Home

ଖୋଲିଲା ସାଓ୍ବଂଲିଆ ସେଠ୍‌ ମନ୍ଦିରର ଭଣ୍ଡାର: ୧୦ଦିନରେ ଦାନ କରାଯାଇଛି ୩ କୋଟିରୁ ଊର୍ଦ୍ଧ୍ୱ

ଚିତ୍ତରଗଡ଼,୯।୭: ରାଜସ୍ଥାନର ଚିତ୍ତରଗଡ଼ ଜିଲାରେ ଥିବା ମଓ୍ବୋରର ପ୍ରସିଦ୍ଧ କୃଷ୍ଣ ଧାମ ସାଓ୍ବଂଲିଆ ଜି ମନ୍ଦିରର ଭଣ୍ଡାର ଖୋଲାଯାଇଛି। କରୋନା କାଳ ପରେ ଖୋଲାଯାଇଥିବା ଏହି ଭଣ୍ଡାରରୁ ୩କୋଟିରୁ ଅଧିକ ଦାନ ଅର୍ଥ ବାହାରିଛି। ସବୁଠାରୁ ବଡ଼ କଥା ହେଲା ୩ମାସର…

ଖେଳ ମଝିରେ ଇରଫାନ୍‌ଙ୍କୁ ଅପହରଣ କରିନେବାର ଧମକ ଦେଇଥିଲେ ଏହି ପାକିସ୍ତାନୀ ବୋଲର୍‌; ଧୋନୀ ସହ ମିଶି ଏପରି ଜବାବ…

ନୂଆଦିଲ୍ଲୀ,୯।୭: ଭାରତ-ପାକିସ୍ତାନ କ୍ରିକେଟ ଟିମ୍‌ ମଧ୍ୟରେ ଯେତେବେଳେ ବି କୌଣସି ମୁକାବିଲା ହୋଇଥାଏ ତାହା ରୋମାଞ୍ଚକର ହୋଇଥାଏ। ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଏକପ୍ରକାର ପ୍ରତିନ୍ଦ୍ୱନ୍ଦିତା ଦେଖିବାକୁ ମିଳିଥାଏ। ମଇଦାନରେ ଖେଳୁଥିବା ଖେଳାଳିଙ୍କ ଉପରେ ବି ଏହାର ପ୍ରଭାବ ପଡେ। ସେମାନଙ୍କ…

ଷ୍ଟେଜ୍‌ ଉପରେ କନ୍ୟାଙ୍କୁ ବରମାଳା ପିନ୍ଧାଇବା ବେଳେ ପହଞ୍ଚିଲେ ମା’, ଚପଲ କାଢ଼ି ପୁଅଙ୍କୁ ସେକିଲେ; କାରଣ ଜାଣିଲେ ହେବେ…

ନୂଆଦିଲ୍ଲୀ: ପ୍ରତ୍ୟେକ ବ୍ୟକ୍ତିର ଜୀବନରେ ବିବାହ ସମୟ ବହୁତ ଖାସ୍‌ ହୋଇଥାଏ। ଏହି ଦିନଟି ପାଇଁ ଅନେକ କିଛି ଭାବିଥାନ୍ତି ସେ। ହେଲେ ମା’ଙ୍କୁ ପସନ୍ଦ ନ ଥିବା ସତ୍ତ୍ୱେ ବିବାହ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ବିବାହ ଦିନ…

ପଦ ସମ୍ଭାଳିବା ପୂର୍ବରୁ ରବିଶଙ୍କରଙ୍କୁ ଭେଟିଲେ ନୂଆ ଆଇନ ମନ୍ତ୍ରୀ

ନୂଆଦିଲ୍ଲୀ,୯।୭: ନୂତନ ପଦ ସମ୍ଭାଳିବା ପୂର୍ବରୁ କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ ଶୁକ୍ରବାର ପୂର୍ବତନ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଭେଟିଛନ୍ତି। ରବି ଶଙ୍କର ପ୍ରସାଦଙ୍କ ସ୍ଥାନରେ ବର୍ତ୍ତମାନ କିରନ ରିଜିଜୁ ନୂଆ ଆଇନ ଓ ନ୍ୟାୟ ମନ୍ତ୍ରୀ ଭାବେ ନିଯୁକ୍ତ…

ସାମ୍ନାକୁ ଆସିଲା କରିନା-ସୈଫଙ୍କ ସାନ ପୁଅଙ୍କ ନାମ; ଜାଣନ୍ତୁ କ’ଣ ରହିଲା…

ବମ୍ବେ: ସାମ୍ନାକୁ ଆସିଲା ଅଭିନେତ୍ରୀ କରିନା କପୁର-ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କ ଦ୍ୱିତୀୟ ପୁଅଙ୍କ ନାମ। ପୂର୍ବରୁ ବଡ଼ ପୁଅଙ୍କ ନାମକୁ ତୈମୁର ରଖିବାକୁ ନେଇ ସମାଲୋଚନାର ଶିକାର ହୋଇଥିଲେ କରିନା। ଏବେ ସେ ସାନ ପୁଅଙ୍କ ନାମ ‘ଜେହ୍‌’ରଖିଥିବା ଜଣାପଡ଼ିଛି।…

ବିନା ମାସ୍କରେ ଧରାପଡ଼ିଲେ ୫ହଜାର ଜରିମାନା ନଚେତ୍‌ ୮ଦିନ ଜେଲ୍‌

କୁଲୁ,୯।୭: କରୋନା ଲକ୍‌ଡାଉନ କଟକଣା କୋହଳ ହେବା ପରେ ହିମାଚଳ ପ୍ରଦେଶରେ ପର୍ଯ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି। ଯାହା କରୋନା ସଂକ୍ରମଣ ବ୍ୟାପିବା ଭୟକୁ ଆହୁରି ଦ୍ୱିଗୁଣିତ କରିଦେଇଛି। ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ କଡ଼ା…

କୋଭିଡ ପ୍ରୋଟୋକଲ୍‌ ମଧ୍ୟରେ ଚାଲିବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୯।୭: କରୋନା କାଳ ମଧ୍ୟରେ ସଂସଦର ମୌସୁମୀ ଅଧିବେଶନଳ ଜୁଲାଇ ୧୯ରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପରେ ଏହା ପ୍ରଥମ ସଂସଦ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ସଂସଦ ଅଧିବେଶନରେ ସରକାରଙ୍କ ପକ୍ଷକୁ ମଜଭୂତ କରିବା…

୧୫୧ କୋଟି ସମ୍ପତ୍ତିର ମାଲିକ ଏହି ଅଭିନେତା; ଖାଲି ବମ୍ବେରେ ରହିଛି ୩ ବଙ୍ଗଳା

ବମ୍ବେ: ଅଭିନୟ ହେଉ ଅଥବା ନୃତ୍ୟ, ସବୁଥିରେ ପାରଦର୍ଶିତା ଲାଭ କରିଥିଲେ ବଲିଉଡ୍‌ ଅଭିନେତା ଗୋବିନ୍ଦା। ଖାସ୍‌ ଏଥିପାଇଁ ଦର୍ଶକଙ୍କ ଭଲପାଇବା ତାଙ୍କୁ ଭରପୂର ମିଳୁଥିଲା। ୧୯୮୬ରେ ସେ ଫିଲ୍ମ ‘ଇଲ୍ଜାମ’ରୁ ଡେବ୍ୟୁ କରିଥିଲେ। ଏହାପରେ ସେ ‘ଆଣ୍ଟି ନମ୍ବର ଓ୍ବାନ୍‌’,…

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇପାରେ +୨ ରେଜଲ୍ଟ

ଭୁବନେଶ୍ୱର,୯।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ୨ ପରୀକ୍ଷାଫଳ। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ…

ଅନ୍‌ଲାଇନ ଠକେଇର ଶିକାର ହେଲେ ସାହିଦଙ୍କ ପତ୍ନୀ

ମୁମ୍ବାଇ: ବର୍ତ୍ତମାନ ସମୟରେ ଅନ୍‌ଲାଇନ ଶପିଂ ଉପରେ ଲୋକମାନେ ଅଧିକ ନିର୍ଭର କରୁଥିବା ବେଳେ ବହୁଥର ଠକେଇର ମାମଲା ମଧ୍ୟ ସାମ୍ନାକୁ ଆସିଛି। ହେଲେ ଏହିକ୍ରମରେ ଏବେ ବଲିଉଡ୍‌ ଅଭିନେତା ସାହିଦ କପୁରଙ୍କ ପତ୍ନୀ ମାରୀ ରାଜପୁତ ମଧ୍ୟ ସାମିଲ ହୋଇଛନ୍ତି।…

ହୃଦୟ ଜିତିଲେ ଧକ୍‌ ଧକ୍‌ ଗର୍ଲ ମାଧୁରୀ: ଅଭିନେତ୍ରୀଙ୍କ ଅସମୟରେ ଟିମ୍‌ ତରଫରୁ…

ବମ୍ବେ: ହୃଦୟ ଜିତିଲେ ଧକ୍‌ ଧକ୍‌ ଗର୍ଲ। ଅଭିନେତ୍ରୀ ଶଗୁଫ୍‌ତା ଅଲୀଙ୍କ ଅସମୟ ସମୟରେ ସହାୟତାର ହାତ ବଢ଼ାଇଛନ୍ତି ମାଧୁରୀ ଦିକ୍ଷୀତ। ଟେଲିଭିଜନର ଲୋକପ୍ରିୟ ରିଆଲିଟି ଶୋ’ ଡ୍ୟାନ୍ସ ଦିଓ୍ବାନେର ସେଟ୍‌ରେ ପହଞ୍ଚିଥିଲେ ଶଗୁଫ୍‌ତା। ଏଠାରେ ତାଙ୍କୁ ପୁରା ଟିମ୍‌ ତରଫରୁ…

ହଲିଉଡ୍‌ରେ ଡେବ୍ୟୁ କରିବେ ଆଲିଆ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଓ ଦୀପିକା ପାଦୁକୋନଙ୍କ ପରେ ଏବେ ଆଲିଆ ଭଟ୍ଟ ମଧ୍ୟ ହଲିଉଡ୍‌ ଇଣ୍ଡଷ୍ଟ୍ରିରେ ପାଦ ଥାପିବାକୁ ଯାଉଛନ୍ତି। ବଲିଉଡ୍‌ରେ ନିଜର ଅଭିନୟ ଦ୍ୱାରା ଲୋକଙ୍କ ମନକୁ ମୋହିବା ପରେ ଏବେ ଆଲିଆ ହଲିଉଡ୍‌ରେ ନିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri