Home

ଭିଏସ୍‌ଏସ୍‌ ନଗର ମାର୍କେଟ, ଏକାମ୍ରକାନନ ପାର୍କ ସିଲ୍‌

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ଦିନକୁ ଦିନ ବେପରୁଆ ହୋଇ ପଡୁଛନ୍ତି ରାଜଧାନୀବାସୀ। ହାଟ, ବଜାରରେ ଭିଡ଼ କରୁଛନ୍ତି। ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଏନ୍‌ଫୋର୍ସମେଣ୍ଟ ଟିମ୍‌ ଓ ପୋଲିସ ପକ୍ଷରୁ ମିଳିତ ଭାବେ ବିଭିନ୍ନ…

ରାଜଧାନୀରେ ବ୍ୟାପିଲା ଡେଙ୍ଗୁ

ଭୁବନେଶ୍ୱର, ୩ା୭ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ସଙ୍କଟ ଟଳି ନ ଥିବାବେଳେ ଡେଙ୍ଗୁ ଆତଙ୍କ ଦେଖିବାକୁ ମିଳିଛି। ବର୍ଷା ଆରମ୍ଭରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବିଭିନ୍ନ ଓ୍ବାର୍ଡରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ଚନ୍ଦ୍ରଶେଖରପୁର ଓ ନୀଳାଦ୍ରିବିହାର ଅଞ୍ଚଳରେ ୧୨ଜଣ…

ସରକାର ସମସ୍ତ ସମ୍ବଳ ବିନିଯୋଗ କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ବ୍ୟୁରୋ): ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହା ହେଉଛି ଆମର ମୂଳମନ୍ତ୍ର। ଶିଶୁମାନଙ୍କୁ ଉପଯୁକ୍ତ ଚିକିତ୍ସା ନିଶ୍ଚିତ କରିବା ଲାଗି ରାଜ୍ୟ ସରକାର ସମସ୍ତ ଉପଲବ୍ଧ ସମ୍ବଳକୁ ବିନିଯୋଗ କରିବେ। ଶୁକ୍ରବାର ଶିଶୁ ବିଶେଷଜ୍ଞ ଡାକ୍ତରମାନଙ୍କ ତାଲିମ କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ…

ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୬ ଦିନ ଧରି ଦୈନିକ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳେ…

ଘରୋଇ ହସ୍ପିଟାଲ ଟିକା ୯୫:୫ କରାଯାଉ

ଭୁବନେଶ୍ୱର, ୩ା୭(ବ୍ୟୁରୋ): କେନ୍ଦ୍ର ସରକାର ଘରୋଇ ହସ୍ପିଟାଲକୁ ଯୋଗାଇ ଦେଉଥିବା ଟୀକା ଅନୁପାତକୁ ୭୫:୨୫ ପରିବର୍ତ୍ତେ ୯୫:୫ କରିବା ପାଇଁ ଓଡିଶା ଦାବି କରିଛି। ଏନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ…

ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ମଚାରୀଙ୍କ ଆତ୍ମାହୁତି ଘଟଣା: କୁଳପତିଙ୍କ ସମେତ ୩ ଜଣଙ୍କୁ ଆଗୁଆ ଜାମିନ

କଟକ ଅଫିସ, ୩ା୭: ସମ୍ବଲପୁର ବିଶ୍ୱବିଦ୍ୟାଳୟର ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ଆତ୍ମାହୁତି ଘଟଣାରେ ଶୁକ୍ରବାର କୁଳପତି ପ୍ରଫେସର ସଞ୍ଜୀବ ମିତଲ, ୱାର୍ଡନ ବିଶ୍ୱଜିତ୍‌ ଶତପଥୀ ଓ ସହକାରୀ ନିର୍ଦ୍ଦେଶକ(କ୍ରୀଡା) ଅବିନାଶ କରଙ୍କୁ ହାଇକୋର୍ଟ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଗତ…

ବଗ୍‌ରାମ ଛାଡ଼ିଲେ ଆମେରିକା ସୈନ୍ୟ

କାବୁଲ,୩ା୭: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରୁ କିଛି ସମୟ ଧରି ଆମେରକୀୟ ସେନା ପର୍ଯ୍ୟାୟକ୍ରମେ ସ୍ବଦେଶକୁ ଫେରିବାରେ ଲାଗିଛନ୍ତି। ଏହି କ୍ରମରେ ବଗ୍‌ରାମ ବାୟୁସେନା ଘାଟିରୁ ଆମେରିକା ଓ ନାଟୋ ସୈନ୍ୟ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଆଫଗାନ ଜାତୀୟ ସୁରକ୍ଷା ଏବଂ ପ୍ରତିରକ୍ଷା ବଳକୁ…

ବୋପାନ୍ନା-ସାନିଆ ବିଜୟୀ

ଲଣ୍ଡନ, ୩।୬(ପି.ଟି.)-ଅଭିଜ୍ଞ ସାନିଆ ମିର୍ଜା ଓ ରୋହନ ବୋପାନ୍ନା ଯୋଡ଼ି ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ମିକ୍ସଡ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅଲ୍‌ ଇଣ୍ଡିଆନ ପ୍ରଥମ ରାଉଣ୍ଡ ମୁକାବିଲାରେ ବୋପାନ୍ନା-ସାନିଆ ୬-୨, ୭-୬(୫) ସେଟ୍‌ରେ ନିଜ ଦେଶର ରାମକୁମାର…

ଆଇଏସ୍‌ଆଇର ଡ୍ରୋନ୍‌ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ/ଶ୍ରୀନଗର, ୩।୭: ଜୁନ୍‌ ୨୬-୨୭ ମଧ୍ୟରାତ୍ରିରେ ଜମ୍ମୁସ୍ଥିତ ବାୟୁସେନା ଘାଟିକୁ ପାକିସ୍ତାନୀ ଡ୍ରୋନ୍‌ ଟାର୍ଗେଟ କରିଥିଲା। ଏହି ହାଇସିକ୍ୟୁରିଟି ଜୋନ୍‌ର ଟେକ୍ନିକାଲ ଏରିଆରେ ଲଗାତର ଘଟିଥିବା ଦୁଇଟି ଆର୍‌ଡିଏକ୍ସ ବିସ୍ଫୋରଣ ଯଦିଓ ବିଶେଷ କ୍ଷୟକ୍ଷତି ଘଟାଇ ପାରିନାହିଁ, ତଥାପି ଭାରତର ଚିନ୍ତା…

ଟୋକିଓ ଅଲିମ୍ପିକ୍ସ : ଭାରତୀୟ ପତାକାଧାରୀ ଦୌଡ଼ରେ ସିନ୍ଧୁ, ପୁନିଆ

ନୂଆଦିଲ୍ଲୀ, ୩ା୭-ଟୋକିଓ ଅଲିମ୍ପିକ୍ସ କ୍ରମେ ପାଖେଇ ଆସିଥିବାବେଳେ ଉଦ୍‌ଘାଟନୀ ସମାରୋହରେ କେଉଁ ଆଥ୍‌ଲେଟ ଭାରତୀୟ ପତାକାଧାରୀ ହେବେ ତାହାକୁ ନେଇ ଉତ୍ସାହ ବଢ଼ିଛି। ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଜୁଲାଇ ୫ରେ ପତାକାଧାରୀଙ୍କ ନାମ ଘୋଷଣା କରିବା ସମ୍ଭାବନା ରହିଛି। ଏହା…

ବାଦ୍‌ ପଡ଼ିବ ୩ ହଜାର ଏଫ୍‌ପିଏସ୍‌ କାଉଣ୍ଟର

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶ୍ରମିକମାନେ କାମଧନ୍ଦା ପାଇଁ ଅନ୍ୟ ରାଜ୍ୟକୁ ଚାଲିଯାଉଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସେହି ଲୋକମାନେ କିପରି ଅନ୍ୟ ରାଜ୍ୟରେ ନିଜର ରାଶନ ପାଇପାରିବେ ସେନେଇ କେନ୍ଦ୍ର ସରକାର ‘ୱାନ୍‌ ନେଶନ ୱାନ୍‌ ରାଶନ’ ବ୍ୟବସ୍ଥା କରିବାକୁ ସମସ୍ତ ରାଜ୍ୟ…

ବେଜୋସ୍‌ଙ୍କ ପୂର୍ବରୁ ମହାକାଶ ଯିବେ ବ୍ରାନ୍‌ସନ

ବ୍ଲୁ ଅରିଜିନ୍‌ ତଥା ଆମାଜନ ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ ଜୁଲାଇ ୨୦ରେ ମହାକାଶ ଯାତ୍ରା ପାଇଁ ଯୋଜନା କରିଥିବାବେଳେ ଏହା ପୂର୍ବରୁ ଅନ୍ୟ ଜଣେ ଅରବପତି ଉଦ୍ୟୋଗୀ ରିଚାର୍ଡ ବ୍ରାନ୍‌ସନ ଭିର୍ଜିନ୍‌ ଗାଲାକ୍ଟିକ୍‌ ହୋଲ୍ଡିଂସ୍‌ ଆଇଏନ୍‌ଏସ୍‌ର (ଏସ୍‌ପିସିଇ.ଏନ୍‌)ର ପରୀକ୍ଷାମୂଳକ ଉଡ଼ାଣରେ ମହାକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri