Home

ବିଦ୍ୟୁତ୍‌ ବିଲ୍‌ ନାହିଁ: ଆବାସ ତାଲିକାରୁ ନାମ ବାଦ୍‌

ରଘୁନାଥପୁର,୧ା୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ପୁରଣାବସନ୍ତ ପଞ୍ଚାୟତର ବହୁ ଯୋଗ୍ୟ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ପାଇନାହାନ୍ତି। ଏଥିସହ ତାଲିକାରେ ସାମିଲ ହୋଇଥିବା କେତେଜଣ ହିତାଧିକାରୀଙ୍କ ନାଁ କାଟି ଦିଆଯାଇଛି। ଏହି ପଞ୍ଚାୟତର ଦେଉଳିସାହି ଗାଁରେ ୨ ଯୋଗ୍ୟ…

ବନ୍ୟା ପରେ ବିଶୁଦ୍ଧ ପାଣି ମିଳୁନି

ବରୀ,୧।୧୦(ଡି.ଏନ.ଏ.): ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ପ୍ରତିବର୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ ଚଳିତ ବନ୍ୟା ପରେ ବରୀ ବ୍ଲକ୍‌ର ସାହୁପଡ଼ା, ଧାରପୁର, ଇଶାଣପୁର, ବାଲିଆ, ଉଦୟନାଥପୁର, ଭଅଁରା, କଳାମାଟିଆ, ଅନ୍ୟାସୀପୁର, ବାଲିବିଲି…

କାରଖାନା ଛାଡୁଛି ବିଷାକ୍ତ ପାଣି: ପ୍ରଦୂଷିତ ଜଳ ଯୋଗୁ ଫସଲ ନଷ୍ଟ

ଯାଜପୁର ଅଫିସ,୧ା୧୦: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ପାରିପାର୍ଶ୍ୱିକ ବାୟୁର ମାନ ମାପିବା ପାଇଁ ସ୍ଥାପିତ ପରୀକ୍ଷଣ ଯନ୍ତ୍ର ଏମ୍ବିଏଣ୍ଟ ଏୟାର କ୍ବାଲିଟି ମନିଟରିଂ ଷ୍ଟାଟସ (ଏଏକ୍ୟୁଏମ୍‌ଏସ୍‌) ୩ ରୁ ୨ଟି ଅଚଳ ରହିଛି। ଏଥିଯୋଗୁ ବାୟୁ ପ୍ରଦୂଷଣ ତଥ୍ୟ ଲୁଚି…

ଜାଣନ୍ତି ଆପଣଙ୍କ ପାଇଁ କେଉଁ ଲାଫିଙ୍ଗ୍‌ ବୁଦ୍ଧ ଅତ୍ୟନ୍ତ ଶୁଭଦାୟକ

ଲାଫିଙ୍ଗ୍‌ ବୁଦ୍ଧ ପ୍ରାୟ ସମସ୍ତେ ଦେଖିଥିବେ। ଲାଫିଙ୍ଗ୍‌ ବୁଦ୍ଧ ଘରେ ରଖିଲେ ସକାରାତ୍ମକ ଭାବନା ସୃଷ୍ଟି ହୋଇଥାଏ। ଏହା ସୁଖ ଏବଂ ସମୃଦ୍ଧିର ପ୍ରତୀକ। ଅନେକ ପ୍ରକାର ଲାଫିଙ୍ଗ୍‌ ବୁଦ୍ଧ ରହିଛି। କିନ୍ତୁ ଜାଣନ୍ତି କି କେଉଁ ଲାଫିଙ୍ଗ୍‌ ବୁଦ୍ଧ ଅତ୍ୟନ୍ତ…

ଆଇପିଏଲ୍‌ ଅଧାରୁ ଛାଡି ପଳାଇଲେ ‘ୟୁନିଭର୍ସ ବସ୍‌’: ଜାଣନ୍ତୁ କାହିଁକି

ଦୁବାଇ,୧।୧୦: ଆଇପିଏଲ ୨୦୨୧ରେ ପଞ୍ଜାବ କିଙ୍ଗସକୁ ଏକ ବଡ଼ ଝଟ୍‌କା ଲାଗିଛି। କୋଲକାତା ନାଇଟ ରାଇଡର୍ସ ବିପକ୍ଷ ଆଜିର ମ୍ୟାଚ ପୂର୍ବରୁ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ କ୍ରିସ ଗେଲ ଆଇପିଏଲରୁ ଓହରି ଯାଇଛନ୍ତି। ବାୟୋ-ବବଲ ଥକ୍କା କାରଣରୁ ସେ ଆଇପିଏଲରୁ ଓହରିଯିବାକୁ…

ମନର ଯନ୍ତ୍ରଣା ବଖାଣିଲେ ଧୋନୀ

ଶାରଜା,୧।୧୦: ଚେନ୍ନାଇ ସୁପର କିଙ୍ଗସ ଏକାଦଶ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗରପ୍ଲେ ଅଫରେ ପ୍ରବେଶ କରିଛି। କିନ୍ତୁ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବିଶ୍ୱାସ କରନ୍ତି ଯେ ଗତ ବର୍ଷ ପ୍ରଥମ ଥର ପାଇଁ ଦଳ ଏହି ମାଇଲଖୁଣ୍ଟରେ ପହଞ୍ଚିବାରେ…

ଆଇପିଏଲ୍‌ରେ ପ୍ରଥମ କ୍ରିକେଟର୍‌ ଭାବେ ଏମିତି କାରନାମା କଲେ ଧୋନୀ

ଶାରଜା,୧।୧୦:ଆଇପିଏଲ ୨୦୨୧ରେ ଆଉ ଏକ ରେକର୍ଡ କରିଛନ୍ତି ମହେନ୍ଦ୍ର ସିଂ ଧୋନୀ। ସିଜିନର ୪୪ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଧୋନୀ ଗୁରୁବାର ଶାରଜାଠାରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ କ୍ୟାଚ ରେକର୍ଡ କରିଛନ୍ତି। ଏହି ଟି -୨୦ ଲିଗରେ ଫ୍ରାଞ୍ଚାଇଜ…

ଏହି ଅଭିନେତ୍ରୀଙ୍କ ଗୋଟିଏ ଫଟୋରେ କୋଟିକୋଟି ପ୍ରଶଂସକ ପାଗଳ

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ତଥା ଅନିଲ କପୁରଙ୍କ ଲଳନା ସୋନମ କପୁର ଇଣ୍ଡଷ୍ଟ୍ରିରେ ଜଣେ ପରିଚିତ ଅଭିନେତ୍ରୀ। ସେ ତାଙ୍କ କ୍ୟାରିୟରରେ ଏ ପର୍ଯ୍ୟନ୍ତ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। ସୋନମ ତାଙ୍କ ଫିଲ୍ମ ପାଇଁ ଯେତିକି ପରିଚିତ ନୁହନ୍ତି,…

ପୁଣି ବଢ଼ିଲା ତୈଳ ଦର

ଭୁବନେଶ୍ୱର/ନୂଆଦିଲ୍ଲୀ,୧।୧୦:ଦିନକର ବିରତି ପରେ ପୁଣି ଥରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ଗୁରୁବାର ଭୁବନେଶ୍ୱରରେ ଡିଜେଲ ୩୩ ପଇସା ଏବଂ ପେଟ୍ରୋଲ…

ରେଙ୍ଗାଲି: ପାଣିରେ ପଡ଼ିବ ୬୬ କୋଟି

ଯାଜପୁର ଅଫିସ,୧ା୧୦:ବ୍ରାହ୍ମଣୀ ନଦୀ ଉପରେ ରେଙ୍ଗାଲି ବହୁମୁଖୀ ଯୋଜନାର ବାମପାର୍ଶ୍ୱ କେନାଲର ଆରଡି ୭୧.୩୧୩ କିମିରୁ ୧୦୦.୪୯ କିମି ଅଞ୍ଚଳର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ଫଳରେ ଢେଙ୍କାନାଳ ଜିଲା ଭୁବନ ବ୍ଲକର ଓଡିଶଠାରୁ ଯାଜପୁର ଜିଲା ସୁକିନ୍ଦା ବ୍ଲକ…

ଏହି କ୍ରିକେଟର୍‌ଙ୍କ ସଫଳତାର ରାଜ୍‌ ହେଉଛି ଜୋତା, ବୋତଲ: ଜାଣନ୍ତୁ କେମିତି

ୟୁଏଇ,୧।୧୦: ଆଇପିଏଲ ୨୦୨୧ରେ ନିଜର ସଠିକ ୟର୍କର୍ସ ବୋଲିଂ ସହିତ ଲାଇମ ଲାଇଟକୁ ଆସିଛନ୍ତି ଫାଷ୍ଟ ବୋଲର ଆଭେଶ ଖାନ। ଏହି ସଫଳତାଙ୍କୁ ସେ ବେଶ୍‌ ସଂଘର୍ଷ କରିଛନ୍ତି। କ୍ୟାରିଅର୍‌କୁ ଭଲ କରିବା ପାଇଁ ଏକ ବୋତଲ କିମ୍ବା ଜୋତା ରଖି…

ମା’ ହେବା ପରେ ଗ୍ଲାମରସକୁ ଫେରିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଙ୍ଗଳା ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ ଏମ୍‌ପି ନୁସରତ ଜାହାଁ ଅଭିନୟ ଜଗତ ଏବଂ ରାଜନୀତିରେ ବେଶ୍‌ ନାଁ କମାଇଛନ୍ତି। ନୁସରତ ସବୁବେଳେ କିଛି ନା କିଛି କଥାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କିଛିଦିନ ତଳେ ସେ ଏକ ପୁତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?