Home

ଆଜି ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୪୨୬କୁ ବୃଦ୍ଧି

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ଦୈନିକ ମୃତ୍ୟୁସଂଖ୍ୟା ୬୦ ତଳକୁ କମୁନି। ସୋମବାର ସର୍ବାଧିକ ୬୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

ଆଜି ରାଜ୍ୟରୁ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୭୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୧,୬୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୪୩ ଜଣ ଚିହ୍ନଟ…

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…

ନୂଆଦିଲ୍ଲୀ,୨୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୭୨ରେ ପହଞ୍ଚିଛି। ଏହି ସମୟ…

ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିଛି। କୋଭିଡ୍‌ଗାଇଡ୍‌ ଲାଇନ୍‌ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି। ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ଏବଂ ଦୁଇଟି ଡୋଜ୍‌ ଟିକାକରଣ ରିପୋର୍ଟ ସହ…

ପୁଣି ବିପଦ, ସେପ୍ଟେମ୍ବରରୁ ପ୍ରତିଦିନ ୪ ରୁ ୫ ଲକ୍ଷ ଦୈନିକ ସଂକ୍ରମଣ ଆଶଙ୍କା…

ନୂଆଦିଲ୍ଲୀ,୨୩।୮: ପୁଣି ବିପଦ ମାଡ଼ି ଆସୁଛି। କରୋନା ମହାମାରୀର ଭୟଙ୍କର ରୂପ ପୁଣି ଥରେ ଭାରତରେ ଦେଖିବାକୁ ମିଳିବାର ଆଶଙ୍କା ରହିଛି। ଏନେଇ ନୀତି ଆୟୋଗ ପକ୍ଷରୁ ଚେତାବନୀ ଦିଆଯାଇଛି। କରୋନାର ତୃତୀୟ ଲହର ନେଇ ନୀତି ଆୟୋଗ ପକ୍ଷରୁ ଅଅଗୁଆ…

୨୭ ଜିଲାରେ ମରୁଡ଼ି ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): କରୋନା ମହାମାରୀରୁ ମୁକୁଳି ନ ଥିବା ବେଳେ ଓଡ଼ିଶାକୁ ମାଡ଼ିଆସୁଛି ଆଉ ଏକ ବିପଦ। ଅନାବୃଷ୍ଟି ଯୋଗୁ ରାଜ୍ୟ ଏବେ ଘୋର ସଙ୍କଟ ଭିତରକୁ ଟାଣିହୋଇ ଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଧୋକା ଦେଇଛି। ଆଷାଢ଼ ଯାଇ ଶ୍ରାବଣ ଶେଷ…

ରାଖୀ ପୂର୍ଣ୍ଣିମାରେ ଭଉଣୀକୁ କିଡ୍‌ନୀ ଦେଲେ ଭାଇ

ନୂଆଦିଲ୍ଲୀ, ୨୩ା୮: ରାଖୀ ପୂର୍ଣ୍ଣିମାରେ ଭଉଣୀକୁ ଉପହାରରେ ନୂଆ ଜୀବନ ଦେଇଛନ୍ତି ଭାଇ। କିଡ୍‌ନୀଜନିତ ରୋଗରେ ପୀଡ଼ିତ ଭଉଣୀକୁ ତାଙ୍କ ସାନଭାଇ ନିଜର ଏକ କିଡ୍‌ନୀ ଦାନ କରି ଜୀବନ ରକ୍ଷା କରିଛନ୍ତି। ସୂଚନା ମୁତାବକ, ହରିୟାଣା ରୋହତକ୍‌ର ଜଣେ ୩୧…

ଚାଷୀ ଗୀତ ଗାଇଲେ ବର୍ଷା ହୁଏ

ଜୟପୁର, ୨୩।୮: ରାଜସ୍ଥାନରେ ବର୍ଷାଭାବ ବେଳେ ଚାଷୀ ହାତରେ ଛତା ଧରି ବିଲକୁ ଯାଇ ରାଗ ମେଘ ମଲ୍ଲାର ଗୀତ ଗାଇଲେ ବର୍ଷା ହୋଇଥାଏ। ଏକଥା ବିଶ୍ୱାସ ନ ହେଲେ ମଧ୍ୟ ସତ୍ୟ। ଏପରିକି କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଏହି ଘଟଣାରେ…

୫ ହଜାର ବର୍ଷର ଭାରତ-କାନ୍ଦାହାର ସମ୍ପର୍କ

ନୂଆଦିଲ୍ଲୀ, ୨୩ା୮: ଇତିହାସର ଆଫଗାନିସ୍ତାନ ବର୍ତ୍ତମାନଠାରୁ ଥିଲା ସମ୍ପୂର୍ଣ୍ଣ ଅଲଗା। ଦିନେ ଏହା ଗାନ୍ଧାର ଭାବେ ପରିଚିତ ଥିଲା ବୋଲି ଅଧ୍ୟୟନ କୁହେ। ବାସ୍ତବରେ ମଧ୍ୟ ଗାନ୍ଧାରରୁ ‘କାନ୍ଦାହାର’ରେ ପରିଣତ ହୋଇଥିବା ସହର ଏବେ ବି ଆଫଗାନିସ୍ତାନରେ ରହିବା ଏହାର ସତ୍ୟତାକୁ…

୨୦ ବର୍ଷ ଧରି ପ୍ରକୃତ ପିତାଙ୍କୁ ଖୋଜୁ ଖୋଜୁ ପୂରା ପରିବାର ପାଇଗଲେ ମହିଳା, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ଦୁନିଆ ଭିଡ଼ ଭିତରେ କେହି ହଜିଗଲେ ଖୋଜି ପାଇବା କଷ୍ଟକର। ମାତ୍ର ୨୦ ବର୍ଷ ଧରି ଜଣେ ମହିଳା ତାଙ୍କ ପିତାଙ୍କୁ ଖୋଜି ଚାଲିଥିଲେ। ଏବେ ତାଙ୍କୁ ପୂରା ପରିବାର ମିଳିଯାଇଛନ୍ତି। ଖୁସିରେ ତାଙ୍କ ଗୋଡ଼ ତଳେ ଲାଗୁନି। ଏକ ଟିଭି…

ମା’ଙ୍କୁ ରାସ୍ତା ମଝିରେ ପିଟୁଥିଲା ପୁଅ, ରକ୍ଷା କରିବାକୁ ଧାଇଁ ଆସିଲା କୁକୁର; ଆଉ ତା’ପରେ

ଚେନ୍ନାଇ,୨୩।୮:କୁହାଯାଏ କୁକୁର ହେଉଛି ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱସ୍ତ। ଚଳଚ୍ଚିତ୍ରର ଅନେକ ଦୃଶ୍ୟରେ, ଆପଣ ନିଶ୍ଚୟ ଦେଖିଥିବେ ଯେ କୁକୁର କିପରି ମାଲିକକୁ ବଞ୍ଚାଇବା ପାଇଁ ନିଜ ଜୀବନକୁ ବାଜି ଲଗାଏ। ତାମିଲନାଡୁର ନାମାକ୍କାଲ ସହରରୁ ମଧ୍ୟ ଏଭଳି ଏକ ଘଟଣା…

ଦଳୀୟ ନେତାଙ୍କୁ ଚେତାବନୀ ଦେଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୨।୮: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ତାଙ୍କର ସମସ୍ତ କ୍ୟାବିନେଟ ମନ୍ତ୍ରୀ ତଥା ଦଳର ବରିଷ୍ଠ ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ କରି ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି ଯେ, ବିଶେଷ ସମ୍ବେଦନଶୀଳ ପ୍ରସଙ୍ଗରେ ଜନସାଧାରଣଙ୍କ ନିକଟକୁ ଯିବା ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri