Home

କପିଲ୍‌ ଶର୍ମା ଶୋ’ରେ ନବୀନ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଲୋକପ୍ରିୟ ଜାତୀୟ ଟିଭି ଶୋ’ ଦି କପିଲ୍‌ ଶର୍ମା ଶୋ’ରେ ପ୍ରଥମ ଥର ଲାଗି ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଖିବାକୁ ମିଳିଛି। ବହୁ ବଲିଉଡ୍‌ ତାରକା ନିଜର ଫିଲ୍ମ ପ୍ରମୋସନ୍‌ ଲାଗି ସୋନି ଟିଭିର ଏହି ଶୋ’କୁ…

କ୍ରିକେଟକୁ ବାଏ ବାଏ କହିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୮: ଭାରତୀୟ ଅଲରାଉଣ୍ଡର ଷ୍ଟୁଆର୍ଟ ବିନି ସୋମବାର ସମସ୍ତ ପ୍ରକାର କ୍ରିକେଟରୁ ଅବସର ନେଇଛନ୍ତି। ୩୭ ବର୍ଷୀୟ ବିନି ଦୀର୍ଘ ସମୟ ଧରି ଦଳରୁ ବାଦ୍‌ ପଡୁଥିଲେ। ସେ ୨୦୧୬ ପରଠାରୁ କୌଣସି ଅନ୍ତର୍ଜାତୀୟ ମ୍ୟାଚ ଖେଳି ନାହାଁନ୍ତି। ଯଦିଓ ସେ…

ମୌସୁମୀ ଅଧିବେଶନ ଲାଗି ଶାସକ-ବିରୋଧୀ ପ୍ରସ୍ତୁତ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭାରେ ବିରୋଧୀ ଭାଜପା ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ ଶାସକ ବିଜେଡିକୁ ଟାର୍ଗେଟ କରିବେ। ଆସନ୍ତା ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଭାଜପା ବିଧାୟକ ଦଳ…

ଜବାବ ଦେଉନି ସିପିସିବି

ଯାଜପୁର ଅଫିସ,୩୦ା୮: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଫାକର ଓସ୍ତପାଳ କ୍ରୋମାଇଟ ଖଣିରୁ ଡମଶାଳା ନାଳକୁ ବର୍ଜ୍ୟଜଳ ଛାଡ଼ିବା ମାମଲା କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)ରେ ଝୁଲିରହିଛି। ଅଭିଯୋଗର ପ୍ରମାଣ ଖୋଦ୍‌ ବେଦାନ୍ତର ଖଣି…

ଆଜି ଜନ୍ମାଷ୍ଟମୀ, ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି । ଏଥିପାଇଁ ରାଜ୍ୟର ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେଉଛି ଜନ୍ମାଷ୍ଟମୀ। କେବଳ ମନ୍ଦିରଗୁଡ଼ିକରେ ନୀତିକାନ୍ତି ଯାହା…

ଇତିହାସ ରଚିଲେ ଅବନୀ

ଟୋକିଓ,୩୦।୮: ଭାରତର ଅବନୀ ଲେଖରା ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛନ୍ତି। ମହିଳା ୧୦ ମିଟର ଏୟାର ଇଭେଣ୍ଟ ଏସ୍‌ଏଚ୍‌-୧ ରେ ସେ ଏହି ସ୍ବର୍ଣ୍ଣ ପଦକ ଜିତିଥିଲେ। ଟୋକିଓ ପାରାଲିମ୍ପିକ୍ସରେ ଏହା ହେଉଛି ଭାରତର ପ୍ରଥମ ସ୍ବର୍ଣ୍ଣ ପଦକ। ପୁରୁଷ…

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ, ୨୪ ଘଣ୍ଟାରେ ୪୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ଡେଲ୍ଟା ଭାରିଆଣ୍ଟ ତାଣ୍ଡବ, ହସ୍ପିଟାଲରେ ବେଡ୍‌ ଅଭାବ…

ଓ୍ବାଶିଂଟନ,୩୦।୮: ଆମେରିକାରେ କରୋନା ମହାମାରୀର ଡେଲ୍ଟା ଭାରିଆଣ୍ଟ ଯୋଗୁ ବିପଦ ସୃଷ୍ଟି ହୋଇଛି। ଡେଲ୍ଟା ତାଣ୍ଡବ ରଚିବା ଦ୍ୱାରା ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୫୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି। ଆମେରିକାର ୧୪ଟି ରାଜ୍ୟରେ ଏକ ସପ୍ତାହରେ ମୃତ୍ୟୁ ସଂଖ୍ୟା…

ରାଜ୍ୟରୁ ଆଉ ୬୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୭,୧୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୪ ଜଣ ଚିହ୍ନଟ…

ପୋଲିସ ଲାଠିମାଡ଼ରେ ଆହତ ଚାଷୀଙ୍କ ମୃତ୍ୟୁ

ଚଣ୍ଡିଗଡ଼, ୩୦।୮: ହରିୟାଣାର କର୍ନଲ ଜିଲାରେ ଶନିବାର ପୋଲିସ ଲାଠିମାଡ଼ରେ ଆହତ ଜଣେ ଚାଷୀଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ବରିଷ୍ଠ ବିକେୟୁ ନେତା ଗୁରନାମ୍‌ ସିଂ ଚାଡୁନି ଏହି ସୂଚନା ଦେଇଛନ୍ତି। ସୁଶୀଲ କାଜଲ ନାମକ ଉକ୍ତ ଚାଷୀ ୯ ମାସ…

ତୃତୀୟ ଲହର ପାଇଁ ବଢ଼ିପାରେ କଟକଣା

ଭୁବନେଶ୍ୱର,୩୦।୮(ବ୍ୟୁରୋ): କରୋନା ପାଇଁ ଦେଢ଼ବର୍ଷ ହେବ କଟକଣା ଭିତରେ ଜୀବନ ବିତୁଛି। ଦ୍ୱିତୀୟ ଲହର ସଂକ୍ରମଣ ନିମ୍ନସ୍ତରକୁ ଆସିଥିବାବେଳେ ଧୀରେ ଧୀରେ ଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ର ସ୍ବାଭାବିକ ହେଉଛି। ସ୍ଥିତିକୁ ଦେଖି କଟକଣାକୁ କୋହଳ କରାଯାଉଥିବାବେଳେ ଏବେ ସମ୍ଭାବ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri