଡ଼ି ସ୍କୁଲରେ ଏକ ଗଣମାଧ୍ୟମ ସମ୍ମିଳନୀରେ ଯୋଗ ଦେଇ ଚାଷୀ ହତ୍ୟା ଘଟଣାକୁ ନିନ୍ଦା କରିଛନ୍ତି। ଏନେଇ ଅଭିଯୁକ୍ତଙ୍କୁ…

ଲଖିମପୁର ମାମଲା, ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲ-ପ୍ରିୟଙ୍କା…

ନୂଆଦିଲ୍ଲୀ,୧୩।୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଗୁଲାମନବୀ ଆଜାଦ୍‌, ମଲ୍ଲକାର୍ଜୁନ ଖର୍ଗେ, ଏ.କେ.ଆଣ୍ଟୋନୀ ପ୍ରମୁଖ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କୁ…

ଏୟାର ଇଣ୍ଡିଆ ପରେ ଏବେ ସିଇଏଲ୍‌ ପାଳି…

ନୂଆଦିଲ୍ଲୀ,୧୩।୧୦: ଏୟାର ଇଣ୍ଡିଆ ବିକ୍ରି ପରେ ଏବେ ସେଣ୍ଟ୍ରାଲ ଇଲୋକ୍ଟ୍ରୋନିକ୍ସ୍‌ ଲିମିଟେଡ୍‌ (ସିଇଏଲ୍‌) ବିକ୍ରି ହେବ। ଏନେଇ କେନ୍ଦ୍ର ସରକାରଙ୍କୁ ସିଇଏଲ୍‌ର ଶତ ପ୍ରତିଶତ ଅଂଶଧନ ଏବଂ ମ୍ୟାନେଜମେଣ୍ଟ୍‌ କଣ୍ଟ୍ରୋଲ ହସ୍ତାନ୍ତର କରିବା ଲାଗି ଫାଇନାନ୍ସିଆଲ ବିଡ୍‌ ହାସଲ ହୋଇଛି। ଏନେଇ…

ଆଜି କରୋନା ନେଲା ୭ ଜୀବନ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୬୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଘରେ ଅର୍ଥର ଅଭାବ ଲାଗି ରହୁଛି କି? ଏହି ଉପାୟ ଅବଲମ୍ବନ କରିଲେ ପାଇବେ ଲକ୍ଷ୍ମୀ, କୁବେରଙ୍କ କୃପା…

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନ ସହ ଜଡ଼ିତ ସମସ୍ତ ପ୍ରଶ୍ନର ଉତ୍ତର ନିଜର ନୀତିଶାସ୍ତ୍ରରେ ଦେଇଛନ୍ତି। ରାଜନୀତିଠାରୁ ଆରମ୍ଭ କରି ସାମାଜିକ ଏବଂ ଆର୍ଥିକ ବିଷୟକୁ ସେ ଭଲଭାବେ ନିରୀକ୍ଷଣ କରିଥିଲେ। ଏଣୁ ଏବେ ବି ଲୋକେ କୌଣସି…

୩୬ ବଲ୍‌ରୁ ୧୬୦ ରନ୍‌ର ବିସ୍ଫୋରକ ଇନିଂସ ଖେଳି ଚର୍ଚ୍ଚାରେ ଏହି କ୍ରିକେଟର୍‌

ସିଡନୀ,୧୩।୧୦: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରେଭିସ ହେଡ ୧୨୭ ବଲ୍‌ରେ ୨୩୦ ରନ୍‌ର ପାଳି ଖେଳି ହାସଲ କରିଛନ୍ତି। ବାମହାତୀ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରେଭିସ ଆଶେସ ସିରିଜ ପୂର୍ବରୁ ଦ୍ୱିଶତକ ସ୍କୋର କରି ଟେଷ୍ଟ ଦଳରେ ପ୍ରତ୍ୟାବର୍ତ୍ତନ ପ୍ରସ୍ତୁତ ହେଉଛନ୍ତି। ଏକ ଦିନିକିଆ…

ଡିସି ବନାମ କେକେଆର୍‌; ଜାଣନ୍ତୁ କେବେ-କେଉଁଠି ଦେଖିବେ ଏହି କ୍ୱାଲିଫାୟାର-୨ ମୁକାବିଲା..

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ ୨୦୨୧ର କ୍ୱାଲିଫାୟାର-୨ ମ୍ୟାଚ୍‌ ବୁଧବାର ଖେଳାଯିବ। ଏଥିରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)। ଉଭୟ ଟିମ୍‌ ପାଇଁ ଏହି ମ୍ୟାଚ୍‌ର ଗୁରୁତ୍ୱ ରହିଥିବା ବେଳେ ଜିତିବା ଟିମ୍‌ ଅକ୍ଟୋବର ୧୫ରେ ଚେନ୍ନାଇ ସୁପରକିଙ୍ଗ୍ସ ସହ ଫାଇନାଲ…

୧୦୦ ଲକ୍ଷ କୋଟିର ଗତିଶକ୍ତି ପ୍ରକଳ୍ପ ଜାତୀୟ ମାଷ୍ଟର ପ୍ଲାନ୍‌ ଶୁଭାରମ୍ଭ…

ନୂଆଦିଲ୍ଲୀ,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତିଶକ୍ତି ପ୍ରକଳ୍ପ ଅନ୍ତର୍ଗତ ୧୦୦ ଲକ୍ଷ କୋଟିର ଜାତୀୟ ମାଷ୍ଟର ପ୍ଲାନ୍‌ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଦେଶର ଭିତ୍ତିଭୂମିକୁ ମଜବୁତ କରାଯିବା ସହିତ ରେଳବାଇ ଏବଂ ସଡକ ଭିତ୍ତିଭୂମିକୁ ସୁଦୃଢ଼ କରାଯିବ। ସେହିପରି ବିମାନ…

କୁଏତ୍‌ ମହିଳା ସୈନ୍ୟ ବାହିନୀରେ ହେବେ ସାମିଲ…

କୁଏତ୍‌ ସିଟି,୧୩।୧୦: ଏବେ କୁଏତ୍‌ ମହିଳା ଦେଶର ସୈନ୍ୟ ବାହିନୀରେ ସାମିଲ ହେବେ। ଏନେଇ ସରକାରଙ୍କ ପକ୍ଷରୁ ସ୍ବୀକୃତି ମିଳିଛି। ଏନେଇ କୁଏତ୍‌ ପ୍ରତିରକ୍ଷା ମନ୍ତ୍ରୀ ହମଦ୍‌ ଜବେର ଅଲ୍‌ ଅଲୀ ଅଲ୍‌ ସବାହ ସୂଚନା ଦେଇଛନ୍ତି। ସୈନ୍ୟ ବାହିନୀର ବିଭିନ୍ନ…

ମନୀଷ ଅନୁରାଗ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ୨ ସନ୍ଦିଗ୍ଧ

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ବରିଷ୍ଠ ଖବରଦାତା ନବୀନ ଦାସଙ୍କ ବଡ଼ ପୁଅ ମନୀଷଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ଟୁଇଷ୍ଟ ସବୁ ପଦାକୁ ଆସୁଛି। ପୂର୍ବରୁ ମନୀଷଙ୍କ ଦୁଇ ସହଯୋଗୀକୁ ପୋଲିସ ଅଟକ ରଖିଥିବାବେଳେ ରବିବାର ଆଉ ୨ଜଣ କନ୍ଧମାଳରେ ଆତ୍ମସମର୍ପଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?