ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା, ଆସନ୍ତା ୧୪ ପର୍ଯ୍ୟନ୍ତ ପିଲାଙ୍କୁ ଘରକୁ ନେଇଯିବାକୁ ନିର୍ଦ୍ଦେଶ
ଖୋର୍ଦ୍ଧା,୭ା।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣାକୁ ଗୁରୁତ୍ବର ସହ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ବତ୍ତମାନ ସୁଦ୍ଧା ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ଯା ୮୧ରେ ପହଞ୍ଚିଛି । ଏହାକୁ ଆଖି ଆଗରେ ରଖି ନବୋଦୟ ବିଦ୍ୟାଳୟ କେନ୍ଦ୍ର…
ବିନା ଜଣାଶୁଣାଣିରେ ୫ ପଞ୍ଚାୟତ ମିଶ୍ରଣକୁ ବିରୋଧ କରି ଜିଲାପାଳଙ୍କୁ ଭେଟିଲେ ଶତାଧିକ ଲୋକ, କହିଲେ କାହା…
ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରଦାନ କରିବା ପାଇଁ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଡିସେମ୍ବର ୨୬ ତାରିଖରେ ଏନେଇ ଆପତ୍ତି ଅଭିଯୋଗ ଗ୍ରହଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଏନେଇ…
‘ବାପା ମୋର ପିରିୟଡ୍ସ…’, ନେହୁରା ପରେ ବି ତରଳିଲାନି ହୃଦୟ, ପାଞ୍ଚ ହଜାର ପାଇଁ ଝିଅକୁ ବିକିଦେଲେ
ନୂଆଦିଲ୍ଲୀ,୭ା୧: ସମାଜରେ ଜଣେ ପିତାଙ୍କୁ ତାଙ୍କ ପିଲାମାନଙ୍କର ରକ୍ଷକ ବୋଲି ବିବେଚନା କରାଯାଏ । କିନ୍ତୁ କର୍ଣ୍ଣାଟକର ଚିକ୍କାମାଗାଲୁରୁ ଜିଲାର ବିରୁରରୁ ଏକ ଘଟଣା ସାମ୍ନାକୁ ଆସିଛି ଯାହା ମାନବିକତାକୁ ଲଜ୍ଜିତ କରିଛି । ଜଣେ ପିତା ଟଙ୍କା ଲୋଭରେ ନିଜ…
ଜି. ଉଦୟଗିରିରେ ପ୍ରବଳ ଶୀତ: କୁହୁଡ଼ି ସାଙ୍ଗକୁ…
ଜି.ଉଦୟଗିରି,୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ଭଙ୍ଗା ଶୀତରେ ଥରୁଛି କନ୍ଧମାଳ ଜିଲା ଜି ଉଦୟଗିରି। ବୁଧୁବାର ସହରର ତାପମାତ୍ରା ୩ ଡିଗ୍ରୀ ରହିଛି। ଏହା ଚଳିତ ବର୍ଷର ସବୁଠାରୁ କମ୍ ତାପମାତ୍ରା। ଆଜି ମଧ୍ୟ ଜି ଉଦୟଗିରିରେ ରାଜ୍ୟର ସବୁଠାରୁ କମ୍…
ବୌଦ୍ଧରୁ ଢେଙ୍କାନାଳକୁ ଚାଲାଣ ହେଉଥିଲା ଗଞ୍ଜେଇ: ଗାଁ ଯାତ୍ରା ପଡ଼ିଆରେ…
ପରଜଙ୍ଗ,୭ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୋ ଗାଁ ଯାତ୍ରା ପଡ଼ିଆ ନିକଟରୁ ବୁଧବାର ଭୋଟ୍ କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ୍। ଗିରଫ ଅଭିଯୁକ୍ତ କୁଆଳୋ ଗାଁର ଗିରିଶ ସାହୁ। ଦୀର୍ଘବର୍ଷ ଧରି ଲକ୍ଷଲକ୍ଷ ଟଙ୍କାର…
୮୦ ଧାନ ବସ୍ତା ନଷ୍ଟ କଲେ ହାତୀପଲ: କର୍ମଚାରୀଙ୍କ ବ୍ୟବହାରରେ ଚାଷୀ ହତୋତ୍ସାହିତ
ଭଞ୍ଜନଗର,୭ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ହାତୀପଲଙ୍କ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଏବଂ ଚାଷୀଙ୍କର ଚିନ୍ତା ବଢୁଛି। ଏହିଭଳି ପରିସ୍ଥିତିରେ ମଙ୍ଗଳବାର ରାତିରେ ପ୍ରାୟ ୨୨ ଟିକିଆ ହାତୀ…
ଶିମିଳିପାଳରେ ତାପମାତ୍ରା ‘ଶୂନ’
ବାରିପଦା,୭ା୧: ମୟୂରଭଞ୍ଜ ଜିଲା ଶିମିଳିପାଳରେ ତାପମାତ୍ରା ‘ଶୂନ’ ହୋଇଥିବା ରେକର୍ଡ କରାଯାଇଛି। ଉପରବାରକାମୁଡ଼ାରେ ‘ଶୂନ’ ତାପମାତ୍ରା ଥିବା ନେଇ ଆର୍ସିଏଫ୍ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଚହଲାରେ ତାପମାତ୍ରା ୨ ଡିଗ୍ରୀ ଥିବାବେଳେ ବରେଇପାଣି ଓ ଗୁଡୁଗୁଡ଼ିଆରେ ୫ ଡିଗ୍ରୀ ରହିଛି।…
ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ, ୧୦ ଡିଗ୍ରୀ ତଳେ ୨୩ ସହର
ଭୁବନେଶ୍ୱର,୭ା୧: ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ରାଜ୍ୟ। ୨୩ ସହରର ପାରଦ ୧୦ ଡିଗ୍ରୀ ତଳେ ଥିବାବେଳେ ୩୮ସହରରେ ୧୨ ଡିଗ୍ରୀ ତଳେ ତାପମାତ୍ରା ରହିଛି। ଜି. ଉଦୟଗିରି ରାଜ୍ୟରେ ସବୁଠୁ ଥଣ୍ଡା ସହର ହୋଇଥିବାବେଳେ ଏଠାରେ ତାପମାତ୍ରା ୩ ଡିଗ୍ରୀ…
ପୂର୍ବତନ ସମିତିସଭ୍ୟାଙ୍କ ପରଲୋକ, ରାଜନୈତିକ କ୍ୟାରିୟରରେ…
ପାଟଣା,୭ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତ ପୂର୍ବସମିତି ସଭ୍ୟା ଯଶୋଦା ସେଠୀଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ଦେହାନ୍ତ ଘଟିଛି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା। ସେ ଜଣେ ମିଷ୍ଟଭାଷୀ,…
ଟ୍ରମ୍ପଙ୍କ ଉପରେ ଖୁସି ନାହାନ୍ତି ପ୍ରଧାନମନ୍ତ୍ରୀ ମୋଦି, ଏକଥା ନିଜେ ସ୍ବୀକାର କରି…
ନୂଆଦିଲ୍ଲୀ/ଓ୍ବାଶିଂଟନ,୭ା୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଖୁସି ନାହାନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏକଥା ନିଜେ ଟ୍ରମ୍ପ କହିଛନ୍ତି। ଭାରତ ସମ୍ପର୍କରେ ପ୍ରତିକ୍ରିୟା ରଖି ଟ୍ରମ୍ପ କହିଛନ୍ତି, ମୋଦିଙ୍କ ସହ ମୋର ଭଲ ସମ୍ପର୍କ, କିନ୍ତୁ ଏବେ ସେ…
ଆନ୍ଦୋଳନକୁ ଏଡ଼ାଇ ଗୁରୁତର ରୋଗୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ଡାକ୍ତର, ନଚେତ୍…
କେସିଙ୍ଗା,୭ା୧(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ଡାକ୍ତର ସଂଘ(ଓମ୍ସା) ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ୧୧ଟା ଯାଏ ଆଉଟ୍ଡୋରରେ କେବଳ ଏକ ଘଣ୍ଟା ରୋଗୀ ସେବା କରୁଛନ୍ତି। ଆଉଟ୍ଡୋର ବନ୍ଦ ହୋଇ ଗଲେ ଦୂର ଦୁରାନ୍ତରୁ ଆସିଥିବା ରୋଗୀମାନେ ନିରାଶରେ…
ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…
ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ କରାଯାଇଥିବା ଅଭିଯୋଗ ହେବା ପରେ ମଙ୍ଗଳବାର କେ. ନୂଆଗାଁ ପୋଲିସ ୨ ଜଣଙ୍କୁ ଗିରଫ…
Archives


