Home

ମେ’ ୨୪ ଯାଏ ବଢ଼ିଲା କରୋନା କର୍ଫ୍ୟୁ: ରାସ୍ତାକଡ଼ ଦୋକାନୀଙ୍କୁ ହଜାରେ, ଗରିବଙ୍କୁ ମିଳିବ ରାଶନ

ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶରେ କରୋନାର ଦ୍ୱିତୀୟ ଲହର ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଦୈନିକ ସଂକ୍ରମଣ ହଜାର ହଜାର ସଂଖ୍ୟାରେ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ପରିସ୍ଥିତି ଏଭଳି ହୋଇଛି ଯେ, ଅନ୍ତିମ ସଂସ୍କାର ପାଇଁ ଶ୍ମଶାନରେ…

ଡିୟୁରେ କରୋନା ଆତଙ୍କ: ୨୫ କର୍ମଚାରୀଙ୍କ ମୃତ୍ୟୁ…

ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ(ଡିୟୁ)ରେ ଆତଙ୍କ ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ୨୫ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାର ବର୍ଗଙ୍କୁ ୟୁନିଭରସିଟି ଟିଚରର୍ସ ଓ୍ବେଲଫେୟାର ଫଣ୍ଡ୍‌ ପକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ମୂଳକ…

ବଢ଼ିପାରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଗତ କିଛିଦିନ ହେବ ସଂକ୍ରମଣ ହାର ୧୦ ହଜାର ଉପରେ ରହୁଛି। ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ମେ’ ୫ ତାରିଖରୁ ସମଗ୍ର ରାଜ୍ୟକୁ ଲକ୍‌ଡାଉନ ଘୋଷଣା କରିଛନ୍ତି। ଆସନ୍ତା ୧୯…

ଜମିବାଡ଼ିକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ବଲାଙ୍ଗୀର ଅଫିସ,୧୬।୫: ବଲାଙ୍ଗୀର ଜିଲା ସଇଁତଳା ଥାନା କୁମ୍ଭାରୀ ଗ୍ରାମରେ ଜମିବାଡ଼ି କଳହକୁ ନେଇ ଶନିବାର ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡ଼ିଛି। ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।…

ନୂଆ ଭାରିଆଣ୍ଟ୍‌ ଆଗରେ ଅକାମୀ ହେଉଛି ଭାକ୍ସିନ୍‌, ବିଶେଷଜ୍ଞ ଦେଲେ ସୂଚନା…

ଲଣ୍ଡନ,୧୬।୫: କରୋନା ମହାମାରୀ ସଂକ୍ରମଣରେ ଭାକ୍ସିନ୍‌ ଏବେ ପ୍ରଭାବଶୂନ୍ୟ ହେବାରେ ଲାଗିଛି। ନୂଆ ବି-୧-୬୭୧-୨ ଭାରଆଣ୍ଟ୍‌ ବିରୋଧରେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରିବା ନେଇ ଭାକ୍ସିନ୍‌ ଅକାମୀ ହୋଇଯାଉଥିବା ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ପ୍ରଫେସର ଆନ୍ଥୋନୀ ହାର୍ନଡେନ୍‌ ସୂଚନା…

ପୁଣି ୧୯ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୬।୫(ବ୍ୟୁରୋ): କରୋନା ନେଲା ଆଉ ୧୯ ଜୀବନ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୩୧୩ରେ ପହଞ୍ଚିଛି। ମୃତକମାନେ ୧୦ ଜିଲାର ଥିବା ବେଳେ ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ଜଣ ଅଛନ୍ତି। ସେହିଭଳି ଅନୁଗୋଳ ଓ ରାୟଗଡ଼ା…

ଘରୋଇ ହସ୍ପିଟାଲରେ ମାଗଣାରେ ହେବ କରୋନା ଚିକିତ୍ସା: ମୁଖ୍ୟମନ୍ତ୍ରୀ

ପଣଜୀ,୧୬।୫: ଗୋଆରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ କିଛି ଦିନ ହେବ ହସ୍ପିଟାଲରେ ଅକ୍ସିଜେନ ଅଭାବରୁ ଅନେକ କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଯାହାକୁ ନେଇ ପ୍ରଶାସନର କାର୍ଯ୍ୟ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହେଲେ ଏହି ଅଭିଯୋଗକୁ…

ବନ୍ଦ ହେଲା ଧାରାବାହିକ, ଚଳଚ୍ଚିତ୍ର ଶୁଟିଂ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବୋଲ ମାନୁନାହିଁ କରୋନା। ତେଣେ ଦିନକୁ ଦିନ ହୁ ହୁ ହୋଇ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳିସ୍ଥିତିରେ ଜରୁରୀକାଳୀନ ସେବା ବ୍ୟତିତ ଅନ୍ୟ ସମସ୍ତ ସେବାକୁ ବନ୍ଦ କରିଦିଆଯାଇଥିବା ବେଳେ ରବିବାର ଏସ୍‌ଆର୍‌ସିଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ…

ଗୋଆରେ ପହଞ୍ଚିଲା ବାତ୍ୟା ‘ତଉକତେ’…

ମୁମ୍ବାଇ,୧୬।୫: ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ବାତ୍ୟା ‘ତଉକତେ’ ରବିବାର ଗୋଆର ଉପକୂଳବର୍ତ୍ତୀ ଅଞ୍ଚଳରେ ପହଞ୍ଚିଛି। ଏହାର ପ୍ରଭାବରେ ଗୋଆରେ ପ୍ରବଳ ବର୍ଷା ଲାଗେି ରହିଛି। ଧୀରେଧୀରେ ପବନର ବେଗ ବଢୁଥିବାରୁ ଗଛ ଭାଙ୍ଗି ପଡ଼ି ରାସ୍ତା…

ବେକାବୁ କରୋନା: ଆଜି ରାଜ୍ୟରେ ୧୧,୭୩୨ ପଜିଟିଭ୍‌ ଚିହ୍ନଟ; ପୁଣି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧,୭୩୨ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୬୫୬୯ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୧୬୩ ଲୋକାଲ କେସ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ…

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ଜୀବନ ବଞ୍ଚାଇବା ଲାଗି କଢ଼ାଗଲା ଆଖି…

ଯୋଧପୁୁର,୧୬।୫: କରୋନାରେ ମହାମାରୀ ସଂକ୍ରମଣ ସହିତ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଧୀରେଧୀରେ ବ୍ଲାକ୍‌ ଫଙ୍ଗସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଜଣେ ମହିଳାଙ୍କ ଜୀବନ ବଞ୍ଚାଇବା ଲାଗି ବ୍ଲାକ୍‌ ଫଙ୍ଗସ୍‌ରେ ସଂକ୍ରମିତ ହୋଇଥିବା ଆଖିକୁ ଅପରେଶନ…

ହସ୍ପିଟାଲରେ ମିଳୁନି ବେଡ୍‌: ଘରେ ମରୁଛନ୍ତି ଲୋକେ…

ବେଙ୍ଗାଲୁରୁ,୧୬।୫: କରୋନାରେ ମହାମାରୀ ସଂକ୍ରମଣ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ମିଳୁନି। ଏପରିସ୍ଥଳେ ଲୋକେ ଘରେ ରହି ଚିକିତ୍ସିତ ହୋଇ ଶେଷରେ ମରୁଛନ୍ତି। ଗତବର୍ଷ ବ୍ରିଟେନ୍‌ରେ ଦେଖାଦେଇଥିବା ସ୍ଥିତି କର୍ନାଟକରେ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri