Home

ବଲିଉଡ୍‌ ନାୟକଙ୍କଠାରୁ ବି ଅଧିକ ପାଉଣା ନିଅନ୍ତି ଦକ୍ଷିଣ ଭାରତୀୟ ସିନେମାର ଏସବୁ ସୁପରଷ୍ଟାର, ଆଗରେ ରଜନୀକାନ୍ତ…

ହାଇଦ୍ରାବାଦ: ବଲିଉଡ୍‌ ଫିଲ୍ମକୁ ଦର୍ଶକ ପସନ୍ଦ କରିଥାନ୍ତି। ହେଲେ ଯୁବପୀଢ଼ିଙ୍କ ମଧ୍ୟରେ ଦକ୍ଷିଣ ଭାରତୀୟ ସିନେମାକୁ ନେଇ କ୍ରେଜ୍‌ ଭିନ୍ନ ଥାଏ। ବଲିଉଡ୍‌ଠାରୁ ଟଲିଉଡ୍‌ ସିନେମାକୁ ଅଧିକ ପସନ୍ଦ କରାଯାଉଥିବାରୁ ଏହାର କାହାଣୀକୁ ନେଇ ଅନ୍ୟ ଭାଷାରେ ଫିଲ୍ମ ନିର୍ମାଣ ମଧ୍ୟ…

ମୁମ୍ବାଇର ୮୦ ପ୍ରତିଶତ ଅଞ୍ଚଳ ଯିବ ସମୁଦ୍ର ଗର୍ଭ କୁ…

ମୁମ୍ବାଇ,୨୮।୮: ବିପଦ ମାଡ଼ି ଆସୁଛି, ଆଉ ୨୯ ବର୍ଷ ପରେ ୨୦୫୦ ବେଳକୁ ଫିଲ୍ମ ସିଟି ମୁମ୍ବାଇର ୮୦ ପ୍ରତିଶତ ଅଞ୍ଚଳ ସମୁଦ୍ର ଗର୍ଭକୁ ଯିବ। ଜଳବାୟୁ ପରିବର୍ତ୍ତନ ଯୋଗୁ ଏଭଳି ହେବାର ଆଶଙ୍କା ସୃଷ୍ଟି ହୋଇଛି। ମୁମ୍ବାଇର ମ୍ୟୁନିସପାଲ କମିଶନର…

ଅଧିକ ସିସିଟିଭି କ୍ୟାମେରା ସହର ତାଲିକାରେ ଦିଲ୍ଲୀ ଶୀର୍ଷରେ…

ନୂଆଦିଲ୍ଲୀ,୨୮।୮: ଅଧିକ ସିସିଟିଭି ଥିବା ପୃଥିବୀର ଶ୍ରେଷ୍ଠ ୧୦ ସହର ତାଲିକାରେ ଦିଲ୍ଲୀ ଶୀର୍ଷରେ ରହିଛି। ଟେକ୍ନୋଲୋଜି ସାଇଟ୍‌ କମ୍ପୋରେଟକ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ ଆଧାରରେ ଏହି ତାଲିକା ପ୍ରସ୍ତୁତ କରାଯାଇଛି। ମୋଷ୍ଟ ସର୍ଭେଲ୍ଡ୍‌ ସହର ଭାବେ ଦିଲ୍ଲୀ ଦେଶର…

ମୈସୁର ଗଣ ବଳାତ୍କାର ଘଟଣାର ୫ ଅଭିଯୁକ୍ତ ଗିରଫ…

ବେଙ୍ଗାଲୁରୁ,୨୮।୮: ମୈସୁର ଗଣ ବଳାତ୍କାର ଘଟଣାରେ କର୍ନାଟକ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ଘଟଣା ସହିତ ସମ୍ପୃକ୍ତ ଥିବା ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏନେଇ ଡିଜିପି ପ୍ରବିନ୍‌ ସୁଦ୍‌ ସୂଚନା ଦେଇଛନ୍ତି। ତାମିଲନାଡୁର ଏହି ଅଭିଯୁକ୍ତ ଶ୍ରମିକଙ୍କ ମଧ୍ୟରେ…

ପ୍ରେମ ବିବାହ କରିଥାନ୍ତି ଏହି ୩ ରାଶିର ବ୍ୟକ୍ତି; ବେଶ୍‌ ଭାଗ୍ୟଶାଳୀ ଏମାନଙ୍କ ପାର୍ଟନର

ଆଜିକାଲିର ସମୟରେ ସମସ୍ତେ ନିଜ ପସନ୍ଦର ଜୀବନସାଥୀ ପାଇବାକୁ ଚେଷ୍ଟିତ। ଭବିଷ୍ୟତରେ ଯେପରି ତରବରିଆ ଭାବେ ନିଆଯାଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ନ କରିବାକୁ ପଡେ ସେଥିପାଇଁ ସମସ୍ତେ ଚାହାନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଏପରି ୩ ରାଶି ରହିଛି, ଯେଉଁମାନଙ୍କ ଭାଗ୍ୟରେ…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣିଲେ ସମ୍ପର୍କୀୟ, ହସ୍ପିଟାଲ ପରିସରରେ ଉତ୍ତେଜନା

ଗଜପତି,୨୮ା୮(ଡି.ଏନ୍‌.ଏ): ଗଜପତି ଜିଲା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାରେ ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ସମ୍ପର୍କୀୟମାନେ ହସ୍ପିଟାଲ ସାମ୍ନାରେ ଧାରଣାରେ ବସିବା ସହ ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି। ଶୁକ୍ରବାର ରାତିରେ ପାରଳାଖେମୁଣ୍ଡି ୫ନଂ. ଓ୍ବାର୍ଡର ସେରି…

ବିବାହର ଠିକ୍‌ ପୂର୍ବରୁ ଭାଙ୍ଗିଥିଲେ ନିର୍ବନ୍ଧ ! ବିବାଦ ଭିତରେ ‘ଭାବି ଜି ଘର ପେ ହୈ’ ଶୋ’ ଛାଡ଼ିଥିଲେ ଏହି ଅଭିନେତ୍ରୀ

ବମ୍ବେ: ‘ଭାବି ଜି ଘର ପେ ହେ’ ଶୋ’ରେ ଅଙ୍ଗୁରୀ ଭାବି ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତ ହୋଇଥିଲେ ଅଭିନେତ୍ରୀ ଶିଳ୍ପା ସିନ୍ଦେ। ଆଜି ସେ ନିଜର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନୟ ସହ ବିବାଦକୁ ନେଇ…

ଘରକୁ ଘର ବୁଲି ଡେଙ୍ଗୁ ସଚେତନତା କଲେ ମହିଳା

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ସତ୍ୟନଗର ଲେଡିଜ୍‌ ଫୋରମ୍‌ ଓ ଭୁବନେଶ୍ବର ମ୍ୟୁନିସିପାଲ କର୍ପୋରେଶନର ମିଳିତ ସହଯୋଗରେ ସତ୍ୟନଗର ଦୁର୍ଗାମଣ୍ଡପ ବସ୍ତିଠାରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କର୍ପୋରେଶନ ପକ୍ଷରୁ ସମସ୍ତ ବସ୍ତିକୁ ବିଶୋଧନ କରାଯିବା ସହ ଡାକବାଜି ଯନ୍ତ୍ର ସାହାଯ୍ୟରେ…

ଟ୍ରେନ୍‌ରେ କଟି ରେଳ କର୍ମଚାରୀଙ୍କ ଜୀବନ ଗଲା

ବାଲେଶ୍ୱର ଅଫିସ,୨୮ା୮: ବାଲେଶ୍ୱର ଜିଲାର ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ଜଳେଶ୍ୱର ରେଳ ଷ୍ଟେଶନରେ କାର୍ଯ୍ୟ କରୁଥିବା ରେଳ କର୍ମଚାରୀ ବାବୁଲାଲ୍‌ ହେମ୍ରମଙ୍କର ଟ୍ରେନରେ କଟି ଜୀବନ ଯାଇଛି। ବାବୁଲାଲ ସିନିଅର ସେକ୍ସନ ଇଞ୍ଜିନିୟର ସିଗ୍‌ନାଲ ବିଭାଗ, ଜଳେଶ୍ୱର ଷ୍ଟେଶନରେ…

ଥାନାରେ ହାଜର ହେଲେ ଅଭିନେତା ବବି ମିଶ୍ର

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବବି ମିଶ୍ର ଏବେ ଅଡୁଆରେ ପଡ଼ିଛନ୍ତି। ଗୋଟିଏ ପରେ ଗୋଟିଏ ବିବାଦ ତାଙ୍କ ପଛକୁ ଯୋଡ଼ି ହୋଇଯାଉଛି। ଗାଡ଼ି ପାର୍କିଂକୁ ନେଇ ପଡ଼ୋଶୀଙ୍କ ସହିତ ଝଗଡ଼ା କରିଥିବା ତାଙ୍କ ନାମରେ ଅଭିଯୋଗ ହୋଇଥିବାରୁ ନୟାପଲ୍ଲୀ ଥାନା ପୋଲିସ…

ଦେଶର ବିକାଶ ଗତିକୁ ବୃଦ୍ଧି କରିଛି ଜନ ଧନ ଯୋଜନା…

ନୂଆଦିଲ୍ଲୀ,୨୮।୮: ଦେଶର ବିକାଶରେ ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ଏହା ବିକାଶ ଗତିକୁ ବହୁଗୁଣା ବୃଦ୍ଧି କରିବାକୁ ସକ୍ଷମ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନ ଧନ ଯୋଜନାର ୭ ବର୍ଷ ପୂର୍ତ୍ତିି ଅବସରରେ ଏଭଳି…

ଭାରତର ପ୍ରତିରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯିବା ଅପରିହାର୍ଯ୍ୟ…

ଚେନ୍ନାଇ,୨୮।୮: ଭାରତର ସୀମାକୁ ସଶକ୍ତ କରିବା ଲାଗି ପ୍ରତିରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯିବାର ଆବଶ୍ୟକତା ରହିଛି। ପୃଥିବୀରେ ଯେଉଁଭଳି ଭାବରେ ପରିବର୍ତ୍ତନ ଘଟୁଛି, ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଜରୁରୀ ହୋଇପଡ଼ିଛି। ପ୍ରତିଟି ଦେଶ ନିଜ ନିଜର ସାମରିକ ଶକ୍ତି ଆଧୁନିକୀକରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri