Home

ଏହି ଗାଁରେ ୪୦୦ରୁ ଅଧିକ ଯାଁଳା ପିଲା, ଆଜି ପର୍ଯ୍ୟନ୍ତ କାରଣ ଖୋଜି ପାଉନାହାନ୍ତି ବିଶେଷଜ୍ଞ

ଦୁନିଆରେ କିଛି ନା କିଛି ଅଜବ ଘଟଣା ଦେଖିବାକୁ ମିଳିଥାଏ। ଯାହା ଦେଶ ବିଦେଶରେ ଚର୍ଚ୍ଚା ହୋଇଥାଏ। କିଛି ବିଚିତ୍ର କଥା ଅଛି ଶୁଣିବା ପରେ ବି ବିଶ୍ୱାସ ହୋଇ ନ ଥାଏ। ଏମିତି ଏକ ବିଚିତ୍ର ଘଟଣା ଦେଖିବାକୁ ମିଳିଛି…

ଏମିତି ମନ୍ଦିର, ଯେଉଁଠି ଦେବୀଙ୍କ ପ୍ରତିମାରୁ ବହେ ଝାଳ

ଦୁନିଆ ରହସ୍ୟରେ ପରିପୂର୍ଣ୍ଣ। ଏସବୁ ବିଷୟରେ ଜାଣିବା ପାଇଁ ଲୋକଙ୍କ ମନରେ ସର୍ବଦା ଉତ୍ସୁକତା ରହିଥାଏ। ଅନେକ ରହସ୍ୟରୁ୍‌ ପରଦା ଉଠାଯାଇଥିବାବେଳେ ଅନେକ ରହସ୍ୟ ଅଛି ଯାହା କେବଳ ରହସ୍ୟ ହୋଇ ରହିଯାଇଛି। ଭାରତରେ ଏପରି ଅନେକ ସ୍ଥାନ ଅଛି ଯାହା…

‘ସଚିନ ତେନ୍ଦୁଲକରଙ୍କୁ ଫୋନ କରି ତୁରନ୍ତ ସାହାଯ୍ୟ ମାଗନ୍ତୁ’

ଲିଡ୍ସ,୨୬।୮: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଇଂଲଣ୍ଡରେ ଖରାପ ପ୍ରଦର୍ଶନ ଜାରି ରଖିଛନ୍ତି। ଇଂଲଣ୍ଡ ବିପକ୍ଷରେ ହାରାହାରି ୧୭.୨୫ରେ ୪ ଇନିଂସରେ ସେ ମାତ୍ର ୬୯ ରନ କରିଛନ୍ତି। ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚରେ ବିଫଳ…

ରାଜ୍ୟରୁ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, କଟକରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୦୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯୨ ଜଣ ଚିହ୍ନଟ…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୧୬୪ ରେ…

କୋହଲିଙ୍କୁ ଆଉଟ୍‌ କରି ଏମିତି କାରନାମା କଲେ ଆଣ୍ଡରସନ୍‌

ଲିଡ୍ସ,୨୬।୮: ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ୩୯ ବର୍ଷ ବୟସରେ ମଧ୍ୟ ଚମତ୍କାର ବୋଲିଂ ଜାରି ରଖିଛନ୍ତି। ୧୮ ବର୍ଷ ଧରି ଅନ୍ତର୍ଜାତୀୟ କ୍ରିକେଟ ଖେଳୁଥିବା ଆଣ୍ଡରସନଙ୍କ ସ୍ବିଙ୍ଗ ବଲ ପଢିବା କୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ ସହଜ ନୁହେଁ। ଭାରତ…

ଦେଶକୁ ମିଳିବେ ପ୍ରଥମ ମହିଳା ପ୍ରଧାନ ବିଚାରପତି, ସୁପ୍ରିମ୍‌କୋର୍ଟଙ୍କ ସୁପାରିଶକୁ କେନ୍ଦ୍ରର ସ୍ବୀକୃତି…

ନୂଆଦିଲ୍ଲୀ,୨୬।୮: ଦେଶକୁ ୨୦୨୭ରେ ଜଣେ ମହିଳା ପ୍ରଧାନବିଚାରପତି ମିଳିବା ନିଶ୍ଚିତ ହୋଇଛି। ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପାଇଁ ୯ ଜଣଙ୍କ ନାମ ଅଗଷ୍ଟ ୧୮ରେ ସୁପାରିଶ ଲାଗି ପଠାଯାଇଥିଲା। ଏହାକୁ କେନ୍ଦ୍ର ସରକାର ସ୍ବୀକୃତି ଦେଇଛନ୍ତି।…

୧୪୪ ବର୍ଷ ଟେଷ୍ଟ ଇତିହାସରେ ଦ୍ୱିତୀୟଥର ଘଟିଲା ଏମିତି

ଲିଡ୍ସ,୨୬।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ହେଡିଙ୍ଗଲେରେ ଖେଳାଯାଉଛି। ଭାରତ ପ୍ରଥମ ଦିନ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଟସ ଜିତିବା ପରେ ବିରାଟ କୋହଲି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଦଳ ଏକ ସମୟରେ ୫୮…

ଘରୁ ଆରମ୍ଭ ହେଉ ମହିଳା ସମାନତା

ନାରୀ ଏବଂ ପୁରୁଷ ସମାଜର ବିକାଶ ପାଇଁ ବିଶେଷ ଗୁରୁତ୍ୱବହନ କରିଥାନ୍ତି। ଦୁହିଁଙ୍କ ସମାନତାର ପ୍ରଭାବ ପରିବାରଠାରୁ ଆରମ୍ଭ କରି ସମଗ୍ର ପୃଥିବୀର ବିକାଶ ଧାରାକୁ ପ୍ରତିଫଳିତ କରିଥାଏ। ଭାରତ ସମେତ ପୃଥିବୀର ବହୁ ପ୍ରାଚୀନ ସମାଜ ନାରୀ ପୁରୁଷ ସମାନତାର…

ମେକ୍ସିକୋ ପଳାଇଲେ ଆଫଗାନ୍‌ ପ୍ରତିଭା

ମେକ୍ସିକୋ ସିଟି, ୨୬ା୮: ତାଲିବାନ୍‌ ଫେରିବା ପରେ ଆଫଗାନ ମହିଳାଙ୍କ ଭବିଷ୍ୟତ ଉପରେ ଘନେଇଛି କଳାବାଦଲ। ଛାତ୍ରୀଙ୍କ ପଢ଼ାରେ ଡୋରି ପଡ଼ିବାକୁ ଯାଉଛି। ତାଲିବାନ୍‌ ଶାସନରେ କଠୋର ଶରିଆ ଆଇନ ସେମାନଙ୍କଠାରୁ ସବୁକିଛି ଛଡ଼ାଇନେବ। ଏଭଳି ନର୍କପୂର୍ଣ୍ଣ ଜୀବନରୁ ମୁକ୍ତି ପାଇଁ…

ତାଲିବାନ୍‌, ଚାଇନା ଆଲୋଚନା

କାବୁଲ/ବେଜିଂ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୬ା୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆଫଗାନିସ୍ତାନରେ ଦୁଇ ଦଶନ୍ଧି ଧରି ଚାଲିଥିବା ଯୁଦ୍ଧରେ ପୂର୍ଣ୍ଣଚ୍ଛେଦ ପକାଇ ସୈନ୍ୟ ପ୍ରତ୍ୟାହାର ନିଷ୍ପତ୍ତି ନେବା ପରେ ଗତ ଅଗଷ୍ଟ ୧୫ରେ ତାଲିବାନ୍‌ କାବୁଲ ଦଖଲ କରିଥିଲା, ଯଦିଓ ସମ୍ପୂର୍ଣ୍ଣ ସେନା ଅପସାରଣକୁ ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri