Home

କରୋନାରୁ ଦୂରେଇ ରହିବା ଲାଗି ଲୋକେ ବୋଳି ହେଉଛନ୍ତି ଗୋବର-ଗୋମୂତ୍ର: ବିପଦ ଜନକ କହିଲେ ଡାକ୍ତର…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କେତେକ ଲୋକ ସଂକ୍ରମରରୁ ଦୂରେଇ ରହିବା ପାଇଁ ଗୋବର-ଗୋମୂତ୍ର ବୋଳି ହେଉଛନ୍ତି। ଏହା ସହିତ ଗୋମୂତ୍ର ପାନ ମଧ୍ୟ କରୁଛନ୍ତି। ଏଭଳି…

ପରିଚୟପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ପରିଚୟ ପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ। ସେଥିପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ପରିଚୟପତ୍ର ନ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ସେମାନଙ୍କୁ କିଭଳି ଟିକାକରଣ ପ୍ରକ୍ରିୟାରେ ସାମିଲ କରାଯାଇପାରିବ, ସେଥିଲାଗି ନିର୍ଦ୍ଦେଶ…

ଏକଦା ଭିଡ଼ର ସୁଯୋଗ ନେଇ ବିପାଶାଙ୍କ ସ୍କର୍ଟ ଟାଣିବାକୁ ଚେଷ୍ଟା କରିଥିଲେ ପ୍ରଶଂସକ; ଆଜି ବି…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀଙ୍କ ପ୍ରଶଂସକ ଅଧିକ। ଏଥିଲାଗି ସର୍ବସାଧାରଣସ୍ଥଳକୁ ଗଲେ ଭିଡ଼ ଏଡ଼ାଇବା ଲାଗି ସୁରକ୍ଷା ବ୍ୟବସ୍ଥା ଲୋଡା ପଡ଼ିଥାଏ। ହେଲେ ଅନେକ ସମୟରେ ଭିଡ଼ରେ ଅଭିନେତ୍ରୀଙ୍କ ସହ ଦୁର୍ବବ୍ୟହାର କରିବାକୁ ଚେଷ୍ଟା କରାଯାଇଥାଏ। ସୋନମ କପୁର, କରିନା କପୁରଙ୍କଠାରୁ ଆରମ୍ଭ…

ଟଏଲେଟ୍‌ ପାଇପ୍‌ ଯୋଗେ ଆସିପାରେ କରୋନା: ଜାଣନ୍ତୁ କେମିତି

କରୋନାର ଦ୍ୱିତୀୟ ଲହର ଦେଶରେ ଏକପ୍ରକାର ଆତଙ୍କ ସୃଷ୍ଟି କରିଛି। ଲୋକମାନେ ଏହାର ଶିକାର ହୋଇ ଜୀବନ ହାରୁଛନ୍ତି। ଏହାପରେ ତୃତୀୟ ଲହର ଆସିବାର ସମ୍ଭାବନା ଅଛି। ଏପରି ପରିସ୍ଥିତିରେ ବୈଜ୍ଞାନିକମାନେ ମଧ୍ୟ ଏହା ବିଷୟରେ ଅନେକ ପ୍ରକାରର ତଥ୍ୟ ସଂଗ୍ରହ…

ବୁଲା ଗୋରୁଙ୍କୁ ଖାଦ୍ୟ ପ୍ରଦାନ ଲୋକଦେଖାଣିଆ

ପୁରୁଷୋତ୍ତମପୁର,୧୨।୫(ଡି.ଏନ୍‌.ଏ.): ମହାମାରୀ କରୋନାକୁ ନେଇ ଲକ୍‌ଡାଉନ୍‌ ଯୋଗୁ ବୁଲା ଗୋରୁଗାଈଙ୍କୁ ଖାଦ୍ୟ ଯୋଗାଣ ଲାଗି ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପ୍ରଶାସନ ପକ୍ଷରୁ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାକୁ ନେଇ ଜନସାଧାରଣ…

କୋଭିଡ୍‌ ନିୟମକୁ ବେଖାତିର: ଦୋକାନ ସିଲ୍‌ କଲା ପ୍ରଶାସନ

ରାଇକିଆ,୧୨।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସାରା ରାଜ୍ୟରେ ଲକ୍‌ଡାଉନ୍‌ କରାଯାଇଛି। ବିଭିନ୍ନ କଟକଣା ମଧ୍ୟ ଜାରି କରାଯାଇଛି। ତେବେ କୋଭିଡ ନିୟମକୁ ବେଖାତିର କରି ଦୋକାନ ଖୋଲି ବ୍ୟବସାୟ କରୁଥିବା ଅଭିଯୋଗରେ ବୁଧବାର…

୯ କଏଦୀ କରୋନା ସଂକ୍ରମିତ

କେନ୍ଦୁଝର,୧୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା କାରାଗାରରେ ୯ କଏଦୀ ଓ ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। କିଛିଦିନ ତଳେ ଜଣେ ଅନ୍ତେବାସୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏଥିପାଇଁ ତାଙ୍କ ସହ ରହୁଥିବା ୩୦ କଏଦୀଙ୍କ ନମୁନା ପରୀକ୍ଷା…

କେବେ ଦ୍ୱିତୀୟ ଲହରରୁ ମିଳିବ ମୁକ୍ତି, ସୂଚନା ଦେଲେ ବୈଜ୍ଞାନିକ…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କେବେ ଦ୍ୱିତୀୟ ଲହରରୁ ଭାରତକୁ ମୁକ୍ତି ମିଳିବ ନେଇ ଅଶୋକ ବିଶ୍ୱବିଦ୍ୟାଳୟର ତ୍ରିବେଦି ସ୍କୁଲ୍‌ ଅଫ୍‌ ବାୟୋ ସାଇନ୍ସ୍‌ର ନିର୍ଦ୍ଦେଶକ ଖ୍ୟାତି ସମ୍ପନ୍ନ…

ମୃତ୍ୟୁ ଘଟିଥିବା ନିର୍ବାଚନ କର୍ମଚାରୀଙ୍କ ପରିବାରକୁ ମିଳୁ କୋଟିଏ ଟଙ୍କାର ସହାୟତା: ହାଇକୋର୍ଟ …

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ନିଯୁକ୍ତ ହୋଇଥିବା କେତେକଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବା ନେଇ ଆହ୍ଲାବାଦ୍‌ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ଏହାର ବିଚାର କରି ବିଚାରପତି ସିଦ୍ଧାର୍ଥ…

ମହିଳାଙ୍କୁ ୫ ବର୍ଷ ପାଇଁ ପାର୍କ ମନା, ଜାଣନ୍ତୁ କାରଣ

ଓ୍ବାଶିଂଟନ,୧୨।୫: ଆମେରିକାର କଲରାଡୋ ସହରରେ ରହୁଥିବା ଜଣେ ମହିଳା ଛୋଟ ଡ୍ରେସ୍‌ ପିନ୍ଧିଥିବାରୁ ତାଙ୍କୁ ହଟହଟା ହେବାକୁ ପଡ଼ିଛି। ବେଲି ବ୍ରିଡଲଭ ନାମକ ଏହି ମହିଳା ଥିମ୍‌ ପାର୍କରେ ବସିଥିଲେ। ଯେଉଁଠି କିଛି ସିକ୍ୟୁରିଟି ଗାର୍ଡ ତାଙ୍କ ଡ୍ରେସ୍‌କୁ ଛୋଟ କହିବା…

ଅଧିକ ଟିକାଦାନ କରାଯାଇଥିବା ଦେଶରେ ଦୁଇଗୁଣା ହେଲା ଆକ୍ରାନ୍ତଙ୍କ ସଂଖ୍ୟା…

ଭିକ୍ଟୋରିଆ,୧୨।୫: ସର୍ବାଧିକ ଟିକାଦାନ କରାଯାଇଥିବା ଆଫ୍ରିକୀୟ ଦେଶ ସେଶେଲ୍ସ୍‌ରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଠାତ୍‌ ବୃଦ୍ଧି ପାଇ ଦୁଇଗୁଣା ହୋଇଛି। ମେ’ ୭ ପରେ ଏଠାରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ବୋଲି ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ଥଟ୍ଟା କଲେ ବି ରାଗିଯାଆନ୍ତି ଏହି କ୍ରିକେଟର; ଶାମି କହିଲେ…

ନୂଆଦିଲ୍ଲୀ,୧୨।୫: କ୍ରିକେଟରଙ୍କ ମଧ୍ୟରେ ଥଟ୍ଟା-ପରିହାସ ହୋଇଥାଏ। ଯୁବରାଜ ସିଂହଙ୍କଠାରୁ ଆରମ୍ଭ କରି ହରଭଜନ ସିଂହଙ୍କ ପର୍ଯ୍ୟନ୍ତ କ୍ରିକେଟର ସର୍ବଦା ନିଜ ସାଥୀ ଖେଳାଳିଙ୍କ ମଜା ଉଡାଇଥାନ୍ତି। ଏବେ ଦଳ ଏବଂ ସମୟ ବଦଳିଛି। ଏବେର କିଛି ଖେଳାଳି ପୂର୍ବ ଖେଳାଳିଙ୍କ ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri