ଦୀର୍ଘ ସମୟ କାମ କରୁଛନ୍ତି କି; ଯାଇପାରେ ଜୀବନ
ଜେନେଭା,୧୭।୫:କରୋନା ମହାମାରୀ ଯୋଗୁ ଲୋକଙ୍କ ଜୀବନଶୈଳୀ ସମ୍ପୂର୍ଣ୍ଣ ବଦଳି ଯାଇଛି। ଖାଇବା ପିଇବା ଠାରୁ ପାର୍ଟି କରିବା, ସାଙ୍ଗମାନଙ୍କୁ ଭେଟିବା, ବାହାରକୁ ଯିବା ଏବଂ ଅଫିସ କାମ କରିବା ପର୍ଯ୍ୟନ୍ତ ସମସ୍ତ ପଦ୍ଧତି ବଦଳି ଯାଇଛି। ଏଥି ସହିତ, କରୋନା ମହାମାରୀ…
ଚାଷୀଙ୍କ ଉପରେ ଲାଠିମାଡ଼
ଚଣ୍ଡିଗଡ଼, ୧୭।୫: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟାର ରବିବାର ଯୋଗଦେଇଥିବା ଏକ କାର୍ଯ୍ୟକ୍ରମରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚାଷୀଙ୍କ ଉପରେ ପୋଲିସ ଲାଠିମାଡ଼ କରିଛି। ଏଥିରେ ଅନେକ ଚାଷୀ ଆହତ ହୋଇଛନ୍ତି। ପୋଲିସ ଅନ୍ଦୋଳନରତ ଚାଷୀଙ୍କ ଉପରକୁ ପ୍ଲାଷ୍ଟିକ୍ ଗୁଳି ଚଳାଇବା…
ଅତି ଭୀଷଣ ସାମୁଦ୍ରିକ ଝଡ଼ ରୂପ ନେଲା ତଉକ୍ତାଏ
ମୁମ୍ବାଇ/ବେଙ୍ଗାଲୁରୁ/ଥିରୁଭାନନ୍ଥପୁରମ୍, ୧୭।୫: ଆରବ ସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ତଉକତାଏ ରବିବାର ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) କହିଛି। ଆଗାମୀ ୧୨ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ମଙ୍ଗଳବାର ଭୋର ସମୟରେ ପୋରବନ୍ଦର…
ଡରାଉଛି ମୃତ୍ୟୁସଂଖ୍ୟା: ପୁଣି ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ
ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୩୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ,…
କଶ୍ମୀରରେ ଗାଜା ତାତି
ନୂଆଦିଲ୍ଲୀ/ଶ୍ରୀନଗର,୧୭ା୫: ପାଲେଷ୍ଟାଇନ୍ ସମର୍ଥନରେ ବିକ୍ଷୋଭ ପ୍ରଦର୍ଶନ କରିବାରୁ ଜମ୍ମୁ-କଶ୍ମୀର ପୋଲିସ ଅନୂ୍ୟନ ୨୧ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଜଣେ ଗ୍ରାଫିଟି ଆର୍ଟିଷ୍ଟ ଓ ଜଣେ ଧର୍ମଗୁରୁ ରହିଛନ୍ତି। ଶ୍ରୀନଗରର ୩୨ ବର୍ଷୀୟ ଗ୍ରାଫିଟି ଆର୍ଟିଷ୍ଟ ମୁଦାସିର ଗୁଲ୍ଙ୍କ ଦୋଷ…
କେନ୍ଦ୍ର ଜାରି କଲା ଏସ୍ଓପି
ନୂଆଦିଲ୍ଲୀ, ୧୭।୫(ପି.ଟି.): ବିଳମ୍ବରେ ହେଉ ପଛେ ଗ୍ରାମାଞ୍ଚଳରେ ସଂକ୍ରମଣ ରୋକିବାକୁ ଗାଇଡ୍ଲାଇନ ଜାରି କରିଛି କେନ୍ଦ୍ର। କରୋନା ଲକ୍ଷଣ ନ ଥିବା ବହୁବିଧ ରୋଗୀ କିମ୍ବା ସାମାନ୍ୟ ଲକ୍ଷଣ ଥିବା ମାମଲା କ୍ଷେତ୍ରରେ ହୋମ୍ ଆଇସୋଲେଶନରେ ରହିବା ସମ୍ଭବ ହେଉ ନ…
କୋଭିଡ୍ ପରିଚାଳନାରେ ଅବ୍ୟବସ୍ଥା, ଅନଶନରେ ବସିଲେ ସ୍ବେଚ୍ଛାସେବୀ
ବରଗଡ ଅଫିସ,୧୭।୫- ବରଗଡ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡିଛି। ଏଠାରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ବଢି ଚାଲିଛି। ଅନ୍ୟପଟେ ଜିଲାରେ କୋଭିଡ୍ ପରିଚାଳନା ଅବ୍ୟବସ୍ଥିତ ହୋଇ ପଡିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ନେଇ ସୋମବାର ବରଗ ସ୍ବେଚ୍ଛାସେବୀ…
ଲକ୍ଡାଉନ୍ ପ୍ରଭାବ: ୧୦ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ ହ୍ରାସ…
ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍ଡାଉନ୍ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛିି। ମେ’…
କମୁନି ସଂକ୍ରମଣ: ରାଜ୍ୟରେ ଆଜି ୧୦,୭୫୭ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୦,୭୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୦୨୪ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪୭୩୩ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ ସର୍ବାଧିକ…
ସଂକ୍ରମଣ ବେଗରେ ସାମାନ୍ୟ ବ୍ରେକ୍ : ଦିନକରେ ୨.୮୧ ଲକ୍ଷ ସଂକ୍ରମିତ, ୪୧୦୦ ମୃତ
ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କିନ୍ତୁ ସୋମବାର…
ଶିଶୁ ବିକ୍ରିକୁ ଗୁରୁତ୍ୱ ଦେଇ ନ ଥିଲା ପୋଲିସ
ଭୁବନେଶ୍ୱର,୧୭।୫(ବ୍ୟୁରୋ):ଜନ୍ମ ହେବାର ମାତ୍ର ୧୨ଟା ଦିନ ହୋଇଥିଲା। ଶିଶୁଟି ଭଲରେ ଆଖି ଖୋଲିବା ପୂର୍ବରୁ ମା’ କୋଳରୁ ଦୂରେଇ ଦେଇଥିଲେ ନିଷ୍ଠୁର ବାପା। ୫୦ ହଜାର ଟଙ୍କାରେ ଅନ୍ୟଜଣକୁ ବିକ୍ରି କରିଦେଇଥିଲେ। ଏନେଇ ନିର୍ଯାତିତା ମା’ ସ୍ବାମୀଙ୍କ ବିରୋଧରେ ନୟାପଲ୍ଲୀ ଥାନାରେ…
କୁକୁର ମୁହଁକୁ ଫିଙ୍ଗିଦେଲେ ବିଲେଇ ଛୁଆ
ଭୁବନେଶ୍ୱର,୧୭ା୫(ବ୍ୟୁରୋ):ଘରେ ପିଶିଯିବାରୁ ବିଲେଇ ଛୁଆଙ୍କୁ କୁକୁର ମୁହଁକୁ ଫିଙ୍ଗିଦେଲେ। କୁକୁରମାନେ ମା’ ଆଗରେ ବିଲେଇ ଛୁଆଙ୍କୁ ଝୁଣିଝୁଣି ଖାଇଗଲେ। ରବିବାର ଇନ୍ଫୋସିଟି ଥାନା ଅଞ୍ଚଳରେ ଏଭଳି ହୃଦୟବିଦାରକ ଘଟଣା ଘଟିଛି। ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ଏଭଳି ନିଷ୍ଠୁରତାକୁ ନେଇ ଏବେ…
Archives


