୩ ମାସ ଧରି ଘରେ ଅଛି କାର୍, ଅନ୍ଲାଇନ୍ରେ ଫାଇନ୍ ଆସିଛି ୩୦୦୦ ଟଙ୍କା
ଭଦ୍ରକ ଅଫିସ,୪ା୭: ଆରଟିଓ ଏବଂ ପୋଲିସ ବିଭାଗର ଅଜବ ନିୟମ। ଦୀର୍ଘ ତିନି ମାସ ଧରି ଘରେ ଥିବା ଏକ କାର୍ ଉପରେ ଲାଗିଛି ୩ ହଜାର ଟଙ୍କା ଫାଇନ୍। ଯାହାକୁ ନେଇ ଏବେ ଚିନ୍ତାରେ କାର୍ ମାଲିକ। ସୂଚନାନୁଯାୟୀ, ଭଦ୍ରକ…
କଲ୍ୟାଣ ସିଂ ହସ୍ପିଟାଲରେ ଭର୍ତ୍ତି…
ନୂଆଦିଲ୍ଲୀ,୪।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କର ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଶନିବାର-ରବିବାର ବିଳମ୍ବିତ ରାତ୍ରରେ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଡ. ରାମମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଲ୍ୟାଣ ସିଂଙ୍କୁ…
ସୋମବାରଠାରୁ ଗଞ୍ଜାମରେ କୋଭାକ୍ସିନ ଟିକାକରଣ
ଛତ୍ରପୁର,୪ା୭(ଡି.ଏନ୍.ଏ.): ଭୁବନେଶ୍ୱର ପରେ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲାରେ କୋଭାକ୍ସିନ ପହଞ୍ଚିଛି। ବ୍ରହ୍ମପୁର ସହର ସମେତ ଗଞ୍ଜାମ ଜିଲା ପାଇଁ ୧ ଲକ୍ଷ ୪୦ ହଜାର କୋଭାକ୍ସିନ ପହଞ୍ଚିବା ପରେ ଏହାକୁ ରବିବାର ଟିକାଦାନ କେନ୍ଦ୍ରକୁ ପଠାଇ କାର୍ଯ୍ୟ ଆରମ୍ଭ…
ହିନ୍ଦୁ ଦେବୀଙ୍କୁ ଅପମାନ, ଟୁଇଟର ଇଣ୍ଡିଆ ଏମ୍ଡ଼ି ବିରୋଧରେ ଅଭିଯୋଗ…
ନୂଆଦିଲ୍ଲୀ,୪।୭: ଟୁଇଟର ବିରୋଧରେ ଅଭିଯୋଗ ଥମିବାର ନାଁ ଧରୁନି। ଏବେ ହିନ୍ଦୁ ଦେବାଦେବୀଙ୍କ ଅପମାନ କରାଯାଇଥିବା ନେଇ ଟୁଇଟର ଇଣ୍ଡିଆ ଏମ୍ଡ଼ି ମନୀଷ ମାହେଶ୍ୱରୀଙ୍କ ବିରୋଧରେ ଅଭିଯୋଗ ଅଣାଯାଇଛି। ଆଇନଜୀବୀ ଆଦିତ୍ୟ ସିଂ ଏନେଇ ଅଭିଯୋଗ କରିଛନ୍ତି। ମା’ କାଳୀଙ୍କୁ ନେଇ…
ଏଥର କେବଳ ସେବାୟତ ଟାଣିବେ ରଥ
ପୁରୀ ଅଫିସ,୪।୭: ଚଳିତବର୍ଷ ରଥଯାତ୍ରାରେ କେବଳ ସେବାୟତମାନେ ରଥ ଟାଣିବେ। ମନ୍ଦିର ପ୍ରଶାସନ ଓ ଜିଲା ପ୍ରଶାସନ କର୍ମଚାରୀମାନେ ରଥଟଣାରେ ନିୟୋଜିତ ହେବେ ନାହିଁ। ରଥଯାତ୍ରାରେ ନିୟୋଜିତ ହେବାକୁ ଥିବା ସମସ୍ତ ବ୍ୟକ୍ତିମାନଙ୍କର କୋଭିଡ୍ ଟେଷ୍ଟ କରାଯିବ। ଏଥିପାଇଁ ପାଖାପାଖି ୬ ହଜାର…
ରାଜ୍ୟରେ ଆଉ ୪୨ ମୁଣ୍ଡ ନେଲା କରୋନା; ଖୋର୍ଦ୍ଧା-ବରଗଡ଼ରୁ…
ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮ ଜଣ ଥିବା ବେଳେ ବରଗଡ଼ରୁ ୫, ସୁନ୍ଦରଗଡ଼ରୁ ୪, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଗଞ୍ଜାମରୁ ୩ ଜଣ ଲେଖାଏ, ଢେଙ୍କାନାଳ,…
ଲୋକ ସଭା ବିରୋଧୀ ଦଳ ନେତା ପଦରୁ ହଟିବେ ଅଧିର ରଞ୍ଜନ !…
ନୂଆଦିଲ୍ଲୀ,୪।୭: ଲୋକ ସଭା ବିରୋଧୀ ଦଳ ନେତା ପଦରୁ ଅଧିର ରଞ୍ଜନ ଚୌଧୁରୀ ହଟିବା ନେଇ କଂଗ୍ରେସରେ ଚର୍ଚ୍ଚା ହେଉଛି। ଏହି ପଦବୀରେ ଶଶି ଥରୁର୍ କିମ୍ବା ମନୀଷ ତିଓ୍ବାରୀଙ୍କୁ ନିଯୁକ୍ତ କରିବା ଲାଗି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା କରୁଥିବା…
ରାଜ୍ୟରେ ୨୮୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ଆଜି କଟକ ଆଗରେ
ଭୁବନେଶ୍ୱର,୪।୭(ବ୍ୟୁରୋ): କଟକଣା ସତ୍ତ୍ୱେ ସଂକ୍ରମଣ ଉପରେ ଲଗାମ ଲାଗୁନାହିଁ। ଏହି କ୍ରମରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୫୨ କ୍ୱାରେଣ୍ଟାଇନ୍ର ଥିବା ବେଳେ ବାକି ୧୨୧୮ ଲୋକାଲ କେସ ରହିଛି।…
ଅକ୍ଟୋବର-ନଭେମ୍ବରରେ ଶୀର୍ଷରେ ପହଞ୍ଚିବ ତୃତୀୟ ଲହର, ମାର୍ଗଦର୍ଶିକା ପାଳନ ଅପରିହାର୍ଯ୍ୟ…
ନୂଆଦିଲ୍ଲୀ,୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଡିପାର୍ଟମେଣ୍ଟ୍ ଅଫ୍ ସାଇନ୍ସ୍ ଆଣ୍ଡ୍ ଟେକ୍ନୋଲୋଜି ପକ୍ଷରୁ ଚେତାବନୀ ଦିଆଯାଇଛି। ଗାଣିତିକ ମଡେଲ ଆଧାରରେ ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଏହା…
ରବିଧାନ କିଣା ବନ୍ଦ
ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ଆଉ ରବି ଧାନ ସଂଗ୍ରହ ହେବ ନାହିଁ। କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ସମୟ ଶେଷହୋଇ ଯାଇଥିବାରୁ ଧାନ କିଣା ବନ୍ଦ ହୋଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶନିବାର ଏହା…
ଦୈନିକ ସଂକ୍ରମଣରେ ଲଗାମ୍, ପିଜିଟିଭ୍ ହାର ୨.୩୪ ପ୍ରତିଶତ…
ନୂଆଦିଲ୍ଲୀ,୪।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍ ଲାଗିଛି। ଲଗାତାର ୭ ଦିନ ଧରି ଦୈନିକ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳେ ରହିଛି। ଗତ…
ଏକା ସାଙ୍ଗରେ ମା’ ହେବାକୁ ପଣ କରିଥିଲେ ୩ ଭଉଣୀ, କାରଣ ଜାଣିଲେ…
ଯାଆଁଳା ପିଲାଙ୍କ ପାଇଁ ଅନେକ କିଛି ରହିବା ସ୍ବାଭାବିତ। କିନ୍ତୁ କାଲିଫର୍ନିଆରେ ଏକାଠି ଜନ୍ମ ହୋଇଥିବା ୩ ଭଉଣୀଙ୍କ ଜୀବନରେ ଏମିତି ଏକ ମୁହୂର୍ତ୍ତ ଆସିଛି ଯାହା ଅତ୍ୟନ୍ତ ରୋମାଞ୍ଚର ବିଷୟ। ପିଲାଦିନରୁ ଏକାଠି ବଢ଼ିଥିବା ଏହି ଭଉଣୀମାନଙ୍କର ବିବାହ ପରେ…
Archives


