Home

ଟୁଇଟରକୁ ପ୍ରଶ୍ନ: କାହିଁକି ବନ୍ଦ କରିଥିଲ କେନ୍ଦ୍ରମନ୍ତ୍ରୀଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ,୨୯।୬: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ବିରୋଧୀ ଏମ୍‌ପି ଶଶି ଥରୁରଙ୍କ ଆକାଉଣ୍ଟକୁ କାହିଁକି ଲକ୍‌ କରାଯାଇଥିଲା? ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଟୁଇଟରକୁ ଉପରୋକ୍ତ ପ୍ରଶ୍ନ କରିଛି କଂଗ୍ରେସ ନେତା ଥରୁରଙ୍କ ନେତୃତ୍ୱାଧୀନ ସୂଚନା ଓ…

ପହିଲାରୁ ଏଟିଏମ୍‌ରୁ ଟଙ୍କା ଉଠାଇଲେ ଲାଗିବ ଚାର୍ଜ

ନୂଆଦିଲ୍ଲୀ,୨୯।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ଏଟିଏମ୍‌ କାର୍ଡରେ ମାସକୁ ୪ ଥରରୁ ଅଧିକ ଥର ଟଙ୍କା ଉଠାଇଲେ ଆକାଉଣ୍ଟରୁ ଗଣିବାକୁ ପଡ଼ିବ ଟଙ୍କା। ଏହି ନିୟମ ଜୁଲାଇ ପହିଲାରୁ ପୂରା ଦେଶରେ ଆରମ୍ଭ ହେବ। ବେସିକ ସେଭିଂ ବ୍ୟାଙ୍କ…

ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ଲାଗି ଦୂତୀଙ୍କ ନାମ ସୁପାରିସ୍‌

ଭୁବନେଶ୍ୱର,୨୯।୬: ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳ ରତ୍ନ ପାଇଁ ମହିଳା ଧାବକ ଦୂତୀ ଚାନ୍ଦଙ୍କ ନାମ ରାଜ୍ୟ ସରକାର ସୁପାରିସ କରିଛନ୍ତି। ଚଳିତ ବର୍ଷ କ୍ରୀଡ଼ାରେ ଦୂତି ଉଲ୍ଲେଖନୀୟ ପ୍ରଦର୍ଶନ କରି ଭାରତକୁ ଅଗ୍ରଣୀ କରିଥିବାରୁ ମଙ୍ଗଳବାର…

ପରଲୋକରେ ଉପେନ୍ଦ୍ର କୁମାର ପାହାଡ଼ସିଂହ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ପରଲୋକରେ ଆକାଶବାଣୀର ପୂର୍ବତନ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡସିଂହ। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ତେବେ ୯୦ ଦଶକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଥିଲେ ସେ। ଗୁରୁ ଗମ୍ଭୀର ସ୍ବରରେ ସମ୍ବାଦ…

ହ୍ରିତିକ୍‌ଙ୍କ ଏହି ଫଟୋକୁ ଦେଖି ପୂର୍ବପତ୍ନୀ କହିଲେ ‘୨୧ ବର୍ଷର ଭଳି ଲାଗୁଛ’; ଭାଇରାଲ ହେଉଛି…

ବମ୍ବେ: ଛାଡପତ୍ର ପରେ ପୂର୍ବ ସ୍ବାମୀଙ୍କ ସହ ଭଲ ସମ୍ପର୍କ ରଖିଛନ୍ତି ସୁଜୈନ ଖାନ୍‌। ଅଭିନେତା ହ୍ରିତିକ ରୋଶନ ଏବଂ ସେ ଅନେକ ପାର୍ଟିରେ ଏକାଠି ନଜର ଆସୁଛନ୍ତି। ପିଲାମାନଙ୍କ ସହ ଏକାଠି ସମୟ ମଧ୍ୟ ଅତିବାହିତ କରୁଛନ୍ତି ମଧ୍ୟ। ଏସବୁ…

୧ ଲକ୍ଷ ୨୦ ହଜାର ଦେଇ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କଠାରୁ ୧୨ଟି ଆମ୍ବ କିଣିଲେ ଏହି ବ୍ୟକ୍ତି; କାରଣ ଜାଣିଲେ…

ବର୍ତ୍ତମାନ ସମୟରେ ସବୁଠାରୁ ଶକ୍ତିଶାଳୀ ମାଧ୍ୟମ ପାଲଟିଛି ସାମାଜିକ ଗଣମାଧ୍ୟମ। ଏଥିରେ କିଛି ବି ଭାଇରାଲ ହେବା ମାତ୍ରେ ଚର୍ଚ୍ଚାର ବିଷୟକୁ ଆସିଯାଏ। ବାସ୍‌, ଅନେକ କିଛି ପରିବର୍ତ୍ତନ ହୋଇଯାଏ ଏଥିରେ। ସେଭଳି କ୍ରମରେ ଝାରଖଣ୍ଡ ଜାମସେଦପୁରରେ ରହୁଥିବା ଜଣେ ପଞ୍ଚମ…

ଜାନ୍‌ଙ୍କୁ ଦେଖି ଚିହ୍ନିପାରୁନାହାନ୍ତି ଅନେକ; ପଛରେ ରହିଛି ଏଭଳି…

ବମ୍ବେ: ବର୍ତ୍ତମାନ ସମୟରେ ଫିଟ୍‌ ରହିବା ହେଉଛି ବଡ଼ ଆହ୍ବାନ। ହେଲେ ଏହାକୁ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରୁଛନ୍ତି ଅନେକ ସେଲିବ୍ରିଟି। ବିଗ୍‌ ବସ୍‌ ସିଜନ-୧୪ରେ ଭାଗ ନେଇଥିବା ଜାନ କୁମାର ସାନୁ ଏବେ ସେଭଳି କିଛି କରି ସମସ୍ତଙ୍କୁ ଚମକାଇ…

ଅକ୍ଷୟ କୁମାରଙ୍କୁ କଟ୍ରିନା ପଚାରିଲେ ‘ତୁମକୁ ରାଖୀ ବାନ୍ଧି ପାରିବି କି?’; ଜବାବରେ ଚାପୁଡ଼ା….

ବମ୍ବେ: ସୁନ୍ଦରୀ ଅଭିନେତ୍ରୀଙ୍କ ସହ ରୋମାନ୍ସ କରିବାକୁ ମନ ଆତୁର ହୋଇପାରେ। ହେଲେ ଯଦି ରାଖୀ ବାନ୍ଧିବାକୁ କୁହାଯାଏ, ତେବେ ଉତ୍ତର ନା ହେବା ସ୍ବାଭାବିକ। ଏଭଳି କିଏ କାହିଁକି ବା ଚାହିଁବ। ସେଭଳି କିଛି ଥିଲା ଅଭିନେତ୍ରୀ କଟ୍ରିନା କୈଫଙ୍କ…

ଜୁଲାଇ ପହିଲାରୁ ବଦଳିବାକୁ ଯାଉଛି ଏସ୍‌ବିଆଇର ଅନେକ ନିୟମ: ଚେକ୍‌ବୁକ୍‌ଠାରୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୯।୬: ଦେଶର ସର୍ବବୃହତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଆସନ୍ତା ଜୁଲାଇ ପହିଲାରୁ ଅନେକ ପରିବର୍ତ୍ତନ କରିବାକୁ ଯାଉଛି। ବ୍ୟାଙ୍କ ନଗଦ ପ୍ରତ୍ୟାହାର, ଶାଖାରୁ ନଗଦ ଟଙ୍କା ଉଠାଇବା ଏବଂ ଚେକ୍‌ ବୁକ୍‌ ପାଇଁ ଏହାର ଶୁଳ୍କକୁ ସଂଶୋଧନ କରିବାକୁ…

୫୦ପ୍ରତିଶତରେ ଖୋଲିବ ବାର, ପବ୍‌

ଚଣ୍ଡିଗଡ଼,୨୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହରର ଏବେ ଧୀରେ ଧିରେ ନିୟନ୍ତ୍ରଣକୁ ଆସୁଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିଛି। ହେଲେ ଏବେ ବି ସଙ୍କଟ ଜାରି ରହିଛି। ସମ୍ଭାବ୍ୟ ତୃତୀୟ ଲହରକୁ…

ଭାରତରେ ମର୍ଡେନା ଭାକ୍ସିନକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୯।୬: ଖୁବ୍‌ଶୀଘ୍ର ଭାରତକୁ ଆସିବ ଆଉ ଏକ ବିଦେଶୀ ଟିକା। ଏଥିପାଇଁ ବାଟ ଫିଟିଥିବା ବେଳେ ଆମେରିକୀୟ କମ୍ପାନୀ ମର୍ଡେନା ଟିକା ଖୁବଶୀଘ୍ର ଭାରତ ଆସିବ ବୋଲି ଜଣାପଡ଼ିଛି। ଏନେଇ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ମର୍ଡେନାକୁ ଅନୁୁମତି ଦେଇଥିବା…

ଟିଉସନ କରିବା ବେଳେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇଥିଲେ; ଅପହରଣ ପରେ ବଳାତ୍କାର ଅଭିଯୋଗରେ ବାନ୍ଧିଲା ପୋଲିସ

ପାଟଣା,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପାଟଣା ପୋଲିସ ଜଣେ ୨୮ ବର୍ଷର ଯୁବକଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri