ଅସ୍ବାଭାବିକ ତାପମାତ୍ରା ନେଉଛି ଜୀବନ
ନୂଆଦିଲ୍ଲୀ, ୯।୭(ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ଅସ୍ବାଭାବିକ ଗ୍ରୀଷ୍ମ ଓ ଶୀତ ଯୋଗୁ ଭାରତରେ ପ୍ରତିବର୍ଷ ପ୍ରାୟ ୭,୪୦,୦୦୦ ଲୋକଙ୍କ ଜୀବନ ଯାଉଛି। ଏ ସମ୍ପର୍କିତ ଏକ ଅଧ୍ୟୟନ ଲାନ୍ସେଟ୍ ପ୍ଲାନେଟାରି ହେଲ୍ଥ ପତ୍ରିକାରେ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆର ମୋନାଶ ୟୁନିଭର୍ସିଟି ଗବେଷକମାନଙ୍କ…
କମିଶନରେଟ୍ ପୋଲିସ କବ୍ଜାରେ ୨ ଆନ୍ତଃ ରାଜ୍ୟ ସାଇବର ଠକ
କଟକ ଅଫିସ, ୧୧ା୭:କମିଶନରେଟ୍ ପୋଲିସର ସ୍ବତନ୍ତ୍ର ଟିମ୍ ୨ଜଣ ଆନ୍ତଃରାଜ୍ୟ ସାଇବର ଠକଙ୍କୁ ଗିରଫ କରିଛି। ସେମାନେ ହେଲେ ବିହାର ଦରଭଙ୍ଗା ଅଞ୍ଚଳର ଅନିଳେଶ ଆନନ୍ଦ(୨୩) ଓ ପଶ୍ଚିମବଙ୍ଗ ପଶ୍ଚିମ ବର୍ଦ୍ଧମାନ ଅଞ୍ଚଳର ଅଙ୍କିତ ରୟ(୨୩)। ସେମାନଙ୍କଠାରୁ ପୋଲିସ ୨୫ ଲକ୍ଷ…
୧୧ରେ ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟାଜଳ
ସମ୍ବଲପୁର, ୯ା୭(ବ୍ୟୁରୋ):ସମ୍ବଲପୁରସ୍ଥିତ ହୀରାକୁଦ ଡ୍ୟାମ୍ରୁ ଜୁଲାଇ ୧୧ରେ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂର୍ବାହ୍ନ ୧୧ଟାରେ ଜଳଭଣ୍ଡାର ଗେଟ୍ ଖୋଲାଯିବ ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର, ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, କନ୍ଧମାଳ, ଅନୁଗୋଳ, ନୟାଗଡ଼,…
ଗର୍ଭବତୀଙ୍କ ପାଇଁ କୋଭିଡ୍ ଟିକା ସୁରକ୍ଷିତ
ଭୁବନେଶ୍ୱର,୯।୭(ବ୍ୟୁରୋ):ଗର୍ଭବତୀଙ୍କ ପାଇଁ କୋଭିଡ୍ ଟିକା ସୁରକ୍ଷିତ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡ୍ଲାଇନ ଅନୁସାରେ ଖୁବ୍ଶୀଘ୍ର ରାଜ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁବାର ସୂଚନା ଦେଇଛନ୍ତି। ଟିକା ନେବା ପାଇଁ…
ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ବିଲ୍ଡର ଗିରଫ
ଭୁବନେଶ୍ୱର,୯।୭(ବ୍ୟୁରୋ):ଯୌତୁକ ସାମଗ୍ରୀ ହାତେଇବା ପରେ ପ୍ରଥମ ସ୍ତ୍ରୀଙ୍କୁ ମାଡ଼ ମାରି ଘରୁ ତଡ଼ି ଦେଇଥିଲେ। ଏବେ ଦ୍ୱିତୀୟ ସ୍ତ୍ରୀ ଆଣିଛନ୍ତି ସମାନ ଅଭିଯୋଗ। ତାଙ୍କ ଅଭିଯୋଗ ଆଧାରରେ କ୍ୟାପିଟାଲ ଥାନା ପୋଲିସ ଗୁରୁବାର ଅଭିଯୁକ୍ତ ସ୍ବାମୀ ତଥା ବିଲ୍ଡର ସୂର୍ଯ୍ୟନଗରରେ ରହୁଥିବା…
ଚାଇଲ୍ଡ ଲାଇନ୍ର ତଦନ୍ତ, ବାପାଙ୍କ ବିରୋଧରେ ଏତଲା
ଭୁବନେଶ୍ୱର,୯।୭(ବ୍ୟୁରୋ):୭ ବର୍ଷର ଝିଅ ପ୍ରତି ବାପା ଓ ସାବତ ମା’ର ଅକଥନୀୟ ନିର୍ଯାତନା ଘଟଣାରେ ଚାଇଲ୍ଡ ଲାଇନ୍ ହସ୍ତକ୍ଷେପ କରିଛି। ଗୁରୁବାର ଚାଇଲ୍ଡ ଲାଇନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଥିବା ପୀଡିତା ଶିଶୁ ଓ ତାଙ୍କ ପରିବାର…
ବର୍ଷାଙ୍କ ବିରୋଧରେ ପୁଣି ଅଭିଯୋଗ
କଟକ ଅଫିସ, ୯ା୭:ପାରିବାରିକ ବିବାଦ ମାମଲାରେ କେନ୍ଦ୍ରାପଡା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଗୁରୁବାର କଟକ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ଅଭିନେତ୍ରୀ ତଥା ସ୍ତ୍ରୀ ବର୍ଷା ତାଙ୍କ ବିରୋଧରେ ଷଡଯନ୍ତ୍ର କରିବା ସହ ଘର…
ଧରାପଡ଼ିବା ଭୟରେ ପ୍ରେମିକଙ୍କୁ ବାକ୍ସରେ ଲୁଚାଇଲେ ପ୍ରେମିକା
ବାରିପଦା ଅଫିସ,୯ା୭:ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅଞ୍ଚଳର ଜଣେ ଯୁବତୀ ଧରାପଡ଼ିବା ଭୟରେ ନିଜ ପ୍ରେମିକଙ୍କୁ ବାକ୍ସରେ ଲୁଚାଇ ରଖିବା ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ଅନୁଯାୟୀ, ଯୁବତୀ ଜଣକ…
ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ
ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଏ ନେଇ ସମୀକ୍ଷା କରିଛନ୍ତି। ଗତବର୍ଷ ବିନା ଭକ୍ତରେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହୋଇଥିବାରୁ ମୁଖ୍ୟମନ୍ତ୍ରୀ…
୧୧ ଖଣି ପାଇଁ ଇ- ନିଲାମ ଆରମ୍ଭ
ଭୁବନେଶ୍ୱର,୯ା୭(ବ୍ୟୁରୋ):ରାଜ୍ୟ ସରକାର ଆଉ ୧୧ ଖଣିର ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ୭ଟି ଲୁହାପଥର, ୨ଟି ଲୁହାପଥର ଓ ମାଙ୍ଗାନିଜ, ଗୋଟିଏ ଲୁହାପଥର ଓ ଡୋଲୋମାଇଟ ଓ ଗୋଟିଏ ବକ୍ସାଇଟ୍ ଖଣି ରହିଛି। ୭ଟି ଲୁହାପଥର ଖଣି…
ଘର ନ କଲେ ପ୍ଲଟ୍ ରଦ୍ଦ ହେବ
ଭୁବନେଶ୍ୱର,୯ା୭(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଦୀର୍ଘବର୍ଷ ହେଲା ଜାଗା ନେଇ ଘର କରି ନ ଥିବା ବ୍ୟକ୍ତିଙ୍କ ପ୍ଲଟ୍ ରଦ୍ଦ ହେବ। ଏ ନେଇ ପ୍ଲଟ୍ ନେଇଥିବା ବ୍ୟକ୍ତିଙ୍କୁ ସତର୍କ କରାଇଛି ବିଡିଏ। ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ଅନୁମୋଦିତ…
କୋଭିଡ୍ ପାଣ୍ଠି ଲାଗି ୨୩,୧୨୩ କୋଟି
ନୂଆଦିଲ୍ଲୀ, ୯।୭(ପି.ଟି.):କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ରଥମ ବୈଠକରେ କୋଭିଡ୍ ପ୍ୟାକେଜ୍ ସମେତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ଲାଗି ୨୩,୧୧୨୩ କୋଟି ଟଙ୍କାର…
Archives


