ଭାରତୀୟ ଦଳକୁ ଲାଗିଲା ବଡ଼ ଝଟ୍କା
ଲଣ୍ଡନ,୧।୬: ଭାରତ ଏବଂ ଇଂଲଣ୍ଡ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ ଆଉ ଏକ ବଡ଼ ଝଟ୍କା ଲାଗିଛି। ଆଘାତ କାରଣରୁ ଓପନର୍ ବ୍ୟାଟ୍ସମ୍ୟାନ ଶୁଭମନ ଗିଲ ପ୍ରାରମ୍ଭିକ ଟେଷ୍ଟରେ ଖେଳି ପାରିବେ ନାହିଁ। ତଥାପି, ଟେଷ୍ଟ ସିରିଜ ଆରମ୍ଭ ପାଇଁ…
ପାରାଦୀପ ବେଳାଭୂମିରୁ ବିରଳ ମୃତ ସ୍ପିନ୍ନର ଡଲ୍ଫିନ ଜବତ
ପାରାଦୀପ, ୧।୭(ସ୍ବ.ପ୍ର.): ପାରାଦୀପ ବେଳାଭୂମିର ହନୁମାନ ମନ୍ଦିର ପଛପଟେ ବୁଧବାର ସକାଳୁ ଏକ ମୃତ ସ୍ପିନ୍ନର ଡଲ୍ଫିନ ଦେଖିବାକୁ ମିଳିଥିଲା। ସେହି ଡଲ୍ଫିନକୁ କେତେଜଣ ଲୋକ ବାଲିରେ ପୋତି ଦେଇଥିଲେ। ଏହି ଖବର ଗଣମାଧ୍ୟମ ପ୍ରତିନିଧିମାନେ ଜାଣିବା ପରେ ବନ ବିଭାଗକୁ…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୧।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ୯୫୧ ଥିବାବେଳେ ୮୧୭ ଜଣଙ୍କ ମୃତ୍ୟୁ…
କରୋନା ପରିଚାଳନା ତ୍ରୁଟି ଲୋକଙ୍କ ଆଗରେ ରଖିବ ଯୁବ କଂଗ୍ରେସ
ଭୁବନେଶ୍ୱର, ୧।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତ୍ରୁଟିଗତ ପରିଚାଳନା, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ, ଖାଇବା ତେଲ ଇତ୍ୟାଦିର ଅହେତକୁ ଦରଦାମ ବୃଦ୍ଧି ପ୍ରସଙ୍ଗ ଲୋକଲୋଚନକୁ ଆଣିବାକୁ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପ୍ରୟାସ କରୁଛି। ଯୁବ କଂଗ୍ରେସ ପକ୍ଷରୁ ବୁଧବାର ରାଜ୍ୟ…
ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ କ୍ରାଇମବ୍ରାଞ୍ଚର ଆଡ୍ଭାଇଜରି
କଟକ ଅଫିସ, ୧।୭: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ଉଦ୍ଦେଶ୍ୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ବୁଧବାର ଟୁଇଟର ମାଧ୍ୟମରେ ଆଡ୍ଭାଇଜରି ଜାରି କରାଯାଇଛି। ଏଥିରେ କୁହାଯାଇଛି, ସୋସିଆଲ ମିଡିଆରେ ଆକାଉଣ୍ଟ ଖୋଲିବା ସମୟରେ ସେହି ୱେବ୍ସାଇଟ୍ର ପ୍ରିଭେସି ପଲିସିକୁ ଭଲଭାବେ ପଢି ତୃତୀୟ ପକ୍ଷ…
ସିରମ୍କୁ ଝଟ୍କା, କୋଭାଭାକ୍ସ୍ ପରୀକ୍ଷା ପାଇଁ ମିଳିଲାନି ଅନୁମତିି…
ନୂଆଦିଲ୍ଲୀ,୧।୭: କୋଭିଶିଲ୍ଡ ଭାକ୍ସିନ୍ ପ୍ରସ୍ତୁତ କରିଥିବା ପୁଣେସ୍ଥିତ ସିରମ୍ ଇନଷ୍ଟିଚ୍ୟୁଟ୍କୁ ବଡ଼ ଝଟ୍କା ଲାଗିଛି। ୨ରୁ ୧୭ ବର୍ଷ ବୟସ୍କ ପିଲାଙ୍କଠାରେ କରୋନା ଟିକା କୋଭାଭାକ୍ସର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଲାଗି ସରକାରୀ ପ୍ୟାନେଲ ପକ୍ଷରୁ ଅନୁମତି ପ୍ରଦାନ କରାଯାଇ…
ମହାନଦୀରୁ ୩୫ କେଜିର ମାଛ ଉଦ୍ଧାର
କଟକ ଅଫିସ, ୧।୭: କଟକସ୍ଥିତ ମୁଣ୍ଡଳି ପୋଲ ନିକଟ ମହାନଦୀରୁ ବୁଧବାର ୩୫ କେଜି ଓଜନର ଏକ ମାଛ ଉଦ୍ଧାର କରାଯାଇଛି। ସ୍ଥାନୀୟ ଅଞ୍ଚଳର ଭୀମସେନ ନାମକ ଜଣେ ମତ୍ସ୍ୟଜୀବୀ ମଙ୍ଗଳବାର ରାତିରେ ମୁଣ୍ଡଳି ନିକଟ ମହାନଦୀରେ ମାଛ ଧରିବା ପାଇଁ…
ପ୍ରଚଣ୍ଡ ତାତି: କାନାଡାରେ ୧୩୪ ମୃତ
ଭାନ୍କୋଭର,୧ା୭(ଏଏଫ୍ପି): କାନାଡା ଓ ଉତ୍ତର-ପଶ୍ଚିମ ଆମେରିକାକୁ ବିପଦ ଡାକିଆଣିଛି ଗ୍ରୀଷ୍ମ ପ୍ରବାହ। କାନାଡାର ଭାନ୍କୋଭର ଅଞ୍ଚଳରେ ୪୯.୫ ଡିଗ୍ରୀ ସେଲ୍ସିୟସ୍ ତାପମାତ୍ରା ରେକର୍ଡ କରାଯାଇଛି। ଏହାକୁ ଦେଶରେ ଅଦ୍ୟାବଧି ସର୍ବାଧିକ ବୋଲି କୁହାଯାଉଛି। ଅସହ୍ୟ ଗ୍ରୀଷ୍ମ ପ୍ରବାହ ଯୋଗୁ ଗରମରେ ଶୁକ୍ରବାରରୁ…
ଗାଡ଼ି ଧକ୍କାରେ କଲରାପତରିଆ ବାଘ ମୃତ
ଦଶପଲ୍ଲା,୧।୭(ଡି.ଏନ.ଏ.): ବୁଧବାର ରାତି ପ୍ରାୟ ୧୧ଟା ସମୟରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଦଶପଲ୍ଲା ବ୍ଲକ୍ ଅଧୀନ ବୁଗୁଡ଼ା ନିକଟ ପଶ୍ଚିମ ବନ୍ୟପ୍ରାଣୀ ଅଞ୍ଚଳ ଶାଳଭଙ୍ଗା ଜଙ୍ଗଲରେ କୌଣସି ଗାଡ଼ି ଧକ୍କାରେ ଏକ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ମୃତ…
‘ବର୍ଷକରେ ୮ଲକ୍ଷ ଶିଶୁଙ୍କୁ ଟିକା ଲକ୍ଷ୍ୟ’
ଝାରସୁଗୁଡ଼ା ଅଫିସ,୧।୭: ୫ବର୍ଷରୁ କମ୍ ବୟସର ଶିଶୁ, କମ୍ ରୋଗ ପ୍ରତିରୋଧକ ଶକ୍ତିଥିବା ଶିଶୁ, ଅପପୁଷ୍ଟିର ଶିକାର ହୋଇଥିବା ଶିଶୁଙ୍କୁ ନିମୋକୋକାଲ ରୋଗ ହେବା ଆଶଙ୍କା ରହିଥାଏ। ଏହି ରୋଗ ପ୍ରତିହତ କରିବା ପାଇଁ ସମସ୍ତ ଯୋଗ୍ୟ ଶିଶୁମାନଙ୍କୁ ପିସିଭି (ନିମୋକୋକାଲ…
ଭୂମିହୀନ ୧୮ ଲକ୍ଷ କୃଷକ ପରିବାରକୁ ୩୮୬ କୋଟି ସହାୟତା
ଭୁବନେଶ୍ୱର,୧।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କାଳିଆ’ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ବୁଧବାର ୩୮୬ କୋଟି ଟଙ୍କାର କୋଭିଡ୍ ସହାୟତା ପ୍ରଦାନ କରିଛନ୍ତି । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯାଇଛି। ଏହାଦ୍ବାରା ୧୮ ଲକ୍ଷ…
ଆନ୍ତଃ ଜିଲା କଟକଣା ବସ୍ ପାଇଁ ଅଡୁଆ
ଭୁବନେଶ୍ୱର,୧।୭(ବ୍ୟୁରୋ): ଦୀର୍ଘଦିନ ଧରି ବସ୍ ସେବା ବନ୍ଦ ହେବା ପରେ ରାଜ୍ୟ ସରକାର ଜୁଲାଇ ପହିଲାରୁ ୨୦ଟି ଜିଲାରେ ଚଳାଚଳ କରିବାକୁ ଅନୁମତି ଦେଇଛନ୍ତି। ତେବେ ଅନ୍ୟ ୧୦ଟି ଜିଲାରେ ସଂକ୍ରମଣ ହାର ଅଧିକ ରହୁଥିବାରୁ ବସ ଚଳାଚଳକୁ ନିଷେଧ କରାଯାଇଛି।…
Archives


