Home

ଆଫଗାନିସ୍ତାନର ସମସ୍ତ କ୍ରିକେଟ ଷ୍ଟାଡିୟମ ଦଖଲ କଲା ତାଲିବାନ: ଜାଣନ୍ତୁ କେଉଁଠି ଅଛନ୍ତି ଦେଶର ଖେଳାଳି !

କାବୁଲ,୧୭।୮: ତାଲିବାନ ଆଫଗାନିସ୍ତାନକୁ ସମ୍ପୂର୍ଣ୍ଣ ଦଖଲ କରିଛି। ରାଷ୍ଟ୍ରପତି ଅଶରଫ ଗନି ଦେଶ ଛାଡ଼ି ପଳାଇବା ପରେ ପରିସ୍ଥିତି ଅନିୟନ୍ତ୍ରିତ ହୋଇପଡ଼ିଛି। ଏପରି ସ୍ଥିତିରେ ଆଫଗାନିସ୍ତାନରେ କ୍ରୀଡ଼ା କ୍ଷେତ୍ରରେ ଅସୁବିଧା ଉପୁଜିବାର ସମ୍ଭାବନା ଦେଖାଦେଇଛି। ତାଲିବାନ ଦେଶର ସମସ୍ତ କ୍ରିକେଟ ଷ୍ଟାଡିୟମକୁ…

କିଛି ବର୍ଷ ପୂର୍ବେ ତାଲିବାନଠାରୁ ବଞ୍ଚି ପାକିସ୍ତାନରେ ଆଶ୍ରୟ ନେଇଥିଲେ; ଏବେ ପୁଣି ଚିନ୍ତାରେ ଏହି କ୍ରିକେଟରଙ୍କ ପରିବାର…

କାବୁଲ,୧୭।୮: ତାଲିବାନ କ୍ଷମତା ଦଖଲ ପରେ ଆଫଗାନିସ୍ତାନରେ ଅନିଶ୍ଚିତତା ଦେଖାଦେଇଛି। ରବିବାର ତାଲିବାନ କାବୁଲ ଏବଂ ରାଷ୍ଟ୍ରପତି ଭବନ କବ୍ଜା କରିଥିଲା। ଏହାପୂର୍ବରୁ ରାଷ୍ଟ୍ରପତି ଅଶରଫ୍‌ ଗନି ଦେଶ ଛାଡ଼ିଦେଇଥିଲେ। ଫଳରେ ଦେଶରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛଇ। ଲୋକମାନେ ନିଜକୁ…

ଦର୍ଶକଙ୍କ ମଧ୍ୟରେ ଖେଳାଯାଇପାରେ ଆଇପିଏଲ୍‌

ନୂଆଦିଲ୍ଲୀ,୧୭।୮ : ଆସନ୍ତା ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଆରମ୍ଭ ହେବାକୁ ଯାଇଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ-୧୪)ର ଦ୍ୱିତୀୟ ପର୍ଯ୍ୟାୟ। ବଳକା ୩୧ ମ୍ୟାଚ୍‌ ଦର୍ଶକଙ୍କ ଉପସ୍ଥିତିରେ ଖେଳାଯାଇପାରେ। ଏମିରେଟ୍ସ କ୍ରିକେଟ ବୋର୍ଡ (ଇସିବି)ର ସାଧାରଣ…

ଆଫଗାନିସ୍ତାନରେ ଫସିଥିବା ଭାରତୀୟଙ୍କୁ ନିରାପଦରେ ଫେରାଇ ଆଣିବୁ: ଭାରତୀୟ ରାଷ୍ଟ୍ରଦୂତ

ଗାନ୍ଧିନଗର,୧୭।୮: ତାଲିବାନ ସଙ୍କଟ ମଧ୍ୟରେ କାବୁଲରୁ ଭାରତରେ ପହଞ୍ଚିଛନ୍ତି ଭାରତୀୟ ରାଷ୍ଟ୍ରଦୂତ ରୁଦ୍ରେନ୍ଦ୍ର ଟଣ୍ଡନ। ମଙ୍ଗଳବାର ଗୁଜୁରାଟର ଜାମନଗରରେ କାବୁଲରୁ ବାୟୁସେନା ସି-୧୭ ଗ୍ଲୋବାମାଷ୍ଟର ବିମାନରେ ପହଞ୍ଚିଥିବା ଭାରତୀୟ ରାଷ୍ଟ୍ରଦୂତ ସରକାରଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି। ଏହି ସମୟରେ ସେ କହିଛନ୍ତି…

ଟି-୨୦ ବିଶ୍ୱକପ୍‌ ପାଇଁ ଏବେଠୁ ଅଣ୍ଟା ଭିଡିଲାଣି ନ୍ୟୁଜିଲାଣ୍ଡ: ଦଳର ଏହି ପ୍ରମୁଖ ବୋଲର୍‌ଙ୍କୁ କଲା କୋଚ୍‌

ନୂଆଦିଲ୍ଲୀ,୧୭।୮: ୟୁଏଇରେ ଅକ୍ଟୋବରରୁ ଆରମ୍ଭ ହେବାକୁ ଯାଉଛି ଟି-୨୦ ବିଶ୍ୱକପ୍‌। ଏହାପୂର୍ବରୁ ନ୍ୟୁଜିଲାଣ୍ଡ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିଛି। ଏକ ବଡ଼ ନିଷ୍ପତ୍ତି ସ୍ବରୂପ ଦଳ ପୂର୍ବତନ ଦ୍ରୁତ ବୋଲର ସେନ ବଣ୍ଡଙ୍କୁ କୋଚ୍‌ ଭାବରେ ନିଯୁକ୍ତ କରିଛି। ବଣ୍ଡ…

ପୁଣି ବିଗିଡିଲା ନୀରଜ ଚୋପ୍ରାଙ୍କ ସ୍ବାସ୍ଥ୍ୟାବସ୍ଥା

ପାନିପତ,୧୭।୮: ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ନୀରଜ ଚୋପ୍ରାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପୁଣି ଖରାପ ହୋଇଛି। ପଦକ ଜିତିବାର ଦଶ ଦିନ ପରେ ଚୋପ୍ରା ମଙ୍ଗଳବାର ନିଜ ଘର ପାନିପାତରେ ପହଞ୍ଚିଥିଲେ। ତାଙ୍କ କନଭେନ ସମଲଖାର ହାଲଡାନା ବର୍ଡରରୁ ଏକ ଶୋଭାଯାତ୍ରାରେ…

ବିନା ସର୍ତ୍ତରେ ଟିଏମ୍‌ସିରେ ସାମିଲ ହୋଇଛି: ସୁସ୍ମିତା

କୋଲକତା,୧୭।୮: କଂଗ୍ରେସର ପୂର୍ବତନ ନେତ୍ରୀ ସୁସ୍ମିତା ଦେବ ନିକଟରେ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି। ମଙ୍ଗଳବାର ସେ କହିଛନ୍ତି ଯେ, ବିନା ସର୍ତ୍ତରେ ତୃଣମୂଳ କଂଗ୍ରେସ କଂଗ୍ରେସରେ ଯୋଗ ଦେଇଛନ୍ତି ଏବଂ ଦଳର ସଭାପତି ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ଏପିସୋଡ ପିଛା ୬୦ ହଜାର ନିଅନ୍ତି ଏହି ସୁନ୍ଦରୀ ଅଭିନେତ୍ରୀ; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ଟେଲି ଧାରାବାହିକ ‘କୁଣ୍ଡଲୀ ଭାଗ୍ୟ’ରେ ନଜର ଆସୁଛନ୍ତି ଅଭିନେତ୍ରୀ ଶ୍ରଦ୍ଧା ଆର଼୍ୟା। ପ୍ରୀତା ଭୂମିକାରେ ତାଙ୍କ ଅଭିନୟ ଦର୍ଶକଙ୍କ ମନ କିଣି ଆସୁଛି। ଏଥିଯୋଗୁ ତାଙ୍କର ପ୍ରଶଂସକ କାହିଁରେ କେତେ। ଏକତାଙ୍କ ଏହି ଧାରାବାହିକ ସହ ଜଡ଼ିତ ହେବା ପୂର୍ବରୁ…

ଅନୀଲଙ୍କୁ ପୁଣି ଇଡ଼ିର ସମନ ଜାରି…

ମୁମ୍ବାଇ,୧୭।୮: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କୁ ବୁଧବାର ହାଜର ହେବା ପାଇଁ ଇଡି ପକ୍ଷରୁ ମଙ୍ଗଳବାର ନୂଆ ସମନ ଜାରି କରାଯାଇଛି। ସୁପ୍ରିମକୋର୍ଟ ୭୧ ବର୍ଷୀୟ ଏନ୍‌ସିପି ନେତାଙ୍କୁ ମଧ୍ୟବର୍ତ୍ତୀକାଳୀନ ସୁରକ୍ଷା ପ୍ରଦାନ ଲାଗି ମନା କରିଦେଇଥିଲେ। ଦେଶମୁଖଙ୍କୁ ଅଗଷ୍ଟ…

ଅନ୍ତିମ ସଂସ୍କାରକୁ ପିନ୍ଧିକି ଯାଇଥିବା ଡ୍ରେସ୍‌ ନିଲାମ କଲେ ଦୀପିକା: ପ୍ରଶଂସକ କହିଲେ…

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ଚର୍ଚ୍ଚାରେ। କିଛି ଦିନ ହେବ ସେ ନିଜର ପୁରୁଣା ପୋଷାକ ନିଲାମ କରୁଥିବାର ଦେଖାଯାଇଛି। ଏହା ମଧ୍ୟ ଏକ ସାମାଜିକ କାର୍ଯ୍ୟ ପାଇଁ କରୁଛନ୍ତି। ଦୀପିକା ଏହି ନିଲାମରୁ ଅର୍ଜିତ ରାଶି ‘ଲାଇଭ ଲଭ…

ବିଚାରପତିଙ୍କ ସୁରକ୍ଷା ନେଇ ଟାସ୍କ୍‌ ଫୋର୍ସ ଗଠନ ଦାବି ପ୍ରତି କେନ୍ଦ୍ର ସରକାରଙ୍କ ଅସହମତି…

ନୂଆଦିଲ୍ଲୀ,୧୭।୮: ବିଚାରପତିମାନଙ୍କୁ ସୁରକ୍ଷା ଦେବା ପାଇଁ ଏକ ଟାସ୍କ୍‌ ଫୋର୍ସ ଗଠନ ଦାବିକୁ କେନ୍ଦ୍ର ସରକାର ଅଯୌକ୍ତିକ କହିଛନ୍ତି। ଏଥିରେ ଅସହମତି ପ୍ରକାଶ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ, ରାଜ୍ୟମାନଙ୍କ ଦ୍ୱାରା ଏଭଳି ସ୍ବତନ୍ତ୍ର ଟାସ୍କ୍‌ ଫୋର୍ସ ଗଠନ କରାଯିବା…

ଏହି ମହାନ କ୍ରିକେଟର୍‌ଙ୍କୁ ପଛରେ ପକାଇଲେ କୋହଲି

ଲର୍ଡସ,୧୭।୮: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଆଉ ଏକ ରେକର୍ଡ କରିଛନ୍ତି। ଅଧିନାୟକ ଭାବରେ ଟେଷ୍ଟ ଜିତିବା ଦୃଷ୍ଟିରୁ ସେ ଚତୁର୍ଥ ନମ୍ବରରେ ପହଞ୍ଚିଛନ୍ତି। ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଟିମ ଇଣ୍ଡିଆ ଆୟୋଜକ ଇଂଲଣ୍ଡକୁ ୧୫୧ ରନ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri