ଇତିହାସ ରଚିଲେ ଦୀପିକା କୁମାରୀ
ପ୍ୟାରିସ୍,୨୮।୬: ପ୍ୟାରିସରେ ଚାଲିଥିବା ତୀରନ୍ଦାଜୀ ବିଶ୍ୱକପରେ ଭାରତର ତାରକା ମହିଳା ତୀରନ୍ଦାଜ ଦୀପିକା କୁମାରୀ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱକପ ପର୍ଯ୍ୟାୟରେ ପୁନର୍ବାର ବ୍ୟକ୍ତିଗତ ଇଭେଣ୍ଟକୁ ୬-୦ରେ ଜିତି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ଏହି ବିଜୟ ସହିତ…
ଟିକାକରଣରେ ଆମେରିକାକୁ ପଛରେ ପକାଇଲା ଭାରତ
ନୂଆଦିଲ୍ଲୀ,୨୮।୬: ଭାରତରେ କରୋନା ଭାଇରସ୍ ସଂକ୍ରମଣ ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଏବେ ଚିନ୍ତା ବଢ଼ାଇଦେଇଛି। ଅନେକ ରାଜ୍ୟରେ ଏହି ଭାରିଆଣ୍ଟ ଯୋଗୁ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି ଲକ୍ଡାଉନ ନିୟମକୁ…
ତୃତୀୟ ଲହରକୁ ନେଇ ଏମ୍ସ୍ର ଚେତାବନୀ, ସ୍ବାସ୍ଥ୍ୟସେବାକୁ ସୁଦୃଢ଼ କରିବା ଜରୁରୀ…
ନୂଆଦିଲ୍ଲୀ,୨୮।୬: ଭାରତରେ ତୃତୀୟ ଲହର ଆଶଙ୍କା ନେଇ ଏମ୍ସ୍ ପକ୍ଷରୁ ଚେତାବନୀ ଦିଆଯାଇଛି। ଏମ୍ସ୍ ନିର୍ଦ୍ଦେଶକ ରଣଦୀପ୍ ଗୁଲେରିଆ ଦେଶରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଏବଂ ତୃତୀୟ ଲହରକୁ ଦୃଷ୍ଟିରେ ରଖି ସାଧାରଣ ସ୍ବାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ…
ଜୁଲାଇ ୧ରେ ଖୋଲିବନାହିଁ ସ୍କୁଲ
ଭୋପାଳ,୨୮।୬: କରେନାର ଦ୍ୱିତୀୟ ଲହରର ଦୈନିକ ସଂକ୍ରମଣ ହାର ଦିନକୁ ଦିନ ନିୟନ୍ତ୍ରଣ ହେବାରେ ଲାଗିଛି। ତେଣୁ ବିଭିନ୍ନ ରାଜ୍ୟରେ କରୋନା କଟକଣାକୁ କୋହଳ କରାଯାଇଛି। କଟକଣା କୋହଳ ହେବା ପରେ ରାଜ୍ୟଗୁଡ଼ିକରେ ସ୍କୁଲ ଖୋଲାଯିବା ନେଇ ଚର୍ଚ୍ଚା ହେଉଛି। ଇତିମଧ୍ୟରେ…
ପ୍ରଦୂଷିତ ବାୟୁମଣ୍ଡଳ ଓ କିଡ୍ନୀ ଫେଲ୍ୟୁୟର
ଆମ ଶରୀରର ପ୍ରମୁଖ ଅଙ୍ଗ ମଧ୍ୟରୁ କିଡ୍ନୀ ଅନ୍ୟତମ। ହେଲେ କେତେକ କାରଣରୁ ଏହା ଯେତେବେଳେ ପ୍ରଭାବିତ ହୁଏ ସେତେବେଳେ ଆମକୁ ଗୁରୁତର ସ୍ବାସ୍ଥ୍ୟଜନିତ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏହି ରୋଗ ଜଟିଳ ସ୍ଥିିତିରେ ଥିଲେ ଚିକିତ୍ସା ତ ବ୍ୟୟସାପେକ୍ଷ,…
ବିସିସିଆଇର ବଡ଼ ଘୋଷଣା: ଭାରତରେ ହେବ ନାହିଁ ଟି-୨୦ ବିଶ୍ୱକପ୍
ନୂଆଦିଲ୍ଲୀ,୨୮।୬: ବିସିସିଆଇ ସୋମବାର ଏକ ବଡ ଘୋଷଣା କରିଛି। ଭାରତରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍କୁ ୟୁଏଇ ସ୍ଥାନାନ୍ତର କରାଯାଇଛି। ଦେଶରେ କରୋନା ପରିସ୍ଥିତି ଜାରି ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ବିସିସିଆଇ ଆଇସିସିକୁ ସୂଚନା ଦିଆଯାଇଥିବା ବିସିସିଆଇ…
ଜମ୍ମୁ-କଶ୍ମୀର-ଲଦାଖକୁ ଅଲଗା ଦେଶ ଦର୍ଶାଇଲା ଟୁଇଟର୍…
ନୂଆଦିଲ୍ଲୀ,୨୮।୬: ଭାରତ ଏବଂ ଟୁଇଟର ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଏବେ ଟୁଇଟର୍ରେ ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ଅଲଗା ଦେଶ ଭାବେ ଦର୍ଶାଯାଇଛି। ଟୁଇଟର୍ ଓ୍ବେବସାଇଟ୍ରେ କରାଯାଇଥିବା ଏଭଳି କାର୍ଯ୍ୟକୁ ନେଇ କେନ୍ଦ୍ର ସରକାରଙ୍କ ସହିତ ସମ୍ପର୍କ ପୁଣି ତିକ୍ତ…
ଭାକ୍ସିନ ନ ନେଲେ ସେଲୁନ-ପାର୍ଲର ମନା
ଭୋପାଳ,୨୮।୬: କରୋନା ଟିକା ନ ନେଲେ କଟାଯିବନି କେଶ କି ହେବ ନାହିଁ ସେଭିଂ। କିଛି ଏଭଳି ଚେତାବନୀ ଦେଇଛନ୍ତି ମଧ୍ୟପ୍ରଦେଶର ସେଲୁନ ପରିଚାଳକ। ଯୁବପୀଢ଼ି ହୁଅନ୍ତୁ ବା ବୃଦ୍ଧ ସମସ୍ତଙ୍କୁ ଟିକା ନେବା ବାଧ୍ୟତାମୂଳକ। ସୂଚନା ମୁତାବକ ଟିକାକରଣ ପ୍ରତି…
କରୋନା ସଙ୍କଟରେ ଘରୋଇ ସ୍କୁଲ୍ ଆଦାୟ କରିପାରିବେ ବାର୍ଷିକ ଫି ସହିତ ବିକାଶ ଶୁଳ୍କ, କହିଲେ ଏସ୍ସି…
ନୂଆଦିଲ୍ଲୀ,୨୮।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ଲକ୍ଡାଉନ୍ ଯୋଗୁ ସ୍କୁଲ୍ କଲେଜ ବନ୍ଦ ରହିଛି। ପାଠପଢ଼ା ଅନ୍ଲାଇନ୍ରେ କରାଯାଉଛି। ଏପରିସ୍ଥଳେ ଘରୋଇ ସ୍କୁଲ୍ଗୁଡ଼ିକର ବାର୍ଷିକ ଫି ସହିତ ବିକାଶ ଶୁଳ୍କ ଆଦାୟ ଉପରେ ରୋକ ଲଗାଇବା ପାଇଁ…
ଏହି ଦେଶରେ ଏବେ ମାସ୍କ ପିନ୍ଧିବା ଜରୁରୀ ନୁହେଁ
ରୋମ୍,୨୮ା୬: ଫେବୃୟାରୀ ୨୦୨୦ରେ ବିଶ୍ୱରେ ମହାମାରୀ କରୋନା ବ୍ୟାପିବା ପରେ ଲୋକମାନେ ମାସ୍କ ପିନ୍ଧିବା ଆରମ୍ଭ କରିଥିଲେ। ୟୁରୋପର ଲୋକମାନେ ମଧ୍ୟ ମାସ୍କ ପିନ୍ଧି ଏହି ମହାମାରୀରୁ ନିଜକୁ ରକ୍ଷା କରିଥିଲେ। ଏଥି ସହିତ ୨୦୨୧ ମଧ୍ୟଭାଗରେ ୟୁରୋପୀୟ ଦେଶ ଇଟାଲୀର…
ଏଠାରେ ରହିଛି ସବୁଠୁ ଧନୀ ମନ୍ଦିର, ବର୍ଷକୁ ଆୟ ହୋଇଥାଏ…
ମନ୍ଦିର ଏବଂ ତୀର୍ଥସ୍ଥାନର ଦେଶ ଭାବରେ ଭାରତ ବେଶ୍ ଜଣାଶୁଣା। ଆମ ଦେଶରେ ହଜାର ହଜାର ସଂଖ୍ୟାରେ ମନ୍ଦିର ରହିଛି। ଯେଉଁଠାକୁ ପ୍ରତିବର୍ଷ ବହୁ ସଂଖ୍ୟାରେ ଭକ୍ତ ବିଶ୍ୱାସ ନେଇ ଦେବଦେବୀଙ୍କୁ ଦର୍ଶନ କରିବାକୁ ଦୂରଦୂରାନ୍ତରୁ ଛୁଟି ଆସିଥାନ୍ତି। ଖାଲି ଯେ,…
ସଲମାନଙ୍କ ପାଦ ଧୋଇବାକୁ ଚାହାନ୍ତି ଏହି ଅଭିନେତ୍ରୀ, କାରଣ ଜାଣିଲେ କରିବେ ପ୍ରଶଂସା
ମୁମ୍ବାଇ: ଡ୍ରାମା କୁଇନ୍ ରାକ୍ଷୀ ସ୍ବାଓନ୍ତ ସଲମାନ ଏବଂ ତାଙ୍କ ପରିବାରକୁ ସବୁବେଳେ ଶ୍ରେୟ ଦେଇଥାନ୍ତି। ରାକ୍ଷୀ ଏକ ସାକ୍ଷାତକାରରେ କହିଛନ୍ତି ଯେ, ସେ ସଲମାନ ଏବଂ ତାଙ୍କ ପରିବାରର ପାଦ ଧୋଇବାକୁ ଚାହୁଁଛନ୍ତି। ସେ କହିଛନ୍ତି, ସାରା ଜୀବନ ମୁଁ…
Archives


