‘ବାହ୍ୟଶକ୍ତି ଇଙ୍ଗିତରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ’
ନୂଆଦିଲ୍ଲୀ,୧୩।୧୦: ବାହ୍ୟଶକ୍ତି ଇଙ୍ଗିତରେ ଭାରତ ବିରୋଧରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ ଆଣିବା ନୂଆ ନିୟମ ପାଲଟିଯାଇଛି ବୋଲି ମଙ୍ଗଳବାର ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି) ଅଧ୍ୟକ୍ଷ ଜଷ୍ଟିସ୍ ଅରୁଣ ମିଶ୍ର କହିଛନ୍ତି। ଏନ୍ଏଚ୍ଆର୍ସିର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ…
ଜିମେଲ୍ ସର୍ଭିସ ଡାଉନ୍
ନୂଆଦିଲ୍ଲୀ,୧୩।୧୦: ଗୁଗଲର ଜିମେଲ୍ ସର୍ଭିସ ମଙ୍ଗଳବାର ଡାଉନ ହେବା ଯୋଗୁ ଲୋକମାନେ ଲଗ୍ ଇନ୍ ଏବଂ ଇମେଲ୍ ଏରର ଭଳି ସମସ୍ୟା ସାମ୍ନା କରିଥିଲେ। ସମସ୍ୟାକୁ ନେଇ ଲୋକମାନେ ଟୁଇଟରରେ ସେମାନଙ୍କ ରୋଷ ବ୍ୟକ୍ତ କରିଛନ୍ତି। ଫଳରେ ହ୍ୟାସ୍ଟ୍ୟାଗ୍ ଜିମେଲ୍ ଡାଉନ୍…
ବିପଦ କମାଇଛି ବିପର୍ଯ୍ୟୟ ନିୟନ୍ତ୍ରଣ
ପ୍ରାକୃତିକ ବିପର୍ଯ୍ୟୟ ଆଗରେ ମଣିଷ ସମ୍ପୂର୍ଣ୍ଣ କିଂକର୍ତ୍ତବ୍ୟବିମୂଢ଼। ସେହିପରି ମନୁଷ୍ୟକୃତ ବିପର୍ଯ୍ୟୟ ବିରୋଧରେ କାର୍ଯ୍ୟପନ୍ଥା ଗ୍ରହଣ କରିବା ମଧ୍ୟ କଷ୍ଟକର ହୋଇପଡ଼େ। ଉପଯୁକ୍ତ ନିୟନ୍ତ୍ରଣ ତଥା ପରିଚାଳନା ବ୍ୟବସ୍ଥା ଗ୍ରହଣ ଦ୍ୱାରା ବିପର୍ଯ୍ୟୟ ପୂର୍ବ ଏବଂ ପରବର୍ତ୍ତୀ କାର୍ଯ୍ୟ ତ୍ୱରାନ୍ବିତ ହୁଏ।…
‘ଗତି ଶକ୍ତି’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୩ ।୧୦: ଦେଶର ଅର୍ଥନୈତିକ କ୍ଷେତ୍ର ସହ ବହୁସ୍ତରୀୟ ସମ୍ପର୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗତି ଶକ୍ତି ରାଷ୍ଟ୍ରୀୟ ମାଷ୍ଟର ପ୍ଲାନର ଶୁଭାରମ୍ଭ କରିବେ । ରେଲ ଓ ସଡ଼କ ସମେତ ୧୬ଟି ମନ୍ତ୍ରଣାଳୟକୁ ସଂଯୋଗ କରୁଥିବା ଏହା…
କୋହଲିଙ୍କ କଟା ଘା’ରେ ଚୂନ ଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଶାରଜା,୧୩।୧୦: ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲି ଆଇପିଏଲ୍ରେ କୋଲକାତା ନାଇଟ ରାଇଡର୍ସ (କେକେଆର୍) ବିପକ୍ଷରେ ଅଧିନାୟକତ୍ୱର ଶେଷ ମ୍ୟାଚ ଖେଳିଛନ୍ତି। ଏହି ଆଇପିଏଲ ସିଜନ ପରେ ସେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ର ଅଧିନାୟକ ପଦରୁ ଇସ୍ତଫା…
୧୩ ବର୍ଷ ହେଲା ଲୁଚିଥିଲା ସ୍ଲିପର ସେଲ୍
ନୂଆଦିଲ୍ଲୀ,୧୩।୧୦: ରାଜଧାନୀ ଦିଲ୍ଲୀରେ ଜଣେ ପାକିସ୍ତାନ ଆତଙ୍କବାଦୀ ଗିରଫ ହୋଇଛନ୍ତି। ମିଛି ପ୍ରମାଣ ପତ୍ର କରି ସେ ୧୩ ବର୍ଷ ହେଲା ଭାରତରେ ରହୁଥିବା ପୋଲିସ ପକ୍ଷରୁ କୁହାଯାଇଛି। ପାକିସ୍ତାନର ଆଇଏସ୍ଆଇ ନିର୍ଦ୍ଦେଶରେ ବାଂଲାଦେଶ ଦେଇ ଭାରତରେ ପ୍ରବେଶ କରିଥିଲେ ମହମ୍ମଦ…
ୟଶଙ୍କ ସହ ରୋମାଣ୍ଟିକ୍ ଫଟୋ ଶେୟାର କଲେ ନୁସରତ
ମୁମ୍ବାଇ: ଟିଏମ୍ସି ନେତ୍ରୀ ତଥା ବଙ୍ଗଳା ଅଭିନେତ୍ରୀ ନୁସରତ ଜାହାଁ ଆଜିକାଲି ପ୍ରତ୍ୟେକ କଥାରେ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ନୁସରତ ୟଶ ଦାସଗୁପ୍ତାଙ୍କ ଜନ୍ମଦିନ ପାଳନ କରିଥିଲେ। ଏହିଦିନ ସେ ସମସ୍ତଙ୍କୁ କହିଥିଲେ ଯେ, ତାଙ୍କ ସନ୍ତାନର ପିତା ୟଶଙ୍କ ବ୍ୟତୀତ…
ଯୁବକଙ୍କ ମୃତ୍ୟୁକୁ ନେଇ ରେଳ ଷ୍ଟେଶନରେ ତୁମୁଳକାଣ୍ଡ
ଯୋଡ଼ା,୧୨।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଧୀନ ବାଂଶପାଣି ରେଳ ଷ୍ଟେଶନରେ ଜଣେ ରେଳବାଇ ପୋଲିସ କର୍ମୀ ଜଣେ ଯୁବକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଷ୍ଟେଶନରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ଷ୍ଟେଶନରେ ଭଙ୍ଗାରୁଜା କରିଛନ୍ତି।…
ରାତି ୩.୨୯ରେ ଏକୁଟିଆ ଚାଲିଚାଲି ଯାଉଥିଲେ
ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ଗାଁ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳବା ଘଟଣା ଦିନକୁ ଦିନ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଏହି ଘଟଣାକୁ ୩ଦିନ ବିତିଯାଇଥିଲେ ବି ମନୀଷଙ୍କ କିପରି…
ଯୁଦ୍ଧ କଲେ ଭାରତର ପରାଜୟ ନିଶ୍ଚିତ
ନୂଆଦିଲ୍ଲୀ,୧୨।୧୦: ଭାରତ ସହ ବଢ଼ୁଥିବା ତିକ୍ତତାକୁ ଦେଖି ଚାଇନାକୁ ସଶସ୍ତ୍ର ସଂଘର୍ଷ ପାଇଁ ପ୍ରସ୍ତୁତ ଆରମ୍ଭ କରିବା ଉଚିତ। ନୂଆଦିଲ୍ଲୀକୁ ଗୋଟିଏ କଥା ବୁଝିବାକୁ ପଡ଼ିବ, ତା’ ଇଚ୍ଛାରେ ସୀମା ନିର୍ଦ୍ଧାରଣ କରାଯିବ ନାହିଁ। ଯଦି ଭାରତ ଯୁଦ୍ଧ କରେ, ଏହାକୁ…
ଯାତ୍ରୀ ଚଳାଚଳକୁ ନେଇ କଟକଣା ହଟାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୧୨।୧୦: ଦେଶରେ କୋଭିଡ ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ବଡ଼ ନିଷ୍ପତ୍ତି ନିଆଯାଇଛି। ମହାମାରୀ ଯୋଗୁ ଯାତ୍ରୀ ଚଳାଚଳକୁ ନେଇ ଥିବା କଟକଣାକୁ ହଟାଇ ଦିଆଯାଇଛି। ପୂର୍ବରୁ ଘରୋଇ ବିମାନ ପାଇଁ…
କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣ ବିହୀନ, ଗାଇଡ୍ଲାଇନ୍ ମାନନ୍ତୁ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପାର୍ବଣରେ ଭିଡଠାରୁ ଦୂରେଇ ରହିବା ଜରୁରୀ। ଏବେ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣ ବିହୀନ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ଗତ କିଛି ଦିନ ଧରି ବଜାରରେ ହେଉଥିବା ଜନଗହଳିର ଦୃଶ୍ୟ…

